Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନାର କରୁଣ ଦୃଶ୍ୟ: ଯେଉଁଠି ଶବ, ସେଇଠି ଚାଲିଛି କରୋନା ରୋଗୀଙ୍କ ଚିକିତ୍ସା

ମୁମ୍ବାଇ: ଦେଶରେ ବଢ଼ିବାରେ ଲାଗିଛି କରୋନା ସଂକମ୍ରଣ । ଏହାରି ଭିତରେ ଏକ ଆଶ୍ଚର୍ଯ୍ୟ କଲା ଭଳି ଭିଡିଓ ସାମ୍ନାକୁ ଆସିଛି । ହସ୍ପିଟାଲର ଗୋଟିଏ ୱାର୍ଡରେ କରୋନା ସଂକ୍ରମିତଙ୍କ ଚାଲିଛି ଚିକିତ୍ସା, ଆଉ ସେଇଠି ହିଁ ରଖାଯାଇଛି ମୃତଦେହ । ଏପରିକି ଜଣେ କରୋନା ରୋଗୀଙ୍କ ବେଡକୁ ଲାଗି ମୃତଦେହ…

ମୁମ୍ବାଇରେ ୨୫୦ ପୋଲିସ୍ କରୋନା ପଜିଟିଭ୍ ଚିହ୍ନଟ: ପୋଲିସ କମିଶନର୍‌

ମୁମ୍ବାଇ: ଏପର୍ଯ୍ୟନ୍ତ ପାଖାପାଖି ୨୫୦ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ପ୍ରଦାନ କରିଛନ୍ତି ମୁମ୍ବାଇ ପୋଲିସ କମିଶନର୍ ପରମ ବୀର ସିଂହ । କରୋନା ଆକ୍ରାନ୍ତ ହୋଇଥିବା ଏହି ସମସ୍ତ ପୋଲିସ କର୍ମଚାରୀମାନଙ୍କ ମଧ୍ୟରେ ଅଧିକାଂଶ ରୋଗୀଙ୍କର କୌଣସି ଲକ୍ଷଣ…

ଦିଲ୍ଲୀରେ କାରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧କୋଟି ଟଙ୍କାର ସହାୟତା ରାଶି ଘୋଷଣା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିଚାଲିଛି କରୋନା ସଂକ୍ରମଣ । ଏଭଳି ଘଡିସନ୍ଧି ମୂହୁର୍ତ୍ତରେ ମହାମାରୀ ସହ ଲଢ଼ିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ । ଏମାନେ ପ୍ରତିଦିନ କରୋନା ସହ ଲଢ଼ୁଛନ୍ତି । ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ ଜଗି…

ଭାଇଜାଗ ଗ୍ୟାସ ଲିକ୍‌: ୧୦ ମୃତ, ୫ ହଜାର ଅସୁସ୍ଥ

ବିଶାଖାପାଟନ: ଆନ୍ଧ୍ରପ୍ରଦେଶ ବିଶାଖାପାଟଣାରେ କେମିକାଲ ପ୍ଲାଂଟରୁ ଗ୍ୟାସ ଲିକ୍ ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ୫ ହଜାର ଲୋକ ଅସୁସ୍ଥ ହୋଇଛନ୍ତି । ବିଷାକ୍ତ ଗ୍ୟାସ ନିର୍ଗତ ଯୋଗୁଁ ପ୍ଲାଂଟର ୩ କିଲୋମିଟର ଅଂଚଳର ୨୦ଟି ଗାଁ ପ୍ରଭାବିତ ହୋଇଛି । ତେବେ ବର୍ତମାନ ଘଟଣା ନିୟନ୍ତ୍ରଣରେ ରହିଛି…

କେମିକାଲ ପ୍ଲାଣ୍ଟରୁ ବିଷାକ୍ତ ଗ୍ୟାସ ଲିକ; ୮ ମୃତ ଓ ଶତାଧିକ ଅସୁସ୍ଥ

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏଲଜି ପଲିମରସ୍ ଇଣ୍ଡିଆ ଲିମିଟେଡ କେମିକାଲ ଗ୍ୟାସ୍ ପ୍ଲାଣ୍ଟରୁ ବିଷାକ୍ତ ଗ୍ୟାସ୍ ଲିକ୍ ହେବା ଯୋଗୁଁ ପ୍ରାୟ ୮ ଜଣଙ୍କର ମୃତ୍ୟୁ ହେବା ସହ ୮୦୦ରୁ ଅଧିକ ଅସୁସ୍ଥ ହୋଇଛନ୍ତି। ଅଧିକାରୀଙ୍କ କହିବାନୁସାରେ, ଦେଶବ୍ୟାପୀ ଲକଡାଉନ ଯୋଗୁଁ ଗତ…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୨ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୧ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।…

[ଦେଖନ୍ତୁ] ବୁଦ୍ଧ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: ବୁଦ୍ଧଙ୍କ ଏହି ୪ କଥା ଭାରତୀୟଙ୍କୁ ଦେଉଛି…

ନୂଆଦିଲ୍ଲୀ: ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ଦେଶବାସୀଙ୍କ ପାଇଁ ବାର୍ତ୍ତା ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭଗବାନ ବୁଦ୍ଧ କହିଥିବା ମହାନ ବାଣୀ ସମ୍ପର୍କରେ ଜନ ସାଧାରଣଙ୍କୁ ଆଉ ଥରେ ମନେ ପକାଇଦେଇଛନ୍ତି । ବୁଦ୍ଧଙ୍କ ବାଣୀ ଅନୁଯାୟୀ, ଦୟା, କରୁଣା,…

ଉଗ୍ର ହେଉଛି କରୋନା: ଭାରତରେ ୧୭ ଶହ ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । Total number of #COVID19 positive cases in India rises to 52,952…

ବସ ଓ କାର ଚାଳକ ସଂଘକୁ ଆର୍ଥିକ ମାନ୍ଦାବସ୍ଥାରୁ ମୁକୁଳିବାରେ ପୂର୍ଣ୍ଣ ସହାୟତା ପ୍ରଦାନ କରାଯିବ: ଗଡକରୀ

ନୂଆଦିଲ୍ଲୀ: ସରକାର ବସ ଓ କାର ଚାଳକମାନଙ୍କ ସମସ୍ତ ସମସ୍ୟା ସମ୍ପର୍କରେ ଅବଗତ ଅଛନ୍ତି ଏବଂ ତାହାକୁ ଦୂର କରିବା ପାଇଁ ସହାୟତା ପ୍ରଦାନ କରାଯିବ ବୋଲି କହିଛନ୍ତି କେନ୍ଦ୍ର ସଡକ ପରିବହନ ଓ ରାଜପଥ ତଥା ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ନିତିନ ଗଡକରୀ । ସାରାଦେଶର ବସ ଓ କାର…

ଦେଶବ୍ୟାପୀ ଅତ୍ୟାବଶ୍ୟକ ମେଡିକାଲ ସାମଗ୍ରୀର ଯୋଗାଣରେ ୪୬୫ ଲାଇଫ ଲାଇନ ଉଡାଣ ବିମାନ

ନୂଆଦିଲ୍ଲୀ: ଦେଶବ୍ୟାପୀ ବିଭିନ୍ନ ଅତ୍ୟାବଶ୍ୟକ ମେଡିକାଲ ସାମଗ୍ରୀର ଯୋଗାଣରେ ଲାଇଫ ଲାଇନ ଉଡାଣ ଅନ୍ତର୍ଗତ ଏୟାର ଇଣ୍ଡିଆ, ଆଲାଏନ୍ସ ଏୟାର ଓ ଆଇଏଏଫର ୪୬୫ଟି ବିମାନ ନିୟୋଜିତ ଅଛନ୍ତି । ଏୟାର ଇଣ୍ଡିଆ ଏବଂ ଆଲାଏନ୍ସ ଏୟାରର ୨୭୮ଟି ବିମାନ ଏହି କାର୍ଯ୍ୟରେ ନିୟୋଜିତ ଅଛନ୍ତି । ବର୍ତ୍ତମାନ…