Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ସୋପିଆନରୁ ଲଶ୍କର ଆତଙ୍କବାଦୀ ଜାକିର ଅହମ୍ମଦ ଗିରଫ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ସୋପିଆନ ଜିଲାରୁ ଶୁକ୍ରବାର ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ହାତ ଲାଗିଛି । ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହ ଲଶ୍ମର ଇ ତୋଇବାର ଦୁର୍ଦ୍ଦାନ୍ତ ଆତଙ୍କବାଦୀ ଜାକିର ଅହମ୍ମଦକୁ ପୋଲିସ ଗିରଫ କରିଛି । ଜାକିରଠାରୁ ଆଗକୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିବ ବୋଲି ପୋଲିସ ଆଶା…

ଲଗାତାର ୬ଷ୍ଠ ଦିନ ପାଇଁ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଲଗାତାର ୬ଷ୍ଠ ଦିନ ପାଇଁ ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ଯଥାକ୍ରମେ ୫୭ ପଇସା ଓ ୫୯ ପଇସା ବୃଦ୍ଧି ପାଇଛି। ସକାଳ ୬ଟାରୁ ଏହି ନୂଆ ଦର ଲାଗୁ ହୋଇଛି। ଲଗାତାର ୮୨ ଦିନ ଦର ସ୍ଥିର ରହିବା ପରେ ରବିବାର ଦିନ…

ସଂକ୍ରମଣରେ ବିଶ୍ୱର ୪ର୍ଥ ସ୍ଥାନରେ ପହଞ୍ଚିଲା ଭାରତ: ଦେଶରେ ୨ ଲକ୍ଷ ୯୭ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ଭୟଙ୍କର ରୁପ ନେଉଛି ମହାମାରୀ କରୋନା ଭୂତାଣୁ । ଦେଖୁ ଦେଖୁ ଏହା ଅନ୍ୟ ସଂକ୍ରମିତ ଦେଶକୁ ପଛରେ ଛାଡି ଆଗକୁ ମାଡି ଚାଲିଛି ଭାରତ । ବ୍ରିଟେନକୁ ଟପି ୪ର୍ଥ ସ୍ଥାନରେ ପହଞ୍ଚିଛି ଭାରତ । ଧୀରେଧିରେ ଏହି ସଂଖ୍ୟା ବୃଦ୍ଧି ପାଇ ୨୯୭୫୩୫ ରେ ପହଞ୍ଚିଥିବା ବେଳେ…

ଜୁନ ୧୮ ରୁ କୋଇଲା ଖଣିର ବାଣିଜ୍ୟିକ ନିଲାମ କରିବେ ସରକାର

ନୂଆଦିଲ୍ଲୀ: ଜୁନ ୧୮ ତାରିଖରୁ ଭାରତ ସରକାର ବାଣିଜ୍ୟିକ ଭିତ୍ତିରେ କୋଇଲା ଖଣିଗୁଡିକର ନିଲାମ ଆରମ୍ଭ କରିବେ ।ଉନ୍ମୁକ୍ତ କୋଇଲା କ୍ଷେତ୍ର  ଆତ୍ମନିର୍ଭର ଭାରତର ନୂତନ ଆଶା ଶୀର୍ଷକ ଏହି ଯୋଜନାକୁ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭାରମ୍ଭ କରିବେ । “ଆମେ ପ୍ରଥମ ଥର…

ରାଜ୍ୟ କର୍ତ୍ତୃପକ୍ଷଙ୍କୁ କୋଭିଡ କେୟାର ସେଣ୍ଟର ହସ୍ତାନ୍ତର କରିବ ଭାରତୀୟ ରେଳବାଇ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ମାର୍ଗଦର୍ଶିକା ଅନୁସାରେ କେତେକ ରାଜ୍ୟ ରେଳବାଇକୁ କୋଭିଡ କେୟାର ସେଣ୍ଟର ପାଇଁ ଅନୁରୋଧ କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ରେଳ ବିଭାଗ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ କୋଚ ଆବଣ୍ଟନ କରିଛି । ଉତ୍ତରପ୍ରଦେଶ…

ଚୁମା ଦେଇ ଚିକିତ୍ସା କରୁଥିଲେ ବାବା, କରୋନା ନେଲା ଜୀବନ

ଭୋପାଲ: ଚୁମା ଦେଇ ଚିକିତ୍ସା କରୁଥିଲେ ବାବା । ଯେକୌଣସି ବି ରୋଗ ହେଉ, ରୋଗୀଙ୍କ ହାତକୁ ଚୁମା ଦେଇ ବାବା ସବୁ ଠିକ୍ କରି ଦେଉଥିଲେ । ଏଥିପାଇଁ ଦୂରଦୂରାନ୍ତରୁ ବାବାଙ୍କ ପାଖରେ ଭିଡ ଜମୁଥିଲା । ହେଲେ ବାବା ଏବେ କରୋନାରେ ପ୍ରାଣ ହରାଇଛନ୍ତି । ଖାଲି ନିଜେ କରୋନା ସଂକ୍ରମିତ ହୋଇ ନାହାନ୍ତି ଆଉ…

ଚୀନ ସୀମା ନିକଟରେ ଭାରତ ପକ୍ଷରୁ ରାସ୍ତା କାର୍ଯ୍ୟ ଆରମ୍ଭ: ହେଲିକପ୍ଟରରେ ମେଶିନ ପହଂଚିଲା

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପିଥୋରାଗଡ ଜିଲ୍ଲାର ଚୀନ୍ ସୀମା ନିକଟରେ ଭାରତ ପକ୍ଷରୁ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଛି । ହିମାଳୟର ଉଚ୍ଚ ଶୃଙ୍ଘରେ ଟାଣ ପଥର କାଟିବା ପାଇଁ ଭାରୀ ଯନ୍ତ୍ରପାତିକୁ ଏଠାରେ ହେଲିକାପ୍ଟର ସହାୟତାରେ ପହଞ୍ଚାଯାଇଛି । ଭାରତୀ ଚୀନ୍ ସୀମାରେ ଏହି ଷ୍ଟାଟେର୍ଜିକ ରୋଡ୍…

କାଶ୍ମୀର ପଣ୍ଡିତ ଅଜୟଙ୍କ ହତ୍ୟା: ଝିଅ କହିଲେ ବାପାଙ୍କ ମୃତ୍ୟୁର ପ୍ରତିଶୋଧ ନେବି

ଲେହ: ସରପଂଚ ଅଜୟ ପଣ୍ଡିତଙ୍କ ହତ୍ୟା ପରେ କାଶ୍ମୀରରେ ପୁନର୍ବାର ଭୟର ବାତାବରଣ ଖେଳିଛି । କାଶ୍ମୀର ପଣ୍ଡିତଙ୍କୁ ଏଠାରେ ରଖାଇ ନ ଦେବା ପାଇଁ ଆତଙ୍କବାଦୀମାନେ ରକ୍ତର ଖେଳ ଆରମ୍ଭ କରିଛନ୍ତି । ଅଜୟଙ୍କ ଝିଅ ଶୀନ ଗୁରୁବାର କହିଛନ୍ତି ମୁଁ ସିଂହ ଛୁଆ । ବାପାଙ୍କ ମୃତ୍ୟୁର ନିଶ୍ଚିତ ପ୍ରତିଶୋଧ…

ଦେଶରେ ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ହାର

ନୂଆଦିଲ୍ଲୀ: ଦେଶରେ ହୁ ହୁ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚାରିଆଡେ କାୟା ମେଲାଇଛି କରୋନା । ତେବେ ସାରା ଦେଶରେ କରୋନା ସଂକ୍ରମିତଙ୍କ ତୁଳନାରେ ଏବେ ସୁସ୍ଥ ହାର ବଢ଼ିବାରେ ଲାଗିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । କେନ୍ଦ୍ର…

ସଂରକ୍ଷଣ ମୌଳିକ ଅଧିକାର ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଗୁରୁବାର ଏକ ମାମଲାର ଶୁଣାଣି କିର ସଂରକ୍ଷଣ ସମ୍ପର୍କରେ ବଡ ଟିପ୍ପଣି ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ତାମିଲନାଡୁର ମେଡିକାଲ କଲେଜରେ ଆଡମିସନ ଲାଗି ଓବିସି କୋଟାରେ ଆସନ ସଂରକ୍ଷଣ କରାଯାଉ ନଥିବା ସମ୍ପର୍କିତ ଏକ ଆବେଦନର ଶୁଣାଣି କରି କୋର୍ଟ ସଂରକ୍ଷଣ ଆଇନ ମୌଳିକ ଅଧିକାର ନୁହେଁ…