Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାମ ମନ୍ଦିରର ଗର୍ଭ ଗୃହର ୨୦୦୦ ଫୁଟ ତଳେ ଟାଇମ କ୍ୟାପସୁଲ ରଖାଯିବ

ଅଯୋଧ୍ୟା: ଅଯୋଧ୍ୟାରେ ଖୁୂବ୍ ଶୀଘ୍ର ରାମ ମନ୍ଦିର କାର୍ଯ୍ୟ ଆରମ୍ଭ ହୋଇଯିବ । ଏହାର ଇତିହାସ ହଜାର ହଜାର ବର୍ଷ ସୁରକ୍ଷିତ ରଖିବା ପାଇଁ ମନ୍ଦିରର ଗର୍ଭଗୃହର ୨୦୦୦ ଫୁଟ ତଳେ ଟାଇମ କ୍ୟାପସୁଲ ରଖାଯିବ । ଏଥିରେ ମନ୍ଦିର ସମ୍ପୂର୍ଣ୍ଣ କାର୍ଯ୍ୟଶୈଳୀ ସହିତ ଆବଶ୍ୟକ ଡାଟା ରହିବ । ଭବିଷ୍ୟରେ ଯେପରି…

‘ମିସାଇଲ୍ ମ୍ୟାନ୍‌’ଙ୍କ ଆଜି ଶ୍ରାଦ୍ଧବାର୍ଷିକୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି…

ଭୁବନେଶ୍ୱର: ଦେଶର ପୂର୍ବତନ ୧୧ ତମ ରାଷ୍ଟ୍ରପତି ତଥା ‘ଭାରତ ରତ୍ନ’ ପାଇଥିବା ଡ. ଏପିଜେ ଅବଦୁଲ୍ କଲାମଙ୍କ ଆଜି ଶ୍ରାଦ୍ଧବାର୍ଷିକୀ । ୨୦୧୫ ମସିହା ଜୁଲାଇ ୨୭ ତାରିଖରେ ୮୩ ବର୍ଷ ବୟସରେ ସେ ମେଘାଳୟ ସ୍ଥିତ ଆଇଆଇଏମ ସିଲଂରେ ଛାତ୍ରଛାତ୍ରୀଙ୍କୁ ଅଭିଭାଷଣ ଦେଉଥିବା ବେଳେ ଅଚାକନ ମୃତ୍ୟୁବରଣ…

ଏଥର ସାବାଡ କରିବ ‘ସ୍ପେଶାଲ ୪୪’

ନୂଆଦିଲ୍ଲୀ; ଆତଙ୍କୀ ଗତିବିଧିରେ ସାମିଲ ଥିବା ବ୍ୟକ୍ତିଙ୍କ ସାବାଡ କରିବା ପାଇଁ କେନ୍ଦ୍ର ସରକାର ବଡ କାର୍ଯ୍ୟାନୁଷ୍ଠାନ ନେବାକୁ ପ୍ରସ୍ତୁତି ଚଳାଇଛନ୍ତି।ୟୁଏପିଏ ସଂଶୋଧନ ବିଧେୟକର ନୂତନ ଆଇନ ଆଧାରରେ ରୁଜୁ ମାମଲା ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ନୂତନ ଟିମ୍ ଗଠନ କରିଛନ୍ତି। ଏହି…

ଗେହଲଟଙ୍କୁ ଗ୍ରୀନ୍ ସିଗ୍‌ନାଲ ଦେଲେ ରାଜସ୍ଥାନ ରାଜ୍ୟପାଳ

ଜୟପୁର: ରାଜସ୍ଥାନ ରାଜନୈତିକ ସଙ୍କଟ ମଧ୍ୟରେ ଗେହଲଟ ସରକାରଙ୍କୁ ମିଳିଛି ଗ୍ରୀନ୍ ସିଗ୍‌ନାଳ । ରାଜ୍ୟପାଳ କଲରାଜ ମିଶ୍ର ରାଜସ୍ଥାନ ସରକାରଙ୍କୁ ନିଃସର୍ତ୍ତ ବିଧାନସଭା ଅଧିବେଶନ ଡକାଇବାକୁ ଅନୁମତି ଦେଇଛନ୍ତି। ରାଜ୍ୟପାଳ ନିଜର ନିର୍ଦ୍ଦେଶରେ କହିଛନ୍ତି ସରକାର ବର୍ତ୍ତମାନ ପରିସ୍ଥିତିରେ ୨୧…

ସୁସ୍ଥ ହେଲେ ଐଶ୍ୱର୍ଯ୍ୟା ଓ ଆରାଧ୍ୟା

ମୁମ୍ବାଇ: କରୋନାକୁ ମାତ୍ ଦେଲେ ବଲିଉଡ ଅଭିନେତ୍ରୀ ତଥା ବଚ୍ଚନ ବହୁ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଆରାଧ୍ୟା ବଚ୍ଚନ । କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ଅଭିଷେକ ବଚ୍ଚନ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ରିପୋର୍ଟ ନେଗେଟିଭ ଆସିଛି । ଏହାପରେ ସେମାନଙ୍କୁ…

ମହେଶ ଭଟ୍ଟଙ୍କୁ ୨ ଘଂଟା ଜେରା କଲା ମୁମ୍ବାଇ ପୋଲିସ

ମୁମ୍ବାଇ: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପାଖାପଖି ୩ ମାସ ବିତି ଗଲାଣି । ତେବେ ତାଙ୍କ ମୃତ୍ୟୁ ରହସ୍ୟ ଉପରୁ ଏଯାଏଁ ପରଦା ଉଠିନି । ଦିନକୁ ଦିନ ଆହୁରି ସସ୍‌ପେନ୍ସ ବଢ଼ୁଛି । ଏହାରି ଭିତରେ ମୁମ୍ବାଇ ପୋଲିସ ଆଜି ଫିଲ୍ମ ନିର୍ଦ୍ଦେଶ ମହେଶ ଭଟ୍ଟଙ୍କୁ ୨ ଘଂଟା ଜେରା କରିଛି…

କାହା ହାତ ଧରିବେ ପୁନମ୍ ପାଣ୍ଡେ ?

ମୁମ୍ବାଇ: ବିବାଦୀୟ ଅଭିନେତ୍ରୀ ତଥା ମଡେଲ ପୁନମ୍ ପାଣ୍ଡେ । କେତେବେଳେ ଫିଲ୍ମରେ ବୋଲ୍ଡ ସିନ୍ ପାଇଁ ତ ପୁଣି କେତେବେଳେ ଚାରିଟି କଲେକ୍ସନ୍ କରିବା ଚକ୍କରରେ ଟପ୍‌ଲେସ୍ ସିନ୍ ପାଇଁ ସେ ଚର୍ଚ୍ଚାରେ ରହିଥାନ୍ତି । ହେଲେ ରିସେଣ୍ଟଲି ଏହି ହଟ୍ ବ୍ୟୁଟି ବିବାହ ପାଇଁ ଗୋଟିଏ ପାଦ ଆଗେଯାଇଛନ୍ତି ।…

ଆସାମରେ ବନ୍ୟା ବିତ୍ପାତ; ୫୫ ଲକ୍ଷ ପ୍ରଭାବିତ

ଗୌହାଟୀ: ଆସାମରେ ବନ୍ୟା ଯୋଗୁଁ ୩୦ ଜିଲ୍ଲାର ପାଖାପାଖି ୫୫ ଲକ୍ଷରୁ ଅଧିକ ଲୋକମାନେ ପ୍ରଭାବିତ ହୋଇଛନ୍ତି। ଏହାଛଡା ୬୧୫ଟି ରିଲିଫ୍ କ୍ୟାମ୍ପ କରାଯାଇଥିବା ବେଳେ ପ୍ରାୟ ୧୦୨ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ଆସାମ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି । ଏଭଳି…

ଭାରତରେ ଆଉ ୪୭ ଚାଇନିଜ୍ ଆପ ବ୍ୟାନ୍

ନୂଆଦିଲ୍ଲୀ: ଚୀନକୁ ପୁଣି ଚାପୁଡ଼ା । ଭାରତରେ ଆଉ ୪୭ଟି ଚାଇନିଜ ଆପ୍ ଉପରେ ଲାଗିଲା ବ୍ୟାନ । ନିଷିଦ୍ଧ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ବ୍ୟକ୍ତିଗତ ଗୋପନୀୟତାର ଉଲ୍ଲଂଘନ କରୁଥିବା ଦର୍ଶାଇ ସେସବୁ ଆପ୍ ଉପରେ ସରକାର ନିଷିଦ୍ଧାଦେଶ ଜାରି କରିଛନ୍ତି । ଭାରତର ଡାଟା ପ୍ରୋଟୋକଲ୍ ଉଲ୍ଲଂଘନ ଓ…

ଆଜି ଫ୍ରାନ୍ସରୁ ଭାରତ ଅଭିମୁଖେ ଉଡ଼ାଣ ଭରିବ ରାଫେଲ୍ ଯୁଦ୍ଧ ବିମାନ

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି ପାଇଁ ଆସୁଛି ରାଫେଲ୍ । ଆଜି ଫ୍ରାନ୍ସରୁ ଉଡ଼ାଣ ଭରିବ ୫ଟି ରାଫେଲ୍ ଲଢୁଆ ଯୁଦ୍ଧ ବିମାନ । ପ୍ରଥମ ପର୍ଯ୍ୟାୟରେ ପାଞ୍ଚଟି ଆସୁଛନ୍ତି । ସ୍ୱତନ୍ତ୍ର ଭାବରେ ତାଲିମ ନେଇଥିବା ଭାରତୀୟ ବାୟୁସେନାର ପାଇଲଟ୍ ଏହାକୁ ଭାରତ ଅଭିମୁଖେ ଆଣିବେ ।…