Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ହଙ୍ଗାମା: ପୋଲିସ ଗୁଳିରେ ୨ ମୃତ, ୧୧୦ ଗିରଫ

ବେଙ୍ଗାଳୁରୁ: କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ସୋସିଆଲ ପୋଷ୍ଟକୁ ନେଇ ମଙ୍ଗଳବାର ବିଳମ୍ବିତ ରାତିରେ ହୋଇଛି ହିଂସାକାଣ୍ଡ । ଉତ୍ୟକ୍ତ ଲୋକଙ୍କୁ କାବୁ କରିବାକୁ ଯାଇ ପୁଲିସର ଗୁଳି ଚାଳନା। ଏଥିରେ ୨ ଜଣ ପ୍ରାଣ ହରାଇଥିବା ସୂଚନା। ମିଳିଥିବା ସୂଚନା ଅନୁସାରେ, ଉତ୍ତେଜନାପୂର୍ଣ୍ଣ ବେକ…

ପୁଲଓ୍ୱାମା ଏନକାଉଣ୍ଟର: ଜଣେ ଆତଙ୍କୀ ନିହତ, ଜଣେ ଯବାନ ସହିଦ

କଶ୍ମୀର: ଜମ୍ମୁ କଶ୍ମୀର ପୁଲଓ୍ୱାମାରେ ଆତଙ୍କବାଦୀ-ସୁରକ୍ଷାବାହିନୀ ଗୁଳିବିନିମୟ । ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଛି । ତାର ପରିଚୟ ଅସ୍ପଷ୍ଟ ରହିଛି । ଏହି ସୂଚନା ଦେଇଛି କଶ୍ମୀର ଜୋନ୍ ପୋଲିସ । ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଆଜି ସକାଳୁ…

ସଂଜୟ ଦତ୍ତଙ୍କୁ ଫୁସଫୁସ୍ କ୍ୟାନସର, ଚିକିତ୍ସା ପାଇଁ ଯିବେ ଆମେରିକା

ମୁମ୍ବାଇ: ସଞ୍ଜୟ ଦତ୍ତ ଫ୍ୟାନଙ୍କ ପାଇଁ ଖରାପ ଖବର । ସଞ୍ଜୁ ବାବାଙ୍କୁ କ୍ୟାନସର । ଫୁସଫୁସ କର୍କଟରେ ଆକ୍ରାନ୍ତ ହୋଇଛନ୍ତି । ଷ୍ଟେଜ ଥ୍ରୀ ଆଡଭାନ୍ସ କ୍ୟାନସର ହୋଇଛି । ଚିକିତ୍ସା ପାଇଁ ସେ ଆମେରିକା ଯିବେ ବୋଲି ସୂଚନା ମିଳିଛି । ତେବେ ଏଯାଏଁ ସଞ୍ଜୟ ଦତ୍ତଙ୍କ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା…

ସୁଶାନ୍ତଙ୍କ ମୃତ ଶରୀର ତଳକୁ ଓହ୍ଲାଇବା ବେଳେ କିଏ ଦେଖିଥିଲା, ପ୍ରଶ୍ନ ଉଠାଇଲେ ଓକିଲ

ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଦିନକୁ ଦିନ ନୂଆ ମୋଡ ସାମ୍ନାକୁ ଆସୁଛି । ଦିନ ଯେତେ ଗଡୁଛି ସସ୍‌ପେନ୍ସ ସେତେ ବଢ଼ୁଛି । ଏହି ସୁଶାନ୍ତଙ୍କ ବାପା କେକେ ସିଂଙ୍କ ଓକିଲ ଲଗାତର ରିୟା ଚକ୍ରବର୍ତ୍ତୀ ଓ ମହାରାଷ୍ଟ୍ର ପୋଲିସ ଉପରେ ଉଠାଉଛନ୍ତି । ଆଜି…

ବିଗୁଡୁଛି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା

ନୂଆଦିଲ୍ଲୀ: ବିଗିଡିବାରେ ଲାଗିଛି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା । ସେ ଗତକାଲିଠୁ ଭେଂଟିଲେଟରରେ ଅଛନ୍ତି । ନୂଆଦିଲ୍ଲୀରେ ଥିବା ଆର୍ମି ରିସର୍ଚ୍ଚ ଓ ରେଫରାଲ ହସ୍ପିଟାଲ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଏହା ଜଣାପଡିଛି । ପ୍ରଣବ ମୁଖାର୍ଜୀଙ୍କ ସ୍ଵାସ୍ଥ୍ୟରେ…

୮,୭୨୨.୩୮ କୋଟି ଟଙ୍କାର ଅତ୍ୟାଧୁନିକ ଉପକରଣ କ୍ରୟକୁ ପ୍ରତିରକ୍ଷା ବିଭାଗର ଅନୁମୋଦନ

ନୂଆଦିଲ୍ଲୀ: ଦେଶର ସୁରକ୍ଷା ବ୍ୟବସ୍ଥାକୁ ମଜଭୁତ କରିବା ପାଇଁ ଭାରତ ସରକାର ମଙ୍ଗଳବାର ୧.୨ ବିଲିୟନ ଡଲାର(୮,୭୨୨.୩୮ କୋଟି ଟଙ୍କା)ର ପ୍ରତିରକ୍ଷା ସାମଗ୍ରୀ କିଣିବା ପାଇଁ ଅନୁମୋଦନ ଦେଇଛି । ମାସକ ମଧ୍ୟରେ ୫.୫ ବିଲିୟନ ଡଲାର ଭାରତ ଏ ବାବଦକୁ ଅନୁମୋଦନ ଦେଇଛି।  କେନ୍ଦ୍ର ପ୍ରତିରକ୍ଷା…

ସ୍ୱାଧୀନତା ଦିବସ: ମହିଳା ସ୍ୱାଧୀନତା ସଂଗ୍ରାମୀଙ୍କର ବି ରହିଛି ପ୍ରମୁଖ ଯୋଗଦାନ

ଭୁବନେଶ୍ୱର: ଦେଶକୁ ସ୍ୱାଧୀନତାର ସ୍ୱାଦ ଚଖାଇବା ତଥା ଇଂରେଜଙ୍କ କବଳରୁ ମୁକ୍ତ କରିବା ପାଇଁ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ଯୋଗଦାନ ଖୁବ୍ ରହିଛି । ଯେଉଁମାନେକି ଏକଜୁଟ୍ ହୋଇ ଭାରତୀୟ ମାଟିରୁ ବ୍ରିଟିଶ ମାନଙ୍କୁ ତଡିବାରେ ସଫଳ ହୋଇଥିଲେ । ସ୍ୱାଧୀନତା ପାଇବା ପାଇଁ ପୁରୁଷ ମାନଙ୍କ ସହ…

ସୁଶାନ୍ତ ସିଂ ମୃତ୍ୟୁ ମାମଲା: ଥାନାରେ ମାମଲା ରୁଜୁ କଲେ ସୁରଜ ପଞ୍ଚୋଲି

ମୁମ୍ବାଇ: ବଲିଉଡର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଅନ୍‌ଙ୍କ ମୃତ୍ୟୁ ମାମଲାରେ ଅଭିନେତା ସୁରଜ ପଞ୍ଚୋଲିଙ୍କ ନାଁ ସାମ୍ନାକୁ ଆସିଛି । ଦିଶାଙ୍କ ମୃତ୍ୟୁ ପଛରେ ସୁରଜଙ୍କ ହତା ଥାଇପାରେ ବୋଲି ଅନେକ ଆକଳନ କରୁଛନ୍ତି । ତେବେ ଏହି ଖବର ପ୍ରକାଶ ପାଇବା…

[ଭାଇରାଲ୍ ଭିଡିଓ] ହଜାରହଜାର ଗଛ ଓପାଡିଲେ ପାକିସ୍ତାନୀ !

ପାକିସ୍ତାନ: ରବିବାର ପାକିସ୍ତାନରେ ଘଟିଥିଲା ଏକ ଅଭାବନୀୟ ଘଟଣା । ଯେଉଁଠି ଭାରତର ପ୍ରଧାନମନ୍ତ୍ରୀ ଗଛ ଲଗାଇବାକୁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି । ସେଠି ପାକିସ୍ତାନୀ ଲୋକ ଲାଗିଥିବା ଗଛକୁ ଓପାଡି ଫୋପାଡିବାର ଏହି ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ…

ଆଉ ନାହାନ୍ତି ପ୍ରଖ୍ୟାତ କବି ରାହତ ଇନ୍ଦୋରୀ !

ମଧ୍ୟପ୍ରଦେଶ: କରୋନା ସଂକ୍ରମଣରେ ପ୍ରାଣତ୍ୟାଗ କଲେ ଜଣାଶୁଣା କବି ଓ ଗୀତିକାର ରାହତ ଇନ୍ଦୋରି । ଆଜି ତାଙ୍କର ଟେଷ୍ଟ ରିପୋର୍ଟ ପଜିଟିଭ ବାହାରିଥିଲା । ସୋମବାର ତାଙ୍କ ନିକଟରେ କରୋନା ଜନିତ ଲକ୍ଷଣ ପରିଲକ୍ଷିତ ହେବା ପରେ ଇନ୍ଦୋରର ଅରୋବିନ୍ଦୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସୋମବାର…