Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କୋଭିଡ୍ ମୁକାବିଲା ନେଇ ଜାତିସଂଘର ଭୂମିକା ଉପରେ ପ୍ରଶ୍ନ ଉଠାଇଲେ ମୋଦି

ନୂଆଦିଲ୍ଲୀ: ଗତ ୮-୯ ମାସ ହେଲାଣି ସାରା ବିଶ୍ୱ କରୋନା ମହାମାରୀ ବିରୋଧରେ ଯୁଦ୍ଧ କରିଆସୁଛି । କିନ୍ତୁ ଏହି ସମୟରେ ମିଳିତ ଜାତିସଂଘ ମହାମାରୀ ମୁକାବିଲା ଦିଗରେ କେଉଁଠି ଅଛି । ଏ ନେଇ ମିଳିତ ଜାତିସଂଘର ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚ୍ୟୁଆଲ ପ୍ଲାଟଫର୍ମରେ…

ପ୍ରଖ୍ୟାତ କଣ୍ଠଶିଳ୍ପୀ ବାଲସୁବ୍ରମଣ୍ୟମଙ୍କ ଶେଷକୃତ୍ୟ ସମ୍ପନ୍ନ

ଚେନ୍ନାଇ: ପଞ୍ଚଭୂତରେ ଲୀନ ହୋଇଛି କିମ୍ବଦନ୍ତୀ ଗାୟକ ଏସପି ବାଲସୁବ୍ରମଣ୍ୟମଙ୍କର ପାର୍ଥିବ ଶରୀର। ଗତକାଲି ଚେନ୍ନାଇ ଠାରେ ତାଙ୍କର ଦେହାନ୍ତ ହୋଇଥିଲା। ପ୍ରାପ୍ତ ସୂଚନାନୁଯାୟୀ ତାମିଲନାଡୁର ତରୁଭାଲ୍ଲୁର ଜିଲ୍ଲା ସ୍ଥିତ ଥମରାଇପାକ୍କମରେ ଥିବା ଗୋଟିଏ ଫାର୍ମରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ…

ଦୀପିକାଙ୍କୁ ମାରାଥନ ଜେରା, NCB ଆଗରେ ମାନିଲେ ଡ୍ରଗ୍ସ ଚାଟ୍ କଥା

ମୁମ୍ବାଇ: ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଜେରାଦାର ଜେରା ଚଳାଇଛି ଏନ୍‌ସିବି । ଗୋଟିଏ ପରେ ଗୋଟିଏ ଅଭିନେତ୍ରୀ ଏନ୍‌ସିବି ଆଗରେ ହାଜର ହେଉଛନ୍ତି । ଏହି ମାମଲାରେ ବଲିଉଡ ମସ୍ତାନୀ ଗାର୍ଲ ଦୀପିକା ପାଦୁକୋନଙ୍କୁ ଚାଲିଛି ମାରଥାନା ଜେରା । ଏହି ସମୟରେ ଏନ୍‌ସିବି ଆଗରେ ଦୀପିକା ବଡ ସ୍ୱୀକାରୋକ୍ତି…

କାଶୀ ବିଶ୍ୱନାଥ ମନ୍ଦିରରେ କଙ୍ଗନା !

ମୁମ୍ବାଇ: ସବୁ ଦିନେ ନିଜ ବୟାନ ବାଜିକୁ ନେଇ ଚର୍ଚ୍ଚାରେ ରହୁଥିବା ବଲିଉଡର କୁଇନ୍ କଙ୍ଗନା ଏବେ ପୁଣି ଥରେ ଚର୍ଚ୍ଚାରେ । ତେବେ କୌଣସି ବୟାନ ବାଜିକୁ ନେଇ ନୁହେଁ ସୋସିଆଲ ମିଡିଆରେ କିଛି ଫଟୋକୁ ସେୟାର କରି କଙ୍ଗନା ପୁଣି ଥରେ ଏବେ ଚର୍ଚ୍ଚାକୁ ଆସିଛନ୍ତି । କାଶୀ ବିଶ୍ୱନାଥ ମନ୍ଦିରରେ…

ଏନ୍‌ସିବିରେ ହାଜର ହେଲେ ସାରା ଅଲ୍ଲି ଖାନ୍‌

ମୁମ୍ବାଇ: ଡ୍ରଗ୍ସ ଲିଙ୍କ ମାମଲାରେ ବଲିଉଡକୁ ପଡିଛି ଶନିଦଶା । ଗୋଟିଏ ପରେ ଗୋଟିଏ ଅଭିନେତ୍ରୀକୁ ଜେରା କରୁଛି ଏନ୍‌ସିବି । ଦୀପିକା, ଶ୍ରଦ୍ଧାଙ୍କ ପରେ ଏବେ ଏନ୍‌ସିବି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ସାରା ଅଲ୍ଲି ଖାନ୍ । ଡ୍ରଗ୍ସ ଲିଙ୍କ ନେଇ ତାଙ୍କ ନାଁ ସାମ୍ନାକୁ ଆସିବା ପରେ ସାରାଙ୍କୁ…

ହାଜର ହେଲେ ଶ୍ରଦ୍ଧା କପୁର, ଆସିବେ ସାରା ଅଲ୍ଲୀ ଖାନ୍

ମୁମ୍ବାଇ: ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ ବା ଏନସିବିରେ ହାଜର ହେଲେ ଅଭିନେତ୍ରୀ ଶ୍ରଦ୍ଧା କପୁର । ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ତାଙ୍କୁ ହାଜର ହେବାକୁ ସମନ୍ ହୋଇଥିଲା । ଏହି ମାମଲାରେ ତାଙ୍କୁ ପଚରାଉଚରା କରୁଛି ଏନସିବି ଟିମ୍ । ହାଜର ହେବାକୁ ଗତ ୨୩ ତାରିଖରେ…

ଆଗକୁ କରନ ଜୋହରଙ୍କ ପାଳି କି! ଟ୍ୱିଟ୍ କରି କହିଲେ ଏମିତି

ମୁମ୍ବାଇ: ଡ୍ରଗ୍ସ ଜାଲରେ ଫସିଛି ପୁରା ବଲିଉଡ । ଏନ୍‌ସିବି ସ୍କାନରରେ ବଲିଉଡର ନାମୀଦାମି କଳାକାର । ଦୀପିକା, ଶ୍ରଦ୍ଧା ଓ ସାରାଙ୍କ ପରେ ଏବେ ଫିଲ୍ମ ନିର୍ମାତା ତଥା ଧର୍ମା ପ୍ରଡକ୍ସନ ମୁଖ୍ୟ କରନ୍ ଜୋହରଙ୍କ ପାଳି ପଡିପାରେ । ଏନ୍‌ସିବି ତାଙ୍କୁ ଡ୍ରଗ୍ସ ଲିଙ୍କ ନେଇ ସମନ୍ ମଧ୍ୟ କରିପାରେ।…

ଓକିଲଙ୍କ ଫିସ୍ ଦେବାକୁ ପାଖରେ ଟଙ୍କା ନାହିଁ, ଗହଣା ବିକିଲେ ଅନୀଲ ଅମ୍ବାନୀ

ଲଣ୍ଡନ: ଦିନେ ଦେଶରେ ଟପ୍ ଶିଳ୍ପପତି ତାଲିକାରେ ଥିଲେ ଅନୀଲ ଅମ୍ବାନୀ । ଏବେ ତାଙ୍କର ଆର୍ଥିକ ଅବସ୍ଥା ଏମିତି ଶୋଚନୀୟ ହୋଇଛି ଯେ ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହୋଇଯିବେ । କୋର୍ଟରେ ମାମଲା ଲଢ଼ିବା ପାଇଁ ଓକିଲ ଖର୍ଚ୍ଚ ବହନ କରିବାକୁ ତାଙ୍କ ଘରର ଗହଣା ବିକ୍ରି କରିବାକୁ ପଡୁଛି । ଋଣ ଭାରରେ…

NCBରେ ହାଜର ହେଲେ ଦୀପିକା, ଚାଲିଛି ଜେରା

ମୁମ୍ବାଇ: ମୁସ୍‌କିଲ୍‌ରେ ମସ୍ତାନୀଗାର୍ଲ ଦୀପିକା ପାଦୁକୋନ । ବଲିଉଡ ଡ୍ରକ୍ସ ଲିଙ୍କ ମାମଲାରେ ଫସିଛନ୍ତି ଡିମ୍ପଲଗାର୍ଲ ଦୀପିକା । ଜେରା ପାଇଁ ଆଜି ମୁମ୍ବାଇ ସ୍ଥିତ ଏନ୍‌ସିବି ଗେଷ୍ଟ ହାଉସ ଦୀପିକା ପାଦୁକୋନ ହାଜର ହୋଇଛନ୍ତି । ଏନ୍‌ସିବି ତାଙ୍କୁ ଡ୍ରଗ୍ସ ଲିଙ୍କ ନେଇ ଜେରା କରୁଛି ।…

ଜାତିସଂଘ ସାଧାରଣ ସଭାକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଏସବୁ ପ୍ରସଙ୍ଗ

ନୂଆଦିଲ୍ଲୀ: ମିଳିତ ଜାତିସଂଘ ସାଧାରଣ ସଭାର ବାର୍ଷିକ ବୈଠକ ଚାଲିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ୯ଟାରେ (ଭାରତୀୟ ସମୟ ସନ୍ଧ୍ୟା ୬.୩୦) ସାଧାରଣ ସଭାକୁ ସମ୍ବୋଧିତ କରିବେ । ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନିଜ ସମ୍ବୋଧନରେ…