Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜିଓ ପ୍ଲାଟଫର୍ମରେ ୫,୬୫୫.୭୫ କୋଟି ଟଙ୍କା ପୁଞ୍ଜିନିବେଶ କରିବ ‘ସିଲଭର ଲେକ୍‌’

ମୁମ୍ବାଇ/ଭୁବନେଶ୍ୱର:ପ୍ରାଇଭେଟ୍ ଇକ୍ୱିଟି ସଂସ୍ଥା ସିଲଭର ଲେକ୍ ଜିଓ ପ୍ଲାଟଫର୍ମ ଲିମିଟେଡ୍‌ରେ ୫,୬୫୫.୭୫ କୋଟି ଟଙ୍କା ବିନିଯୋଗ କରିବା ନେଇ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ ଏବଂ ଜିଓ ପ୍ଲାଟଫର୍ମ ଲିମିଟେଡ୍ ପକ୍ଷରୁ  ଘୋଷଣା କରାଯାଇଛି । ଏହି ବିନିଯୋଗ ଜିଓ ପ୍ଲାଟଫର୍ମସ୍‌ର ମୋଟ…

୨୪ ଘଣ୍ଟାରେ ଦ୍ଵିତୀୟ ଏନକାଉଣ୍ଟର: ୩ ସିଆରପିଏଫ ଯବାନ ଶହୀଦ

ଶ୍ରୀନଗର: ଜାମ୍ମୁ କାଶ୍ମୀରର ହନ୍ଦୱାଡାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗତ ୨୪ ଘଣ୍ଟାରେ ଦ୍ଵିତୀୟ ଥର ପାଇଁ ଏନକାଉଣ୍ଟର ହୋଇଛି। ଏହି ଏନକାଉଣ୍ଟରରେ ତିନି ଜଣ ସିଆରପିଏଫ ଯବାନ ଶହୀଦ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଭାରତୀୟ ସୁରକ୍ଷା ବଳ ଜଣେ ଆତଙ୍କବାଦୀକୁ ମଧ୍ୟ ନିପାତ…

ମଦ ଉପରେ ୭୦% ‘ସ୍ୱତନ୍ତ୍ର କରୋନା ଫି’ ଲଗାଇଲେ ଦିଲ୍ଲୀ ସରକାର !

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ମହଙ୍ଗା ହେଲା ମଦ । ସୋମବାର ଦିନ ଦିଲ୍ଲୀ ସରକାର ମଦ ବୋତଲ ଉପରେ ୭୦ ପ୍ରତିଶତ ‘ସ୍ପେଶାଲ କରୋନା ଫି’ ଲାଗୁ କରିଛନ୍ତି। ମଙ୍ଗଳବାର ଠାରୁ ଏହି ନୂତନ ମୂଲ୍ୟ ଲାଗୁ ହେବ ଏବଂ ଏମଆରପି ଉପରେ ୭୦ ପ୍ରତିଶତ ‘ସ୍ପେଶାଲ କରୋନା ଫି’ ଆଦାୟ କରାଯିବ। ଏହି…

ଭାରତରେ ବଢୁଛି କରୋନା ମାମଲା: ୪୬୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା,୧୫ ଶହରୁ ଅଧିକ ମୃତ

ନୂଆଦିଲ୍ଲୀ: ମହାମାରୀ କରୋନା ଅନ୍ୟ ରାଷ୍ଟ୍ର ଗୁଡିକ ଭଳି ଭାରତରେ ମଧ୍ୟ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ବର୍ତ୍ତମାନ ସୁଦ୍ଧା ୪୬,୪୩୩ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଥିସହିତ…

କରୋନା ମହାମାରୀ ସମୟରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ତୁଲାଉଛି ଜନୌଷଧି କେନ୍ଦ୍ର: ପ୍ରତିଦିନ ସୁଲଭ ମୂଲ୍ୟରେ ଔଷଧ…

ନୂଆଦିଲ୍ଲୀ: କୋଭିଡ-୧୯ ମହାମାରୀ ସମୟରେ ଦେଶରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି ବୋଲି କହିଛନ୍ତି କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ (ସ୍ଵାଧୀନ) ମନସୁଖ ମାଣ୍ଡଭିୟ । ସାରା ଦେଶରେ ପ୍ରତିଦିନ ପ୍ରାୟ ୧୦ ଲକ୍ଷ ଲୋକ ୬ ହଜାର ଜନୌଷଧି…

ସୁଧୁରୁଛି ଆମେରିକାର ସ୍ଥିତି; ୨୪ ଘଣ୍ଟାରେ ସର୍ବନିମ୍ନ କରୋନା ମୃତ୍ୟୁ ରେକର୍ଡ

ନୂଆଦିଲ୍ଲୀ: ସାରବିଶ୍ୱରେ କରୋନା ଆତଙ୍କ । ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ ଟପିଥିବା ବେଳେ ୨ ଲକ୍ଷରୁ ଉର୍ଦ୍ଧ୍ବ ଲୋକ ପ୍ରାଣ ହରାଇଲେଣି। କରୋନାରେ ସର୍ବଧିକ କ୍ଷତିଗ୍ରସ୍ତ ହୋଇଛି ଆମେରିକା । ଏଠାରେ ପ୍ରତିଦିନ ଅସମ୍ଭବ ଭାବେ ବଢି ଚାଲିଛି ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ।…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କାହିଁକି ଅଟାରେ ଟଙ୍କା ଲୁଚେଇ ବାଣ୍ଟିଲେ ଆମିର ଖାନ୍ ?

ଭୁବନେଶ୍ୱର: ଚାରିଆଡେ ଚର୍ଚ୍ଚା । କରୋନା ମହାମାରୀ ସମୟରେ ଗରିବଙ୍କୁ ଅଟା ପ୍ୟାକେଟ୍‌ରେ ୧୫ହଜାର ଲେଖାଏଁ ଟଙ୍କା ବାଣ୍ଟିଲେ ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାନ । ତେବେ ଏ କଥା ଆମେ କହୁନୁ ବରଂ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିବା ଏହି ପୋଷ୍ଟଗୁଡିକ ଦାବି କରିଛି । ଦାବି…

ବିଦେଶରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବାର ବ୍ୟବସ୍ଥା କରିବେ ଭାରତ ସରକାର

ନୂଆଦିଲ୍ଲୀ: ବିଦେଶରେ ଫସି ରହିଥିବା ଭାରତୀୟମାନଙ୍କୁ ପର୍ଯ୍ୟାୟକ୍ରମେ ଫେରାଇ ଆଣିବା ଲାଗି ସୁବିଧା ପ୍ରଦାନ କରିବା ପ୍ରସ୍ତାବକୁ ଭାରତ ସରକାର ମଞ୍ଜୁର କରିଛନ୍ତି। ସେମାନଙ୍କୁ ଫେରାଇ ଆଣିବାର ପ୍ରକ୍ରିୟା ବିମାନ କିମ୍ବା ନୌସେନା ଜାହାଜ ଜରିଆରେ କରାଯିବ। ଏ ସମ୍ପର୍କରେ ଏକ ମାନକ ପରିଚାଳନା…

ମଦ ଲାଗି ଛକାପଞ୍ଝା: ପ୍ରଥମ ଦିନ କର୍ଣ୍ଣାଟକରେ ୪୫ କୋଟି ଟଙ୍କାର ମଦବିକ୍ରି !

ବେଙ୍ଗାଲୁରୁ: ଅଦ୍ୟାବଧି ଲକ୍‌ଡ଼ାଉନ୍ ଜାରି ଥିବାବେଳେ ମଦ ଲାଗି ଗ୍ରାହକମାନଙ୍କ ଭିତରେ ଛକାପଞ୍ଝା ଦେଖିବାକୁ ମିଳିଛି । ଲକ୍‌ଡ଼ାଉନ୍ ୩.୦ରେ କେନ୍ଦ୍ରସରକାର ଅଣ-କଣ୍ଟେନମେଣ୍ଟ ଜୋନଗୁଡ଼ିକରେ ପୁନର୍ବାର ମଦ ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି । ସାରା ଦେଶରେ ଆରମ୍ଭ ହୋଇଛି…

ଚୀନ୍ ଲ୍ୟାବ୍‌ରୁ ହିଁ ବ୍ୟାପିଛି କରୋନା ଭୂତାଣୁ: ଆମେରିକା

ୱାଶିଂଟନ: ପୂର୍ବରୁ ଆମେ କହି ଆସୁଛୁ ଯେ, ଚୀନର ଉହାନସ୍ଥିତ ଏକ ଲାବୋରେଟୋରିରୁ ହିଁ କରୋନା ଭୂତାଣୁ ସମଗ୍ର ବିଶ୍ୱରେ ବ୍ୟାପିଛି, ସୋମବାର ଦିନ ଏହି ଦୃଢୋକ୍ତି ପ୍ରକାଶ କରିଛି ଆମେରିକା । ‘ଦି ଗାର୍ଡ଼ିଆନ’ରେ ପ୍ରକାଶିତ ଏକ ଖବର ଅନୁଯାୟୀ ଆମେରିକାର ବୈଦେଶିକ ମନ୍ତ୍ରୀ ମାଇକ୍ ପମ୍ପିଓ ଆଜି…