Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନାରେ ତୃତୀୟ ପ୍ରଭାବିତ ଦେଶ ଭାରତ, ଋଷକୁ କାଟିଲା

ନୂଆଦିଲ୍ଲୀ: ଦେଶରେ ମାଡି ଚାଲିଛି କରୋନା । ସଂକ୍ରମଣ ପ୍ରତିଦିନ ରେକର୍ଡ ଭାଙ୍ଗୁଛି । ଆଜି ସୁଦ୍ଧା ସାରା ବିଶ୍ୱରେ ଅଧିକ ପ୍ରଭାବିତ ଦେଶ ତାଲିକାରେ ଋଷିଆକୁ ପଛରେ ଛାଡ଼ି ଦେଇଛି ଭାରତ । ତୃତୀୟ ସ୍ଥାନକୁ ଉଠିଛି । ସନ୍ଧ୍ୟା ସୁଦ୍ଧା ନୂଆ ସଂକ୍ରମିତଙ୍କ ତାଲିକା ଜାରି କରିଛନ୍ତି କିଛି ରାଜ୍ୟ…

୪ ବର୍ଷ ବୟସରେ ସ୍ପାନିସ୍ ଫ୍ଲୁ ଦେଖିଥିଲେ, ୧୦୬ ବର୍ଷରେ କରୋନାକୁ ହରାଇଲେ

ନୂଆଦିଲ୍ଲୀ: କରୋନା ଯୁଦ୍ଧ ଜିତିଲେ ଶତାୟୁ ବୃଦ୍ଧ । ଦିଲ୍ଲୀରେ ଜଣେ ୧୦୬ ବର୍ଷୀୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜୀବ ଗାନ୍ଧି ସୁପର ସ୍ପେସାଲିଟ୍ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ସଂପୃକ୍ତ ଆକ୍ରାନ୍ତ । ସବୁଠୁ ବଡ଼ କଥା ହେଲା ତାଙ୍କ ପୁଅ ଅପେକ୍ଷା ସେ ଶୀଘ୍ର ଆରୋଗ୍ୟ ଲାଭ କରିଛନ୍ତି ।…

ଚିହ୍ନଟ ହେଲା କରୋନା ଭାଇରସର ଛଅ ନୂଆ ଲକ୍ଷଣ

ନୂଆଦିଲ୍ଲୀ: ସାରା ବିଶ୍ୱରେ କାୟା ମେଲାଇଛି କରୋନା । ମହାମାରୀ କୋଭିଡ-୧୯କୁ ନେଇ ସବୁଠି କୋକୁଆ ଭୟ । ଚୀନର ଉହାନରୁ ବ୍ୟାପିଥିବା ଏହି ମହାମାରୀ ଏବେ ନିଜ ଚରିତ୍ର ବଦଳାଉଛି । ମଣିଷ ଶରୀରରେ ଦେଖିବାକୁ ମିଳିଛି ଏହି କିଲର ଭାଇରସର ନୂଆ ଳକ୍ଷଣ । ଏପ୍ରିଲ ମାସରେ ସେଂଟର ଫର କଂଟ୍ରୋଲ ଆଣ୍ଡ…

ଭିଏତନାମରେ ଖୋଲିଲା ପ୍ରଥମ ସୁନାର ଛାଉଣୀ ହୋଟେଲ

ହାନୋଇ: ଭିଏତନାମର ହାନୋଇରେ ବିଶ୍ୱର ପ୍ରଥମ ସୁନାର ଛାଉଣୀ ହୋଟେଲ ଖୋଲିଛି । ୨୪ କ୍ୟାରେଟ ସୁନାରେ ନିର୍ମିତ ଏହି ହୋଟେଲ ପାଇଁ ୧୬୦ ମିଲିୟନ ପାଉଣ୍ଡ ଖର୍ଚ୍ଚ ହୋଇଛି । ଏହାର ନାମ ଡୋଲସେ ହାନୋଇ ଗୋଲ୍ଡେନ ଲେକ୍ ହୋଟେଲ । ଖାଦ୍ୟ ଟେବୁଲଠାରୁ ଆରମ୍ଭ କରି ଛାତ ଉପରେ ନିର୍ମିତ ସୁଇମିଂ ପୁଲରେ…

ଖଲିସ୍ତାନ ସମର୍ଥକ ସଂଗଠନ ଶିଖ ଫର ଜଷ୍ଟିସର ୪୦ ୱେବସାଇଟକୁ ବନ୍ଦ କଲେ ସରକାର

ନୂଆଦିଲ୍ଲୀ: ଖଲିସ୍ତାନର ପ୍ରତିବନ୍ଧିତ ସଂଗଠନ ଶିଖ ଫର ଜଷ୍ଟିସର ୪୦ ୱେବସାଇଟକୁ ସରକାର ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ୱେବସାଇଟ ମାଧ୍ୟମରେ ଦେଶବିରୋଧୀ ଅଭିଯାନ ଚଳାଯାଉଥିବା ଅଭିଯୋଗ ଆସିଥିଲା । ସଂଗଠନର ମୁଖ୍ୟ ଗୁରୁପତୱନ୍ତ ସିଂ ପନ୍ନୁଙ୍କ ନାମରେ ମଧ୍ୟ କେସ୍ ରୁଜୁ…

ବର୍ଷେ ବଢ଼ିଲା କରୋନା କଟକଣା !

ଥିରୁଅନନ୍ତପୁରମ: ଦିନେ କି ମାସେ ନୁହେଁ ବର୍ଷେ ବଢ଼ିଲା କରୋନା କଟକଣା । ଆଗାମୀ ଏକ ବର୍ଷ ଯାଏଁ କୋଭିଡ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତ ସରକାର । କରୋନା ସଂକ୍ରମଣ ଚେନ୍‌କୁ ରୋକିବା ପାଇଁ ଏଭଳି କଡା ନିଷ୍ପତ୍ତି ନେଇଛନ୍ତି କେରଳ ସରକାର । ଏନେଇ ରବିବାର କେରଳ ସରକାର…

ପେନ୍‌ସିଲ୍ ବୋମା କାରଖାନାରେ ନିଆଁ ଲାଗି ୮ ମୃତ, ୪ ଆହତ

ଗାଜିଆବାଦ: ପେନ୍‌ସିଲ୍ ବୋମା ତିଆରି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲାଗି ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତର ପ୍ରଦେଶର ଗାଜିଆବାଦ ଜିଲ୍ଲାରେ ଘଟିଛି ଏଭଳି ଅଘଟଣ । ମୃତକଙ୍କ ମଧ୍ୟରେ ୭ ଜଣ ମହିଳା ଏବଂ ଜଣେ ଛୁଆ ରହିଛି। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇ…

ଗୋବର କିଣିବେ ଛତିଶଗଡ ସରକାର

ରାୟପୁର: ଛତିଶଗଡ ସରକାର ଗୋଧନ ନ୍ୟାୟ ଯୋଜନା ଅନୁସାରେ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରେ ପଶୁପାଳନକୁ ପ୍ରୋତ୍ସାହନ ଦେବା ପାଇଁ କୃଷି ମନ୍ତ୍ରୀ ରବୀନ୍ଦ୍ର ଚୌବେ ଗାଈର ଗୋବର କିଣିବା ପାଇଁ ସରକାର ନିଷ୍ପତି ନେଇଛନ୍ତି । କିଲୋଗ୍ରାମ ପିଛା ୧ଟଙ୍କା ୫୦ ପଇସା ଦରରେ ସରକାର ଏହାକୁ…

ପୋଲିସକୁ ବଡ ସଫଳତା, ଗ୍ୟାଙ୍ଗଷ୍ଟାର ବିକାଶ ଦୁବେର ସହଯୋଗୀ ଗିରଫ

କାନପୁର: ସାରା ଦେଶରେ ଚହଳ ସୃଷ୍ଟି କରିଥିବା ପୋଲିସ କର୍ମୀ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେର ସହଯୋଗୀ ଦୟାଶଙ୍କର ଅଗ୍ନିହୋତ୍ରୀଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି । ତାଙ୍କ ଉପରେ ୨୫୦୦୦ ଟଙ୍କା ପୁରସ୍କାର ରାଶି ରଖାଯାଇଥିଲା । ଦୟାଶଙ୍କର ଫେରାର ଥିବା ବିକାଶ ନିକଟରେ ପହଂଚିବାରେ…

ଦକ୍ଷିଣ ଚୀନ ସାଗରରେ ଚୀନ-ଆମେରିକା ପରିସ୍ଥିତି ଉତେଜନାପୂର୍ଣ୍ଣ

ବେଜିଂ:ଦକ୍ଷିଣ ଚୀନ ସାଗରରେ ରବିବାର ଆମେରିକା-ଚୀନ ମଧ୍ୟରେ ଉତେଜନାପୂର୍ଣ୍ଣ ପରିସ୍ଥିତି ପୁନର୍ବାର ସୃଷ୍ଟି ହୋଇଛି । ସୁପର ପାୱାର ଆମେରିକା ବିବାଦୀୟ ସମୁଦ୍ର ସୀମାରେ ଯୁଦ୍ଧାଭ୍ୟାସ କରିଥିଲା । ଯାହାକୁ ଚୀନ କଡା ବିରୋଧ କରିଛି । ଏପରିକି ପରମାଣୁ କ୍ଷମତା ସମ୍ପନ୍ନ ୨ ଏୟାରକ୍ରାଫ୍ଟ…