Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଏକବିଂଶ ଶତାବ୍ଦୀ ପାଇଁ କୃଷି ବିଲ୍ ଜରୁରୀ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ରବିବାର ଦିନ ସଂସଦରେ ପାରିତ ହୋଇଥିବା ଦୁଇଟି କୃଷି ସଂସ୍କାର ବିଲ୍ ଏକବିଂଶ ଶତାବ୍ଦୀର ଆବଶ୍ୟକତା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହିତ କୃଷକମାନଙ୍କ ସର୍ବନିମ୍ନ ସହାୟତା ମୂଲ୍ୟ (ଏମଏସପି) ପୂର୍ବପରି ଜାରି ରହିବ ବୋଲି ମଧ୍ୟ ସେ ଆଶ୍ୱାସନା ଦେଇଛନ୍ତି।…

ବେବୋ @40, ସୋସିଆଲ ମିଡିଆରେ ଫଟୋ ଭାଇରାଲ

ମୁମ୍ବାଇ: ୪୦ ବର୍ଷରେ ବଲିଉଡର ବେବୋ । ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍ ଆଜି ୪୦ ବର୍ଷ ବୟସରେ ପାଦ ରଖିଛନ୍ତି । କରୋନା ଯୋଗୁଁ ସେ ଏଥିର ତାଙ୍କ ଜନ୍ମ ଦିନକୁ ନିଜ ପରିବାର ସହ ପାଳନ କରିଛନ୍ତି । ଯାହାର କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ସୋସିଆଲ ମିଡିଆରେ ଫଟୋ ଭାଇରାଲ…

ଶକ୍ତି ଦେଖାଇଲା ବାୟୁସେନା, ଏଲ୍‌ଏସିରେ ଉଡିଲା ରାଫେଲ

ନୂଆଦିଲ୍ଲୀ: ଭାରତ-ଚୀନ୍ ସୀମା ବିବାଦ ଦିନକୁ ଦିନ ଜଟିଳ ହେବାରେ ଲାଗିଛି । ଏହାର ସମାଧାନ ଲାଗି ଆଜି ଷଷ୍ଠଥର ପାଇଁ କମାଣ୍ଡର ସ୍ତରୀୟ ବୈଠକ ବସିଛି । ତେବେ ଏହା ପୂର୍ବରୁ ବାୟୁସେନା ତାର ଶକ୍ତି ପ୍ରଦର୍ଶନ କରିଛି । ଚୀନ ନିଜର ସୈନ୍ୟଶକ୍ତି ବଳରେ ଭାରତକୁ ଡରାଇବାକୁ ଚାହିୁଁଛି, କିନ୍ତୁ…

ଭାରତ ଓ ଚୀନ୍ ମଧ୍ୟରେ ଆଜି କମାଣ୍ଡର ସ୍ତରୀୟ ବୈଠକ

ନୂଆଦିଲ୍ଲୀ: ଭାରତ ଓ ଚୀନ୍ ସେନା ମଧ୍ୟରେ ୬ଷ୍ଠ ଥର ପାଇଁ ସୋମବାର ଦିନ କମାଣ୍ଡର ସ୍ତରୀୟ ଆଲୋଚନା କରାଯାଉଛି । ସୂଚନାନୁଯାୟୀ, ଏହି ବୈଠକରେ ପୂର୍ବ ଲଦାଖରେ ଦୁଇ ଦେଶର ସେନାଙ୍କୁ ପଛକୁ ହଟାଇବା ଓ ଉତ୍ତେଜନା ହ୍ରାସ କରିବା ନେଇ ହୋଇଥିବା ପାଞ୍ଚ ସୁତ୍ରି ସହମତି ଉପରେ ଧ୍ୟାନ୍ କେନ୍ଦ୍ରିତ…

ଆସିଲା ‘ରୋଜି’ର ଫାଷ୍ଟ ଲୁକ୍‌

ମୁମ୍ବାଇ: ଆସିଲା ବଲିଉଡର ଅପ୍‌କମିଂ ମୁଭି ‘ରୋଜି’ର ଫାଷ୍ଟ ଲୁକ୍ । ଏହି ପୋଷ୍ଟରରେ ବିବେକ ଓବରୟ ଏବଂ ଟେଲି ଷ୍ଟାର ଶ୍ୱେତା ତିୱାରୀଙ୍କ ଝିଅ ପଲକ ତିୱାରୀଙ୍କୁ ଦମଦାର ଲୁକ୍‌ରେ ଦେଖିବାକୁ ମିଳିଛି । ଏହି ପୋଷ୍ଟର ଟିକୁ ପଲ ନିଜେ ତାଙ୍କ ଇଂଷ୍ଟାଗ୍ରାମ ହ୍ୟାଣ୍ଡେଲରେ ସେୟାର କରିଛନ୍ତି ।…

ଆଜିଠୁ ଖୋଲିଲା ସ୍କୁଲ, କଟକଣା ଭିତରେ ପାଠ ପଢ଼ିବେ ପିଲା

ନୂଆଦିଲ୍ଲୀ: ଦେଶରେ ଆଜିଠୁ ଖୋଲିଲା ସ୍କୁଲ । କଟକଣା ଭିତରେ ଛାତ୍ରଛାତ୍ରୀ ସ୍କୁଲ ଆସିବେ । ପାଠ ମଧ୍ୟ ପଢ଼ିବେ । କରୋନା କଟକଣା ଭିତରେ ଦେଶରେ ଲାଗୁ ହୋଇଛି ଅନ୍‌ଲକ୍‌-୪ । ଅନ୍‌ଲକ୍‌-୪ ଗାଇଡଲାଇନ୍ ଅନୁଯାୟୀ ଦେଶର କେତେକ ସ୍ଥାନରେ ଆଜିଠାରୁ ସ୍କୁଲ ଖୋଲିଛି । କୋଭିଡ କଟକଣା ସହିତ ଆସାମ,…

କେନ୍ଦ୍ର ନେଉ ଓଡ଼ିଶାର କୋଭିଡ-୧୯ ଦାୟିତ୍ୱ: ସୁରେଶ ପୂଜାରୀ

ନୂଆଦିଲ୍ଲୀ: ଓଡ଼ିଶାରେ କରୋନା ସ୍ଥିତି ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ । ରବିବାର ଲୋକସଭା ଆଲୋଚନାରେ ଭାଗନେଇ ଓଡ଼ିଶାରେ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି । ଓଡ଼ିଶାର ସ୍ୱାସ୍ଥ୍ୟବସ୍ଥା ଠିକ୍ ନାହିଁ, ବିଗିଡି ଯାଇଛି ବୋଲି କହିଥିଲେ ସାଂସଦ…

୨୪ ଘଂଟାରେ ଦେଶରେ ୮୬, ୮୬୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଆଜି ପୁଣି ୨୪ ଘଂଟାରେ ଭିତରେ ଦେଶରେ ୮୦ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ୮୬,୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହା ସହ ୯୩୩୫୬ଜଣ ସୁସ୍ଥ ହୋଇ…

ଭାଇରାଲ ହେଉଛି ସୁଶାନ୍ତଙ୍କ ମହମ ମୂର୍ତ୍ତି, ଭାବୁକ ହେଲେ ଭଉଣୀ ଶ୍ୱେତା

ମୁମ୍ବାଇ: ସୋସିଆଲ ମିଡିଆରେ ଭାଇରାଲ ହେଉଛି ବଲିଉଡର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମହମ ପ୍ରତିମୂର୍ତ୍ତି । ତେବେ ଏହି ପ୍ରତିମୂର୍ତ୍ତିଟି ମ୍ୟାଡମ ତୁଷାଦ ମ୍ୟୁଜିଅମ ନୁହେଁ ବରଂ ପଶ୍ଚିମବଙ୍ଗର ଜଣେ ମୂର୍ତ୍ତି କଳାକାର ତିଆରି କରିଛନ୍ତି । ଏହି ପ୍ରତିମୂର୍ତ୍ତି ଦେଖିବାକୁ…

ରାଜ୍ୟସଭାର ୮ ସାଂସଦ ସସ୍‌ପେଣ୍ଡ

ନୂଆଦିଲ୍ଲୀ: ସସ୍‌ପେଣ୍ଡ ହେଲେ ରାଜ୍ୟସଭାର ୮ ସାଂସଦ । ବିଶୃଙ୍ଖଳା ଆଚରଣ ପାଇଁ ୮ ସାଂସଦଙ୍କୁ ନିଲମ୍ବିତ କରାଯାଇଛି । କୃଷି ବିଲ୍ ଆଲୋଚନା ବେଳେ ହଙ୍ଗମା କରିଥିବା ୮ ସାଂସଦଙ୍କୁ ସସ୍‌ପେଣ୍ଡ କରିଛନ୍ତି ରାଜ୍ୟସଭା ଅଧ୍ୟକ୍ଷ ରାଜ୍ୟସଭା ଏମ୍.ଭେଙ୍କେୟା ନାଇଡୁ  । ସସ୍‌ପେଣ୍ଡ ହୋଇଥିବା ୮…