Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଏନଆଇଏର ବଡ଼ କାର୍ଯ୍ୟାନୁଷ୍ଠାନ, ଜମ୍ମୁ-କଶ୍ମୀର ସମେତ ୫ଟି ରାଜ୍ୟର ୨୨ ସ୍ଥାନରେ ଚଢ଼ାଉ

ଶ୍ରୀନଗର: ସୋମବାର ସକାଳୁ ଜମ୍ମୁ-କାଶ୍ମୀରର ଅନେକ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ଚଢାଉ କରିଛି । ଏହା ସହିତ ଦେଶର ବିଭିନ୍ନ ରାଜ୍ୟରେ ମଧ୍ୟ ଚଢାଉ କରାଯାଉଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଦେଶର ପ୍ରାୟ ୨୨ଟି ସ୍ଥାନରେ ଚଢାଉ କରାଯାଇଛି । ଏହି ସମସ୍ତ ମାମଲା ଆଭ୍ୟନ୍ତରୀଣ…

ଶିଶୁ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ୍; ୧୨ ଗିରଫ ୬ ଶିଶୁ ଉଦ୍ଧାର

ନୂଆଦିଲ୍ଲୀ: ବଡ ଶିଶୁ ଚୋର ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ଦିଲ୍ଲୀ ପୋଲିସ । ଏହି ଗ୍ୟାଙ୍ଗର ପିଲାମାନଙ୍କୁ ଚୋରି କରିବା ପରେ ବିକ୍ରି କରୁଥିଲା । ତେବେ ଘଟଣାରେ ୧୨ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ସେମାନଙ୍କ ନିକଟରୁ ୬ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଛି । ଏହି ଗ୍ୟାଙ୍ଗଗୁଡ଼ିକ ଏକ ସଂଗଠିତ…

Protest in Nepal: ସୋସିଆଲ ମିଡିଆ ବ୍ୟାନକୁ ନେଇ ନେପାଳ ଅଶାନ୍ତ, ସଂସଦରେ ପ୍ରବେଶ କଲେ ପ୍ରଦର୍ଶନକାରୀ; ୧୪ ଜଣଙ୍କ…

ନୂଆଦିଲ୍ଲୀ:ସରକାରଙ୍କ ଦ୍ବାରା ଫେସବୁକ୍, ୟୁଟ୍ୟୁବ୍ ଏବଂ ଏକ୍ସ ସମେତ ଅଧିକାଂଶ ସୋସିଆଲ ମିଡିଆ ପ୍ଲାଟଫର୍ମକୁ ନିଷିଦ୍ଧ କରିବା ନିଷ୍ପତ୍ତି ପରେ ନେପାଳରେ ଅରାଜକତା ଦେଖାଦେଇଛି। Gen-Z ଅର୍ଥାତ୍ ଯୁବପିଢ଼ି ଏହାର ବିରୋଧ କରିବା ଆରମ୍ଭ କରିଛନ୍ତି। ଏହି ଯୁବକମାନେ ସେପ୍ଟେମ୍ବର 8 ତାରିଖରୁ…

ଲାଲକିଲ୍ଲା ପରିସରରୁ ୧ କୋଟିର କଳସ ଚୋରି ଘଟଣା, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀର ପ୍ରସିଦ୍ଧ ଲାଲକିଲ୍ଲା ପରିସରରୁ ଏକ ଜୈନ ଧାର୍ମିକ ସମାରୋହରୁ ପ୍ରାୟ ୧ କୋଟି ଟଙ୍କାର ଏକ କଳସ ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଏହି କଳସ ସୁନା ଏବଂ ହୀରାରେ ଜଡିତ ଥିଲା। ସୂଚନା ଅନୁଯାୟୀ, ଏହି ଚୋରି ଘଟଣା ସେପ୍ଟେମ୍ବର ୩ରେ ଏକ ପ୍ରାର୍ଥନା ସମାରୋହ ସମୟରେ…

ଲୋକଙ୍କ କାନ୍ଧ ଉପରେ ବସି ବନ୍ୟାଞ୍ଚଳ ବୁଲିଲେ କଂଗ୍ରେସ ସାଂସଦ, ଭିଡିଓ ଭାଇଇରାଲ ପରେ ଘେରିଲା ବିଜେପି

ପାଟନା: ରବିବାର ବିହାରର କଟିହାରର ମଣିହାରୀ ଏବଂ ବରାରୀ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କଂଗ୍ରେସ ସାଂସଦ ତାରିକ ଅନୱର । ଏହି ସମୟରେ ଗ୍ରାମବାସୀମାନେ ତାରିକ ଅନୱରଙ୍କୁ କାନ୍ଧରେ ବୋହି ନେଉଥିବାର ଦେଖାଯାଇଥିଲା, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭିଡିଓ…

Festival special train: ରେଳଯାତ୍ରୀଙ୍କ ପାଇଁ ଖୁସି ଖବର; ବିଶାଖାପାଟଣା – ଶାଲିମାର ମଧ୍ୟରେ ଗଡିବ ସାପ୍ତାହିକ…

ଭୁବନେଶ୍ବର: ଆରାମଦାୟକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଏବଂ ପାର୍ବଣ ଋତୁରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼ ପରିଚାଳନା କରିବା ପାଇଁ, ଭାରତୀୟ ରେଳବାଇ ବିଶାଖାପାଟଣା – ଶାଲିମାର ମଧ୍ୟରେ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ ଚଳାଇବ । ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ସାପ୍ତାହିକ…

Rahul Gandhi anti-India remarks case: ରାହୁଲ ଗାନ୍ଧୀଙ୍କ ‘ଦେଶ ବିରୋଧୀ’ ମନ୍ତବ୍ୟ ପ୍ରସଙ୍ଗ:…

ଝାରସୁଗୁଡ଼ା/ନୂଆଦିଲ୍ଲୀ: ଓଡ଼ିଶା ପୋଲିସ ରାହୁଲ ଗାନ୍ଧୀଙ୍କ କଥିତ 'ଦେଶ ବିରୋଧୀ' ମନ୍ତବ୍ୟ ମାମଲାର ତଦନ୍ତକୁ ଆଗକୁ ବଢାଇଛି। ବର୍ତ୍ତମାନ ଏହି ତଦନ୍ତ ରାଜୀବ ଗାନ୍ଧୀ ଫାଉଣ୍ଡେସନ (RGF) ପର୍ଯ୍ୟନ୍ତ ପହଞ୍ଚିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ‘ଦେଶ ବିରୋଧୀ’ ମନ୍ତବ୍ୟ ପାଇଁ…

J&K Encounter: କୁଲଗାମରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର। ଜଣେ ଆତଙ୍କବାଦୀ ନିହତ। କୁଲଗାମ ଗୁଦାର ଜଙ୍ଗଲରେ ସେନା, ପୋଲିସ, CRPFର ମିଳିତ ଏନ୍‌କାଉଣ୍ଟରରେ ଟଳିଲା ଜଣେ ଆତଙ୍କାଦୀ। ଗୁଳି ବିନିମୟରେ ୨ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି।…

ହମାସକୁ ଶେଷ ଚେତାବନୀ ଦେଲେ ଡୋନାଲ୍ଡ ଟ୍ରମ୍ପ; କହିଲେ, ଇସ୍ରାଏଲୀ ବନ୍ଧକମାନଙ୍କୁ ତୁରନ୍ତ ମୁକ୍ତ କର ନଚେତ୍…

ନୂଆଦିଲ୍ଲୀ: ଗାଜା ଷ୍ଟ୍ରିପରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଜାରି ରହିଛି । ୭ ଅକ୍ଟୋବର ୨୦୨୩ ପ୍ରାୟ ୨ ବର୍ଷ ଧରି ଇସ୍ରାଏଲ ଉପରେ ହମାସର ଆକ୍ରମଣ ସହିତ ଆରମ୍ଭ ହୋଇଥିବା ଏହି ଯୁଦ୍ଧରେ ହଜାର ହଜାର ଲୋକଙ୍କର ମୃତ୍ୟୁ ହୋଇଛି । ଏହି ସମ୍ପୂର୍ଣ୍ଣ ଯୁଦ୍ଧ ମଧ୍ୟରେ, ଏବେ ଆମେରିକାର…

India-Israel Tie: ଆମେରିକା ସହ ଶୁଳ୍କ ବିବାଦ ମଧ୍ୟରେ..ଭାରତ- ଇସ୍ରାଏଲ ସ୍ୱାକ୍ଷର କରିବେ ମୁକ୍ତ ବାଣିଜ୍ୟ ଚୁକ୍ତି !

ନୂଆଦିଲ୍ଲୀ:ଆମେରିକା ସହିତ ଚାଲିଥିବା ଶୁଳ୍କ ବିବାଦ ମଧ୍ୟରେ ଭାରତ ଏବଂ ଇସ୍ରାଏଲ ଏହି ସପ୍ତାହରେ ଏକ ଦ୍ୱିପାକ୍ଷିକ ନିବେଶ ଚୁକ୍ତି (bilateral investment treaty-BIT) ସ୍ୱାକ୍ଷର କରିବାର ସମ୍ଭାବନା ରହିଛି। ଏହି ଚୁକ୍ତି ଦୁଇ ଦେଶ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତି ( free trade…