Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବିିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ ପୁଣି ଟ୍ରମ୍ପଙ୍କ ଟାର୍ଗେଟ, ଦେଲେ ୩୦ ଦିନର ମହଲତ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ ପୁଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ ଟାର୍ଗେଟ କରିଛନ୍ତି । କରୋନା ସଂକ୍ରମଣର ମୁକାବିଲା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କୁ ଆମେରିକା ୩୦ ଦିନର ମହଲତ ଦେଇଛି । ଯଦି ଆଗାମୀ ୩୦ ଦିନ ଭିତରେ ଆଖିଦୃଶିଆ ପଦକ୍ଷେପ ନିଆ ନଯାଏ ତେବେ ପାଣ୍ଠିକୁ…

୩ ରାଜ୍ୟର ଲୋକଙ୍କୁ କର୍ଣ୍ଣାଟକ ପ୍ରବେଶ ମନା

ବେଙ୍ଗାଳୁରୁ: ସାରା ଦେଶରେ ଗତକାଲିଠାରୁ ଲାଗୁ ହୋଇଛି ଲକଡାଉନ-୪ । ଏହି ଚତୁର୍ଥ ପର୍ଯ୍ୟାୟ ଲକଡାଉନରେ କେନ୍ଦ୍ର ସରକାର ଅନେକ ଜିନିଷ କୋହଳ କରିଛନ୍ତି । ତେବେ କର୍ଣ୍ଣାଟକ ସରକାର କିନ୍ତୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି । ନିଜ ରାଜ୍ୟର ସୁରକ୍ଷାକୁ ନଜରରେ ରଖି ୩ ରାଜ୍ୟର ଲୋକଙ୍କୁ…

ପ୍ରବାସୀଙ୍କ ଟ୍ରେନ୍ ଯାତ୍ରା ପାଇଁ କେନ୍ଦ୍ର ପକ୍ଷରୁ ସଂଶୋଧିତ ଏସଓପି ଜାରି

ନୂଆଦିଲ୍ଲୀ: ଗୃହ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଦିନ ପ୍ରବାସୀ ଶ୍ରମିକଙ୍କ ଟ୍ରେନ୍ ଯାତ୍ରା ଲାଗି ସଂଶୋଧିତ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋଟୋକଲ୍ (ଏସଓପି) ଜାରି କରାଯାଇଛି।

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ମଙ୍ଗଳବାର ସକାଳ ୧୧ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୫ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

ଚିନ୍ତା ବଢ଼ାଉଛି କରୋନା: ଭାରତରେ ୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । COVID19 cases cross 1 lakh mark with a single-day jump of 4970…

ବିଶ୍ୱର ଏହି ଦେଶ ଗୁଡିକରେ ଏଯାଏଁ ପଡିନାହିଁ କରୋନା ପାଦ !

ନୂଆଦିଲ୍ଲୀ: କରୋନା ଭାଇରସ ପ୍ରଭାବରେ ସାରା ବିଶ୍ୱରେ ହାହାକାର । ସବୁଠି କରୋନା ବିସ୍ତାର କରି ଚାଲିଛି ନିଜର କାୟା । ତେବେ ଆପଣ ଜାଣିଲେ ଟିକିଏ ଆଶ୍ଚର୍ଯ୍ୟ ହେବେ ଏପରି କିଛି ଦେଶ ଅଛି ଯେଉଁଠି ଏପର୍ଯ୍ୟନ୍ତ କରୋନାଭାଇରସରେ ପାଦ ପଡି ନାହିଁ । ଏହି ଭୂତାଣୁ ୧୮୫ ଦେଶ ନିଜ କବଳକୁ ଆଣି…

‘ଅମ୍ଫାନ’ ଘୂର୍ଣ୍ଣିବାତ୍ୟା ପ୍ରସ୍ତୁତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ଏକ ଉଚ୍ଚ ସ୍ତରୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ‘ଅମ୍ଫାନ’କୁ ସାମନା କରିବା ଲାଗି ନିଆଯିବାକୁ ଥିବା ପଦକ୍ଷେପର ସମୀକ୍ଷା କରିଛନ୍ତି । ଅଧିକ ପଢନ୍ତୁ: ସମ୍ଭାବ୍ୟ ମହାବାତ୍ୟା ଅମ୍ଫାନ ପ୍ରଭାବରେ କ’ଣ କ୍ଷତି…

କରୋନା ଅପଡ଼େଟ୍‌: ଓଡ଼ିଶା, ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ସୋମବାର ସନ୍ଧ୍ୟା ୫ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୯୬କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୭ ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ…

‘ଅମ୍ଫାନ’ପ୍ରଭାବ, ୬ ଜିଲ୍ଲାରେ ପ୍ରବଳ ବର୍ଷିବ: ଆଇଏମ୍‌ଡି

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଅମ୍ଫାନ’ ପ୍ରଭାବରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ‌, ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ବହୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର…

ପ୍ରକାଶ ପାଇଲା ସୂଚୀ, ଜୁଲାଇ ୧ରୁ ୧୫ରେ ହେବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ପ୍ରକାଶ ପାଇଛି ସିବିଏସ୍‌ଇ ବୋର୍ଡର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସୂଚୀ । ଦ୍ୱାଦଶ ପରୀକ୍ଷା ୧ ଜୁଲାଇରୁ ୧୫ ଜୁଲାଇ ମଧ୍ୟରେ ହେବ । ଏହାସହ ଜୁଲାଇ୧, ୨, ୧୦ ଏବଂ ୧୫ ତାରିଖରେ ଉତ୍ତର ପୂର୍ବ ଦିଲ୍ଲୀର ଦଶମ ଶ୍ରେଣୀ ଛାତ୍ରଙ୍କ ପାଇଁ ଦଶମ ଶ୍ରେଣୀ ପରୀକ୍ଷା ଆୟୋଜିତ ହେବ । କରୋନା…