Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କରୋନା ପଜିଟିଭ ଚିହ୍ନଟ ପାଇଁ ତିଆରି ହେଲା ପେପର୍ ଷ୍ଟ୍ରିପ କିଟ୍‌

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କରୋନାକୁ ନେଇ ଦେଶରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବାରେ ଅଧିକ ସମୟ ଲାଗୁଛି । ତେବେ ଏପରି ସ୍ଥଳେ ବୈଜ୍ଞାନିକଙ୍କୁ ଏକ ବଡ ସଫଳତା ମିଳିଛି । କରୋନା ଭାଇରସ ମୁକାବିଲା…

ମାନିଲେନି କରୋନା ଚେତାବନୀ; ୪୪ଜଣଙ୍କ ଟେଷ୍ଟ ପଜିଟିଭ !

ଟେକ୍ସାସ୍‌ (ୟୁଏସ୍‌): ବୟସ ୨୦ ବର୍ଷରୁ ସାମାନ୍ୟ ଅଧିକ । କରୋନାଭାଇରସ୍ ଚେତାବନୀକୁ ନ ମାନି ଛୁଟି କଟାଇବାକୁ ଯାଇଥିଲେ ୭୦ ଜଣ । ହେଲେ ଫେରିଲାବେଳକୁ ୪୪ଜଣ ସାଥିରେ ନେଇ ଆସିଥିଲେ କୋଭିଡ୍‌-୧୯ ଭୂତାଣୁ । Dozens of spring breakers chartered a plane for a trip to Mexico,…

ଇନ୍ଦୋର: ଡାକ୍ତରଙ୍କ ଉପରକୁ ଆକ୍ରମଣ ହୋଇଥିବା ଅଞ୍ଚଳରେ ୧୦ କରୋନା ପଜିଟିଭ ମାମଲା ଚିହ୍ନଟ

ଇନ୍ଦୋର: ମଧ୍ୟପ୍ରଦେଶର ଆର୍ଥିକ ରାଜଧାନୀ ବୋଲାଉଥିବା ଇନ୍ଦୋର କରୋନା ଭୂତାଣୁ ସଂକ୍ରମଣରେ ଅଧିକ ପ୍ରଭାବିତ ହୋଇଛି। ନିକଟରେ ଯେତେବେଳେ ଏକ ଡାକ୍ତରୀ ଦଳ ଇନ୍ଦୋରର ଟାଟପାଟୀ ବଖଲ ଅଞ୍ଚଳରେ ଅନୁସନ୍ଧାନ ପାଇଁ ପହଞ୍ଚିଥିଲେ, ସେତେବେଳେ ସେମାନଙ୍କୁ ପଥର ଫିଙ୍ଗି ଘଉଡ଼ାଇ ଦିଆଯାଇଥିଲା। ତେବେ…

ଗର୍ଭବତୀଙ୍କୁ ହସ୍ପିଟାଲରେ ମିଳିଲାନି ଆଡମିଶନ, ନବଜନ୍ମିତ ଶିଶୁର ମୃତ୍ୟୁ !

ରାଜସ୍ଥାନ: ଯାଂଚ ଘେରରେ ରାଜସ୍ଥାନର ଭରତପୁର ସରକାରୀ ହସ୍ପିଟାଲ । ଗର୍ଭବତୀ ମହିଳା ଜଣକ ମୁସଲମାନ ହୋଇଥିବାରୁ ତାଙ୍କୁ ଭର୍ତ୍ତି କରିବା ବଦଳରେ ହସ୍ପିଟାଲ କର୍ମଚାରୀ ବାରଣ କରିଥିଲେ । Rajasthan: A pregnant woman was allegedly denied admission into Janana Hospital,…

ସେନାକୁ ବଡ ସଫଳତା; ଗତ ୨୪ ଘଣ୍ଟାରେ ୯ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ମୁତୟନ ଭାରତୀୟ ସେନାକୁ ଆତଙ୍କବାଦୀଙ୍କ ବିରୋଧରେ ସଫଳତା ମିଳିଛି । ଏପରିକି ଗତ ୨୪ ଘଣ୍ଟା ମଧ୍ୟରେ ସେନା ଦ୍ୱାରା ୯ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅପରେସନ ବେଳେ ସେନାର ଜଣେ ଯବାନ ସହିଦ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି ।…

କରୋନାର କରୁଣ ଚିତ୍ର: ବାହାରେ ଖାଉଛନ୍ତି ପୋଲିସ ବାବୁ, ଦୁଆରୁ ଦେଖୁଛି ଝିଅ…

ନୂଆଦିଲ୍ଳୀ: କରୋନା ମୁକାବିଲା ଲାଗି ଦେଶବ୍ୟାପୀ ଜାରି ରହିଛି ଲକଡାଉନ୍ । ଯାହାକୁ ସଫଳ ଭାବେ ପରିଚାଳନା କରିବାକୁ ଯାଇ ଦିନରାତି ପହରା ଦେଉଛନ୍ତି ପୋଲିସ ବାବୁମାନେ । ସେମାନେ ଲୋକଙ୍କୁ ସୁରକ୍ଷିତ ଲାଗି କଠିନ ପରିଶ୍ରମ କରୁଥିବା ବେଳେ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି ଜଣେ ପୋଲିସ…

ପ୍ରଧାନମନ୍ତ୍ରୀଙ୍କ ଦୀପ ପ୍ରଜ୍ବଳନ ଆହ୍ୱାନ: ରାସ୍ତା କଡରେ ବିକ୍ରି ହେଉଛି ମାଟି ଦୀପ

ପଟଣା: ଏପ୍ରିଲ ୫ ତାରିଖ (ଆଜି) ରାତି ୯ଟାରେ ମାତ୍ର ୯ମି. ଯାଏଁ ପ୍ରଦୀପ ପ୍ରଜ୍ୱଳନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ବିହାର ପାଟଣା ଅଞ୍ଚଳର ରାସ୍ତା କଡ଼ରେ ବହୁ ସଂଖ୍ୟାରେ ମାଟି ଦୀପ ବିକ୍ରି ହେଉଥିବା ଦେଖିବାକୁ ମିଳିଛି।…

ଲକଡାଉନ ପ୍ରଭାବ: ୪୦ ରୁ ୫୦ ପ୍ରତିଶତ ସ୍ୱଚ୍ଛ ହେଲାଣି ଗଙ୍ଗା ନଦୀ !

ବାରଣାସୀ: କରୋନା ପାଇଁ ଦେଶରେ ଲକଡାଉନ । ପରିବେଶ ପାଇଁ ନିରନ୍ତର ଖୁସି ଖବର ଆଣିଦେଉଛି । ସମଗ୍ର ଦେଶରେ ବାୟୁ ପ୍ରଦୂଷଣରେ ଉଲ୍ଲେଖନୀୟ ହ୍ରାସ ଘଟିବା ସହିତ ନଦୀଗୁଡ଼ିକର ଅବସ୍ଥା ପୂର୍ବ ଅପେକ୍ଷା ଭଲ ହେବାରେ ଲାଗିଛି। କରୋନା ଭୁତାଣୁ ବିପଦ କାରଣରୁ ଲକଡାଉନ ସମୟରେ ଦେଶରେ ପ୍ରଦୂଷଣ…

ଆଜି ରାତି ୯ଟାରେ ପ୍ରଦୀପ ପ୍ରଜ୍ୱଳନ ଲାଗି ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଆଜି ରାତି ୯ଟାରେ ମାତ୍ର ୯ମି. ଲାଗି ସମସ୍ତେ ନିଜ ଘରର ବିଜୁଳି ବତୀ ବନ୍ଦ କରିବା ସହ ଘର ବାହାରେ ପ୍ରଦୀପ ପ୍ରଜ୍ୱଳନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଆହ୍ୱାନ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜନସାଧାରଣ କେବଳ ଘରର ଲାଇଟ୍ ତଥା ବିଜୁଳି ବତୀ ବନ୍ଦ…

କରୋନା ପ୍ରତିଷେଧକ ଟୀକା ‘କୋରୋଫ୍ଲୁ’: ଭାରତରେ ହେଉଛି ପ୍ରସ୍ତୁତ !

ହାଇଦ୍ରାବାଦ: ଖୁବଶୀଘ୍ର ପ୍ରସ୍ତୁତ ହେବାକୁ ଯାଉଛି କୋଭିଡ-୧୯ ପ୍ରତିଷେଧକ ଟୀକା । ହାଇଦ୍ରାବାଦର ଭାରତ ବାୟୋଟେକ କମ୍ପାନୀ ଏହି ଟୀକା ପ୍ରସ୍ତୁତ କରିବାକୁ ଯାଉଥିବା ଜାତୀୟ ଗଣମାଧ୍ୟମ 'ଦ ହିନ୍ଦୁ ବିଜନେସ ଲାଇନ' ରେ ରିପୋର୍ଟ ପ୍ରକାଶ। ଭାଇରୋଲୋଜିଷ୍ଟ ଏବଂ ଟିକା ପ୍ରସ୍ତୁତକାରୀଙ୍କ…