Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ମିଡିଆ ଟ୍ରାଏଲ୍ ବିରୋଧରେ ଦିଲ୍ଲୀ ହାଇକୋର୍ଟ ଗଲେ ରକୁଲ ପ୍ରୀତ ସିଂହ

ନୂଆଦିଲ୍ଲୀ: ଡ୍ରଗ୍ସ କେସରେ ମିଡିଆ ଟ୍ରାଏଲ୍ ବିରୋଧରେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ଅଭିନେତ୍ରୀ ରକୁଲ ପ୍ରୀତ ସିଂହ । ପିଟିସନରେ ସେ ଦର୍ଶାଇଛନ୍ତି, ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ଏବେ ମାମଲାର ତଦନ୍ତ କରୁଛି । ଏନସିବି ତଦନ୍ତ ସାରି କୌଣସି ରିପୋର୍ଟ କୋର୍ଟଙ୍କୁ ନଦେବା ଯାଏ…

କୃଷି ବିଲକୁ ବିରୋଧ: NDA ମେଣ୍ଟକୁ ବାଏ ବାଏ କହିଲା ଶିରୋମଣୀ ଅକାଳୀ ଦଳ

ନୂଆଦିଲ୍ଲୀ: ବିଜେପିକୁ ଝଟକା । କୃଷି ବିଲକୁ ବିରୋଧ କରି ଏନଡିଏ ମେଣ୍ଟରୁ ଅଲଗା ହେଲା ଶିରୋମଣି ଅକାଳୀ ଦଳ । କାଟି ଦେଲା ୨୨ ବର୍ଷର ସମ୍ପର୍କ । ଏନେଇ ଶିରୋମଣି ଅକାଳୀ ଦଳ ପକ୍ଷରୁ ଘୋଷଣା କରାଯାଇଛି । ଶିରୋମଣି ଅକାଳୀ ଦଳ କହିଛି, ଚାଷୀଙ୍କ ଉତ୍ପାଦର ମାର୍କେଟିଂ ସୁନିଶ୍ଚିତ କରିବା ପାଇଁ…

ଦେଶରେ ୬୦ ଲକ୍ଷ ଛୁଇଁବ କରୋନା କେସ, ଲକ୍ଷେ ମୁହାଁ ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ: ଆସନ୍ତାକାଲି ଦେଶରେ ୬୦ ଲକ୍ଷ ଟପିଯିବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୮୮ ହଜାର ୬୦୦ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫୯ଲକ୍ଷ ୯୨ହଜାର ୫୩୩କୁ ବୃଦ୍ଧି ପାଇଛି । ବଢୁଛି ମୃତ୍ୟୁସଂଖ୍ୟା । ଲକ୍ଷେ ମୁହାଁ…

NCB ପାଖରେ ଦୀପିକା-ସାରା-ଶ୍ରଦ୍ଧା-ରକୁଲଙ୍କ ଫୋନ୍, ଆଗକୁ ପୁଣି ଡାକିପାରେ

ମୁମ୍ବାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଖୋଳତାଡ ବେଳେ ସାମନାକୁ ଆସିଛି ବଲିଉଡର ଡ୍ରଗ୍ସ ଲିଙ୍କ ଖିଅ । ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ସ୍କାନରରେ ବଲିଉଡ୍ ସୁନ୍ଦରୀ । ଦୀପିକା ପାଦୁକୋନା, ସାରା ଅଲ୍ଲୀ ଖାନା, ଶ୍ରଦ୍ଧା କପୁର ଓ ରକୁଲ ପ୍ରୀତ ସିଂହଙ୍କୁ ପଚରାଉରା ପରେ ସେମନାଙ୍କ…

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶଓ୍ୱନ୍ତ ସିଂହ, ସଂସଦକୁ ୯ ଥର ନିର୍ବାଚିତ

ନୂଆଦିଲ୍ଲୀ: ଆଉ ନାହାନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଯଶଓ୍ୱନ୍ତ ସିଂହ । ୮୨ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଅଟ୍ଟଳ ବିହାରୀ ବାଜପେୟୀ ସରକାରରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ ଯଶଓ୍ୱନ୍ତ ସିଂହ । କେନ୍ଦ୍ରରେ ସେ ଥିଲେ ଅର୍ଥ,…

ଅକ୍ଟୋବର ୧ରୁ ଖୋଲିବ ସିନେମା ହଲ୍‌

କୋଲକାତା: ଅକ୍ଟୋବର ପହିଲାରୁ ଖୋଲିବ ସିନେମା ହଲ୍ । କେବଳ ସେତିକି ନୁହେଁ ଯାତ୍ରା, ମୁକ୍ତାକାଶ ରଙ୍ଗମଂଚ ମଧ୍ୟ ଖୋଲିବ । କୋଭିଡ ନିୟମ ମାନିବା ସହ କିଛି କଟକଣା ରଖି ଏଭଳି ଅନୁମତି ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସେହିଭଳି ନୃତ୍ୟ, ଗୀତ ଓ ମ୍ୟାଜିକ ଶୋକୁ ମଧ୍ୟ…

ଆଜି JEE ଆଡ୍‌ଭାନ୍ସଡ ପରୀକ୍ଷା

ଭୁବନେଶ୍ୱର: ଆଜି ଜେଇଇ ଆଡଭାନ୍ସଡ ପରୀକ୍ଷା । ଓଡ଼ିଶାର ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାରେ ମୋଟ ୧୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଏଥିମଧ୍ୟରୁ ଭୁବନେଶ୍ୱରରେ କେବଳ ୯ଟି ପରୀକ୍ଷା କେନ୍ଦ୍ର ହୋଇଛି । ଓଡ଼ିଶାରୁ ପ୍ରାୟ ୩ ହଜାର ପରୀକ୍ଷାର୍ଥୀ ଦୁଇଟି…

ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀଙ୍କୁ କରୋନା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମା ଭାରତୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏବେ ସେ ହରିଦ୍ୱାର ଓ ଋଷିକେସ ମଧ୍ୟରେ ଥିବା ବନ୍ଦେ ମାତରମ୍ କୁଂଜରେ କ୍ୱାରେଂଟାଇନ୍‌ରେ…

ଆଇପିଏଲ ମହାସମର : ହାଇଦ୍ରାବାଦକୁ ୭ ୱିକେଟରେ ହରାଇଲା କୋଲକାତା

ଦୁବାଇ : ଆଇପିଲର ଚଳିତ ସିଜନରେ ପ୍ରଥମ ବିଜୟ ହାସଲ କରିଛି କୋଲକାତା ନାଇଟ୍ ରାଇଡର୍ସ । ସନରାଇଜର୍ସ ହାଇଦ୍ରାବାଦକୁ ୭ ୱିକେଟରେ ହରାଇଛି କେକେଆର । ସନରାଇଜର୍ସ କ୍ୟାପଟେନ୍ ୱାର୍ଣ୍ଣନର ପ୍ରଥମେ ଟସ୍ ଜିଣି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ହେଲେ କୋଲକାତାର ବୋଲିଂ ସାମ୍ନାରେ ଦଳ…

୨୦,୦୦୦ ଫୁଟ ଉଚ୍ଚତାରେ ମିଳିପାରିବ ଇନ୍‌-ଫ୍ଲାଇଟ ମୋବାଇଲ ସେବା: ରିଲାଏନ୍ସ ଜିଓ

ମୁମ୍ବାଇ: ଜିଓ ପୋଷ୍ଟପେଡ ପ୍ଲସ୍ ଗ୍ରାହକଙ୍କ ନିମନ୍ତେ ଭାରତର ପ୍ରଥମ ଇନ୍ ଫ୍ଲାଇଟ ସେବା ଆରମ୍ଭ କରିବାକୁ ଜିଓ ଏବଂ ପାନାସୋନିକ ଆଭିଓନିକ୍ସ କର୍ପୋରେସନର ସହଯୋଗୀ ସଂସ୍ଥା ଏରୋମୋବାଇଲ ସହଭାଗିତା କରିଛନ୍ତି । ଜିଓର ଇନ-ଫ୍ଲାଇଟ ସେବା ବିଦେଶ ଯାତ୍ରା କରୁଥିବା ପ୍ରତ୍ୟେକ ଭାରତୀୟ ବିମାନ…