Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଆହୁରି ହ୍ରାସ ପାଇଲା ସୁନା ଦର; ଜାଣନ୍ତୁ କେତେ ରହିଛି ଆଜିର ମୂଲ୍ୟ

ଭୁବନେଶ୍ୱର: ଆହୁରି ଶସ୍ତା ହେଲା ସୁନା । ଲଗାତାର ତୃତୀୟ ଦିନ ପାଇଁ ହ୍ରାସ ପାଇଲା ଦର। ଭାରତୀୟ ଟଙ୍କାର ସ୍ଥିତି ସୁଦୃଢ ହେବା ସହ ଅନ୍ତଃରାଷ୍ଟ୍ରୀୟ ସ୍ତରରେ ମୂଲ୍ୟ ହ୍ରାସ ହେବା ପରେ ଘରୋଇ ବଜାରରେ ସୁନାର ମୂଲ୍ୟ ହ୍ରାସ ହୋଇଛି । ଗୁରୁବାର ଦିନ ଦିନ ଦିଲ୍ଲୀ ସରଫା ବଜାରରେ ୧୦ ପ୍ରତି…

ମେଡ଼ିସିନ ବାବା: ଧନୀଙ୍କ ପାଖେ ହାତ ପତେଇ ଗରିବଙ୍କ ପାଇଁ ଏକାଠି କରନ୍ତି ଔଷଧ

ନୂଆଦିଲ୍ଲୀ: ସାଧାରଣତଃ ବାବା କହିଲେ ଆମ ମନକୁ ଆସେ କେହି ଜଣେ ବୃଦ୍ଧ ବ୍ୟକ୍ତି ନିଜ ଧର୍ମ ପ୍ରଚାର ପାଇଁ କାମ କରୁଥିବେ ।  କିନ୍ତୁ ଦିଲ୍ଲୀରେ ଏମିତି ଜଣେ ବାବା ଅଛନ୍ତି, ଯିଏ ଧର୍ମ, ଜାତି ଉପରକୁ ଉଠି ମାନବଧର୍ମ ବିଷୟରେ ଭାବନ୍ତି ଓ ଗରିବ ଲୋକଙ୍କର ସହାୟତା କରିବାକୁ ନିଜ ଜୀବନର ଲକ୍ଷ୍ୟ…

ଫେସବୁକରେ ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ: ଓଡ଼ିଶା ଯୁବକ ଗିରଫ   

କଟକ: ଫେସବୁକରେ ଭାରତର ପ୍ରଧାନମନ୍ତ୍ରୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ | ଯାହାକି ମହଙ୍ଗା ପଡିଛି ସମ୍ପୃକ୍ତ ଫେସବୁକ ଆକାଉଣ୍ଟଧାରୀଙ୍କୁ | ଆଉ ରାଜଦ୍ରୋହ ମାମଲାରେ ଉକ୍ତ ଯୁବକକୁ ଗୁରୁବାର ଦିନ ଗିରଫ କରିଛି ଉତ୍ତର ପ୍ରଦେଶ ପୋଲିସ | ଘଟଣାଟି ଘଟିଛି ସାଲେପୁର ଥାନା…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଲ୍ଲୀର ରେଲୱେ ଟ୍ରାକ ଅଂଚଳରେ ଥିବା ୪୮,୦୦୦ ବସ୍ତି ଉଚ୍ଛେଦ ହେବ

ନୂଆଦିଲ୍ଲୀ: ମାନ୍ୟବର ସୁପ୍ରିମକୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହା ଅନୁସାରେ ଦିଲ୍ଲୀର ରେଲୱେ ଟ୍ରାକ ଓ ଏହାର ଆଖ ପାଖ ଅଂଚଳରେ ଥିବା ୪୮,୦୦୦ ବସ୍ତି ଉଚ୍ଛେଦ ହେବ । ଏଥିରେ କୌଣସି ରାଜନୈତିକ ହସ୍ତକ୍ଷେପ ବରଦାସ୍ତ କରାଯିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି ।…

ହଜିଯାଇଥିଲା ପାସ୍‌ପୋର୍ଟ, ୧୬ବର୍ଷ ପରେ ଘରକୁ ଫେରିଲେ !

ତେଲେଙ୍ଗାନା: କାମ ପାଇଁ ଭିଟାମାଟି ଛାଡିଥିଲେ । ଭାବିଥିଲେ ବିଦେଶରେ ଦି ପଇସା ଆୟ କରି ଘର ପରିବାର ଚଳେଇବେ । ହେଲେ ପରିବାର କଥା ଛାଡନ୍ତୁ ୧୬ ବର୍ଷ ଧରି ଖୋଦ ନିଜେ ଘରକୁ ଫେରିପାରିନଥିଲେ । ଇଛା ବିରୋଧରେ ବିଦେଶରେ ଫସିରହିଥିଲେ । ହେଲେ ଶେଷରେ ନିଜ ଘରକୁ ଫେରିଛନ୍ତି ହାଇଦ୍ରାବାଦର ଜଣେ ୪୮…

ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡର ବ୍ୟବହାର ପାଇଁ ଡବ୍ଲ୍ୟୁଏଚଓର ସୁପାରିଶ

ଲଣ୍ଡନ: ଗୁରୁତର କୋଭିଡ ରୋଗୀଙ୍କ ଉପରେ ଷ୍ଟେରୋଏଡ୍ ଚିକିତ୍ସା ଫଳରେ ମୃତ୍ୟୁ ଆଶଙ୍କା ୨୦% କମ୍ ରହୁଥିବା ନେଇ ଅନେକ ଅଧ୍ୟୟନରୁ ଜଣାପଡିଛି । ଯାହା ଫଳରେ ଗୁରୁତର କରୋନା ରୋଗୀଙ୍କୁ ଷ୍ଟେରୋଏଡ୍ ଦେବା ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚଓ) ପକ୍ଷରୁ ସୁପାରିଶ କରାଯାଇଛି । ବିଶ୍ୱ…

ଧନଶ୍ରୀ ଓ କ୍ରିକେଟର୍ ଚହଲଙ୍କ “ରଷୋଡେ” ନିଶା !

ଦୁବାଇ: ଭାରତୀୟ କ୍ରିକେଟର୍ ୟୁଜବେନ୍ଦ୍ର ଚହଲ । କ୍ରିକେଟ୍ ପଡିଆ ହେଉ କି ସୋସିଆଲ୍ ମିଡିଆ । ସବୁବେଳେ ନିଜ ଫଲୋଅର୍ସଙ୍କୁ ଏଣ୍ଟରଟେନ୍ କରିବାରେ ସେ ବେଶ ଆଗୁଆ । ଖାସ କରି ଲକ୍‌ଡାଉନ୍ ସମୟରେ ଏହି ଲେଗ୍ ସ୍ପିନର୍ ନିଜ ପରିବାର ଲୋକଙ୍କ ସହ ଭିଡିଓ ସେୟାର କରି ଚର୍ଚ୍ଚାକୁ ଆସିଥିଲେ ।…

କଲେଜ ଓ ବିଶ୍ୱବିଦ୍ୟାଳୟ ପରୀକ୍ଷା ପାଇଁ SOP ଜାରି

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ବିଶ୍ୱବିଦ୍ୟାଳୟ ଓ କଲେଜରେ ହେବ ପରୀକ୍ଷା । ଏଥିପାଇଁ ଏସ୍‌ଓପି ଜାରି କରିଛି କେନ୍ଦ୍ର । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏସ୍‌ଓପି ଜାରି ହୋଇଛି । କରୋନା ଲକ୍ଷଣ ଥିବା ଛାତ୍ରଛାତ୍ରୀମାନେ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । ଏମାନଙ୍କ…

କେରଳରେ ୯୦୦ ଡାକ୍ତରଙ୍କ ଇସ୍ତଫା

ଥିରୁଅନନ୍ତପୁରମ: କୋଭିଡ କେନ୍ଦ୍ରରେ ନିୟୋଜିତ ହୋଇଥିବା ୯୦୦ ଡାକ୍ତର ଗୁରୁବାର ଇସ୍ତଫା ଦେଇଛନ୍ତି । ଯାହା କି ବିଭିନ୍ନ ମହଲରେ ଆଲୋଡନ ସୃଷ୍ଟି କରିଛି । କେରଳ ସରକାର ନିଜର ପ୍ରତିଶ୍ରୁତି ରକ୍ଷା କରିବାରେ ବିଫଳ ହୋଇଥିବାରୁ ପାଖାପାଖି ୯୦୦ ଜଣ ଡାକ୍ତର ଚାକିରିରୁ ଇସ୍ତଫା ଦେଇଛନ୍ତି । ଏହି…

ଆମେରିକାରୁ ଆସିଲା ଆଶ୍ୱସ୍ତିକର ଖବର, ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା

ୱାଶିଂଟନ: କେବେ ଆସିବ କରୋନା ଟିକା ? ଦିନକୁ ଦିନ ସାରା ବିଶ୍ୱରେ କରୋନ ସଂକ୍ରମଣ ବଢିଚାଲିଥିବା ବେଳେ କରୋନ ଟିକା କେବେ ଆସିବ ତାକୁ ସମସ୍ତେ ଅପେକ୍ଷା କରି ରହିଛନ୍ତି । ଏହାରି ଭିତରେ ଆମେରିକାରୁ ଆସିଛି ଆଶ୍ୱସ୍ତିକର ଖବର । ନଭେମ୍ବର ୧ରୁ ବଣ୍ଟା ହେବ କରୋନା ଟିକା । ଆମେରିକା…