Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାହୁଲ ଜୋହରିଙ୍କ ଇସ୍ତଫାପତ୍ରକୁ ଗ୍ରହଣ କଲା ବିସିସିଆଇ

ନୂଆଦିଲ୍ଲୀ: ଦୀର୍ଘ ମାସ ପରେ ସିଇଓ ରାହୁଲ ଜୋହରିଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ । ଜୋହରି ଗତବର୍ଷ ଡିସେମ୍ବର ୨୭ ତାରିଖରେ ନିଜ ପଦବୀରୁ ଇସ୍ତଫା ଦେଇଥିଲେ । ସେତେବେଳେ ତାହା ଗ୍ରହଣୀୟ ହୋଇ ନଥିଲା । ବିସିସିଆଇର ଅନ୍ତରୀଣ ସିଇଓ ଭାବରେ କାର୍ଯ୍ୟ…

ଆସନ୍ତୁ ଖାଇବେ ମାସ୍କ ପରାଠା

ମାଡ୍ରାସ:କରୋନା ମହାମାରୀରେ ସବୁଠାରୁ ଅଧିକ ବ୍ୟବହାର ହେଉଥିବା ବସ୍ତୁ ହେଉଛି ମାସ୍କ । ତାମିଲନାଡୁର ମଦୁରାଇ ଅଂଚଳର ଏକ ହୋଟେଲ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ନୂତନ ଶୈଳୀ ଆପଣାଇଛି । ଏହି ହୋଟେଲରେ ମାସ୍କ ଶୈଳୀରେ ଲୋଭନୀୟ ପରାଠା ପ୍ରସ୍ତୁତ କରାଯାଉଛି । ଯାହାକି ବେଶ୍ ଗ୍ରହଣୀୟ ହେଉଛି ।…

ବେଲଜିୟମରେ ଲୋକପ୍ରିୟ ହେଉଛି ଟ୍ରି ଟେଂଟ, ସାମାଜିକ ଦୂରତା ଆଉ ମଉଜ ଏକାଠି

ଆଟେଂୱର୍ପ: କୋଭିଡ-୧୯ ମହାମାରୀ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାର ମୁକାବିଲା କରିବା ସହ କିପରି ଭଲରେ ସମୟ ଅତିବାହିତ କରିହେବ ସେ ନେଇ ବିଭିନ୍ନ କୌଶଳର ପ୍ରୟୋଗ ଆରମ୍ଭ ହୋଇଛି । ବେଲଜିୟମର ଆଟେଂୱର୍ପରେ ଟ୍ରି ଟେଂଟ (ଗଛ ଉପରେ ଝୁଲନ୍ତା ତମ୍ବୁ) ଲୋକଙ୍କୁ ବେଶ୍ ପସନ୍ଦ ଆସୁଛି ।…

ୟେସ ବ୍ୟାଙ୍କ କେସ୍: ରାଣା କାପୁର, ୱାଧାନ୍ସଙ୍କ ୨୫୦୦ କୋଟି ଟଙ୍କା ଜବତ କଲା ଇଡି

ନୂଆଦିଲ୍ଲୀ:ୟେସ ବ୍ୟାଙ୍କର ପ୍ରତିଷ୍ଠାତା ରାଣା କପୁରଙ୍କ ସମ୍ପତ୍ତି ସହିତ ଦିଓ୍ୱାନ ହାଉସିଂ ଫାଇାନନ୍ସ ଲିମିଟେଡର ପ୍ରମୋଟର୍ସ କପିଲ ଏବଂ ଧିରଜ ଓ୍ୱଧାଓ୍ୱନଙ୍କ ୨୫୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ୟେସ ବ୍ୟାଙ୍କ ମାମଲାରେ ଏହି ତିନି ଜଣ ଅଭିଯୁକ୍ତ…

ଆସିଲା ସୁଶାନ୍ତଙ୍କ ଶେଷ ଫିଲ୍ମ ‘ଦିଲ୍ ବେଚାର’ର ଟାଇଟଲ ଟ୍ରାକ୍‌ର ଟିଜର

ମୁମ୍ବାଇ: ସ୍ୱର୍ଗତ ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ଫିଲ୍ମ ‘ଦିଲ୍ ବେଚାର’ର ରିଲିଜ ହୋଇଛି ଟାଇଟଲ ଟ୍ରାକ୍‌ର ଟିଜର । ଏହା ସୋଶାଲ୍ ମିଡିଆରେ ଧୂମ୍ ମଚାଇଦେଇଛି। ସୁଶାନ୍ତଙ୍କ ଫ୍ୟାନ୍‌ମାନେ ଏହାକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି। ଏହି ଟିଜର ଡିଜ୍‌ନି + ହଟଷ୍ଟାର୍‌ର…

ସିବିଏସ୍‌ଇ ପରୀକ୍ଷା ଫଳ ପ୍ରକାଶ ଖବର ମିଥ୍ୟା

ନୂଆଦିଲ୍ଲୀ: ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ତାରିଖ ଘୋଷଣା ହୋଇଥିବା ଖବର ସମ୍ପୂର୍ଣ୍ଣ ମିଥ୍ୟା ବୋଲି ସୂଚନା ମିଳିଛି । ପ୍ରକାଶ ପାଇଥିବା ତାରିଖ ତଥ୍ୟଟି ଠିକ ନୁହେଁ ବୋଲି ସୂଚନା ଦେଇଛି ଜାତୀୟ ଗଣମାଧ୍ୟମ ସଂସ୍ଥା ଏଏନ୍‌ଆଇ। ଉଲ୍ଲେଖଯୋଗ୍ୟ ଯେ ଆସନ୍ତା ୧୧ ଓ ୧୩ରେ…

ଭାରତରେ ଏଯାଏଁ ଗୋଷ୍ଠୀ ସଂକ୍ରମଣ ହୋଇନି: କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ ଏଯାଏଁ ହୋଇନି ଗୋଷ୍ଠୀ ସଂକ୍ରମଣ । ଦିନକୁ ଦିନ ଦେଶରେ ସଂକ୍ରମଣ ବଢ଼ୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ଆମେ ଗୋଷ୍ଠୀ ସଂକ୍ରମଣ ଷ୍ଟେଜକୁ ଯାଇନେ । ଏନେଇ ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି । ଭାରତରେ କେହି ମଧ୍ୟ ଗୋଷ୍ଠୀ ସଂକ୍ରମଣର ଶିକାର ହୋଇ ନାର୍ହି…

କରୋନା ଟିକା ପ୍ରସ୍ତୁତିରେ ଭାରତର ବଡ ଭୂମିକା ରହିବ: ମୋଦୀ

ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୂର କରିବା ପାଇଁ ଖୁବ୍‌ଶୀଘ୍ର ଟିକା ଆସିପାରେ । କରୋନା ଟିକା ପ୍ରସ୍ତୁତିରେ ଭାରତର ବଡ ଭୂମିକା ରହିବ । ଏନେଇ ଆଜି ‘ଗ୍ଲୋବାଲ୍ ଇଣ୍ଡିଆ ଉଇକ୍’ରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ମୋଦୀ କହିଛନ୍ତି, ଆମ ବୈଜ୍ଞାନିକ…

ଆସନ୍ତୁ ଜାଣିବା ଉତ୍ତରପ୍ରଦେଶର ୫ ଚର୍ଚ୍ଚିତ ମାଫିଆଙ୍କ ବିଷୟରେ

କାନପୁର: ଉତ୍ତରପ୍ରଦେଶ ମାଫିଆଙ୍କୁ ନେଇ ବେଶ୍ ବଦନାମ ରହିଛି । ବିକାଶ ଦୁବେ ଏହି ଧାରାରେ ଉତ୍ତରପ୍ରଦେଶକୁ ଆହୁରି କଳଙ୍କିତ କରିଛନ୍ତି । ଆସନ୍ତୁ ଜାଣିବା ଏଠାକାର ୫ ମାଫିଆଙ୍କ ବିଷୟରେ.. ବଦନ ସିଂ ବଦୋ: ମୀରଟର ବଦନ ସିଂ ବଦୋ ଏବେ ମଧ୍ୟ ପୋଲିସ ହାତରେ ଧରାପଡି ନାହିଁ । ୧୫ ମାସ ହେବ ଏହି…

୨୦୨୧ ଫେବ୍ରୁଆରୀ ବେଳକୁ ଭାରତରେ ପ୍ରତିଦିନ ଆସିବ ୨ ଲକ୍ଷ ୮୭ ହଜାର କରୋନା କେସ୍ !

ଭାରତରେ କରୋନା କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ହଜାର ହଜାର ନୂଆ ସଂକ୍ରମିତ । କେବେ ୨୨ ତ ପୁଣି କେବେ ୨୫ ହଜାର ପଜିଟିଭ୍ କେସ ବାହାରୁଛି । ଆଗକୁ ଆସୁଛି କରୋନା ଝଡ଼ । ଛାତି ଧରାଇଲା ଭଳି ଭବିଷ୍ୟବାଣୀ କରିଛି ମାସାଚୁସେଟସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି ବା ଏମଆଇଟି । ଗବେଷଣାରୁ…