Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସୁଶାନ୍ତଙ୍କ ଜୀବନ ପ୍ରତି ବିପଦ ଥିବା ନେଇ ଫେବ୍ରୁଆରୀ ମାସରୁ ମୁମ୍ବାଇ ପୋଲିସକୁ ଜଣାଇଥିଲେ ବାପା କେ.କେ ସିଂ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଥିବା ବେଳେ ଏବେ ତାଙ୍କ ବାପାଙ୍କର ଏକ ବିବାଦୀୟ ବୟାନ ନଜରକୁ ଆସିଛି । ତାଙ୍କ ପୁଅ(ସୁଶାନ୍ତ) ପ୍ରତି ବିପଦ ରହିଥିବା ସେ ମୁମ୍ବାଇ ପୋଲିସକୁ ଜଣାଇଥିଲେ ମଧ୍ୟ ପୋଲିସ କୌଣିସ କର୍ଯ୍ୟାନୁଷ୍ଠାନ ନେଇ ନ…

ଜିମ୍ ଓ ଯୋଗ କେନ୍ଦ୍ର ଲାଗି ଗାଇଡଲାଇନ୍ ଜାରି କଲେ ସରକାର

ନୂଆଦିଲ୍ଲୀ: ଆସନ୍ତା ଅଗଷ୍ଟ ୫ ତାରିଖରେ ଖୋଲିବାକୁ ଯାଉଛି ଜିମ୍ ଓ ଯୋଗ କେନ୍ଦ୍ର । ଯାହାକୁ ନେଇ ସୋମବାର ଦିନ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ଜାଣନ୍ତୁ, ଗାଇଡଲାଇନରେ କ’ଣ ସବୁ ରହିଛି... କଣ୍ଟେନମେଣ୍ଟ ଜୋନରେ ଥିବା ସମସ୍ତ ଯୋଗ କେନ୍ଦ୍ର ଓ…

ଚୀନ ଚାଲାକି: ଲୋକମାନେ ପାର୍ସଲ ମାଧ୍ୟମରେ ପାଉଛନ୍ତି ରହସ୍ୟମୟ ମଞ୍ଜି

ବେଜିଂ: ଚୀନର ଏକ ପ୍ରକାର ରହସ୍ୟମୟ ଓ ଅଜଣା ମଞ୍ଜି ବିଭିନ୍ନ ଦେଶରେ ଦେଖିବାକୁ ମିଳୁଛି । ଆମେରିକା, ଜାପାନ ଓ ଭାରତ ପ୍ରମୁଖ ଦେଶ ସତର୍କତା ଅବଲମ୍ବନ କରିବା ନେଇ ଆଲର୍ଟ ଜାରି କରିଛନ୍ତି । ଏହି ମଞ୍ଜି ପଠାଇବା ପଛରେ ଚୀନର କଣ ଚାଲାକି ରହିଛି ତାହା ଜଣା ପଡି ନାହିଁ । ଚୀନରୁ ବାହାରିଥିବା…

ରାକ୍ଷୀ ପୂର୍ଣ୍ଣିମାରେ ଗୁଲସାନଙ୍କ ପାଇଁ ଦୁଃଖ ଭରା ଚିଠି ଲେଖିଲେ ତାଙ୍କ ରାନୀ ଦି

ଭୁବନେଶ୍ୱର : ‘୩୫ ବର୍ଷରେ ପ୍ରଥମ ଥର ବନ୍ଦାଣ ଥାଳି ସଜ ହୋଇଛି । ଦୀପ ଲାଗିଛି, ସିନ୍ଦୂର, ମିଠା, ରାକ୍ଷୀ ସବୁ ଅଛି । କିନ୍ତୁ ତୋର ସେ ହସ ହସ ମୁହଁଟି ନାହିଁ । ଟିକା ଲଗାଇବା ପାଇଁ ସେ ମଥା ନାହିଁ, ରାକ୍ଷୀ ବାନ୍ଧିବା ପାଇଁ ସେ ହାତ ନାହିଁ କି ମିଠା ଖୁଆଇବା ପାଇଁ ସେ ପାଟି ନାହିଁ । ମୋ…

ଆଫଗାନିସ୍ତାନ ଜଲାଲବାଦ ଜେଲରେ ଆତଙ୍କବାଦୀ ଆକ୍ରମଣ, ୨୧ଲୋକଙ୍କ ମୃତ୍ୟୁ

କାବୁଲ: ଆଫଗାନିସ୍ତାନର ଜଲାଲବାଦ ଜେଲରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ରିପୋର୍ଟ ହସ୍ତଗତ ହେଲା ବେଳକୁ ୨୧ ଲୋକଙ୍କ ମୃତ୍ୟୁ ଘଟିଛି । ଏମାନଙ୍କ ମଧ୍ୟରେ ୩ ଆତଙ୍କବାଦୀ ସାମିଲ ଅଛନ୍ତି । ଏହି ଆକ୍ରମଣ ପରେ ଜେଲରୁ ଅନେକ କୈଦୀ ମଧ୍ୟ ଫେରାର ହୋଇ ଯାଇଛନ୍ତି । ଏହା ପଛରେ ଇସଲାମିକ ଷ୍ଟେଟ…

କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ କୋଭିଡ୍ ପଜିଟିଭ୍

ନୂଆଦିଲ୍ଲୀ: ଅମିତ ଶାହ, ୟେଦିୟୁରପ୍ପାଙ୍କ ପରେ କଂଗ୍ରେସ ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି, ଚିଦାମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମ କରୋନା ସଂକ୍ରମିତ । ଏନେଇ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି କାର୍ତ୍ତି । ସେ ଲେଖିଛନ୍ତି, ସେ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ରାମମନ୍ଦିର ଭଳି ଦେଖାଯିବ ଅଯୋଧ୍ୟା ରେଲଓ୍ୱେ ଷ୍ଟେସନ

ଅଯୋଧ୍ୟା: ରାମମନ୍ଦିର ନିର୍ମାଣ ସହ ଅଯୋଧ୍ୟା ନଗରୀର ବଦଳିବ ରୂପରେଖ । ନୂଆ ବେଶଭୂଷାରେ ସଜେଇ ହେବ ଶ୍ରୀରାମଙ୍କ ଜନ୍ମଭୂମି । ଅଯୋଧ୍ୟା ରେଲଓ୍ୱେ ଷ୍ଟେସନର ନବକଳେବର ହେବ । ନୂଆ ଅଯୋଧ୍ୟା ଷ୍ଟେସନର ପ୍ରଥମ ପର‌୍ୟ୍ୟାୟ ନିର୍ମାଣ କାମ ୨୦୨୧ ସୁଦ୍ଧା ସରିବ ବୋଲି ଭାରତୀୟ ରେଳବାଇ ପକ୍ଷରୁ…

ଦେଶରେ ୧୮ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି କେତେ ସଂକ୍ରମିତ ଚିହ୍ନଟ ଜାଣନ୍ତୁ

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୫୨,୯୭୨ ଜଣ ସଂକ୍ରମିତ ହୋଇଥିବା ବେଳେ ୭୭୧ ଜଣଙ୍କର ଜୀବନ ଯାଇଛି । ହୁ…

ରାମମନ୍ଦିର ଭୂମି ପୂଜା ସମୟକୁ ନେଇ ପ୍ରଶ୍ନ ଉଠାଇଲେ ଦିଗବିଜୟ, କହିଲେ ଏମିତି କଥା

ନୂଆଦିଲ୍ଲୀ: ଅଯୋଧ୍ୟାରେ ଭବ୍ୟ ରାମମନ୍ଦିର ନିର୍ମାଣ ନେଇ ଦିନେ ପରେ ଭୂମି ପୂଜନ ପର୍ବ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିଳାନ୍ୟାସ କରିବେ । ତାପୂର୍ବରୁ ଭିତ୍ତି ପ୍ରସ୍ତର ସ୍ଥାପନର ଶୁଭ ବେଳାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ।…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା: ପାଟନା ଏସପିଙ୍କୁ କ୍ୱାରେଣ୍ଟାଇନରେ ରଖିଲା ବିଏମସି

ମୁମ୍ୱାଇ: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ମୁହାଁମୁହିଁ ପରିସ୍ଥିତିକୁ ଆସିଛନ୍ତି ମୁମ୍ବାଇ ଓ ବିହାର ପୋଲିସ । ତଦନ୍ତ ପାଇଁ ମୁମ୍ୱାଇରେ ପହଞ୍ଚିଥିବା ପାଟନା ସିଟି ଏସପି ବିନୟ ତିଓ୍ୱାରୀଙ୍କୁ କ୍ୱାରେଣ୍ଟାଇନରେ ରଖି ଦେଇଛନ୍ତି ବିଏମସି ଅଧିକାରୀ । ଏହାକୁ ନେଇ ଦୁଇ ରାଜ୍ୟର ପୋଲିସ…