Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆୟୁଷ୍ମାନ ଓ ଡେଭିଡ୍ ବେକହାମ୍‌ଙ୍କ ମଧ୍ୟରେ କ’ଣ ରହିଛି ସମାନତା ?

ମୁମ୍ବାଇ: ବଲିଉଡର ଆଉ ଜଣେ ସୁପରଷ୍ଟାର ଆୟୁଷ୍ମାନ ଖୁରାନା । ପ୍ରତିଟି ବର୍ଷ ବିତିବା ସହ ବଲିଉଡରେ ସେ ସଫଳତାର ସିଢି ପରେ ସିଢି ଚଢିଚାଲିଛନ୍ତି । ଖାସ କରି ଚଟପଟା କାହାଣୀ ଜରିଆରେ ସେ ସମାଜକୁ କିଛି ଗୋଟେ ବାର୍ତ୍ତା ଦେବାକୁ ବିଶ୍ୱାସ ରଖନ୍ତି । ଯାହା ଆୟୁଷ୍ମାନଙ୍କୁ ସମସ୍ତଙ୍କଠାରୁ ଭିନ୍ନ…

କୋଭିଡ୍ ରୋଗୀଙ୍କ ପାଇଁ ନିର୍ଦ୍ଧିଷ୍ଟ ଆମ୍ବୁଲାନ୍ସ ଚାର୍ଜ ଧାର୍ଯ୍ୟ କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କରୋନାଭାଇରସ୍ ମହାମାରୀ ମଧ୍ୟରେ ସ୍ୱାସ୍ଥ୍ୟସେବାକୁ ସୁଗମ କରିବାପାଇଁ ସୁପ୍ରିମକୋର୍ଟ ଆଜି କୋଭିଡ ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇବା ପାଇଁ ନିର୍ଦ୍ଧିଷ୍ଟ ଦର ସ୍ଥିର କରିବାକୁ ସମସ୍ତ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ ରୋଗୀଙ୍କୁ ଅଧିକ ମାତ୍ରାରେ ଆମ୍ବୁଲାନ୍ସ ସେବା…

ସୋନିଆ ଗାନ୍ଧୀଙ୍କୁ କି ପ୍ରଶ୍ନ କଲେ କଙ୍ଗନା?

ନୂଆଦିଲ୍ଲୀ: ମହାରାଷ୍ଟ୍ର ସରକାରଙ୍କ ଉପରେ ଖପା ଥିବା କଙ୍ଗନା ରାଣାୱତ ଏବେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ନିକଟରେ ମୁମ୍ବାଇ ମହାନଗର ନିଗମ ପକ୍ଷରୁ ତାଙ୍କର କାର୍ଯ୍ୟାଳୟକୁ ଭାଙ୍ଗି ଦିଆଯାଇଥିଲା । ଯାହାପରେ ଶୁକ୍ରବାର ଦିନ ଟ୍ୱିଟ୍ କରି ସୋନିଆ ଗାନ୍ଧୀଙ୍କୁ ପ୍ରଶ୍ନ କରିଛନ୍ତି କଙ୍ଗନା…

ଆରମ୍ଭ ହେବ କି ସତ୍ୟମେବ ଜୟତେ, କେତେ ପାଉଣା ନେଉଥିଲେ ଆମୀର ?

ମୁମ୍ବାଇ: ବଲିଉଡର ଜଣେ ଜଣାଶୁଣା ସୁପରଷ୍ଟାର । ହେଲେ ଚାଲିଚଲଣ ବେଶ ସାଧାରଣ । ତାଙ୍କ ପାଟି ନୁହେଁ ବରଂ କାମ କହେ କଥା । ବାଛିବାଛି ବର୍ଷକୁ ଗୋଟିଏ ଫିଲ୍ମ ରିଲିଜ । ଅତି ବେଶିରେ ଦୁଇଟି ଫିଲ୍ମ । ହେଲେ ଦର୍ଶକଙ୍କୁ ନିଜ ଅଭିନୟରେ ବାନ୍ଧି ରଖିବା କଳାକୁ ଆମୀର ବେଶ ଭଲ ଭାବେ ଜାଣନ୍ତି ।…

ସାଜିଦ ଖାନଙ୍କ ବିରୋଧରେ ମଡେଲ ପୌଲାଙ୍କ ଯୌନ ନିର୍ଯ୍ୟାତନା ଅଭିଯୋଗ !

ମୁମ୍ବାଇ: ଦୁଇବର୍ଷ ପୂର୍ବେ ଫିଲ୍ମ ଇଣ୍ଡଷ୍ଟ୍ରୀରେ ଝଡ ଆଣିଥିଲା ମି ଠୁ ମୁଭମେଣ୍ଟ । ଅନେକ ମହିଳାଙ୍କ ଅଭିଯୋଗ ସାମ୍ନାକୁ ଆସିଥିଲା । ତନୁଶ୍ରୀ ଦତ୍ତା ଓ ନାନା ପାଟେକରଙ୍କଠାରୁ ଆରମ୍ଭ ହୋଇଥିବା ଏହି ଧାରା ଅନେକ ବଡବଡିଆଙ୍କୁ ହରଡଘଣାରେ ପକାଇଥିଲା । ଏପରିକି ଫିଲ୍ମ ନିର୍ମାତା ସାଜିଦ ଖାନଙ୍କ…

ପ୍ରେମିକାର ନିଶା ଅଭ୍ୟାସ ପାଇଁ ପ୍ରେମିକ ସାଜିଲା ଚୋର !

ଦିଲ୍ଲୀ: ଅଟୋ ଡ୍ରାଇଭରଠୁ ଲୁଟ୍ ଉଦ୍ୟମରେ ଗିରଫ ହୋଇଛି ଜଣେ ଯୁବକ । ପରିଚୟ ଅମନ ଉପାଧ୍ୟାୟ । ନିଜ ପେଟ ପୋଷିବା ସହ ପ୍ରେମିକାର ନିଶା ଅଭ୍ୟାସକୁ ସକ୍ରିୟ ରଖିବା ପାଇଁ ପ୍ରେମିକ ପାଲଟିଥିଲା ଚୋର । ହେଲେ ପ୍ରେମିକ ଗିରଫ ହେବା ପରେ ସାମ୍ନାକୁ ଆସିଥିଲା ଚାଂଚଲ୍ୟକର ତଥ୍ୟ । ମଙ୍ଗଳବାର ଲାଜପତ…

ମିଳିଲାନି ବେଲ୍, ଜେଲରେ ରହିବେ ରିୟା ଚକ୍ରବର୍ତ୍ତୀ

ମୁମ୍ୱାଇ: ରିୟା ଚକ୍ରବର୍ତ୍ତୀଙ୍କ ଝଟକା । ବେଲ୍ ଆବେଦନକୁ ଖାରଜ କଲେ ମୁମ୍ୱାଇ ସେସନ୍ସ କୋର୍ଟ । ରିୟାଙ୍କ ସମେତ ତାଙ୍କ ଭାଇ ସୌଭିକ୍ ଚକ୍ରବର୍ତ୍ତୀଙ୍କ ସମେତ ୬ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଛନ୍ତି ରିୟା…

ଆମେରିକା ଇତିହାସର ସବୁଠୁ ଭୟଙ୍କର ଘଟଣା; ୯/୧୧ ଆତଙ୍କବାଦୀ ଆକ୍ରମଣକୁ ୧୯ ବର୍ଷ

ଭୁବନେଶ୍ୱର: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲ୍ୟୁଟିସି) ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ (୯/୧୧)କୁ ଆଜି ୧୯ ବର୍ଷ ପୂରିଛି।  ୨୦୦୧ ସେପ୍ଟେମ୍ବର ୧୧ରେ ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ଏହି ଆକ୍ରମଣ ଘଟାଇଥିଲା, ଯାହା ସଂପୂର୍ଣ୍ଣ ଆମେରିକାକୁ ଥରାଇ ଦେଇଥିଲା। ବିଶ୍ୱବ୍ୟାପୀ ଏହି…

ଉପରମୁଁହା ମୃତ୍ୟୁର ମିଟର: ୨୪ ଘଣ୍ଟାରେ ଯାଇଛି ୧୨୦୯ ମୁଣ୍ଡ, ମୋଟ ସଂଖ୍ୟା ୭୬ ହଜାର ପାର୍

ନୂଆଦିଲ୍ଲୀ: ହୁ ହୁ ହୋଇ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ, ସୃଷ୍ଟି ହେଉଛି ନୂଆ ରେକର୍ଡ । ଦେଶର ଗୋଟିଏ ଦିନରେ ପାଖାପାଖି ୧ ଲକ୍ଷ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୩୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ…

ରିୟା ଚକ୍ରବର୍ତ୍ତୀଙ୍କୁ ମିଳିବ କି ଜାମିନ ? ଆଜି ଆସିବ ରାୟ

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାର ଡ୍ରଗ୍ସ ଲିଙ୍କରେ ଗିରଫ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀଙ୍କୁ ମିଳିବ କି ଜାମିନ ? ଆଜି ଆସିବା ରାୟ । ଗତକାଲି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ସେସନ୍ସ କୋର୍ଟ । ଏହାସହ ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କ ବେଲ୍ ଆବେଦନର…