Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ବହୁଚର୍ଚ୍ଚିତ ଉନ୍ନାଓ ଦୁଷ୍କର୍ମକାରୀ କୁଲଦୀପ ସେଙ୍ଗରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଉତ୍ତରପ୍ରଦେଶର ଉନ୍ନାଓ ଠାରେ ଘଟିଥିବା ଅପହରଣ ଏବଂ ବଳତ୍କାର ମାମାଲରେ ଦିଲ୍ଲୀର ତିସହଜାରୀ କୋର୍ଟ ଦୋଷୀ କୁଳଦୀପ ସେଙ୍ଗରକୁ ଆଜୀବନ କାରା ଦଣ୍ଡ ସହ ୨୫ ଲକ୍ଷ ଟଙ୍କାର ଦଣ୍ଡ ଶୁଣାଇଛନ୍ତି । 2017 Unnao rape case: Delhi's Tis Hazari Court has also…

ହାଣ୍ଡିଶାଳରୁ ପିଆଜ ଉଭାନ; ବର୍ଷ ଶେଷରେ ଖାଉଟି ହେଲେ ହନ୍ତସନ୍ତ

ଭୁବନେଶ୍ୱର: ୨୦୧୯ ବର୍ଷରେ ଦେଶବ୍ୟାପୀ ପିଆଜର ଆକାଶଛୁଆଁ ଦରକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । କେବଳ ଓଡିଶା ନୁହେଁ ଦେଶର ସମସ୍ତ ରାଜ୍ୟରେ ହୁ ହୁ ହୋଇ ୨୦ ଟଙ୍କାରୁ ୨୦୦ ଟଙ୍କା କୁ ଛୁଇଁଥିଲା ପିଆଜ ଦର। ଖାଲି ସେତିକି ନୁହେଁ ଏହି ପିଆଜକୁ ନେଇ ବିଭିନ୍ନ ସୋସିଆଲ ମିଡିଆରେ କୌତୁକିଆ ଫୋଟୋ…

ବିଦାୟ ୨୦୧୯: ସ୍ମୃତିରେ ରହିବ ୱିଙ୍ଗ୍ କମାଣ୍ଡର୍ ଅଭିନନ୍ଦନଙ୍କ ବୀରତ୍ୱର କାହାଣୀ…

ଭୁବନେଶ୍ୱର: ଫେବ୍ରୁଆରୀ ମାସ ୧୪ ତାରିଖ ୨୦୧୯ ବର୍ଷର ଏହି ଦିନର ଚର୍ଚ୍ଚିତ ପୁଲୱାମା ଘଟଣା ଭାରତ ଓ ପାକିସ୍ତାନ ମଧ୍ୟରେ ଆଉ ଏକ ଯଦ୍ଧର ଘନଘଟାକୁ ଡାକି ଆଣିଥିଲା । ପାକିସ୍ତାନ ପ୍ରରୋଚିତ ଜୈଶ-ଇ-ମହମ୍ମଦ ଆତଙ୍କବାଦୀଙ୍କ ଦ୍ୱାରା କାଶ୍ମୀରର ପୁଲୱାମାଠାରେ ଏକ ବୋମା ବିସ୍ଫୋରଣରେ ୪୧ ଭାରତୀୟ…

ତେଜିଲା ସିଏଏ ନିଆଁ; ଦେଶବ୍ୟାପୀ ବଢୁଛି ଜନଅସନ୍ତୋଷ, ଇଣ୍ଟରନେଟ୍ ସେବା ବନ୍ଦ

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ବିଲ୍ ନିକଟ ଅତୀତରେ ଆଇନରେ ପରିଣତ ହୋଇଥିବା ବେଳେ ଏହାକୁ ବିଭିନ୍ନ ମହଲରୁ ବିରୋଧ କରାଯାଉଛି । ଯାହାଫଳରେ ଦେଶବ୍ୟାପୀ ବିକ୍ଷୋଭ ଓ ଉତ୍ତେଜନା ଦେଖାଦେଇଛି । ଏହି ସିଏଏ ବିଧେୟକକୁ ନେଇ ଚାରିଆଡେ ହିଂସା ଭଳି ପରିସ୍ଥିତି ଦେଖାଯାଉଥିବା ବେଳେ ଦିଲ୍ଲୀରେ…

ଝାଡଖଣ୍ଡ ଅନ୍ତିମ ପର୍ଯ୍ୟାୟ ନିର୍ବାଚନ: କଡ଼ା ସୁରକ୍ଷା ମଧ୍ୟରେ ୧୬ ଆସନ ଲାଗି ମତଦାନ ଜାରି

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ୫ମ ତଥା ଅନ୍ତିମ ପର୍ଯ୍ୟାୟରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ୫ମ ପର୍ଯ୍ୟାୟରେ ୧ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କଡ଼ା ସୁରକ୍ଷା ବଳୟରେ ମତଦାନ ଜାରି ରହିଛି । ଏହି ନିର୍ବାଚନରେ ୧୬ଟି ବିଧାନସଭା ଆସନ ପାଇଁ ପ୍ରାୟ…

ବିଦାୟ ୨୦୧୯: ବିବାଦୀୟ ସାବରିମାଳା ମନ୍ଦିର ଓ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

କେରଳ: ୨୦୧୮ ମସିହା ସେପ୍ଟେମ୍ବର ୨୮ ତାରିଖରେ ସୁପ୍ରିମକୋର୍ଟ କେରଳର ବହୁ ଚର୍ଚ୍ଚିତ ସାବରୀମାଳା ମନ୍ଦିରକୁ ମହିଳାଙ୍କ ପ୍ରବେଶକୁ ନେଇଥିବା ବିବାଦର ଅନ୍ତ ଘଟାଇଥିଲେ । ଏହି ବିବାଦ ୨୦୧୯ ମସିହାର ସବୁଠୁ ବିବାଦୀୟ ଓ ଚର୍ଚ୍ଚିତ ଘଟଣାବଳୀ ମଧ୍ୟରୁ ଅନ୍ୟତମ। ଜାଣନ୍ତୁ, କେବେଠୁ ଆରମ୍ଭ…

ବିଦାୟ ୨୦୧୯: ଚନ୍ଦ୍ରଯାନ କେତେ ସଫଳ ?

ନୂଆଦିଲ୍ଲୀ: ୨୦୧୯ ମସିହାର ସବୁଠୁ ଚର୍ଚ୍ଚିତ ଘଟଣାବଳୀ ମଧ୍ୟରେ ରହିଥିଲା ଭାରତର ଚନ୍ଦ୍ରମିଶନ। ଭାରତର ନିଜସ୍ୱ ଜ୍ଞାନକୌଶଳରେ ନିର୍ମିତ ଚନ୍ଦ୍ରଯାନ-୨ ପୃଥିବୀ ଛାଡି ଚନ୍ଦ୍ରପୃଷ୍ଠରେ ପାଦଥାପିବା ଓ ଇତିହାସ ସୃଷ୍ଟି କରିବା ନେଇ ସେସମୟରେ ଜୋରଦାର୍ ଚର୍ଚ୍ଚା ହୋଇଥିଲା । କିନ୍ତୁ ଏଯାବତ୍…

ବିଶ୍ୱର ୨୬ତମ ସବୁଠୁ ବଡ଼ ବ୍ୟାଙ୍କ ହେଲା ଏଚଡିଏଫସି; ଏମ-କ୍ୟାପ ୧୦୦ ଆରବ ଡଲାର ଟପିଲା !

ନୂଆଦିଲ୍ଲୀ: ଘରୋଇ ବ୍ୟାଙ୍କ କ୍ଷେତ୍ରରେ ଦେଶର ସବୁଠୁ ବଡ଼ ବ୍ୟାଙ୍କ ଏଚଡିଏଫସି ବିଶ୍ୱର ୨୬ତମ ସବୁଠୁ ବଡ଼ ବ୍ୟାଙ୍କ ହୋଇଗଲା | ଗୁରୁବାରକୁ ବ୍ୟାଙ୍କର ମାର୍କେଟ କ୍ୟାପ (ବଜାର ପୁଞ୍ଜିକରଣ) ୧୦୦ ଆରବ ଡଲାର ରୁ ଉର୍ଦ୍ଧ୍ବ ରେ ପହଂଚି ଯାଇଛି | ବ୍ୟାଙ୍କ ଏଥିସହ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଓ…

ଅଦାଲତରେ ଖାରଜ ହେଲା ନିର୍ଭୟା ଦୋଷୀ ପବନଙ୍କ ଯାଚିକା; ଖୁବଶିଘ୍ର ପାଇବେ ଫାଶୀ !

ନୂଆଦିଲ୍ଲୀ: ସମସ୍ତ ନୃଶଂସତାକୁ ଟପିଯାଇଥିବା ନିର୍ଭୟା ଗଣଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ପାଶୀଦଣ୍ଡରେ ଦଣ୍ଡିତ ହୋଇଥିବା ଅନ୍ୟତମ ଅଭିଯୁକ୍ତ ପବନ କୁମାର ଗୁପ୍ତାଙ୍କ ଏକ ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି । ବହୁଚର୍ଚ୍ଚିତ ନିର୍ଭୟା ଗଣଦୁଷ୍କର୍ମ ଘଟଣା ୨୦୧୨…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ପାସହେଲା ମହାଭିଯୋଗ ପ୍ରସ୍ତାବ

ୱାସିଂଟନ୍: ଅନେକ ବାକବିତର୍କ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ହାଉସ୍ ଅଫ୍ ରିପ୍ରେଜେଣ୍ଟିଭରେ ମହାଭିଯୋଗ ପ୍ରସ୍ତାବ ପାସ୍ ହୋଇଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1207480278697926657?s=19…