Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପୁଣେର ଏକ ଗ୍ୟାରେଜରେ ଅଗ୍ନିକାଣ୍ଡ; ଜଳିଗଲା ୧୦ ଗାଡି

ପୁଣେ: ମହାରାଷ୍ଟ୍ରର ପୁଣେ ଅନ୍ତର୍ଗତ କୋଧୱା ଅଞ୍ଚଳରେ ଥିବା ଏକ ଗ୍ୟାରେଜରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଫଳରେ ପାଖାପାଖି ୧୦ରୁ ଅଧିକ ଚାରି ଚକିଆ ଗାଡି ଜଳି ଧୂଳିସାତ ହୋଇପଡିଛି । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତି…

ଏମରଜେନ୍ସି : ଭାରତୀୟ ଗଣତନ୍ତ୍ରର କଳଙ୍କିତ ଅଧ୍ୟାୟ

ଭୁବନେଶ୍ୱର: ଆଜିର ଦିନ (୨୫ଜୁନ୍‌) ସାରା ଭାରତରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଏମରଜେନ୍ସି ଲଗାଇଥିଲେ । ୪୫ ବର୍ଷ ପୂରଣ ହେଲା ଭାରତୀୟ ଗଣତନ୍ତ୍ରର ଏହି କଳଙ୍କିତ ଅଧ୍ୟାୟ । ଆସନ୍ତୁ ଜାଣିବା ଏମରଜେନ୍ସି କାରଣ ବିଷୟରେ- ୨୫ ଜୁନ୍ ୧୯୭୫ : ରାତି ୧୨ଟା ବେଳେ ଏମରଜେନ୍ସି ଲାଗୁ…

ଜମ୍ମୁ-କାଶ୍ମୀର: ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରର ବାରମୂଳା ଜିଲ୍ଲା ଅନ୍ତର୍ଗତ ସୋପୋର୍‌ ଠାରେ ଗୁରୁବାର ସୁରକ୍ଷାବଳ ଓ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଗୁଳିବିନିମୟରେ ନିହତ ହୋଇଛନ୍ତି ଦୁଇଜଣ ଆତଙ୍କବାଦୀ। ଜମ୍ମୁ ଓ କଶ୍ମୀର ପୁଲିସ, ସିଆର୍‌ପିଏଫ ଓ ସେନାର ୨୨ଆର୍‌ଆରର ମିଳିତ ଦଳ ଆତଙ୍କବାଦୀମାନଙ୍କୁ…

ଅଧା ରାତିରେ ମିଜୋରାମରେ ଭୂକମ୍ପ

ମିଜୋରାମରେ ଲଗାତାର ଚତୁର୍ଥ ଦିନ ପାଇଁ ଭୂକମ୍ପ । ବୁଝବାର ରାତି ୧ଟା ୧୪ ମିନିଟରେ କମ୍ପନ ଅନୁଭୂତ ହୋଇଥିଲା । ମିଜୋରାମର ଚମ୍ଫାଇଠାରୁ ୨୧ କିଲୋମିଟର ଦକ୍ଷିଣରେ ଏହାର କେନ୍ଦ୍ରସ୍ଥଳ ଥିଲା । ରିକ୍ଟର ସ୍କେଲରେ ତୀବ୍ରତା ଥିଲା ୪ ଦଶମିକ ୫। ଏହାର ଦୁଇ ଘଣ୍ଟା ପରେ ନାଗାଲାଣ୍ଡରେ ବି ଝଟକା…

ଟି-ଟ୍ୱେଣ୍ଟି ବିଶ୍ୱକପ ନେଇ ଆଜି ହୋଇପାରେ ନିଷ୍ପତ୍ତି

ଚଳିତବର୍ଷ ଟ୍ୱେଣ୍ଟି ଟ୍ୱେଣ୍ଟି ବିଶ୍ୱକପ ଆୟୋଜନକୁ ନେଇ ନିଷ୍ପତ୍ତି ହୋଇ ନାହିଁ। ଆଜି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ବା ଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସୁଛି । ଭାରତୀୟ ସମୟ ସାଢ଼େ ୩ଟାରେ ବସିବ ବୈଠକ । ଏଠାରେ ଚଳିତ ଟ୍ୱେଣ୍ଟି ଟ୍ୱେଣ୍ଟି ବିଶ୍ୱକପକୁ ନେଇ ଆଲୋଚନା ସମ୍ଭାବନା ରହିଛି ।…

କରୋନା କବଳରେ ଭାରତ; ଗୋଟିଏ ଦିନରେ ସର୍ବାଧିକ ୧୬ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ଏହି ସଂଖ୍ୟା ୪,୭୩,୧୦୫କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି । କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ଭାରତ ବିରୋଧରେ ଆକ୍ରମଣ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ପାକିସ୍ତାନ ଉପରେ ହମଲା ଷଡ଼ଯନ୍ତ୍ର କରୁଛି ଭାରତ । ଏକଥା କହିଛନ୍ତି ପାକିସ୍ତାନ ବୈଦେଶିକ ମନ୍ତ୍ରୀ ମହମ୍ମୁଦ କ୍ୟୁରେସୀ । ଜିୟୋ ପାକିସ୍ତାନ ଟିଭି ଚ୍ୟାନେଲକୁ ସାକ୍ଷାତକାରରେ କ୍ୟୁରେସୀ କହିଛନ୍ତି, ଚୀନ୍ ସହ ସୀମା ବିବାଦ ଉପରୁ ଧ୍ୟାନ ହଟାଇବା ପାଇଁ ପାକିସ୍ତାନକୁ ଟାର୍ଗେଟ କରିଛି । ଭାରତ…

ଗୋଟିଏ ଦିନର ବ୍ରେକ ପରେ ପୁଣି ବଢ଼ିଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଲଗାତାର ବଢି ଚାଲିଥିବା ପେଟ୍ରୋଲ ଦରରେ ଗୋଟିଏ ଦିନର ବ୍ରେକ ପରେ ଆଜି ପୁଣି ଏହା ବୃଦ୍ଧି ପାଇଛି । ବୁଧବାର ପେଟ୍ରୋଲ ଦର ନବଢି କେବଳ ବୃଦ୍ଧି ପାଇଥିଲା ଡ଼ିଜେଲ ଦର । ମାତ୍ର ଆଜି ପୁନଃ ପେଟ୍ରୋଲ ୧୬ ପଇସା ଓ ଡିଜେଲ ୧୪ ପଇସା ବୃଦ୍ଧି ଘଟିଛି । ବର୍ଦ୍ଧିତ ଦର ଅନୁସାରେ…

ନେଟଫ୍ଲିକ୍ସରେ ରିଲିଜ ହେଲା ଅନୁଷ୍କା ଶର୍ମାଙ୍କ ବୁଲବୁଲ: ଟ୍ୱିଟ କରି ପ୍ରଶଂସା କଲେ କିଙ୍ଗ କୋହଲି

ନୂଆଦିଲ୍ଲୀ: ବଲିଉଡର ଆଗଧାଡ଼ିର ଅଭିନେତ୍ରୀ ତଥା ଚଳଚିତ୍ର ନିର୍ମାତା ଅନୁଷ୍କା ଶର୍ମାଙ୍କ ହରର୍ ଫ୍ଲିକ୍ ‘ବୁଲବୁଲ’ ବର୍ତ୍ତମାନ ନେଟଫ୍ଲିକ୍ସରେ ରିଲିଜ ହୋଇଛି। ଅନୁଷ୍କା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ନିଜ ପ୍ରଶଂସକଙ୍କ ସହ ଏହି ଖବର ସେୟାର କରିଛନ୍ତି।ବ୍ୟାକଗ୍ରାଉଣ୍ଡରେ ନାଲି ରଙ୍ଗ ଆକାଶ…

ପଶ୍ଚିମବଙ୍ଗରେ ଜୁଲାଇ ୩୧ ଯାଏ ବଢ଼ିଲା ଲକଡାଉନ୍

ପଶ୍ଚିମବଙ୍ଗରେ କରୋନା କାୟା ବିସ୍ତାର କରୁଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଏଭଳି ସ୍ଥିତିରେ କରୋନା ଚେନ୍ ଭାଙ୍ଗିବା ପାଇଁ ପୁଣି ଥରେ ଲକଡାଉନ୍ ଅବଧିକୁ ମାସେ ବଢ଼ାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆସନ୍ତା ଜୁଲାଇ ୩୧ ଯାଏ ରାଜ୍ୟରେ ତାଲାବନ୍ଦ ଅବଧି…