Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଭାରତୀୟ ବଜାରରେ କବଜା କରିଛି ଏହିସବୁ ଚୀନ ଉତ୍ପାଦ

ନୂଆଦିଲ୍ଲୀ: ଗଲୱାନ ଘାଟିରେ ଭାରତ-ଚୀନ୍ ଯବାନଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ପରେ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି । ଏପରିକି ଭାରତୀୟ ବଜାରରେ କବଜା କରିଥିବା ଚାଇନିଜ ଉତ୍ପାଦକୁ ବହିଷ୍କାର କରିବା ଲାଗି ଦାବି କରିଛନ୍ତି । ଜାଣନ୍ତୁ ଭାରତୀୟ ବଜାରରେ କାରବାର କରୁଥିବା…

ମୋଦିଙ୍କ ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ପିନାକୀ ମିଶ୍ର

ଭୁବନେଶ୍ୱର : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡାକିଥିବା ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ପ୍ରତିନିଧିତ୍ୱ କରିବେ ସାଂସଦ ପିନାକୀ ମିଶ୍ର । ଗତ ୧୬ ତାରିଖ ରାତିରେ ଭାରତ-ଚୀନ ସେନା ମୁହାଁମୁହିଁ ହେବାରୁ ୨୦ ଜଣ ଭାରତୀୟ ଯବାନ ସହିଦ…

ଗଲୱାନ ଘାଟି ସଂଘର୍ଷ: ସହିଦ ଭାରତୀୟ ଯବାନଙ୍କୁ ଆମେରିକାର ଶ୍ରଦ୍ଧାଞ୍ଜଳି

ୱାଶିଂଟନ: ଗତ ଜୁନ୍ ୧୫ ତାରିଖରେ ଲଦାଖ ସ୍ଥିତ ଗଲୱାନ ଘାଟିରେ ଭାରତ-ଚୀନ ଯବାନ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ କର୍ଣ୍ଣେଲଙ୍କ ସହ ୨୦ ଭାରତୀୟ ଯବାନ ନିହତ ହୋଇଥିଲେ । ଏହି ଅବସରରେ ଆମେରିକା ବିଦେଶ ମନ୍ତ୍ରୀ ମାଇକ ପୋମ୍ପିଓ ଟ୍ୱିଟ୍ ଜରିଆରେ ଭାରତୀୟ ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି…

କାଶ୍ମୀରରେ ଏନକାଉଣ୍ଟର, ୮ ଆତଙ୍କବାଦୀ ନିହତ

ଜାମ୍ମୁକାଶ୍ମୀର: ଦକ୍ଷିଣ କାଶ୍ମୀରର ଦୁଇଟି ସ୍ଥାନରେ ସେନା ଆତଙ୍କବାଦୀ ଗୁଳି ବିନିମୟରେ ୮ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋଫିଆନରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାମ୍ପୋରରେ ୩ ଆତଙ୍କବାଦୀଙ୍କର ମୃତ୍ୟୁ ହୋଇଛି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।…

୧୦ ଭାରତୀୟ ଯବାନଙ୍କୁ ଛାଡିଲା ଚୀନ !

ନୂଆଦିଲ୍ଲୀ: ଭାରତ ଓ ଚୀନ ମଧ୍ୟରେ ଗତ ଜୁନ୍ ୧୫ ତାରିଖ ଦିନ ଗଲୱାନ ଘାଟିରେ ହୋଇଥିବା ମୁହାଁମୁହିଁ ଘଟଣାରେ ଭାରତର ପାଖାପାଖି ୨୦ ଯବାନ ନିହତ ହୋଇଥିଲେ । ବର୍ତ୍ତମାନ ସମୟରେ ଏସମ୍ପର୍କୀତ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜାତୀୟ ଗଣମାଧ୍ୟମ ‘ହିନ୍ଦୁସ୍ତାନ ଟାଇମ୍ସ’ରେ ପ୍ରକାଶିତ ରିପୋର୍ଟ…

ଉଗ୍ର ହେଉଛି କରୋନା; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ ମୃତ୍ୟୁର ବିଭୀଷିକା ରଚିବା ଆରମ୍ଭ କଲାଣି କରୋନା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶର ପ୍ରାୟ ସମସ୍ତ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ…

ଗାଁ ନା କରୋନା: ପ୍ରବେଶ କରିବାକୁ ଡରୁଛନ୍ତି ଲୋକ !

ଲକ୍ଷ୍ନୌ: ସାରା ବିଶ୍ୱରେ କୋକୁଆ ଭୟ ସୃଷ୍ଟି କରିଛି କରୋନା । ଭାରତରେ ମଧ୍ୟ ଏହାର ପ୍ରକୋପ କିଛି କମ୍ ନୁହେଁ ।ଏପରି ସଙ୍କଟ ସମୟରେ ସମ୍ନାକୁ ଆସିଛି ଏକ ନିଆରା ଚିତ୍ର। ଉତ୍ତରପ୍ରଦେଶର ସୀତାପୁର ଜିଲ୍ଲା ରହିଛି ଏକ ଗାଁ, ଯାହାର ନାଁ କରୋନା । ଏହି ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନସରେ।…

ଲଗାତାର ୧୩ ଦିନ ପାଇଁ ବୃଦ୍ଧି ପାଇଲା ତେଲ ଦର; ଜାଣନ୍ତୁ ଆଜିର ମୂଲ୍ୟ

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ସଙ୍କଟକୁ ଅନ୍ୟପଟେ ଖାଉଟିଙ୍କୁ ଚିନ୍ତାରେ ପକାଉଛି ମହଙ୍ଗା ମାଡ଼।ଆଜି ମଧ୍ୟ ବଢିଛି ପେଟ୍ରୋଲ, ଡିଜେଲ ଦର । ଲଗାତାର ଦ୍ଵାଦଶ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୬ ପଇସା ଓ ୬୩ ପଇସା ବୃଦ୍ଧି ପାଇଛି। ସକାଳ…

ଗ୍ରାମାଞ୍ଚଳରେ ଜୀବନ ଜୀବିକା ସୃଷ୍ଟି: ଆସନ୍ତା ୨୦ ରେ ପ୍ରଧାନମନ୍ତ୍ରୀ ଆରମ୍ଭ କରିବେ ଗରିବ କଲ୍ୟାଣ ରୋଜଗାର ଅଭିଯାନ

ନୂଆଦିଲ୍ଲୀ: ଗ୍ରାମାଞ୍ଚଳକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ସଶକ୍ତ କରିବା ସହ ସେମାନଙ୍କୁ ଜୀବିକା ସୁଯୋଗ ଯୋଗାଇବା ପାଇଁ ଭାରତ ସରକାର ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ୨୦ ତାରିଖ ଦିନ ୧୧ ଟା ବେଳେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ,…

ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ : ଗଲୱାନ ଘାଟିରେ ଭାରତ-ଚୀନ ସଂଘର୍ଷ ପ୍ରସଙ୍ଗରେ ଆଜି ବସିବ ସର୍ବଦଳୀୟ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟା ଭର୍ଚୁଆଲ ବୈଠକ ହେବ । ସବୁ ଦଳର ସଭାପତିମାନେ ଏହି ବୈଠକରେ ଯୋଗ ଦେବେ । ସୀମା ଲାଗି ରହିଥିବା ଅଶାନ୍ତିର ସମାଧାନ ନେଇ ଏଥିରେ…