Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବଢ଼ିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: ପୁଣି ବୃଦ୍ଧି ପାଇଲା ଆୟକର ରିଟର୍ଣ୍ଣ ଅବଧି । ଏନେଇ ବିଜ୍ଞପ୍ତି ଜାରି କରିଛନ୍ତି ଆୟକର ବିଭାଗ । କରୋନା ମହାମାରୀକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ନଭେମ୍ବର ୩୦ ପର୍ଯ୍ୟନ୍ତ ଆୟକର ରିଟର୍ଣ୍ଣ ସମୟ ବୃଦ୍ଧି ପାଇଛି । ଏଥିସହ ୨୦୧୯-୨୦…

ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଜାପାନ ଗସ୍ତ ବାତିଲ କରିବେ ଶିଞ୍ଜୋ ଆବେ

ଟୋକିଓ: ଚୀନ ବିରୋଧରେ ସବୁଠାରୁ ସ୍ୱର ଉଠିବା ପରେ ଜାପାନ ଏବେ ଆଉ ଏକ କଠୋର ପଦକ୍ଷେପ ନେବାକୁ ଯାଉଛି । ରିପୋର୍ଟ ମୁତାବକ ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଗସ୍ତକୁ ବାତିଲ କରିବା ପାଇଁ ଚିନ୍ତା କରୁଛନ୍ତି । ୨୦୦୮ ପରେ ପ୍ରଥମ ଥର ପାଇଁ ଜାପାନ ଗସ୍ତରେ…

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲୀଙ୍କ ଭାରତ ବିରୋଧୀ ହେବା ମହଙ୍ଗା ସାବ୍ୟସ୍ତ ହେଲା, ଆଜି ଚୂଡାନ୍ତ ନିଷ୍ପତି

କାଠମାଣ୍ଡୁ: ନେପାଳ ରାଜନୀତି ପାଇଁ ଶନିବାର ଗୁରୁତ୍ୱପୂର୍ଣ୍ଣ ଦିବସ । ଭାରତ ବିରୋଧୀ ମନ୍ତବ୍ୟ ଦେବା ଓ ସୀମା ବିବାଦ ସୃଷ୍ଟି କରି ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲୀ ନିଜ ପଦ ବଂଚାଇବା ନେଇ ସଂଘର୍ଷ କରୁଛନ୍ତି । ନେପାଳ କମ୍ୟୁନିଷ୍ଟ ପାର୍ଟିର ୪୦ ଷ୍ଟାଣ୍ଡିଂ କମିଟି ସଦସ୍ୟରୁ ୩୩ଜଣ ଓଲୀଙ୍କୁ…

ଧର୍ମ ଚକ୍ର ଦିବସରେ ଶାନ୍ତିର ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଆଷାଢ ପୂର୍ଣ୍ଣିମା ବା ଧର୍ମ ଚକ୍ର ଦିବସ । ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶାନ୍ତିର ବାର୍ତ୍ତା ଦେଇଛନ୍ତି । ବିଶ୍ୱବାସୀଙ୍କୁ ଆଜିର ଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ପ୍ରଧାନମନ୍ତ୍ରୀ । ଆଷାଢ଼ ପୂର୍ଣ୍ଣିମାକୁ…

ପାକିସ୍ତାନ ବୈଦେଶିକ ମନ୍ତ୍ରୀ କ୍ୟୁରେସୀଙ୍କୁ କରୋନା

ଇସଲାମାବାଦ: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ମହମ୍ମୁଦ କ୍ୟୁରେସୀଙ୍କୁ କରୋନା । ଭୂତାଣୁ ସଂକ୍ରମିତ ହୋଇଥିବା ନିଜେ ସୂଚନା ଦେଇଛନ୍ତି କ୍ୟୁରେସୀ । ରିପୋର୍ଟ ପଜିଟିଭ୍ ଆସିବା ପରେ ଏବେ ନିଜକୁ କ୍ୱାରେଣ୍ଟାଇନରେ ରଖିଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ । କ୍ୟୁରେସୀ ଟ୍ୱିଟ କରି ସୂଚନା…

ପାଟଣାରେ ଶ୍ରାବଣ ସୋମବାରରେ କାଉଡିଆଙ୍କୁ ଜଳଲାଗି ମନା

ବିହାର: ପାଟଣା ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ଶ୍ରାବଣ ମାସରେ ଜଳଲାଗି ପାଇଁ କାଉଡିାଙ୍କୁ ମନା ହୋଇଛି ଶିବ ମନ୍ଦିର । ପାଟଣା ଜିଲ୍ଲାରେ ଥିବା ଶିବ ମନ୍ଦିର ସବୁ ଆସନ୍ତା ଅଗଷ୍ଟ ୪ ତାରିଖ ଯାଏଁ ବନ୍ଦ ରଖିବାକୁ ଘୋଷଣା…

ରେକର୍ଡ ଭାଙ୍ଗୁଛି କରୋନା; ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୨୨ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୬,୪୮,୩୧୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କରୋନା ଚିକିତ୍ସା ପାଇଁ ସରକାରଙ୍କ ନୂଆ ଗାଇଡଲାଇନରେ କ’ଣ ଅଛି ? ଜାଣନ୍ତୁ

କରୋନା ସଂକ୍ରମିତ ଗୁରୁତର ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ନୂଆ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ ଏଣିକି ଗୁରୁତର କରୋନା ରୋଗୀଙ୍କୁ ଦିଆଯାଉଥିବା ଆଣ୍ଟିଭାଇରାଲ୍ ଔଷଧ ରେମଡେସିଭିକୁ ପାଞ୍ଚ ଦିନ ଦିଆଯିବ ।…

ଗଲଓ୍ୱାନ ସହିଦଙ୍କ ନାଁରେ ନାମିତ ହେବ କୋଭିଡ୍ ହସ୍ପିଟାଲ ଓ୍ୱାର୍ଡ

ନୂଆଦିଲ୍ଲୀ: ନିଉ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ କୋଭିଡ-୧୯ ହସ୍ପିଟାଲର ଓ୍ୱାର୍ଡ ନାଁ ଗଲଓ୍ୱାନ ଘାଟିରେ ସହିଦ ବୀର ଯବାନଙ୍କ ନାଁ ଅନୁସାରେ ନାମିତ କରାଯିବ । ଡିଆରଡିଓ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଯବାନଙ୍କ ବଳିଦାନ ଓ ସେମାନଙ୍କୁ ସମ୍ମାନ ଜଣାଇ ନିଉ ସର୍ଦ୍ଦାର ବଲ୍ଲଭଭାଇ ପଟେଲ କୋଭିଡ…

ବ୍ୟବହୃତ ଲୁଗାର ହେବ ‘ଟେନସାଇଲ୍ ଆନାଲିସିସ୍‌’; ଉନ୍ମୋଚିତ ହେବ ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ !

ମୁମ୍ବାଇ: ସୁଶାନ୍ତଙ୍କ ମୃତ୍ୟୁ ରହସ୍ୟ ଖୋଲିବା ଲାଗି ରାତି ଦିନ ଏକ କରି ଲାଗି ପଡ଼ିଛି ମୁମ୍ବାଇ ପୋଲିସ । ଦୁଇ ଦୁଇଟି ପୋର୍ଷ୍ଟମର୍ଟମ ରିପୋର୍ଟ ସହିତ ସୁଶାନ୍ତଙ୍କ ଭିସେରା ଟେଷ୍ଟ ପରେ ଏବେ ପୋଲିସ କରିବ ‘ଟେନସାଇଲ୍ ଆନାଲିସିସ୍‌’ । ଯେଉଁ ଲୁଗା ପିନ୍ଧି ଫ୍ୟାନରୁ ଝୁଲି ପଡ଼ିଥିଲେ ସୁଶାନ୍ତ…