Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ନୂଆବର୍ଷରୁ ଜମ୍ମୁ କାଶ୍ମୀରରେ ସ୍ୱାଭାବିକ ହେଲା ଏସଏମଏସ୍ ସେବା

ନୂଆଦିଲ୍ଲୀ: ନୂଆବର୍ଷର ଆଗମନକୁ ନେଇ ଛୁଆରୁ ବଡ ଯାଏଁ ସମସ୍ତେ ଉତ୍ସାହିତ ଥିବା ବେଳେ ଆଜିଠାରୁ ଜମ୍ମୁ-କାଶ୍ମୀରରେ ସ୍ୱାଭାବିକ ହୋଇଛି ମୋବାଇଲ୍ ଏସଏମଏସ୍ ସେବା । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1212203085386272773?s=08…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ନ୍ୟାସନାଲ ଇନଫ୍ରାଷ୍ଟ୍ରକ୍ଚର ପାଇପଲାଇନ ପାଇଁ ୧୦୨ ଲକ୍ଷ କୋଟି ହେବ ନିବେଶ

ଭୁବନେଶ୍ୱର: କେନ୍ଦ୍ର ସରକାର ରଷ୍ଟ୍ରୀୟ ପାଇପଲାଇନର ଘୋଷଣା କରି ଆସନ୍ତା ପାଞ୍ଚ ବର୍ଷ ପାଇଁ ଏକ ରୋଡ଼ ମ୍ୟାପ ତିଆରି କରିଛନ୍ତି। ଏହି ଇନଫ୍ରାଷ୍ଟ୍ରକ୍ଚର ପାଇପ ଲାଇନ ପାଇଁ ୧୦୨ ଲକ୍ଷ କୋଟି ଟଙ୍କା ନିବେଶ କରାଯିବ । ସରକାର ଅଶାବ୍ୟକ୍ତ କରୁଛନ୍ତି ଯେ ଏଥିରେ ସରକାର ନିଜର ପାଞ୍ଚ ଟ୍ରିଲିଅନ…

ଦେଶର ୨୮ତମ ସେନାଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ

ନୂଆଦିଲ୍ଲୀ: ଦେଶର ୨୮ ତମ ଆର୍ମି ମୁଖ୍ୟ ଭାବେ ଜେନେରାଲ୍ ବିପିନ ରାୱତଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେନେରାଲ୍ ମନୋଜ ମୁକୁନ୍ଦ ନାରବାଣେ । General Manoj Mukund Naravane takes over as the 28th Chief of Army Staff, succeeding General Bipin Rawat.…

ମାର୍ଚ୍ଚ ୩୧ ଯାଏଁ ବଢିଲା ଆଧାର ସହ ପାନ କାର୍ଡ ଲିଙ୍କ୍ ଅବଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଧାର କାର୍ଡ ସହ ପାନ ଲିଙ୍କ କରିବା ଅବଧିକୁ ପୁଣିଥରେ ବୃଦ୍ଧି କରାଯାଇଛି । ଏହି ଅବଧି ଆସନ୍ତା ୨୦୨୦ ମସିହା ମାର୍ଚ୍ଚ ୩୧ ତାରିଖ ଯାଏଁ ବଢିବା ଫଳରେ ହିତାଧିକାରୀଙ୍କୁ ସାମାନ୍ୟ ଆଶ୍ୱସ୍ଥୀ ମିଳିଛି । ଏହି ଲିଙ୍କ୍ କରିବାର ଶେଷ ତାରିଖ ପୂର୍ବରୁ…

ଭାରତର ପ୍ରଥମ ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ଭାବେ ନିଯୁକ୍ତ ହେଲେ ଜେନେରାଲ୍ ବିପିନ୍ ରାୱତ

ନୂଆଦିଲ୍ଲୀ: ସେନାମୁଖ୍ୟ ଜେନେରାଲ୍ ବିପିନ୍ ରାୱତ ଭାରତର ସର୍ବପ୍ରଥମ ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ବା ପ୍ରତିରକ୍ଷା ବିଭାଗର ମୁଖ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ସେ ଆସନ୍ତା ଡିସେମ୍ବର ୩୧ ତାରିଖ ଦିନ ଚାକିରୀରୁ ଅବସର ଗ୍ରହଣ କରୁଛନ୍ତି । ‘ଚିଫ ଅଫ ଡ଼ିଫେନ୍ସ ଷ୍ଟାଫ’ ନିଯୁକ୍ତ ହୋଇଥିବା…

୬ ମାସ ଭିତରେ କେହି ନକିଣିଲେ ବନ୍ଦ ହୋଇପାରେ ଏୟାର ଇଣ୍ଡିଆ !

ନୂଆଦିଲ୍ଲୀ: ସରକାରୀ ବିମାନ କମ୍ପାନୀ ଏୟାର ଇଣ୍ଡିଆକୁ ଯଦି କେହି ଆଗାମୀ ଛଅ ମାସ ଭିତରେ କେହି ନ କିଣନ୍ତି ତାହାଲେ ଆଗାମୀ ଛଅ ମାସ ଏହା ବନ୍ଦ ହୋଇପାରେ | ଜାତୀୟ ଗଣମାଧ୍ୟମ ସୂଚନା ଅନୁସାରେ , ଏୟାର ଇଣ୍ଡିଆ ର ଜଣେ କର୍ମକର୍ତ୍ତା ଏସମ୍ପର୍କରେ କହିଛନ୍ତି | କାରଣ ଏହିପରି ଭାବରେ…

ଦ୍ୱିତୀୟ ଥର ଲାଗି ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ହେଲେ ଅଜିତ ପାୱାର

ନୂଆଦିଲ୍ଲୀ: ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ମଙ୍ଗଳବାର ଦିନ ଶପଥ ଗ୍ରହଣ କରିଛନ୍ତି ଅଜିତ ପାୱାର । ଏଥିସହିତ ସେ ମାତ୍ର ୩୮ ଦିନ ଭିତରେ ଦ୍ୱିତୀୟ ଥର ପାଇଁ ଉପମୁଖ୍ୟମନ୍ତ୍ରୀ ପଦ ଅକ୍ତିଆର କରିଛନ୍ତି । ଏନେଇ ଜାତୀୟ ଗଣମାଧ୍ୟମ ରିପୋର୍ଟର ସୂଚନା ମିଳିଛି ।…

ବିଦାୟ ୨୦୧୯: କେଉଁସବୁ ପରିବର୍ତ୍ତନ କରିଥିଲେ ଭାରତ ସରକାର, ଜାଣନ୍ତୁ

ନୂଆଦିଲ୍ଲୀ: ୨୦୧୯ର ବିଦାୟ ନିକଟତର ହୋଇଯାଇଛି । ଆଗକୁ ଏହି ବର୍ଷ ଘଟିଥିବା କେତେକ କଥା ଆମ ପାଇଁ ସ୍ମରଣୀୟ ହୋଇ ରହିଯିବ । ଆସନ୍ତୁ ଜାଣିବା ୨୦୧୯ର ଭାରତ ସରକାର ନେଇଥିବା ୧୦ ବଡ ପରିବର୍ତନ ସମ୍ପର୍କରେ... ୱାନ ନେଶନ ୱାନ ରାଶନ କାର୍ଡ: ଏହି ଯୋଜନା ଅନୁସାରେ ୧୪ ରାଜ୍ୟରେ ପିଓଏସ…

ନିଆରା ପରମ୍ପରା: ୭୧୭ ବର୍ଷରେ ଥରେ ପାଳନ ହୁଏ କେରଳର ଏହି ମହୋତ୍ସବ !

ଥିରୁଅନନ୍ତପୁରମ: କେରଳର କସରଗଡ଼ ଜିଲ୍ଲା ଅନ୍ତର୍ଗତ କହ୍ନିରାଦୁକମ୍ ଗାଁରେ ପାଳନ ହେଉଛି ନିଆରା ମହୋତ୍ସବ । ୭୧୭ ବର୍ଷ ପରେ ପାରମ୍ପରିକ ପେରୁନକାଲିୟାଟମ୍ ମହୋତ୍ସବ ପାଳିତ ହେଉଛି। ପରମ୍ପରା ଅନୁସାରେ ୭୧୭ ବର୍ଷରେ ଥରେ କହ୍ନିରାଦୁକମ୍ ଗ୍ରାମବାସୀ କଲିଓଟ୍ ଦେବୀ ମନ୍ଦିରରେ ମାସେ ଧରି ଏହି…

ସୁପର ମମ୍ ରୁଷିନା ବଞ୍ଚାଇଲେ ୫ ସଦ୍ୟଜାତ ଶିଶୁଙ୍କ ଜୀବନ, ଜାଣନ୍ତୁ କେମିତି

ମାନବିକତା ଏବେ ମଧ୍ୟ ବଂଚି ରହିଛି । ଏହାର ସଦ୍ୟ ଉଦାହରଣ ହେଲେ ଗୁଜରାଟର ୨୯ ବର୍ଷୀୟ ଶିକ୍ଷୟତ୍ରୀ ରୁଷିନା ଡକ୍ଟର ମାରଫାନିଆ । ସୂଚନାନୁଯାୟୀ ୩ ମାସ ମଧ୍ୟରେ ସେ ୧୨ ଲିଟର ‘ବ୍ରେଷ୍ଟ ମିଲ୍କ’ ଦାନ କରି ୫ ନବଜାତ ଶିଶୁଙ୍କୁ ବଂଚାଇ ପାରିଛନ୍ତି । ଏହା ଏବେ ଚର୍ଚ୍ଚାର କାରଣ ହୋଇଛି । ତାଙ୍କୁ…