Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସୁଧୁରୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା; ସୂଚନା ଦେଲେ ପୁଅ

ନୂଆଦିଲ୍ଲୀ: ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ପୂର୍ବ ତୁଳନାରେ ଭଲ ଥିବା ରବିବାର ଦିନ କହିଛନ୍ତି ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ । “ଗତକାଲି ମୁଁ ବାପାଙ୍କୁ ଦେଖା କରିବାକୁ ହସ୍ପିଟାଲ୍ ଯାଇଥିଲି । ଭଗବାନଙ୍କ କୃପା ଓ ଆପଣ ମାନଙ୍କ ଶୁଭେଚ୍ଛା ଫଳରେ…

ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦି ଓ କୋବିନ୍ଦ

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀ । ଦେଶର ଏହି ମହାନ ଜନନାୟକଙ୍କୁ ଆଜି ବି ମନେପକାଉଛନ୍ତି ଦେଶବାସୀ। ୨୦୧୮ ମସିହା ଆଜିର ଦିନରେ ଦେଶର ମହାନାୟକ ଭାବେ ପରିଚିତ ଅଟଳ ବିହାରୀ ବାଜପେୟୀଙ୍କ…

୫ ମାସ ପରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ବୈଷ୍ଣୋ ଦେବୀ ମନ୍ଦିର

ନୂଆଦିଲ୍ଲୀ: ପ୍ରାୟ ୫ ମାସ ପରେ ଜମ୍ମୁ ସ୍ଥିତ ମା ବୈଷ୍ଣୋ ଦେବୀଙ୍କ ମନ୍ଦିର ଖୋଲିଛି । ମହାମାରୀ କରୋନାର ବିସ୍ତାରକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୧୮ରୁ ଦର୍ଶନ ବନ୍ଦ କରାଯାଇଥିଲା । ମନ୍ଦିରରେ ପ୍ରବେଶ ନେଇ ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ଗାଇଡ ଲାଇନ୍ ଜାରି କରାଯାଇଛି ।…

ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ରବର୍ଟ ଟ୍ରମ୍ପଙ୍କ ଦେହାନ୍ତ

ନ୍ୟୁୟର୍କ: ପରଲୋକରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନ ଭାଇ ରବର୍ଟ ଟ୍ରମ୍ପ । ୭୧ ବର୍ଷ ବୟସରେ ନ୍ୟୁୟର୍କର ଏକ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଗୁରୁତର ରୋଗରେ ପୀଡ଼ିତ ଥିଲେ ରବର୍ଟ ଟ୍ରମ୍ପ ।…

ଦେଶରେ ୨୫ ଲକ୍ଷ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା, ମୃତ୍ୟୁ ସଂଖ୍ୟା ପାଖାପାଖି ୫୦ ହଜାର

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୬୩,୪୮୯ ଜଣ ସଂକ୍ରମିତ ହୋଇଥିବା ବେଳେ ୯୪୪ ଜଣଙ୍କର ଜୀବନ ଯାଇଛି ।…

ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି କରୋନା ସଂକ୍ରମିତ

ଜୟପୁର: ଭାଇରସ କବଳରେ ଭିଆଇପି । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ ମହାନ୍ତି କରୋନା ସଂକ୍ରମିତ । କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଅଶୋକ ଗେହଲଟ୍ ଟ୍ୱିଟ୍ କରି ଜଷ୍ଟିସ…

ବିଗ୍-ବସ୍ ୧୪: ସାମ୍ନାକୁ ଆସିଲା ସଲମାନଙ୍କ ପ୍ରଥମ ଲୁକ

ମୁମ୍ବାଇ: ଆରମ୍ଭ ହେବାକୁ ଯାଉଛି ‘ବିଗ୍ ବସ୍’ ୧୪ । ସାମ୍ନାକୁ ଆସିଛି ହୋଷ୍ଟ ସଲମାନ ଖାନଙ୍କ ପ୍ରଥମ ଲୁକ। କଲର୍ସ ଚ୍ୟାନେଲରେ ପ୍ରସାରିତ ହେବାକୁ ଯାଉଥିବା ଏହି ରିୟାଲିଟି ସୋ'ର ପ୍ରୋମୋ ସମ୍ନାକୁ ଆସୁଛି । ଏହି ପ୍ରୋମୋରେ ଅଭିନେତା ତଥା ହୋଷ୍ଟ ସଲମାନ ଆଗାମୀ ସିଜନ୍ ପାଇଁ ଚଟାଣ ସଫା…

ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ଏମ୍ ଏସ୍ ଧୋନୀ !

ରାଞ୍ଚି: ବ୍ଲିଡ୍ ବ୍ଲୁ ଅବତାରେ ଆଉ ନଜର ଆସିବେନି ମିଷ୍ଟର କୁଲ୍ ଏମ୍ ଏସ୍ ଧୋନୀ । ଶେଷରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଭାରତର ପୂର୍ବତନ ଅଧିନାୟକ । ନିଜ ଇନଷ୍ଟାଗ୍ରାମରେ ଏକ ଭିଡିଓ ଜରିଆରେ ସେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । …

ମୋଦିଙ୍କ ସହ କଥା ହେଲେ ନେପାଳ ପ୍ରଧାନ ମନ୍ତ୍ରୀ ଓଲୀ

ନୂଆଦିଲ୍ଲୀ: ସୀମା ବିବାଦ ପରେ ପ୍ରଥମ ଥର ପାଇଁ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲୀଙ୍କ ସହ କଥା ହୋଇଛନ୍ତି । ଭାରତର ୭୪ତମ ସ୍ବାଧୀନତା ଦିବସ ଅବସରରେ ଅଭିନନ୍ଦନ ଜଣାଇବାକୁ ଓଲୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରିଥିବା କଥା …

ଚୀନ ନିକଟରେ ଆମେରିକାର ଯୁଦ୍ଧ ଅଭ୍ୟାସ, ଏୟାରକ୍ରାଫ୍ଟ କ୍ୟାରିୟର ନିୟୋଜିତ କଲା

ବେଜିଂ: ଆମେରିକା-ଚୀନ ମଧ୍ୟରେ ଉତେଜନା ବୃଦ୍ଧି ପାଇବାରେ ଲାଗିଛି । କେହି କାହା ଜିଦି ଛାଡିବାକୁ ରାଜି ନୁହେଁ । ଶୁକ୍ରବାର ଆମେରିକା ଦକ୍ଷିଣ ଚୀନ ସାଗରରେ ଯୁଦ୍ଧାଭ୍ୟାସ କରିଛି । ଚୀନ ସୀମା ନିକଟରେ ଆମେରିକା ଏୟାରକ୍ରାଫ୍ଟ କ୍ୟାରିୟର ୟୁଏସଏସ ରୋନାଲ୍ଡ ରିଗନ ନିୟୋଜିତ କରିଛି । ତାଇୱାନ…