Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବ୍ରାଜିଲ ରାଷ୍ଟ୍ରପତି କରୋନା ପଜିଟିଭ୍

ବ୍ରାଜିଲ ରାଷ୍ଟ୍ରପତି ଜେୟର ବୋଲସୋନାରଙ୍କୁ କରୋନା । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଏହି ସୂଚନା ଦେଇଛନ୍ତି ବ୍ରାଜିଲ ରାଷ୍ଟ୍ରପତି । ଚତୁର୍ଥ ଥର ନୁମନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ୍ ବାହାରିଛି । ବୋଲସୋନାରୋ କହିଛନ୍ତି, ସେ ଏବେ ଠିକ୍ ଅଛନ୍ତି । ତାଙ୍କଠାରେ କେବଳ ସାମାନ୍ୟ…

ବିଶ୍ୱର ଅଧିକ ବର୍ଷ ଯାଏ ବଂଚି ରହିଥିବା ଯମଜ ଯୋଡା ଭାଇଙ୍କର ପରଲୋକ

ଡେଟନ: ଆମେରିକାରେ ଉହିଓରେ ରହୁଥିବା ରୋନୀ ଓ ଡୋନୀ ଗେଲନ ଯୋଡାଭାଇଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ସେମାନଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ବିଶ୍ୱରେ ସବୁଠାରୁ ଅଧିକ ବୟସ ବଂଚିବାରେ ଏହି ଯମଜ ଯୋଡା ଭାଇ ରେକର୍ଡ କରିଥିଲେ । ଗୋଟିଏ ପେଟରେ ଦୁଇ ଭାଇଙ୍କ ଶରୀର ଯୋଡି ହୋଇ ରହିଥିଲା । ୨୮…

ଖୁସି ଖବର: ଚଳିତ ମାସରୁ ଉପଲବ୍ଧ ହେବ କରୋନା ଔଷଧ

ନୂଆଦିଲ୍ଲୀ: ଚଳିତ ମାସରୁ ଭାରତରେ ଉପଲବ୍ଧ ହେବ କରୋନା ଔଷଧ । ଏନେଇ ଔଷଧ ତିଆରି କମ୍ପାନି ମାଇଲନ୍ ଏନ୍‌ଭି ଘୋଷଣା କରିଛି । କରୋନା ରୋଗୀଙ୍କୁ ସୁସ୍ଥ କରିବା ପାଇଁ ମାଇଲନ୍ ଏନ୍‌ଭି ରେମଡେସିବିରର ଏକ ଜେନେରିକ୍ ସଂସ୍କରଣ ବଜାରକୁ ଛାଡ଼ିବ । ଏ ନେଇ କମ୍ପାନି ପକ୍ଷରୁ ଘୋଷଣା କରାଯାଇଛି ।…

୩୦% କମିଲା ସିବିଏସ୍‌ଇ ସିଲାବସ୍

ନୂଆଦିଲ୍ଲୀ: କମିଲା ସିବିଏସ୍‌ଇ ସିଲାବସ୍ । ସିବିଏସ୍‌ଇ ପକ୍ଷରୁ ଚଳିତ ଶିକ୍ଷାବର୍ଷ ପାଇଁ ପାଠ୍ୟକ୍ରମ ହ୍ରାସ କରାଯାଇଛି । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ୩୦ ପ୍ରତିଶତ ପାଠ୍ୟକ୍ରମ କମାଇ ଦିଆଯିବ । ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । କରୋନା…

୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ସ୍ୱଦେଶ ବାହୁଡିବା ପାଇଁ କହିଲେ ଟ୍ରମ୍ପ ସରକାର

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୧୦ ଲକ୍ଷ ବିଦେଶୀ ଛାତ୍ରଛାତ୍ରୀଙ୍କୁ ଆମେରିକା ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କରୋନା ଭାଇରସ ସଂକ୍ରମଣକୁ ନେଇ ଆମେରିକା ଏହି ପଦକ୍ଷେପ ଗ୍ରହଣ କରିଛି । ଏବେ ଅନ ଲାଇନରେ ପାଠ ପଢ଼ାଯାଉଥିବାରୁ ଏଠାରେ ନ ରହି ନିଜ ନିଜ ଘରକୁ…

ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ହଟିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର

ନୂଆଦିଲ୍ଲୀ: ଅତ୍ୟାବଶ୍ୟକ ସାମଗ୍ରୀ ଲିଷ୍ଟରୁ ବାଦ୍ ପଡିଲା ଫେସ୍ ମାସ୍କ ଓ ହ୍ୟାଣ୍ଡ ସାନିଟାଇଜର । ଦେଶରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବା ଦେଖି ଫେସ ମାସ୍କ ଏବଂ ସାନିଟାଇଜରର ଗୁରୁତ୍ୱକୁ ବିଚାରକୁ ନେଇ ଭାରତ ସରକାର ମାର୍ଚ୍ଚ ମାସରେ ଏହି ଦୁଇଟି ଜିନିଷକୁ ଏସେନସିଆଲ୍ କମୋଡିଟିସ୍ ଆକ୍ଟରେ…

ଧୋନୀ @୩୯ : ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ରୋଚକ କଥା

ଭୁବନେଶ୍ୱର: କ୍ୟାପଟେନ କୁଲ ତଥା ଭାରତୀୟ କ୍ରିକେଟ ଦଳର ସଫଳତମ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ । କ୍ରିକେଟ ଦୁନିଆର ଏହି ବେତାଜ ବାଦଶାହାଙ୍କର ଆଜି ହେଉଛି ୩୯ ତମ ଜନ୍ମ ଦିବସ । ଝାଡଖଣ୍ଡର ପ୍ରଥମ ଅନ୍ତରାଷ୍ଟ୍ରୀୟ କ୍ରିକେଟର ଯିଏକି ୨୩ ବର୍ଷ ବୟସରେ ଭାରତୀୟ ଦଳରେ ପାଦ ଦେଇଥିଲେ । ଏହି…

ସେପ୍ଟେମ୍ବର ସୁଦ୍ଧା ପରୀକ୍ଷା ସାର: ୟୁଜିସି

ନୂଆଦିଲ୍ଲୀ: ସେପ୍ଟେମ୍ବର ଶେଷ ସୁଦ୍ଧା ଯୁକ୍ତ ୩ ଶେଷ ବର୍ଷ ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସାର । ଏନେଇ ସମସ୍ତ କଲେଜ ଅଧ୍ୟକ୍ଷ ଓ ବିଶ୍ୱବିଦ୍ୟାଳୟର କୂଳପତିମାନଙ୍କୁ ପତ୍ର ଲେଖିଛି ୟୁଜିସି । ଏପ୍ରିଲ ଗାଇଡ଼ଲାଇନ ଅନୁସାରେ ପୂର୍ବ ନିଷ୍ପତ୍ତି ନିଆଯାଇଥିଲା। ଯାହା ପରିବର୍ଦ୍ଧିତ କମିଟି,…

ଦରିଆପାରିରେ ରଥଯାତ୍ରା, କରୋନା କଟକଣା ଭିତରେ ସମ୍ପନ୍ନ

ଆମେରିକାର କାଲିଫର୍ଣ୍ଣିଆରେ ଅନୁଷ୍ଠିତ ହୋଇଯାଇଛି ଶ୍ରୀଜିଙ୍କ ଘୋଷଯାତ୍ରା । ଫ୍ରେମଣ୍ଟ ହିନ୍ଦୁ ମନ୍ଦିରରେ କରୋନା କଟକଣା ଭିତରେ ନିରାଡମ୍ବର ଭାବରେ ମହାପ୍ରଭୁଙ୍ଗ ରଥଯାତ୍ରା ଆୟୋଜିତ ହୋଇଥିଲା । ଜୁନ୍ ୨୭ ତାରିଖରେ ରଥଯାତ୍ରା ଓ ଜୁଲାଇ ୪ ତାରିଖରେ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଥିଲା ।…

ବିଶ୍ୱ ଚକୋଲେଟ୍ ଦିବସ; ଜାଣନ୍ତୁ, କେବେଠୁ ହେଉଛି ପାଳିତ

ନୂଆଦିଲ୍ଲୀ: ପ୍ରତିବର୍ଷ ଆଜିର ଦିନ ତଥା ଜୁଲାଇ ୭ ତାରିଖରେ ‘ବିଶ୍ୱ ଚକୋଲେଟ୍ ଦିବସ’ ପାଳନ କରାଯାଇ ଆସୁଅଛି । ହେଲେ ଚଳିତ ଥର କରୋନା ଭାଇରସ ଯୋଗୁଁ ଏହାର ପାଳନ ଫିକା ପଡୁଥିବା ନଜର ଆସୁଛି । ୧୫୫୦ ମସିହା ଜୁଲାଇ ମାସ ଆଜିର ଦିନରେ ପ୍ରଥମେ ୟୁରୋପରେ ଚକୋଲେଟ୍ ଡେ ପାଳନ କରାଯାଇଥିଲା ।…