Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ହଜିଯାଇଥିଲା ପାସ୍‌ପୋର୍ଟ, ୧୬ବର୍ଷ ପରେ ଘରକୁ ଫେରିଲେ !

ତେଲେଙ୍ଗାନା: କାମ ପାଇଁ ଭିଟାମାଟି ଛାଡିଥିଲେ । ଭାବିଥିଲେ ବିଦେଶରେ ଦି ପଇସା ଆୟ କରି ଘର ପରିବାର ଚଳେଇବେ । ହେଲେ ପରିବାର କଥା ଛାଡନ୍ତୁ ୧୬ ବର୍ଷ ଧରି ଖୋଦ ନିଜେ ଘରକୁ ଫେରିପାରିନଥିଲେ । ଇଛା ବିରୋଧରେ ବିଦେଶରେ ଫସିରହିଥିଲେ । ହେଲେ ଶେଷରେ ନିଜ ଘରକୁ ଫେରିଛନ୍ତି ହାଇଦ୍ରାବାଦର ଜଣେ ୪୮…

ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡର ବ୍ୟବହାର ପାଇଁ ଡବ୍ଲ୍ୟୁଏଚଓର ସୁପାରିଶ

ଲଣ୍ଡନ: ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡ୍ ଚିକିତ୍ସା ଫଳରେ ମୃତ୍ୟୁ ଆଶଙ୍କା ୨୦% କମ୍ ରହୁଥିବା ନେଇ ଅନେକ ଅଧ୍ୟୟନରୁ ଜଣାପଡିଛି । ଯାହା ଫଳରେ ଗୁରୁତର କରୋନା ରୋଗୀଙ୍କୁ ଷ୍ଟେରୋଏଡ୍ ଦେବା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ସୁପାରିଶ କରାଯାଇଛି । ବିଶ୍ୱ…

ଧନଶ୍ରୀ ଓ କ୍ରିକେଟର୍ ଚହଲଙ୍କ “ରଷୋଡେ” ନିଶା !

ଦୁବାଇ: ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ । କ୍ରିକେଟ୍ ପଡିଆ ହେଉ କି ସୋସିଆଲ୍ ମିଡିଆ । ସବୁବେଳେ ନିଜ ଫଲୋଅର୍ସଙ୍କୁ ଏଣ୍ଟରଟେନ୍ କରିବାରେ ସେ ବେଶ ଆଗୁଆ । ଖାସ କରି ଲକ୍‌ଡାଉନ୍ ସମୟରେ ଏହି ଲେଗ୍ ସ୍ପିନର୍ ନିଜ ପରିବାର ଲୋକଙ୍କ ସହ ଭିଡିଓ ସେୟାର କରି ଚର୍ଚ୍ଚାକୁ ଆସିଥିଲେ ।…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

କେରଳରେ ୯୦୦ ଡାକ୍ତରଙ୍କ ଇସ୍ତଫା

ଥିରୁଅନନ୍ତପୁରମ: କୋଭିଡ କେନ୍ଦ୍ରରେ ନିୟୋଜିତ ହୋଇଥିବା ୯୦୦ ଡାକ୍ତର ଗୁରୁବାର ଇସ୍ତଫା ଦେଇଛନ୍ତି । ଯାହା କି ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି କରିଛି । କେରଳ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିବାରେ ବିଫଳ ହୋଇଥିବାରୁ ପାଖାପାଖି ୯୦୦ ଜଣ ଡାକ୍ତର ଚାକିରିରୁ ଇସ୍ତଫା ଦେଇଛନ୍ତି । ଏହି…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…

‘ଦେଶରେ ୫ଟି ରାଜ୍ୟରେ ୬୦% କରୋନା ମାମଲା, ୭୦% ମୃତ୍ୟୁ’

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରାଳ ରୂପ ନେଉଛି ମହାମାରୀ କରୋନା । ପ୍ରତିଦିନ ୫୦ ରୁ ୬୦ ହଜାର ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏସବୁ ସତ୍ତ୍ୱେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ଠାରୁ ସୁସ୍ଥ ହାର ଢ଼େର ଅଧିକା ରହିଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକମାନଙ୍କ ସଂଖ୍ୟା ୨୯ ଲକ୍ଷ ୭୦…

ହ୍ୱାଇଟ ହାଉସ ପୂର୍ବ ପ୍ରେସ ସେକ୍ରେଟାରୀ ସାରା ସ୍ୟାଣ୍ଡର୍ସଙ୍କୁ ଆଖି ମାରିଥିଲେ କିମ ଜୋଙ୍ଗ

ୱାଶିଂଟନ: ହ୍ୱାଇଟ ହାଉସର ପୂର୍ବ ପ୍ରେସ ସେକ୍ରେଟାରୀ ସାରା ସ୍ୟାଣ୍ଡର୍ସ ଗୁରୁବାର ଏକ ମଜାଦାର ବୟାନ ଦେଇଛନ୍ତି । ସେ ତାଙ୍କର ପୁସ୍ତକ ସ୍ପିକିଙ୍ଗ ଫର ମାଇସେଲ୍ଫରେ ଲେଖିଛନ୍ତି ଯେ, ଉତରକୋରିଆର ଏକଚ୍ଛତ୍ରବାଦ ଶାସକ କିମ ଜୋଙ୍ଗ ତାଙ୍କୁ ଆଖି ମାରିଥିଲେ । ୨୦୧୮ ସିଙ୍ଗାପୁର ସମିଟରେ କିମ ଜୋଙ୍ଗ…

ଫର୍ଚ୍ୟୁନ୍ ପତ୍ରିକାରେ ସ୍ଥାନ ପାଇଲେ ଇଶା ଓ ଆକାଶ ଅମ୍ବାନୀ

ନୂଆଦିଲ୍ଲୀ: ପ୍ରତିଷ୍ଠିତ ଫର୍ଚୁନ ପତ୍ରିକାରେ ସ୍ଥାନ ପାଇଛନ୍ତି ରିଲାଏନ୍ସ ଜିଓର ନିର୍ଦ୍ଦେଶକ ଆକାଶ ଅମ୍ବାନୀ ଓ ଇଶା ଅମ୍ବାନୀ। ପତ୍ରିକା ପକ୍ଷରୁ ୪୦ ବର୍ଷରୁ କମ ବୟସ ବର୍ଗରେ ବିଶ୍ୱର ପ୍ରଭାବଶାଳୀ ବ୍ୟକ୍ତିତ୍ୱଙ୍କୁ ନେଇ ପ୍ରକାଶ କରାଯାଇଥିବା ତାଲିକାରେ ଏ ଦୁଇ ଜଣଙ୍କ ନାଁ ସ୍ଥାନ ପାଇଛି ।…

ଋଷ ଅଧିକାରୀ ବଢାଇଲେ ହାତ, ହେଲେ ରାଜନାଥ କଲେ ‘ନମସ୍ତେ’, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଦେଶବ୍ୟାପୀ କରୋନା ମହାମାରୀ କାୟା ବିସ୍ତାର କରିଥିବା ବେଳେ ଏବେ ସାମାଜିକ ଦୂରତ୍ୱକୁ ଦୃଷ୍ଟିରେ ରଖି ସବୁଠି ‘ନମସ୍ତେ’ ଟ୍ରେଣ୍ଡ ଦେଖିବାକୁ ମିଳୁଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ୩ ଦିନିଆ ଋଷ ଗସ୍ତରେ ଯାଇଥିବା ବେଳେ ପୁଣି ନମସ୍କାରକୁ ନେଇ ଚର୍ଚ୍ଚା ହେଉଛି ।…