Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜିଓ ପ୍ଲାଟ୍‌ଫର୍ମସ୍‌ରେ ୪୫୪୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଟିପିଜି

ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଓ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଘୋଷଣା କରାଯାଇଛି ଯେ ବିଶ୍ୱସ୍ତରୀୟ ବୈକଳ୍ପିକ ସମ୍ପତ୍ତି ପରିଚାଳନା ସଂସ୍ଥା ଟିପିଜି ପକ୍ଷରୁ…

ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ସଂକ୍ରମିତ

ଇସଲାମାବାଦ: ପାକିସ୍ତାନରେ ଏବେ କରୋନା ମହାମାରୀ ଉତ୍କଟ ରୂପ ଧାରଣ କରିଛି । ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ୟୁସୁଫ ରାଜା ଗିଲାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ପାକିସ୍ତାନୀ ଗଣମାଧ୍ୟମ ‘ଡନ୍‌’ ରେ ଏକ ରିପୋର୍ଟ ପ୍ରକାଶିତ ହୋଇଛି । ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ…

କରୋନା ରୋଗର ଉପଶମ ପାଇଁ ପତଞ୍ଜଳି ଔଷଧ ବାହାର କରିଛି: ବାଲକ୍ରିଷ୍ଣ

ନୂଆଦିଲ୍ଲୀ: କରୋନା ମେଡିସିନ ପାଇଁ ବିଭିନ୍ନ ସଂସ୍ଥା ଉଦ୍ୟମ ଜାରି ରଖିଛନ୍ତି । ତେବେ ଶନିବାର ଯୋଗଗୁରୁ ବାବା ରାମଦେବଙ୍କ ଯୋଗପୀଠ ପତଞ୍ଜଳି ଏହି ରୋଗର ଉପଶମ ପାଇଁ ଔଷଧ ବାହାର କରିଛି ବୋଲି ଏହାର ସିଇଓ ଆଚାର୍ଯ୍ୟ ବାଲକ୍ରିଷ୍ଣ କହିଛନ୍ତି । ଏଥିପାଇଁ ଏକ ଟିମ୍ ଗଠନ କରାଯାଇଥିଲା । ସେମାନଙ୍କ…

ୟୁଏଇରୁ ୨୧୫ ପ୍ରବାସୀଙ୍କୁ ଫେରାଇ ଆଣିବେ ଓଡ଼ିଆ ପାଇଲଟ

ଭୁବନେଶ୍ୱର: ୟୁଏଇରୁ ଆସିବେ ୨୧୫ ପ୍ରବାସୀ ଓଡ଼ିଆ । ଆସନ୍ତାକାଲି ଏମାନେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରହେର ପହଂଚିବେ । ୟୁଏଇରେ ରହୁଥିବା ପ୍ରବାସୀ ଓଡ଼ିଆମାନେ ଓଡିଆ ଡକ୍ଟର ଚନ୍ଦ୍ର ଶେଖର ଖୁଂଟିଆଙ୍କ ସହାୟତାରେ ଆସନ୍ତାକାଲି ଓଡ଼ିଶା ପହଂଚିବେ । କେନ୍ଦ୍ର…

ଭାରତର କିଛି ଅଂଚଳ ଥିବା ନୂତନ ମ୍ୟାପ ନେପାଳ ସଂସଦରେ ପାରିତ

କାଠମାଣ୍ଡୁ: ଭାରତ-ନେପାଳ ବିବାଦ ଆଗକୁ ବଢ଼ିବା ଏକପ୍ରକାର ନିଶ୍ଚିତ ହୋଇଯାଇଛି । ଶନିବାର ନେପାଳ ସଂସଦରେ ଭାରତର କିଛି ଅଂଚଳ ଥିବା ନୂତନ ମ୍ୟାପକୁ ପାରିତ କରାଯାଇଛି । ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଏହି ବିଲ୍ ପାସ୍ କରାଯାଇଛି । ୨୭୫ରୁ ୨୫୮ ଭୋଟ ବିଲ ସପକ୍ଷରେ ପଡିଥିଲା । ବିଲ ବିପକ୍ଷରେ…

ଭାରତ-ଚୀନ ଉତ୍ତେଜନା ପ୍ରସଙ୍ଗ: ଭାରତକୁ ସହଯୋଗ କରିବାନେଇ ଆମେରେକୀୟ କୁଟନୀତିଜ୍ଞଙ୍କ ଦୃଢୋକ୍ତି

ୱାଶିଂଟନ: ଲଦାଖ ନିକଟବର୍ତ୍ତୀ ଲାଇନ୍ ଅଫ ଆକଚୁଆଲ କଣ୍ଟ୍ରୋଲ୍ (ଏଲଏସି) ନିକଟରେ ଭାରତ ଓ ଚୀନ ସେନାଙ୍କ ମଧ୍ୟରେ ଉତ୍ତେଜନା ଦେଖାଯିବା ପ୍ରସଙ୍ଗରେ ଆମେରିକା ଭାରତ ସହିତ ସଦା ସର୍ବଦା ରହିଛି ବୋଲି ଆମେରିକାର ପୂର୍ବତନ ପ୍ରିନସିପାଲ୍ ଡେପୁଟୀ ଆସିଷ୍ଟାଣ୍ଟ ସେକ୍ରେଟାରୀ (ପିଡ଼ିଏଏସ) ଆଲିସ୍ ଜି…

ସ୍ୱାଦ ଓ ଶୁଙ୍ଘିବା ଶକ୍ତି କମାଇଦେବ କରୋନା

ନୂଆଦିଲ୍ଲୀ: କୋଭିଡ-୧୯ର ଆସିଲା ନୂଆ ଲକ୍ଷଣ । ସ୍ୱାଦ ଓ ଶୁଙ୍ଘିବା ଶକ୍ତି କମାଇ ଦେବ କରୋନା । ଯଦି କୌଣସି ବ୍ୟକ୍ତି ନିଜ ସ୍ୱାଦ ଓ ଶୁଙ୍ଘିବା ଶକ୍ତି ହାରାଇଛନ୍ତି ତେବେ ତାହା କରୋନା ଲକ୍ଷଣ ହୋଇପାରେ ବୋଲି କେନ୍ଦ୍ର ସରକାର କହିଛନ୍ତି । ‘କ୍ଲିନିକାଲ ମ୍ୟାନେଜମେଣ୍ଟ ପ୍ରୋଟୋକଲ କୋଭିଡ-୧୯’…

ପ୍ରତି ଲକଡାଉନ୍ ପରେ ବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା: ରାହୁଲ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବଢ଼ିଚାଲିଛି କରୋନା ସଂକ୍ରମଣ । ଏଥିପାଇଁ ଚାରିଆଡେ ସରକାର କଟକଣା ଲଗାଇଛନ୍ତି । ଲକଡାଉନ୍ ପରେ ଏବେ ଅନ୍‌ଲକ୍‌-୧ ଜାରି ହୋଇଛି । ତେବେ ଏହି ଲକଡାଉନକୁ ନେଇ କଂଗ୍ରେସ ପୁଣି ଥରେ ମୋଦୀ ସରକାରଙ୍କୁ ଘେରିଛି । ଶନିବାର ରାହୁଲ ଗାନ୍ଧୀ ଲକ୍‌ଡାଉନ ପରେ କିଭଳି ଦେଶରେ…

କ୍ରିକେଟର ସାହିଦ୍ ଆଫ୍ରିଦିଙ୍କୁ କରୋନା

ଇସଲାମାବାଦ: ପାକିସ୍ତାନର ପୂର୍ବତନ କ୍ରିକେଟର ସାହିଦ ଆଫ୍ରିଦିଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଗୁରୁବାର ଯାଏଁ ସେ ଅସୁସ୍ଥତା ଅନୁଭବ କରୁଥିଲେ । ଏହାପରେ ତାଙ୍କର କୋଭିଡ ଟେଷ୍ଟ…

ଥମୁନି କରୋନା; ବିଶ୍ୱବ୍ୟାପୀ ୪ ଲକ୍ଷ ଟପିଲା ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବା ବେଳେ ବିଶ୍ୱବ୍ୟାପୀ ପ୍ରାୟ ୭୭.୩୨ ଲକ୍ଷରୁ ଅଧିକ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି । ଜାତୀୟ ଗଣମାଧ୍ୟମ ଇକୋନୋମିକଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ କରୋନାଭାଇରସରେ ସଂକ୍ରମିତ ୨୦୦ରୁ ଅଧିକ…