Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଓଡିଶା ସମ୍ବାଦ, ଓଡିଶା ବାଇଟ୍ସର ଲକ୍‌-ଡାଉନ୍ ରେସିପି: ପଠାନ୍ତୁ ଭିଡିଓ ଜିତନ୍ତୁ ଡାଇମଣ୍ଡ ଲକେଟ୍ !

ଭୁବନେଶ୍ୱର: ଘର ବସି ବୋର୍ ହେଉଛନ୍ତି କି ? ତେବେ ଲକ୍‌-ଡାଉନରେ ନିଜକୁ ଆଉ ଲକ୍ କରିି ରଖନ୍ତୁନି । କାହିଁକିନା ଓଡିଶାର ଅଗ୍ରଣୀ ଡିଜିଟାଲ୍ ନ୍ୟୁଜ୍ ୱବସାଇଟ୍ ଓଡିଶା ସମ୍ବାଦ ଓ ଓଡିଶା ବାଇଟ୍ସ ନେଇ ଆସିଛି ସ୍ପେଶାଲ କୁକରି କମ୍ପିଟିସନ୍ ଶୋ’ ଲକ୍‌-ଡାଉନ୍ ରେସିପି । ପ୍ରତିଯୋଗୀତାରେ ଭାଗ ନେବା…

ଭାଇରାଲ୍ ପୋଷ୍ଟମୋର୍ଟମ୍‌; ଶିଶୁ ଶୋଇଥିଲା ଛାତି ଉପରେ, ମା’ ଥିଲା ଆରପାରିରେ !

ଭୁବନେଶ୍ୱର: ମାତ୍ର ଗୋଟିଏ ସପ୍ତାହ ପୂର୍ବରୁ ଏହି ଫଟୋ ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ ହାତରେ ଲାଗିଥିଲା । ଆରମ୍ଭ ହୋଇଥିଲା ଛାନ୍‌ଭିନ୍ । ସାମ୍ନାକୁ ଆସିଥିଲା ଏକ ସୁପରିକଳ୍ପିତ ମିଥ୍ୟା ଗୁଜବର ହୃଦୟ ବିଦାରକ ଘଟଣା । ଭାଇରାଲ୍ ହୋଇଥିବା ଏହି ଫଟୋରେ ଜଣେ ମହିଳା କାଚ କିମ୍ବା ପଲିଥିନ୍ ସଦୃଶ…

କରୋନା ପ୍ରଭାବିତ ରାଜ୍ୟରେ ଜାରି ରହୁ ଲକଡାଉନ୍: ମୋଦି

ନୂଆଦିଲ୍ଲୀ: ଅଧିକ କରୋନା ପ୍ରଭାବିତ ଅଂଚଳରେ ଜାରି ରହୁ ଲକଡାଉନ୍ । ଆଉ ଯେଉଁଠି କମ୍ ମାମଲା ରହିଛି ସେହି ସବୁ ରାଜ୍ୟ ତଥା ଜିଲ୍ଲାରେ ତାଲାବନ୍ଦ କଟକଣା କୋହଳ କରିବାକୁ ପ୍ରସ୍ତାବ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ଭାଇରସ ମହାମାରୀ ସଙ୍କଟ ମଧ୍ୟରେ ଦେଶର ସମସ୍ତ ରାଜ୍ୟର…

ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହୋଇପାରେ କରୋନା ଟେଷ୍ଟ !

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶ ରାଜଭବନର ୪ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ଜାଣାପଡିବା ପରେ ଆଗୁଆ ପଦକ୍ଷେପ ଭାବେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କର କରୋନା ଟେଷ୍ଟ କରାଯାଇପାରେ । ଏଥିପାଇଁ ଅନୁମତି ମଗାଯାଇଥିବା ଆନ୍ଧ୍ରପ୍ରଦେଶ ସ୍ୱାସ୍ଥ୍ୟ…

ହସ୍ପିଟାଲ ଛାତରୁ ଡେଇଁ କରୋନା ଆକ୍ରାନ୍ତଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ: କର୍ଣ୍ଣାଟକର ବେଙ୍ଗାଲୁରୁ ଅଞ୍ଚଳରେ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବ୍ୟକ୍ତି ତ୍ରାଉମା କେୟାର ଭିକ୍ଟୋରିଆ ହସ୍ପିଟାଲର ଛାତ ଉପରୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ମୃତ ବ୍ୟକ୍ତିଙ୍କ ବୟସ ୫୦ ବର୍ଷ ହୋଇଥିବା ବେଳେ ସେ ଏପ୍ରିଲ ୨୪ ତାରିଖରେ କରୋନା ପଜିଟିଭ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା; ଲକଡାଉନ ବଢାଇବା ସପକ୍ଷରେ ୬ ରାଜ୍ୟ

ନୂଆଦିଲ୍ଲୀ: କରୋନା ମୁକାବିଲା ପାଇଁ ଲକଡାଉନ ଅବଧି ସମ୍ପର୍କରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି । ରାଜ୍ୟଗୁଡ଼ିକ ଲକଡାଉନ ର ସମ୍ପ୍ରସାରଣକୁ ସମର୍ଥନ କରୁଛନ୍ତି କି ନାହିଁ ତାହା ସମୀକ୍ଷା କରିବା ଥିଲା…

୫୦ ବର୍ଷକୁ ହ୍ରାସ କରାଯାଇଛି ସରକାରୀ କର୍ମଚାରୀଙ୍କ ଅବସର ବୟସସୀମା: ଗୁଜବ ନା ସତ, ଜାଣନ୍ତୁ

ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ଅବସର ବୟସସୀମା ୬୦ ବର୍ଷରୁ ହ୍ରାସ କରି ୫୦ବର୍ଷ କରିବା ଲାଗି କେନ୍ଦ୍ର ସରକାର ଯୋଜନା କରୁଥିବା ସମ୍ପର୍କରେ କେତେକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ଯାହାର ସ୍ପଷ୍ଟୀକରଣ ରଖିଛନ୍ତି ସରକାର । ପ୍ରକାଶ ପାଇଥିବା ଏହି ଖବରକୁ ସରକାରଙ୍କ ପକ୍ଷରୁ ଦୃଢ଼ ଭାବେ…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି । ଓଡ଼ିଶା…

ଦେଶରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୧୩୯୬ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୨୭,୮୯୨ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏହାବ୍ୟତିତ ଗତ ୨୪ ଘଣ୍ଟାରେ ଭାରତରେ ପାଖାପାଖି…

ଗୁଜୁରାଟ ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ନବୀନ

ଭୁବନେଶ୍ୱର: କରୋନା ଲକ୍ ଡାଉନ ପାଇଁ ବାହାର ରାଜ୍ୟରେ ଫଶି ରହିଛନ୍ତି ଅନେକ ଓଡିଆ ଶ୍ରମିକ । ସେମାନଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ରବିବାର ପ୍ରଥମେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଓ ସନ୍ଧ୍ୟାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧବ ଠାକରେଙ୍କ ସହ ଆଲୋଚନା…