Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବନ୍ଦ ହେବ ମଦ ଦୋକାନ; ଅନଲାଇନ, ହୋମ୍ ଡେଲିଭରି ବିକ୍ରି ଲାଗି ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଚେନ୍ନାଇ: ତାମିଲନାଡୁରେ ମାଡ୍ରାସ ହାଇକୋର୍ଟ ଶୁକ୍ରବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି । ଲକ୍‌ଡାଉନ ସମୟରେ ରାଜ୍ୟରେ ସମସ୍ତ ମଦଦୋକାନ ବନ୍ଦ କରିବା ସହିତ ହୋମ୍ ଡେଲିଭରି କିମ୍ବା ଅନଲାଇନ୍ ମାଧ୍ୟମରେ ମଦ ବିକ୍ରି ଲାଗି ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସୁପ୍ରିମକୋର୍ଟ…

ଅଣ୍ଡରୱାଲ୍ଡ ଡନ ଅରୁଣ ଗୱାଲିଙ୍କ ଝିଅକୁ ବିବାହ କଲେ ମରାଠି ଅଭିନେତା

ମୁମ୍ବାଇ: ଲକଡାଉନ ନିୟମ ଭିତରେ ଅଣ୍ଡରୱାର୍ଲ୍ଡର ପୂର୍ବତନ ଡନ ଅରୁଣ ଗୱାଲିଙ୍କ ଝିଅ ଯୋଗିତା ଗୱାଲି ଓ ମରାଠି ଅଭିନେତା ଅକ୍ଷୟ ବାଘମାରେଙ୍କ ମଧ୍ୟରେ ବିବାହ ସମ୍ପନ୍ନ ହୋଇଛି । ଦଗଡି ଚଲ ଅଂଚଳରେ ଆୟୋଜିତ ଏହି ବିବାହ ଉତ୍ସବରେ ଉଭୟ ପରିବାରର ୫ଜଣ ଲେଖାଏଁ ସଦସ୍ୟ ଯୋଗ ଦେଇଥିଲେ । ପତି, ପତ୍ନୀ…

ପଂଜାବରେ ମିଗ୍ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟକୁ ଖରାରୁ ବଂଚାଇବା ପାଇଁ ଲୋକେ ପଗଡି ଖୋଲିଦେଲେ

ଚଣ୍ଡୀଗଡ: ପଂଜାବର ନଂବାସହରରେ ଏକ ମିଗ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସହରରୁ ୫ କିଲୋମିଟର ଦୂରରେ ବିମାନ ଖସିବା ଦେଖିବା ମାତ୍ରେ ଚାଷ କରୁଥିବା କେତେକ କୃଷକ ସେଠାକୁ ଦୌଡି ଆସିଥିଲେ । ଯନ୍ତ୍ରଣାରେ ଛଟପଟ ହେଉଥିବା ପାଇଲଟକୁ ସେମାନେ ସହଯୋଗ କରିବା ସହ ଖରାରୁ ବଂଚାଇବା ପାଇଁ ପଗଡି ଖୋଲି…

ଜିଓ ପ୍ଲାଟଫର୍ମସ୍‌ରେ ୧୧,୩୬୭ କୋଟି ଟଙ୍କା ନିବେଶ କରିବ ଭିଷ୍ଟା ଇକ୍ୱିଟି ପାର୍ଟନର୍ସ

ଭୁବନେଶ୍ୱର / ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ଆର୍‌ଆଇଏଲ୍‌) ଓ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ ପକ୍ଷରୁ ଆଜି ଏକ ମହତ୍ୱପୂର୍ଣ୍ଣ ଘୋଷଣା କ୍ରମରେ ବିଶ୍ୱର ପ୍ରମୁଖ ଘରୋଇ ଇକ୍ୱିଟି ସଂସ୍ଥା ଭିଷ୍ଟା ଇକ୍ୱିଟି ପାର୍ଟନର୍ସ (ଭିଷ୍ଟା) ପକ୍ଷରୁ ଜିଓ ପ୍ଲାଟଫର୍ମସ୍‌ରେ ୧୧,୩୬୭ କୋଟି…

କାହିଁକି ଜାଣନ୍ତୁ; ପ୍ରତିଦିନ ଡୋନାଲ୍ଡ ଟ୍ରମ୍ପଙ୍କ ହେବ କରୋନା ଟେଷ୍ଟ୍ !

ୱାଶିଂଟନ୍‌: ଆମେରିକାରେ ଏବେ କରୋନା ମହାମାରୀ ଭୀଷଣ ରୂପ ନେଇଛି । ଏହି ମାରାତ୍ମକ ମହାମାରୀ ଦେଶରେ ଦ୍ରୁତ ଗତିରେ ସଂକ୍ରମିତ ହେଉଥିବା ବେଳେ ଏଥିଯୋଗୁଁ ମୃତ୍ୟୁସଂଖ୍ୟା ମଧ୍ୟ ବଢି ଚାଲିଛି । ଯୁକ୍ତରାଷ୍ଟ୍ର ଆମେରିକାର ବିଭିନ୍ନ ବରିଷ୍ଠ ଅଧିକାରୀ ଏହି ଭୂତାଣୁର ଶିକାର ହୋଇଥିବା ବେଳେ ଜଣେ…

ତାମିଲନାଡୁରେ ଓଡ଼ିଆ କର୍ମଚାରୀଙ୍କୁ ନିର୍ଯ୍ୟାତନା; ଖାଦ୍ୟ ମାଗିବାରୁ ଆକ୍ରମଣ !

ତିରୁପୁର: ତାମିଲନାଡୁର ତିରୁପୁର ଜିଲ୍ଲା ଅନ୍ତର୍ଗତ ଉଥୁକୁଲିରେ ଥିବା ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଥିବା କିଛି ପ୍ରବାସୀ ଓଡ଼ିଆ ନିର୍ଯାତନାର ଶିକାର ହୋଇଛନ୍ତି । ଏହି ଲକ୍‌ଡ଼ାଉନ୍ ସମୟରେ ଓଡ଼ିଶାରୁ ଯାଇଥିବା ଏହି କର୍ମଚାରୀମାନେ କଠିନ ପରିଶ୍ରମ କରୁଥିବା ବେଳେ ସେମାନଙ୍କୁ ଠିକ୍ ଭାବେ…

ଜାଣନ୍ତୁ, ‘କନ୍ୟାକୁମାରୀ’ ନାମକରଣ ହେବା ପଛରେ କ’ଣ ରହିଛି ରହସ୍ୟ !

ଭୁବନେଶ୍ୱର: ଭାରତୀୟ ସାହିତ୍ୟରେ ଅନେକ ପୌରାଣିକ କଥାବସ୍ତୁ ରହିଛି, ଯାହାକି ସମଗ୍ର ବିଶ୍ୱରେ ଏହା ଆଦୃତି ଲାଭ କରିପାରିଛି । ରାମାୟଣ ଓ ମହାଭାରତ ବ୍ୟତୀତ ଆହୁରି ଅନେକ ପୌରାଣିକ ଗ୍ରନ୍ଥ ଭାରତୀୟ ସାହିତ୍ୟକୁ ଋଦ୍ଧିମନ୍ତ କରିପାରିଛି । ଭଗବାନ ଶିବଙ୍କ ଉପରେ ଅନେକ କଥାବସ୍ତୁ ଶିବ ପୁରାଣରେ…

୨୬ କର୍ମଚାରୀ କରୋନା ପଜିଟିଭ, କ୍ୟାଡିଲା ଫାର୍ମାର ପ୍ଲାଣ୍ଟ ବନ୍ଦ

ଅହମ୍ମଦାବାଦ: ଦେଶର ସବୁଠାରୁ ବଡ ଫାର୍ମା କମ୍ପାନୀ ମଧ୍ୟରୁ କ୍ୟାଡିଲା ଫାର୍ମାସ୍ୟୁଟିକାଲ୍ସର ୨୬ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ପରେ ଅହମ୍ମଦାବାଦରେ ଏହାର ଉତ୍ପାଦନ କାରଖାନା ବନ୍ଦ କରାଯାଇଛି। ପ୍ରାପ୍ତ ସୂଚନାନୁଯାୟୀ କାରଖାନାର ସମସ୍ତ ୯୫ ଜଣ କର୍ମଚାରୀ କ୍ବାରେନଣ୍ଟାଇନରେ ରହିବା…

ଆମେରିକାରେ ୭୫ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ୱାଶିଂଟନ: ମାରାତ୍ମକ ‘କରୋନା’ ଭାଇରସ ଧୀରେ ଧୀରେ ବିଶ୍ୱବ୍ୟାପୀ କାୟା ବିସ୍ତାର କରୁଛି । ଯାହାପ୍ରଭାବରେ ଏଯାବତ୍ ଆମେରିକାରେ ମୃତ୍ୟୁ ସଂଖ୍ୟା ୭୫,୫୪୩ରୁ ଅଧିକ ଟପିଲାଣି । ଏହାବ୍ୟତିତ ୨ ଲକ୍ଷରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ବେଳେ ୧୨ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଥିବା ଆଶଙ୍କା…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି…