Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନାଭାଇରସ ଆତଙ୍କ: ବିଶ୍ୱବ୍ୟାପୀ ୫ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୦,୬୯୪,୨୮୮ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୧୮୮ରୁ ଅଧିକ ଦେଶରେ ଏଯାବତ୍…

କରୋନା କେସରେ ଭାରତର କେଉଁ ସବୁ ରାଜ୍ୟ ବଡ଼ ବଡ଼ ଦେଶକୁ ଟପିଗଲେଣି ?

ନୂଆଦିଲ୍ଲୀ: ଦେଶରେ କାୟା ମେଲାଇ ଚାଲିଛି କରୋନା । ପଜିଟିଭ୍ କେସ୍ ବଢ଼ିଚାଲିଛି । ୬ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଲେଣି । ବହୁ ରାଜ୍ୟରେ ସପ୍ତାହେ ଭିତରେ ଦ୍ରୁତ ଗତିରେ ପଜିଟିଭ୍ କେସ ବାହାରୁଛି । ସଂଖ୍ୟା ତୁଳନା କଲେ ବିଶ୍ୱର କିଛି ବଡ଼ ବଡ଼ ରାଷ୍ଟ୍ରକୁ ବି ପଛରେ ଛାଡ଼ିଦେଇଛନ୍ତି ସେସବୁ…

ଇସ୍ତଫା ଦେଲେ ଲକଡାଉନ୍ ନିୟମ ଭାଙ୍ଗିଥିବା ନ୍ୟୁଜିଲାଣ୍ଡ ସ୍ୱାସ୍ଥ୍ୟମନ୍ତ୍ରୀ

ନ୍ୟୁଜିଲାଣ୍ଡରେ ନିଜେ ସ୍ୱାସ୍ଥ୍ୟ ମନ୍ତ୍ରୀ କରୋନା ଲକଡାଉନ୍ ନିୟମ ଭାଙ୍ଗିଥିଲେ । ଡେଭିଡ୍ କ୍ଲାର୍କ ନିୟମର ଉଲ୍ଲଂଘନ କରିଥିବା ଅଭିଯୋଗକୁ ନେଇ ଦେଶରେ ବିବାଦ ଘନେଇଲା । ଶେଷରେ ସ୍ୱାସ୍ଥ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଡେଭିଡ୍ କ୍ଲାର୍କ । ଆଜି ଏନେଇ ଘୋଷଣା କରିଛନ୍ତି ନ୍ୟୁଜିଲାଣ୍ଡ…

ଓ୍ୱେଷ୍ଟେଣ୍ଡିଜ କ୍ରିକେଟର ପ୍ରତିଷ୍ଠାତା ଏଭେରଟନ ଓ୍ୱିକେସଙ୍କ ପରଲୋକ

ନୂଆଦିଲ୍ଲୀ: ଓ୍ୱେଷ୍ଟେଣ୍ଡିଜ କ୍ରିକେଟର ପୂର୍ବତନ ବ୍ୟାଟସମ୍ୟାନ୍ ଏଭେରଟନ ଓ୍ୱିକେସଙ୍କର ବୁଧବାର ଦିନ ନିଧନ ଘଟିଛି। ୯୫ ବର୍ଷ ଏହି ମହାନ କ୍ରିକେଟର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏଭେରଟନ ଓ୍ୱିକେସଙ୍କୁ ଓ୍ୱେଷ୍ଟେଣ୍ଡିଜ କ୍ରିକେଟର ପ୍ରତିଷ୍ଠାତା ବୋଲି କୁହାଯାଏ। ସେ ଓ୍ୱେଷ୍ଟେଣ୍ଡିଜ…

ଦେଶରେ ୧୭ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୬,୦୪,୬୪୧କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି। କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

କମନ ଓ୍ୱେଲଥ ଗେମ୍ସ ଭିଲେଜ ହେଲା କୋଭିଡ୍ କେୟାର୍ ସେଣ୍ଟର

ନୂଆଦିଲ୍ଲୀ: ଦେଶର ରାଜଧାନୀରେ ଲଗାତାର ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଅଧିକ ବେଡ୍ ଆବଶ୍ୟକ ଥିବା ବେଳେ କମନ୍ ଓ୍ୱେଲଥ ଗେମ୍ସ ଭିଲେଜକୁ ହାଇଟେକ୍ କୋଭିଡ କେୟାର ସେଣ୍ଟରରେ ପରିଣତ କରିଛନ୍ତି ଦିଲ୍ଲୀ ସରକାର । ପାଞ୍ଚ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍ କେୟାର…

ଗଲଓ୍ୱାନ ଘାଟିରୁ ପଛକୁ ହଟିବେ ଭାରତ ଓ ଚୀନ୍ ସୈନ୍ୟ

ଜମ୍ମୁ କଶ୍ମୀର: ପୂର୍ବ ଲଦାଖର ଗଲଓ୍ୱାନ ଘାଟି ଓ ଗୋଗ୍ରା ହଟସ୍ପ୍ରିଙ୍କରୁ ସେନ୍ୟ ପ୍ରତ୍ୟାହାର କରିବେ ଉଭୟ ଭାରତ ଓ ଚୀନ । ବୀବାଦୀୟ ସ୍ଥାନରୁ ଦୁଇ ଦେଶ ପଛକୁ ହଟିବା ନେଇ ସହମତି ହୋଇଛି । ପୂର୍ବ ଭଳି ସୀମାରେ ଶାନ୍ତି ବଜାର ରଖିବେ । ଦୁଇ ଦେଶର ସେନା ମଧ୍ୟରେ ଏନେଇ ୧୨ ଘଣ୍ଟାର ମାରାଥନ୍…

ଆଜି ଶିବରାଜ ସିଂ ଚୌହ୍ୱାନ କ୍ୟାବିନେଟର ସମ୍ପ୍ରସାରଣ

ମଧ୍ୟପ୍ରଦେଶ: ଶିବରାଜ ସିଂହ ଚୌହ୍ୱାନ ସରକାରରେ ଆଜି ସାମିଲ ହେବେ ନୂଆ ମନ୍ତ୍ରୀ । ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିବେ ମୁଖ୍ୟମନ୍ତ୍ରୀ । ସକାଳ ୧୧ଟାରେ ରହିଛି ଶପଥଗ୍ରହଣ ସମାରୋହ । ଭୋପାଳ ସ୍ଥିତ ରାଜଭବନ ପରିସରରେ ଆୟୋଜିତ ହେବ ଉତ୍ସବରେ ରାଜ୍ୟପାଳ ଆନନ୍ଦି ବେନ୍ ପଟେଲ ନୂଆ ମନ୍ତ୍ରୀଙ୍କୁ…

ଟିକଟକ୍ କେସ୍ ଲଢ଼ିବାକୁ ରୋହତଗୀଙ୍କ ପରେ ମନା କଲେ ସିଂଘଭୀ

ଟିକଟକ୍ ସମେତ ୫୯ ଚାଇନା ଆପକୁ ମୋଦି ସରକାର ବ୍ୟାନ୍ କରିଛନ୍ତି । ଦେଶର ସୁରକ୍ଷା ଓ ସାର୍ବଭୌମତ୍ୱ ପ୍ରତି ସେସବୁ ଆପ୍ ହାନୀକାରକ ହୋଇଥିବାରୁ ପ୍ରତିବନ୍ଧକ ଲାଗିଛି । ସରକାରଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ଯୋଜନା କରୁଛି ଟିକଟକ୍ କମ୍ପାନୀ । କିନ୍ତୁ ମିଳୁ…

ମାନିଲା ଚୀନ୍, ଭାରତରେ ଟିକଟକ୍ ବ୍ୟାନରୁ ଶହସ୍ର କୋଟି ଘାଟା

ହାତରେ ନମାରି ଚୀନକୁ ଭାତରେ ଚାପୁଡ଼ା ମାରିଛି ଭାରତ । ଗଲଓ୍ୱାନ ଘାଟି ସଂଘର୍ଷ ପରେ ଏଲଏସିରେ ଦୁଇ ଦେଶ ଭିତରେ ଟେସନର ବଢ଼ିଛି । ଚୀନକୁ ସାବାଡ କରିବା ପାଇଁ ୫୯ ଚାଇନିଜ ଆପକୁ କେନ୍ଦ୍ର ସରକାର ବ୍ୟାନ କରିଛନ୍ତି । ବିଚଳିତ ଚୀନ୍ ଭାରତକୁ ଧମକାଉଛି । କିନ୍ତୁ ସତ ମାନିଛି ଯେ ଟିକଟକ୍ ବ୍ୟାନ୍…