Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଦୁର୍ଗା ପୂଜା ପୂର୍ବରୁ ଆସିଲା ଗାଇଡାଲାଇନ୍‌, ଜାଣନ୍ତୁ କ’ଣ ରହିଛି ନିୟମ

ନଆଦିଲ୍ଲୀ: ଆଗକୁ ପାର୍ବଣ ଋତୁ ଆସୁଛି। ଏହି ସମୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି। ଅକ୍ଟୋବରରୁ ଡିସେମ୍ବର ଯାଏ ଭାରତରେ ବିଭିନ୍ନ ପର୍ବପର୍ବାଣୀ ପାଳିତ ହୋଇଥାଏ। ଏହି ସମୟରେ ପ୍ରବଳ ଜନସମାବେଶ ହୁଏ। ତେଣୁ କରୋନା ସଂକ୍ରମଣ…

୮୯ ବର୍ଷ ବୟସ ପର୍ଯ୍ୟନ୍ତ ଖାଇନଥିଲେ ଭାତ, ଆଉ ତା ପରେ…

କେରଳ: ଭାରତର ଅଧିକାଂଶ ପ୍ରାନ୍ତରେ ଭାତ ହେଉଛି ପ୍ରମୁଖ ଖାଦ୍ୟ । କିଛି ଲୋକ ଭାତକୁ ପ୍ରମୁଖ କିମ୍ବା ଆଂଶିକ ମାତ୍ରାରେ ଖାଦ୍ୟ ରୂପେ ଗ୍ରହଣ କରିବାକୁ ପସନ୍ଦ କରିଥାନ୍ତି । ସେହିଭଳି କେରଳରେ ଦିନକୁ ତିନିଥର ଭାତକୁ ଖାଦ୍ୟ ରୂପେ ଲୋକେ ଗ୍ରହଣ କରିଥାନ୍ତି । ହେଲେ କେରଳ ଭଳି ରାଜ୍ୟରେ ଜଣେ…

ପୃଥ୍ୱୀରାଜ ପାଇଁ ପ୍ରସ୍ତୁତ ଅକ୍ଷୟ କୁମାର !

ମୁମ୍ବାଇ: କରୋନା କାଳରେ ପ୍ରଥମ ଅଭିନେତା ଭାବେ ଅକ୍ଷୟ କୁମାର ନିଜ ଫିଲ୍ମର ସୁଟିଂ ସାରିଥିଲେ । ଆଉ ଏବେ ପୁଣିଥରେ ଆଉ ଏକ ଫିଲ୍ମ ପାଇଁ ମୁମ୍ବାଇରେ ପ୍ରସ୍ତୁତିରେ ଚଳାଇଛନ୍ତି । ଆଗାମୀ ଦିନରେ ଫିଲ୍ମ ପୃଥ୍ୱୀରାଜର ସୁଟିଂରେ ଅକ୍ଷୟ ନଜର ଆସିବେ । ଅନ୍‌ଲକ୍ ପର୍ଯ୍ୟାୟ ପରେ ଅକ୍ଷୟ ଫୁଲ୍…

ଆଲିୟାଙ୍କ ଭରଷା ସଂଜୟ ଲିଲା ଭଂସାଲୀ !

ମୁମ୍ବାଇ: ବାପା ମହେଶ ଭଟ୍ଟଙ୍କ ଫିଲ୍ମ 'ସଡକ୍‌-୨' ସୁପର୍‌ଫ୍ଲପ୍ ସାବ୍ୟସ୍ତ ହୋଇଥିଲା । ଫିଲ୍ମର ବିଫଳତାକୁ ଏଡାଇ ପୁଣିଥରେ ଉଠି ଛିଡାହେବାକୁ ଚେଷ୍ଟା କରୁଛନ୍ତି ଆଲିୟା ଭଟ୍ଟ । ଏଥିପାଇଁ ସେ ଏବେ ସଂଜୟ ଲିଲା ଭଂସାଲୀଙ୍କ ସାହାରା ନେଇଛନ୍ତି । ଆରମ୍ଭ ହୋଇଛି ଫିଲ୍ମ 'ଗଙ୍ଗୁବାଇ…

ଭାରତୀୟମାନେ ଶୋଇବା ପ୍ରିୟ: ସର୍ଭେ

ନୂଆଦିଲ୍ଲୀ: ଭାରତୀୟମାନେ ଶୋଇବାକୁ ଅଧିକ ଭଲ ପାଆନ୍ତି ବୋଲି ଏକ ସର୍ଭେରୁ ଜଣାପଡିଛି । ଜାନୁଆରୀ ଏବଂ ଡିସେମ୍ବର ୨୦୧୯ ମଧ୍ୟରେ  ୫୯୪୭ ଗ୍ରାମ ଏବଂ ୩୯୯୮ ସହରାଞ୍ଚଳରେ ଥିବା ୧୩୮୭୯୯ ଘରେ ଏନଏସଓ ଦ୍ୱାରା ଏହି ସର୍ଭେ କରାଯାଇଥିଲା । ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ବ୍ୟତୀତ ସମଗ୍ର ଦେଶରେ…

ଖୁସି ଖବର: ପୁଣି ହ୍ରାସ ପାଇଲା ସୁନା ଦର

ନୂଆଦିଲ୍ଲୀ: ଗତ କିଛିଦିନ ହେବ ଲଗାତାର କମିବାରେ ଲାଗିଛି ସୁନା ଦର । ଗତକାଲି ତୁଳନାରେ ଆଜି ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୯,୯୮୦ଟଙ୍କାରେ ପହଞ୍ଚିଥିବା ବେଳେ ୨୨ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୮,୯୮୦ ଟଙ୍କାରେ ପହଞ୍ଚିଥିବା ରେକର୍ଡ ହୋଇଛି। ରାଜଧାନୀ…

ଅଭିନେତା ହେଉ ତୈମୁର: ସୈଫ ଅଲି ଖାନ

ମୁମ୍ବାଇ: ବଲିଉଡରେ ଏବେ ପରିବାର ବାଦର ଝଡ଼ ଉଠିଛି। ଏହି ସମୟରେ ଛୋଟେ ନବାବ ସୈଫ ଅଲି ଖାନଙ୍କ ଏକ ବୟାନ ଏହି ନିଆଁରେ ଆଉ ଟିକିଏ ଘିଅ ଢାଳିଲା ପରି ହୋଇଛି । ସୈଫ ନିକଟରେ ପ୍ରକାଶ କରିଛନ୍ତି ଯେ, ସେ ଚାହୁଁଛନ୍ତି ଯେ ତାଙ୍କ ପୁଅ ତୈମୁର ଜଣେ ଅଭିନେତା ହୁଅନ୍ତୁ। ବଲିଉଡ ହଙ୍ଗାମାକୁ ଦେଇଥିବା…

ପେଶାରେ ସଫ୍ଟୱେୟାର ଇଂଜିନିଅର, ନିଶାରେ ଲୁଟେରା !

କର୍ଣ୍ଣାଟକ: ପ୍ରାୟ ୭୦ଟି ଲୁଟ୍ ମାମଲାରେ ଜଣେ ଯୁବକକୁ ପୋଲିସ ଗିରଫ କରିଛି । କର୍ଣ୍ଣାଟକ ଓ ତାମିଲନାଡୁରେ ତା ବିରୋଧରେ ଦାୟର ହୋଇଥିଲା ଏକାଧିକ ମାମଲା । ବହୁଦିନ ଧରି ପୋଲିସ ଆଖିିରେ ଧୂଳିଦେଇ ଚଲାଇଥିଲା ଲୁଟ୍‌ତରାଜ । ହେଲେ ଶେଷରେ ବେଙ୍ଗାଳୁରୁର ପିନ୍ୟା ଅଂଚଳରେ ଜଣେ ବୟସ୍କ ମହିଳାଙ୍କ…

ପଦାର୍ଥ ବିଜ୍ଞାନରେ ୩ ଜଣଙ୍କୁ ନୋବେଲ୍ ପୁରସ୍କାର

ଷ୍ଟକ୍‌ହାମ୍‌: ସ୍ୱିଡେନର ରୟାଲ୍ ବିଜ୍ଞାନ ଏକାଡେମୀ ପକ୍ଷରୁ ଚଳିତ ବର୍ଷ ପଦାର୍ଥ ବିଜ୍ଞାନରେ ୩ ଜଣଙ୍କ ନାମ ନୋବେଲ୍ ପୁରସ୍କାର ପାଇଁ ଘୋଷଣା କରାଯାଇଛି । ସେମାନଙ୍କ ମଧ୍ୟରେ ରହିଛନ୍ତି- ରୋଜର ପେନରୋସ୍‌, ରାଇନହାର୍ଡ ଗେନଜେଲ୍ ଓ ଆନ୍ଦ୍ରେ ଗେଜ । ଯେଉଁମାନେକି ଅନ୍ତରୀକ୍ଷରେ ଥିବା…

୫୦୦ ଘଣ୍ଟା ପର୍ଯ୍ୟନ୍ତ ଅପେକ୍ଷା କରିବି: ରାହୁଲ ଗାନ୍ଧୀ

ହରିୟାଣା: କେନ୍ଦ୍ରର କୃଷି ଆଇନ ବିରୁଦ୍ଧରେ ଅଭିଯାନ କରିବା ପାଇଁ ରାହୁଲ ଗାନ୍ଧୀଙ୍କ ଟ୍ରାକ୍ଟର ରାଲିକୁ ଆଜି ଅପରାହ୍ନରେ ହରିୟାଣା ବାହାରେ ପୋଲିସ ଦ୍ୱାରା ଅଟକାଇଦିଆଯାଇଛି । ତିନି ଦିନିଆ ରାଲି ପାଇଁ ପଞ୍ଜାବରୁ ହରିୟାଣା ଅଭିମୁଖେ ଯାଉଥିବା କଂଗ୍ରେସ ନେତା କହିଛନ୍ତି ଯେ ତାଙ୍କୁ ୫୦୦…