Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାଜସ୍ଥାନ ରାଜ୍ୟପାଳଙ୍କୁ ଅଧିବେଶନ ପାଇଁ ଗେହଲଟଙ୍କ ସାନି ପ୍ରସ୍ତାବ

ଜୟପୁର: ଜାରି ରହିଛି ରାଜସ୍ଥାନୀ ରାଜନୀତି ସଙ୍କଟ । ଏହାରି ଭିତରେ ମୁଖ୍ୟମନ୍ତ୍ରୀ ଗେହଲଟ ରାଜ୍ୟପାଳ କଲରାଜ ମିଶ୍ରଙ୍କୁ ସାନି ପ୍ରସ୍ତାବ ପଠାଇଛନ୍ତି । ୩୧ ଜୁଲାଇରୁ ବିଧାନସଭା ଅଧିବେଶନ ଡାକିବାକୁ ସେ ଏହି ପ୍ରସ୍ତାବରେ ଉଲ୍ଲେଖ କରିଛନ୍ତି । କରୋନା ସହ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା…

ରେକର୍ଡ, ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ୩୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ: ରେକର୍ଡ କଲା ଭାରତ । ଦେଶରେ ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ଆକ୍ରାନ୍ତ । ଗତ ୨୪ ଘଂଟାରେ ୩୬ ହଜାର ୧୪୫ଜଣ କୋଭିଡ-୧୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଫଳରେ ଦେଶରେ ସୁସ୍ଥତା ହାର ୬୩.୯୨%କୁ ବୃଦ୍ଧି ପାଇଛି । ଏହାକୁ ମିଶାଇ ଦେଶରେ ମୋଟ ଆରୋଗ୍ୟ ସଂଖ୍ୟା ୮ଲକ୍ଷ…

କରୋନା ଭାଇରସ : ଉତ୍ତରକୋରିଆରେ ଜରୁରୀକାଳୀନ ପରିସ୍ଥିତି ଲାଗୁ ହେଲା

ପ୍ୟୋଙ୍ଗୟଙ୍ଗ: ଶେଷରେ ଉତରକୋରିଆରେ କରୋନା ପଂହଚିଲା । ରିପୋର୍ଟ ମୁତାବକ ଦକ୍ଷିଣ କୋରିଆରୁ ଜଣେ ବ୍ୟକ୍ତି ଉତରକୋରିଆ ଆସିବା ପରେ ତାଙ୍କଠାରେ କରୋନା ଲକ୍ଷଣ ଦେଖିବାକୁ ମିଳିଥିଲା । ରାଷ୍ଟ୍ରପତି କିମ ଜୋଙ୍ଗ ଉନ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇବା ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ…

ଟଙ୍କା ନଦେବାରୁ ଅଧା ରାସ୍ତାରେ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ

କୋଲକାତା: ଟଙ୍କା ଦିଅ, ନହେଲେ ଆମ୍ବୁଲାନ୍ସରୁ ଓହ୍ଲାଅ । କରୋନା ରୋଗୀଙ୍କ ଆଗରେ ଏଭଳି ଦାଦାଗିରି ଦେଖାଇଛି ଜଣେ ଆମ୍ବୁଲାନ୍ସ ଡ୍ରାଇଭର । କେବଳ ସେତିକି ନୁହେଁ ଗୁରୁତର ରୋଗୀଙ୍କ ଠାରୁ ଅକ୍ସିଜେନ୍ ପାଇପ୍ ମଧ୍ୟ କାଢ଼ିବାକୁ ପଛଇନି । ଏଭଳି ଘଟଣା ଘଟିଛି କୋଲକାତାରେ । କୋଲାକାତାର…

କରୋନା ବିପତ୍ତି ଯାଇନି, ସତର୍କ ରହିବାକୁ ପଡିବ: ମୋଦି

ନୂଆ ଦିଲ୍ଲୀ: କରୋନା ବିପତ୍ତି ଦେଶରୁ ଅପସରିଯାଇନି । ଅନେକ ଜାଗାରେ ଏହା ଦ୍ରୁତ ଗତିରେ ମାଡି ଚାଲିଛି । ତେଣୁ ଆମକୁ ଅଧିକ ସତର୍କ ରହିବାର ଆବଶ୍ୟକତା ରହିଛି । ମନ କି ବାତ୍ ରେଡିଓ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ କରୋନା ମହାମାରୀ ନେଇ କିଛି ଏଭଳି ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।…

ପିଠିରେ ଛୁରୀ ମାରିଥିଲା ପାକିସ୍ତାନ: ମୋଦି

ନୂଆ ଦିଲ୍ଲୀ: କାରଗିଲ ବିଜୟ ଦିବସରେ ଭାରତୀୟ ବୀର ଯବାନଙ୍କ ସାହସ ଓ ବଳିଦାନକୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ରେଡିଓରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ୨୧ ବର୍ଷ ପୂର୍ବେ ପାକିସ୍ତାନ ବଡ ବଡ ସ୍ୱପ୍ନ ଦେଖି ଭାରତର ଭୂମି ଅକ୍ତିଆର କରିବାକୁ ହୀନ ଉଦ୍ୟମ…

୨୧ ବର୍ଷରେ ‘କାରଗିଲ୍ ବିଜୟ’ ଦିବସ; ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି ଦେଶ

ଭୁବନେଶ୍ୱର: ଆଜି ହେଉଛି ‘କାରଗିଲ୍ ବିଜୟ ଦିବସ’ । ୧୯୯୯ ମସିହା ଜୁଲାଇ ମାସ ୨୬ ତାରିଖରେ ଭାରତୀୟ ସେନାର ‘ଅପରେସନ ବିଜୟ’ ଅଭିଯାନ ସଫଳ ହେବା ସହ ପାକିସ୍ତାନୀ ଅନୁପ୍ରବେଶ କାରୀଙ୍କ ଯୋଜନା ପଣ୍ଡ କରିଦେଇଥିଲେ । ଏହି ଯୁଦ୍ଧ ମେ ମାସରୁ ଆରମ୍ଭ ହୋଇ ଜୁଲାଇ ୨୬ ତଥା ପାଖାପାଖି ୬୦ ଦିନ ଧରି…

ଦେଶରେ ସ୍ଥିତି ଅସମ୍ଭାଳ: ୨୪ ଘଣ୍ଟାରେ ୪୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ !

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୪୮,୨୦୦ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪…

[ଦେଖନ୍ତୁ ଭିଡ଼ିଓ]: ବିଜୟ ଦିବସ ଅବସରରେ ବୀର ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସ । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରଜନାଥ ସିଂ 'ନ୍ୟାସନାଲ ୱାର ମେମୋରିଆଲ' ଠାରେ ବୀର ସହିଦ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ତାଙ୍କ ସହ ଥିଲେ ଏମଓଏସ ଡିଫେନ୍ସ ଶ୍ରୀପଦ ନାୟକ ଏବଂ ତିନିଜଣ ସେବା ମୁଖ୍ୟ…

ବ୍ରାଜିଲରେ ସଙ୍ଗିନ ହେଉଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୫୧ ହଜାର ଆକ୍ରାନ୍ତ, ୧୨ ଶହରୁ ଉର୍ଦ୍ଧ୍ବ ମୃତ

ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା କହର। ବ୍ରାଜିଲରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୧ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ । ସେହିପରି ଏଠାରେ ୨୪ ଘଣ୍ଟାରେ ୧୨ ଶହ ରୁ ଅଧିକ ମୁଣ୍ଡ ନେଇଛି କରୋନା । ଏଠାରେ ୨,୩୯୪,୫୧୩ ମୋଟ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ…