Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ୬ କୋଟି ଫଲୋଅର୍ସ

ଭୁବନେଶ୍ୱର: ବଢିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା । ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅନୁଗାମୀଙ୍କ ସଂଖ୍ୟା ୬ କୋଟି ଛୁଇଁଛି । ବର୍ତ୍ତମାନ ୬ କୋଟିରୁ ଅଧିକ ଲୋକ ଟ୍ୱିଟରରେ ମୋଦିଙ୍କୁ ଅନୁସରଣ କରୁଛନ୍ତି । ଅନ୍ୟପଟେ ପ୍ରଧାନମନ୍ତ୍ରୀ ୨ହଜାର…

ଘରେ ପଶିଲା ଚିତା ବାଘ, କୁକୁରକୁ ମାରି ସାଙ୍ଗରେ ନେଇଗଲା

ଉତ୍ତରାଖଣ୍ଡ: ଜନବସତି ମୁହାଁ ହେଲେଣି ବନ୍ୟଜନ୍ତୁ । କେତେବେଳେ ହାତୀଙ୍କ ଉତ୍ପାତ ତ କେବେ ଘରେ ପଶିଲାଣି ବାଘ । ଏମିତି ଏକ ଘଟଣା ଏବେ ସାମନାକୁ ଆସିଛି ଉତ୍ତରାଖଣ୍ଡରୁ । ଘରେ ପଶିଲା ଚିତା ବାଘ । କୁକୁରକୁ ଆକ୍ରମଣ କଲା । ମାରି ସାଙ୍ଗରେ ନେଇଗଲା । ଘରେ ଲାଗିଥିବା ସିସିଟିଭରେ କଏଦ ହୋଇଛି…

ଅଗଷ୍ଟ ୫ରେ ରାମ ମନ୍ଦିର ପାଇଁ ଭୂମି ପୂଜନ, ଅଯୋଧ୍ୟା ଯିବେ ପ୍ରଧାନମନ୍ତ୍ରୀ

ଅଯୋଧ୍ୟା: ରାମ ମନ୍ଦିର ନିର୍ମାଣ ପାଇଁ ସ୍ଥିର ହେଲା ଭୂମି ପୂଜନ ତାରିଖ । ଅଗଷ୍ଟ ୫ ତାରିଖ ଅଯୋଧ୍ୟାରେ ଭୂମି ପୂଜନ ହେବ । ଆସିବେ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି । ଭୂମି ପୂଜନ କାର୍ଯ୍ୟକ୍ରମରେ ସାମିଲ ହେବେ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତି ଓ…

ଭାଇରାଲ୍ ପୋଷ୍ଟମୋର୍ଟମ୍: କାହିଁକି ଝାଡଖଣ୍ଡରେ ଉଠିଥିଲା ପାକିସ୍ତାନ ଓ ବଙ୍ଗଳାଦେଶକୁ ନେଇ ଝଡ ?

ଭୁବନେଶ୍ୱର: ଆମେ ରହୁଛନ୍ତି ଭାରତରେ ହେଲେ ଶିଖିବା ପାକିସ୍ତାନୀ ଓ ବଙ୍ଗଳାଦେଶୀ ଜାତୀୟ ସଙ୍ଗୀତ ! କଥାଟା ଅଖାଡୁଆ ଲାଗୁଥିଲେ ବି କିଛି ଏପରି ଘଟଣା ଘଟିଛି ଝାଡଖଣ୍ଡରେ । ଏ ଘଟଣାଟା କେତେଦୂର ସତ । ଆସନ୍ତୁ ଜାଣିବା ଆଜିର ଭାଇରାଲ୍ ପୋଷ୍ଟମୋର୍ଟମ୍‌ରେ । ଏହି ସମସ୍ତ  ଖବର କାଗଜ ଉପରେ ଟିକେ…

ଥମୁନି କରୋନା; ବିଶ୍ୱବ୍ୟାପୀ ୬ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୧୪,୨୪୭,୭୦୬ରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜନ ହପକିନ୍ସ ଯୁନିଭର୍ସିଟିର ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ ଦେଶରେ ଏଯାବତ୍…

ଦିଲ୍ଲୀରେ ବର୍ଷା ପାଣିରେ ବୁଡ଼ିଲା ବସ୍, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ: ଆଜି ସକାଳୁ ରାଜଧାନୀ ଦିଲ୍ଲୀରେ ମୂଷଳ ଧାରାରେ ବର୍ଷା ହୋଇଛି । କେଇ ଘଣ୍ଟାର ବର୍ଷାରେ ଦିଲ୍ଲୀ ହାଲ୍ ବେହାଲ୍ । ଚାରିଆଡ ଜଳାର୍ଣ୍ଣବ । ଯୁଆଡ଼େ ଦେଖିଲେ ଖାଲି ପାଣି ଆଉ ପାଣି । ଉଛୁଳିଛି ଡ୍ରେନ୍ । ମିଣ୍ଟୋ ବ୍ରିଜ ତଳେ ଜମିଥିବା ପାଣି ରାଜଧାନୀର ଡ୍ରେନେଜ୍ ସିଷ୍ଟମର ପୋଲ୍ ଖୋଲି…

କାୟା ମେଲାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୫୪୩ ମୃତ

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୮୯୦୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ ଜଣ ପ୍ରାଣ ହରାଇଛନ୍ତି । ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା…

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ଓ୍ୱେରେ ବସ୍ ଓଲଟି ୫ ମୃତ, ୨୦ ଆହତ

କନୌଜ: ଉତ୍ତରପ୍ରଦେଶ କନୌଜ ନିକଟ ଆଗ୍ରା-ଲକ୍ଷ୍ନୌ ଏକ୍ପପ୍ରେସ ଓ୍ୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ସହ ଧକ୍କା ହେବାରୁ ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସି ପଡ଼ିଲା ବସ୍ । ଏଥିରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୨୦ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ କିଛି…

AIIMS କରିବ କରୋନାର ସ୍ୱଦେଶୀ ଟିକା କୋଭାକସିନର ମାନବ ପରୀକ୍ଷଣ

ନୂଆଦିଲ୍ଲୀ: କରୋନାର ସ୍ୱଦେଶୀ ଟିକା କୋଭାକ୍ସିନକୁ ନେଇ ଆଶା ବଢୁଛି । ଖୁବଶୀଘ୍ର ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍ ବା ଏମସ ଏହାର ହ୍ୟୁମାନ ଟ୍ରାଏଲ ଆରମ୍ଭ କରିବ । ଗତକାଲି ଏମସର ଏଥିକାଲ କମିଟି ଏହାକୁ ଅନୁମତି ଦେଇଛି । ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ୧୦୦ ଜଣଙ୍କ ଦେହରେ…

ଭାରତରେ ଆରମ୍ଭ ହେଲାଣି ଗୋଷ୍ଠୀ ସଂକ୍ରମଣ: ଇଣ୍ଡିଆନ ମେଡିକାଲ ଆସୋସିଏସନ

ନୂଆଦିଲ୍ଲୀ: ଭାରତରେ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଦିନକୁ ପ୍ରାୟ ୩୦ ହଜାରରୁ ଉର୍ଦ୍ଧ୍ବ ଲୋକ ଏଥିରେ ସଂକ୍ରମିତ ହେଉଛନ୍ତି । ଦେଖୁଦେଖୁ ଦେଶରେ ମୋଟ କରୋନା ମାମଲା ୧୦ ଲକ୍ଷ ଟପିଲାଣି । ତେବେ ଭାରତରେ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଅର୍ଥାତ ଗୋଷ୍ଠୀ ସଂକ୍ରମଣ…