Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦ୍ୱିତୀୟ ପର୍ଯ୍ୟାୟ ପ୍ରବେଶ ପାଇଁ ୧୫୦୦୦ ତୀର୍ଥଯାତ୍ରୀଙ୍କୁ ମିଳିଲା ଅନୁମତି; ହଜ୍‌ ଯାତ୍ରା

ନୂଆଦିଲ୍ଲୀ: ସାତ ମାସ ପରେ ସାଉଦି ଆରବ ଇସଲାମ୍‌ ଧର୍ମର ସବୁଠାରୁ ପବିତ୍ର ସ୍ଥାନ ମକ୍କାକୁ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି। ଏହା ବ୍ୟତୀତ ହଜ୍‌ ତୀର୍ଥଯାତ୍ରୀଙ୍କ ସଂଖ୍ୟା ୧୫୦୦୦କୁ ବୃଦ୍ଧି କରାଯାଇଛି। ମହାମାରୀ କରୋନା ଯୋଗୁ ବର୍ଷସାରା ଚାଲୁଥିବା ହଜ୍‌ ଯାତ୍ରାକୁ ବନ୍ଦ ରଖାଯାଇଥିଲା।…

ନ୍ୟୁଜିଲାଣ୍ଡ୍‌ ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ବିଜୟରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡର୍ନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଜେସିଣ୍ଡା ଲଗାତାର୍‌ ଭାବେ ଦ୍ୱିତୀୟ ଥର ପାଇଁ ନ୍ୟୁଜିଲାଣ୍ଡ୍‌ର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଛନ୍ତି। ଜେସିଣ୍ଡାଙ୍କୁ ଅଭିନନ୍ଦନ…

କଟକଣା ଭିତରେ ଆଜିଠୁ ଖୋଲିଲା ସ୍କୁଲ

ନୂଆଦିଲ୍ଲୀ: କରୋନା କଟକଣା ଭିତରେ ଆଜିଠୁ ଖୋଲିଲା ସ୍କୁଲ । ଦେଶର ଅନେକ ସ୍ଥାନରେ ଆଜିଠୁ ସ୍କୁଲ ଖୋଲିଛି । ଉତ୍ତରପ୍ରଦେଶ, ପଞ୍ଜାବ ଏବଂ ସିକ୍କିମରେ ସ୍କୁଲ ଖୋଲିଛି। ଏଥିସହିତ ରାଜ୍ୟ ସରକାର ସ୍କୁଲ ଖୋଲିବା ପାଇଁ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ବିଦ୍ୟାଳୟଗୁଡ଼ିକରେ ଏହି ସବୁ ଗାଇଡଲାଇନ୍…

ଆସାମ-ମିଜୋରାମ ସୀମାରେ ଦୁଇ ଗୋଷ୍ଠୀ ଭିତରେ ହିଂସାତ୍ମକ ସଂଘର୍ଷ

ନୂଆଦିଲ୍ଲୀ: ଆସାମ-ମିଜୋରାମ ସୀମାରେ ଦୁଇ ଗୋଷ୍ଠୀ ଭିତରେ ହିଂସାତ୍ମକ ସଂଘର୍ଷ କାରଣରୁ ଦୁଇ ରାଜ୍ୟର ସୀମାରେ ଉତ୍ତେଜନା ଜାରି ରହିଛି । ଏହି ହିଂସାକାଣ୍ଡରେ ବହୁ ଲୋକ ଆହତ ହୋଇଛନ୍ତି । ଆସାମର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନଓ୍ବାଲ  ସ୍ଥିତିର ରିପୋର୍ଟ ପ୍ରଧାନମନ୍ତ୍ରୀ  ଓ କେନ୍ଦ୍ର…

ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ କେସ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୫୦ ହଜାର ୨୭୩ରେ ପହଂଚିଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ୧ଲକ୍ଷ ୧୪ ହଜାର ୬୧୦ରେ ପହଂଚିଛି । ୨୪ ଘଂଟାରେ ୫୫ ହଜାର ୭୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାରେ ୫୭୯…

ନୱାଜ ସରିଫଙ୍କ ଜ୍ୱାଇଁ ଗିରଫ

କରାଚୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଜ୍ୱାଇଁଙ୍କୁ ଉଠାଇ ନେଲା ପୋଲିସ । ସକାଳୁ ହୋଟେଲ କବାଟ ଭାଙ୍ଗି ପାକିସ୍ତାନ ପୋଲିସ ତାଙ୍କୁ ଗିରଫ କରିଛି । ଏନେଇ ନୱାଜଙ୍କ ଝିଅ ଓ ପାକିସ୍ତାନ ମୁସଲିମ ଲିଗ୍ ନେତା ମାରିୟମ ସରିଫ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ,…

ଦେଶର ୧୦ ପ୍ରଭାବଶାଳୀ ପ୍ରଶାସକ ତାଲିକାରେ ୩ ଓଡ଼ିଆ

ନୂଆଦିଲ୍ଲୀ: ଚମକିଲେ ୩ ଓଡ଼ିଆ ଅଧିକାରୀ । ଇଣ୍ଡିଆ ଟୁଡେ ପ୍ରକାଶ କରିଥିବା ଦେଶର ଟପ୍ ଟେନ୍ ପ୍ରଭାବଶାଳୀ ବ୍ୟକ୍ତି ବିଶେଷଙ୍କ ମଧ୍ୟରେ ରହିଛନ୍ତି ତିନି ଜଣ ଓଡ଼ିଆ। ଜାତୀୟ ରାଜନୀତିଠାରୁ ଆରମ୍ଭ କରି ପ୍ରଶାସନିକ ସେବା ଯାଏ ସବୁ କ୍ଷେତ୍ରରେ ବଢ଼ୁଛି ଓଡ଼ିଆଙ୍କ ପ୍ରଭାବ । ଇଣ୍ଡିଆ ଟୁଡେ ପକ୍ଷରୁ…

ଚମତ୍କାର ରବିବାର, ଗୋଟିଏ ମ୍ୟାଚରେ ଦୁଇଟି ସୁପର ଓଭର; ଜିତିଲା ପଂଜାବ !

ଦୁବାଇ: ରବିବାର ଫଟାଫଟ୍ କ୍ରିକେଟ୍ ଫର୍ମାଟ୍ ଆଇପିଏଲରେ ଦେଖିବାକୁ ମିଳିଥିଲା ସୁପର୍ ସଣ୍ଡେ ଟକ୍କର । ଖାସ୍ କରି ମୁମ୍ବାଇ ଇଣ୍ଡିଆନ୍ସ ବନାମ୍ କିଙ୍ଗସ୍ ଇଲେଭେନ୍ ପଂଜାବ ମ୍ୟାଚକୁ ଦର୍ଶକ ଭରପୁର ଉପଭୋଗ କରିଥିଲେ । ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଗୋଟିଏ ନୁହେଁ ବରଂ ଦୁଇଟି ସୁପର୍ ଓଭରରେ…

ଦୁଷ୍କର୍ମରୁ ବର୍ତ୍ତିବା ପାଇଁ ଚଳନ୍ତା ଗାଡିରୁ ଡେଇଁଲେ ଦୁଇ ଯୁବତୀ !

ପଂଜାବ: ଅସୁରକ୍ଷିତ ଭାରତ ନା ବିପଦରେ ନାରୀ ଜାତିର ଅସ୍ତିତ୍ୱ । ପାଦେପାଦେ ବିପଦ । ପ୍ରତି ସମୟରେ ନାରୀମାନଙ୍କ ପ୍ରତି ଘଟୁଛି କିଛି ନା କିଛି ଅଘଟଣ । ଦୁଷ୍କର୍ମ ଭଳି ଶବ୍ଦ ଟିଭି, ଖବର କାଗଜ ଓ ଡିଜିଟାଲ ମିଡିଆରେ ସଦାସର୍ବଦା ପୃଷ୍ଠା ମଣ୍ଡନ କରୁଛି । ପଂଜାବର ଅମ୍ରିତସରରେ ସାମ୍ନାକୁ…

ରନ୍ଧା ହୋଇନଥିଲା ଅଣ୍ଡା ତରକାରୀ, ଘଟିଗଲା ହତ୍ୟାକାଣ୍ଡ !

ମହାରାଷ୍ଟ୍ର: ବରାଦ ମୁତାବକ ରନ୍ଧା ହୋଇନଥିଲା ମନ ପସନ୍ଦର ବ୍ୟଂଜନ । କ୍ରୋଧ ଜର୍ଜରିତ ମାନସିକତା ଘଟାଇଥିଲା ବର୍ବର କାଣ୍ଡ । ପଢି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଘଟଣାଟି ସତ । ମହାରାଷ୍ଟ୍ର ନାଗପୁରରେ ସାଧାରଣ ଅଣ୍ଡା ତରକାରି ପାଇଁ ଘଟିଥିଲା ଜଘନ୍ୟ ହତ୍ୟାକାଣ୍ଡ । ଶନିବାର ନିଜ ବନ୍ଧୁ…