Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

[ଭିଡିଓ] ପ୍ରଶ୍ନଘେରରେ ଗଣମାଧ୍ୟମ ପ୍ରତିନିଧିଙ୍କ କର୍ତ୍ତବ୍ୟ !

ଭୁବନେଶ୍ୱର: ଆଜି ବି ବଂଚିଛି ମାନବିକତା । ଏହି ଉକ୍ତିକୁ ଅନେକ ସମ୍ବେଦନଶୀଳ ପରିସ୍ଥିତିରେ ଲୋକେ ମୁହଁରେ ଧରିଥାନ୍ତି । ହେଲେ ସତରେ କ’ଣ ଏବେ ବି ବଂଚିଛି ମଣିଷପଣିଆ ? ଏହି ଭିଡିଓଟିକୁ ଦେଖିଲା ପରେ ଆପଣଙ୍କ ମନରେ ବି ଠିକ୍ ଏହିପରି ପ୍ରଶ୍ନ ଉଙ୍କି ମାରିବ । ଭିଡିଓଟି କେଉଁଠୁ ଆସିଛି ତାହା ଏ…

[ଭିଡିଓ] ଅଯୋଧ୍ୟାରେ ରାମ ମନ୍ଦିର, ହିମାଚଳରେ ହନୁମାନଙ୍କ ଗଦା ପ୍ରହାର !

ହିମାଚଳ ପ୍ରଦେଶ: ସରିଛି ବହୁ ପ୍ରତିକ୍ଷୀତ ଅଯୋଧ୍ୟା ରାମ ମନ୍ଦିରର ଭୂମିପୂଜନ । ଏହି ଅବସରରେ ଭାଇରାଲ୍ ହୋଇଛି ଏକ ଭିଡିଓ । ଭିଡିଓଟି ହିମାଚଳ ପ୍ରଦେଶର ହୋଇଥିଲାବେଳେ ତାଜା ସ୍ଥିତିରେ ଏହା ଭାଇରାଲ୍ ହୋଇଛି । ଭିଡିଓରେ ଜଣେ ବ୍ୟକ୍ତି ପ୍ରଭୁ ହନୁମାନଙ୍କ ବେଶରେ ଅଛନ୍ତି । ଅନ୍ୟପଟେ ଆଉ ଜଣେ…

ମନ କିଣୁଛି ଆକର୍ଷଣୀୟ ପାହାଡୀ ଡଲ

ଡେରାଡୁନ: ସବୁ ଛୋଟ ପିଲାଙ୍କ ପ୍ରିୟ ହେଲା ବାର୍ବି ଡଲ । ତେବେ ଏବେ ସମ୍ପୂର୍ଣ୍ଣ ଭାରତୀୟ କଳାକୁ ଆପଣାଇ ପ୍ରସ୍ତୁତ କରାଯାଇଥିବା ପାହାଡୀ ଡଲ (ଜୁନ୍ୟାଲୀ) ସମସ୍ତଙ୍କ ମନ କିଣୁଛି । ଏହା ଦ୍ୱାରା ପିଲାମାନେ ଭାରତୀୟ ସଂସ୍କୃତି ବିଷୟରେ ମଧ୍ୟ ଅବଗତ ହେଉଛନ୍ତି । ତିନି ସାଙ୍ଗ ଦୀପ ନେଗୀ, ପଙ୍କଜ…

ପ୍ରସିଦ୍ଧ ଗାୟକ ଏସ୍‌ପି ବାଲସୁବ୍ରମଣ୍ୟମ କରୋନା ପଜିଟିଭ

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଏସପି ବାଳସୁବ୍ରମଣ୍ୟମ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ବିଷୟରେ ସେ ନିଜେ ବୁଧବାର ଏକ ଭିଡିଓ ଜାରି କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କୁ କିଛି ଦିନ ତଳେ ଜ୍ବର,ଥଣ୍ଡା ହୋଇଥିଲା, ଯାହା ପରେ ତାଙ୍କର କୋଭିଡ-୧୯ ଟେଷ୍ଟ କରାଯାଇଥିଲା। ପରେ ସେ କୋଭିଡ…

ରାମମନ୍ଦିର ଭୂମି ପୂଜନରେ ମୋଦିଙ୍କୁ କ’ଣ ଦକ୍ଷିଣା ମାଗିଲେ ପୁରୋହିତ, ଜାଣନ୍ତୁ

ଅଯୋଧ୍ୟା: ୫ଶହ ବର୍ଷ ଅପେକ୍ଷାର ଅନ୍ତ ଘଟିଛି । ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ହୋଇଛି ଶିଳାନ୍ୟାସ । ପ୍ରଭୁ ଶ୍ରୀରାମଙ୍କ ଜନ୍ମଭୂମି ଅଯୋଧ୍ୟାରେ ଭବ୍ୟ, ଦିବ୍ୟ ରାମମନ୍ଦିରର ନିର୍ମାଣର ଭୂମିପୁଜା ଓ ଶିଳାନ୍ୟାସ କରାଯାଇଛି । ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂମି ପୁଜା…

ଆମ ସଂସ୍କୃତିର ଆଧୁନିକ ପ୍ରତିକ ହେବ ରାମ ମନ୍ଦିର: ମୋଦି

ଅଯୋଧ୍ୟା: ୫ଶହ ବର୍ଷର ଅପେକ୍ଷାର ଅନ୍ତ ଘଟିଛି । ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣର ଭୂମିପୂଜା ଓ ଶିଳାନ୍ୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି, ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭାରତୀୟ…

‘ପୂରଣ ହେଲା ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ’

ଅଯୋଧ୍ୟା: ସବୁୁ ପ୍ରତିକ୍ଷାର ଘଟିଛି ଅନ୍ତ । ରାମ ଜନ୍ମଭୂମିରେ ଭବ୍ୟ ରାମମନ୍ଦିର ନିର୍ମାଣ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ କହିଛନ୍ତି, ପାଞ୍ଚ ଶତାବ୍ଦୀ ପରେ ୧୩୫ କୋଟି ଭାରତୀୟଙ୍କ ସଂକଳ୍ପ…

କରୋନାକୁ ମାତ ଦେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, ହସ୍ପିଟାଲରୁ ଡିସଚାର୍ଜ

ଭୋପାଳ: ସୁସ୍ଥ ହେଲେ କରୋନା ସଂକ୍ରମିତ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାଣ । ଚିରାୟୁ ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଛି । ଘରକୁ ଫେରିଛନ୍ତି ଶିବରାଜ । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ହସ୍ପିଟାଲରୁ ଡିସଚାର୍ଜ ବେଳେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁର ତଦନ୍ତ କରିବ ସିବିଆଇ, ସୁପାରିଶକୁ ଗ୍ରହଣ କଲା କେନ୍ଦ୍ର

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁର ଖୋଲିବ ରହସ୍ୟ । ପଦାକୁ ଆସିବ ସତ । ତଦନ୍ତ କରିବ ଦେଶର ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ସିବିଆଇ । ବିହାର ସରକାର କରିଥିବା ସୁପାରିଶକୁ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ମାମଲାକୁ ପାଟନାରୁ…

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ, ସ୍ୱାଗତ କଲେ ଯୋଗୀ ଆଦିତ୍ୟନାଥ

ଅଯୋଧ୍ୟା: ବହୁ ପ୍ରତୀକ୍ଷିତ ଭବ୍ୟ ରାମ ମନ୍ଦିର ନିର୍ମାଣର ଶିଳାନ୍ୟାସ ପାଇଁ ଅଯୋଧ୍ୟାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ ଉତ୍ସବରେ ସେ ଯୋଗ ଦେବେ । ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସେ ପହଞ୍ଚିଥିଲେ । ତାଙ୍କୁ ସ୍ୱାଗତ କରିଥଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ…