Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଗିଲଗିଟ, ବାଲତିସ୍ତାନ ଭାରତର ଅଭିନ୍ନ ଅଙ୍ଗ, ପାକିସ୍ତାନ ଏହାକୁ ଖାଲି କରୁ

ନୂଆଦିଲ୍ଲୀ: ପାକିସ୍ତାନ ଶୀଘ୍ର ଗିଲଗିଟ-ବାଲତିସ୍ତାନ ଖାଲି କରୁ ବୋଲି ଭାରତ ସରକାର ପକ୍ଷରୁ କୁହାଯାଇଛି । ଭାରତର ଏହା ଅଭିନ୍ନ ଅଙ୍ଗ ବୋଲି ଗିଲଗିଟ୍ ଏବଂ ବାଲତିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି । ପାକିସ୍ତାନ ସୁପ୍ରିମ୍‌କୋର୍ଟ…

ଆସାମରେ ଆଫ୍ରିକାନ୍ ସ୍ୱାଇନ ଫ୍ଲୁର ପ୍ରଥମ ଘଟଣା , ସଂକ୍ରମଣରେ ୨୫୦୦ ଘୁଷୁରୀ ମୃତ

ଗୁଆହାଟୀ: ଆଫ୍ରିକାନ୍ ସ୍ୱାଇନ ଫ୍ଲୁର ପ୍ରଥମ ଘଟଣା ଆସାମରେ ଦେଖିବାକୁ ମିଳିଛି । ରାଜ୍ୟ ସରକାରଙ୍କ ଅନୁସାରେ ୩୦୬ ଗ୍ରାମରେ ୨୫୦୦ ଘୁଷୁରୀ ମୃତ୍ୟୁବରଣ କରିଲେଣି । ଘୁଷୁରୀଙ୍କୁ ମାରିବା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ଆସାମର ପଶୁପାଳନ ମନ୍ତ୍ରୀ ଅତୁଲ ବୋରା ଆଉ କିଛି ଦିନ…

ଦେଶରେ କରୋନା ଆରୋଗ୍ୟ ହାର ୨୭.୫୨%କୁ ବୃଦ୍ଧି: ସ୍ୱାସ୍ଥ୍ୟ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଦେଶରେ ବଢ଼ୁଛି କରୋନା ଆରୋଗ୍ୟ ହାର । ଗତ ୨୪ ଘଂଟାରେ ଦେଶରେ ୧୦୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଯାହାକି ଗୋଟିଏ ଦିନରେ ସର୍ବାଧିକ । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୧୧,୭୦୬କୁ ବୃଦ୍ଧି ପାଇଛି । ସେହିପରି ଆରୋଗ୍ୟ ହାର ୨୭.୫୨ ପ୍ରତିଶତକୁ ବୃଦ୍ଧି ପାଇଛି…

ଦେଶବାସୀଙ୍କ ସହ ‘ଫେସବୁକ ଲାଇଭ’ରେ ଭାବ ବିନିମୟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: କେନ୍ଦ୍ର ପେଟ୍ରୋଲିୟମ୍‍ ଓ ପ୍ରାକୃତିକ ବାଷ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଫେସବୁକ୍‍ ଲାଇଭ ଯୋଗେ ଦେଶବାସୀ ତଥା ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କ ସହ ଭାବ ବିନିମୟ କରିଛନ୍ତି । ଏହି ଆଲୋଚନା କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପ୍ରଧାନ ବିଭିନ୍ନ ଲୋକଙ୍କ…

ମଦ ପାଇଁ କିଲୋମିଟର ଯାଏ ଲମ୍ବା ଲାଇନ୍‌

ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ଲକଡାଉନ୍ ସହ କିଛି ଜୋନରେ କଟକଣା କୋହଳ କରିଛନ୍ତି କେନ୍ଦ୍ର ସରକାର । ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବା ପରେ ଆଜି ଦେଶର ବିଭିନ୍ନ ସ୍ଥାନରେ ମଦ ଦୋକାନ ଆଗରେ ଖଚାଖଚ ଭିଡ । କେଉଁଠି କେଉଁଠି କିଲୋମିଟର ଯାଏଁ ଲାଇନ୍ ଲମ୍ବିଥିଲା । ଲୋକ ଖରା ତାତିରେ ଠିଆ ହୋଇ…

୨୦୨୦ ଶେଷ ସୁଦ୍ଧା ଆମେରିକାରେ କୋଭିଡ୍‌-୧୯ ଭାକ୍ସିନ୍ ଉପଲବ୍ଧ ହେବ: ଡୋନାଲ୍ଡ ଟ୍ରମ୍ପ୍‌

ୱାଶିଂଟନ୍‌: କରୋନା ଆକ୍ରାନ୍ତ ଜନିତ ମୃତ୍ୟୁ ସଂଖ୍ୟା ୮୦,୦୦୦ ପହଞ୍ଚିବା ପରିପ୍ରେକ୍ଷୀରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଭାକ୍ସିନ ଉପଲବ୍ଧ ହେବାନେଇ ଦମ୍ଭୋକ୍ତି ପ୍ରଦାନ କରିଛନ୍ତି । ଚଳିତ ୨୦୨୦ ଶେଷ ସୁଦ୍ଧା କରୋନା ଭାକ୍ସିନ୍ ଆମେରିକାରେ ଉପଲବ୍ଧ ହେବ ବୋଲି ଗଣମାଧ୍ୟମରେ…

ପ୍ରବାସୀ ଶ୍ରମିକଙ୍କ ଟ୍ରେନ୍ ଖର୍ଚ୍ଚକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ: ସରା ଦେଶରେ କରୋନା ତାର କାୟା ମେଲାଇଛି । ଏହାକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ଲକଡାଉନ୍ ଜାରି ହୋଇଛି । ତେବେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ଲାଗି ସ୍ୱତନ୍ତ୍ର ଟ୍ରେନ୍‌ର ବ୍ୟବସ୍ଥା କରାଯାଇଛି । ତେବେ ଟ୍ରେନ୍‌ରେ ଘର ବାହୁଡିବା…

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।…

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୩ଶହ ଟପିଲା, ୨୪ ଘଣ୍ଟାରେ ୨୫୫୩ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ଦିନ ୪୨,୫୩୩ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି । ଏଯାବତ୍ କରୋନା ସଂକ୍ରମଣର ପ୍ରାୟ ୨୯,୪୫୩ ସକ୍ରୀୟ ମାମଲା ରହିଥିବା ବେଳେ ପାଖାପାଖି ୧୩୭୩ ଜଣ…

ଲକଡାଉନ ଅବଧି ଏପ୍ରିଲ ମାସରେ ଜନୌଷଧି କେନ୍ଦ୍ରସମୂହର ରେକର୍ଡ ୫୨ କୋଟି ଟଙ୍କାର କାରବାର

ନୂଆଦିଲ୍ଲୀ: ଲକଡାଉନ କାଳରେ ଜିନିଷପତ୍ର ସଂଗ୍ରହ ଓ ବିକ୍ରିବଟାରେ ସମସ୍ୟା ସତ୍ୱେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି କେନ୍ଦ୍ର ସମୂହ ( ପିଏମବିଜେଏକେ) ଏପ୍ରିଲ ମାସରେ ରେକର୍ଡ ୫୨ କୋଟି ଟଙ୍କାର ଔଷଧପତ୍ର ବିକ୍ରି କରିବାରେ ସଫଳ ହୋଇଛି । ଚଳିତ ବର୍ଷ ମାର୍ଚ୍ଚ ମାସରେ ଏହି ବିକ୍ରି ପରିମାଣ ଥିଲା…