Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଡିଡ଼ିସିଏ ସଭାପତି ପଦରୁ ଇସ୍ତଫା ଦେଲେ ରଜତ ଶର୍ମା

ନୂଆଦିଲ୍ଲୀ: ବରିଷ୍ଠ ସାମ୍ବାଦିକ ରଜତ ଶର୍ମା ଦିଲ୍ଲୀ ଓ ଦିଲ୍ଲୀ ଜିଲ୍ଲା କ୍ରିକେଟ ଆସୋସିଏସନ (ଡିଡ଼ିସିଏ)ର ସଭାପତି ପଦରୁ ଶନିବାର ଦିନ ଇସ୍ତଫା ପ୍ରଦାନ କରିଛନ୍ତି । ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ସଚ୍ଚୋଟତା ତଥା ସ୍ୱଚ୍ଛତା ପରି ଆଦର୍ଶକୁ ସେ କେବେବି ଜଳାଞ୍ଜଳି…

ଶିବସେନା ଓ କଂଗ୍ରେସ ସହଯୋଗରେ ସରକାର ଗଢିବାକୁ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ଦୃଢୋକ୍ତି

ମୁମ୍ବାଇ: ମହାରାଷ୍ଟ୍ରର ରାଜନୈତିକ ପରିସ୍ଥିତି ଏବେବି ସଙ୍କଟଜନକ ଅବସ୍ଥା ଦେଇ ଗତି କରୁଛି ।ବିଜେପି-ଶିବସେନା ମେଣ୍ଟ ସଂଖ୍ୟା ଗରିଷ୍ଠତା ହାସଲ କରି ମଧ୍ୟ ସରକାର ଗଠନ କରିବାକୁ ସକ୍ଷମ ହୋଇ ପରି ନାହିଁନ୍ତି । ସମସ୍ତ ଦଳକୁ ରାଜ୍ୟପାଳ ନୂଆ ସରକାର ଗଠନ କରିବାକୁ ଡକାଇଥିଲ ମଧ୍ୟ ସମସ୍ତ ଦଳ ନିଜ…

ଆଜି ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇଙ୍କ ଅନ୍ତିମ କାର୍ଯ୍ୟଦିବସ; ସେ ଦେଇଥିବା କେତେକ ଐତିହାସିକ ରାୟ…

ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ନ୍ୟାୟାଧିଶ ରଞ୍ଜନ ଗୋଗୋଇଙ୍କର ଆଜି ହେଉଛି ନ୍ୟାୟାଳୟରେ ଅନ୍ତିମ କାର୍ଯ୍ୟଦିବସ । ସେ ଆସନ୍ତା ୧୭ ତାରିଖରେ ଅବସର ଗ୍ରହଣ କରୁଛନ୍ତି । ପ୍ରଧାନ ବିଚାରପତି ଜଷ୍ଟିସ ଗୋଗୋଇ ମାତ୍ର ୧୩ ମାସର କାର୍ଯ୍ୟକାଳ ମଧ୍ୟରେ ଅନେକ ଐତିହାସିକ…

ମହଙ୍ଗା ହେଲା ଟ୍ରେନ ଖାଦ୍ୟ; ଜାଣନ୍ତୁ ପରିବର୍ତ୍ତିତ ଦର

ମୁମ୍ବଇ: ଟ୍ରେନରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖରାପ ଖବର । ବୃଦ୍ଧି ପାଇବାକୁ ଯାଉଛି ଟ୍ରେନ ଖାଦ୍ୟର ଦାମ୍‍ । ଏନେଇ ରେଲୱେ ବୋର୍ଡ଼ର ପର୍ଯ୍ୟଟନ ଏବଂ ଖାଦ୍ୟ-ପାନୀୟ ବିଭାଗର ନିର୍ଦ୍ଦେଶକଙ୍କ ପକ୍ଷରୁ ସର୍କୁଲାର୍‍ ଜାରି କରାଯାଇଛି। ରେଲୱେ ବୋର୍ଡ଼ ସର୍କୁଲାର୍‍ ଅନୁସାରେ, ଆଇଆରସିଟିସିର…

ସାବରିମାଳା ମନ୍ଦିର ପ୍ରସଙ୍ଗ: ବୃହତ୍ତର ଖଣ୍ଡପୀଠକୁ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: କେରଳର ସାବରିମାଳା ମନ୍ଦିର ମାମଲାରେ ସୁପ୍ରିମକୋର୍ଟରେ ଦାୟର ହୋଇଥିବା ପୁନର୍ବିଚାର ଯାଚିକା ଏକ ବୃହତ୍ତର ଖଣ୍ଡପୀଠ ଦ୍ୱାରା କରାଇବାକୁ ସୁପାରିସ କରିଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମ୍‌ କୋର୍ଟଙ୍କ ପୂର୍ବ ନିଷ୍ପତ୍ତିର ବିଚାର ନିମନ୍ତେ ପାଞ୍ଚଜଣିଆ ବିଚାରପତିବିଶିଷ୍ଟ…

‘ରାଫେଲ ରିଭ୍ୟୁ ପିଟିସନ’କୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଫ୍ରାନ୍ସର ଡସଲ୍ଟ ଏଭିଏସନ୍ଠଠାରୁ ରାଫେଲ୍‌ ଲଢୁଆ ବିମାନ କ୍ରୟ ବାବଦରେ ଏନ୍‌ଡିଏ ସରକାରଙ୍କୁ ସୁପ୍ରିମ୍‌ କୋର୍ଟ ଦେଇଥିବା କ୍ଲିନ୍‌ ଚିଟ୍‌ର ପୁନଃ ସମୀକ୍ଷା ପାଇଁ ଦାଏର କରାଯାଇଥିବା ପିଟିସନ୍‌ଗୁଡ଼ିକୁ ଗୁରୁବରଦିନ ସୁପ୍ରିମ୍‌ କୋର୍ଟ ଖାରଜ କରିଛନ୍ତି। ମେ ୧୦ ତାରିଖ ଦିନ…

ଆସନ୍ତାକାଲି ଏହିସବୁ ଗୁରୁତ୍ତ୍ୱପୂର୍ଣ୍ଣ ମାମଲାର ରାୟ ପ୍ରକାଶ କରିବେ ସୁପ୍ରିମକୋର୍ଟ !

ନୂଆଦିଲ୍ଲୀ: ବହୁ ପ୍ରତିକ୍ଷିତ ଅଯୋଧ୍ୟା ମାମଲାର ରାୟ ପରେ ଗୁରୁବାର ଆଉ ୨ଟି ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରିବାକୁ ଯାଉଛନ୍ତି ସୁପ୍ରିମକୋର୍ଟ। ସାବରୀମାଲା ଏବଂ ରାଫେଲ ପ୍ରସଙ୍ଗରେ ଦାଖଲ ହୋଇଥିବା ଯାଚିକା ଉପରେ ଗୁରୁବାର ଦିନ ସୁପ୍ରିମକୋର୍ଟ ନିଜର ରାୟ ଶୁଣାଇବେ ବୋଲି ସୂଚନା…

ନ୍ୟୁୟର୍କ ମେଟ୍ରୋପଲିଟାନ ‘ମ୍ୟୁଜିୟମ୍ ଅଫ୍ ଆର୍ଟ ବୋର୍ଡ’ରେ ସାମିଲ ହେଲେ ନୀତା ଅମ୍ବାନି

ଭୁବନେଶ୍ୱର: ଭାରତର କଳା ଓ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ପାଇଁ ଉଲ୍ଲେଖନୀୟ ପ୍ରତିବଦ୍ଧତା ପ୍ରଦର୍ଶନ କରିଥିବାରୁ ଫିଲାନଥ୍ରୋପିଷ୍ଟ (ଦାତବ୍ୟ କର୍ମୀ), ଶିକ୍ଷାଦ୍ୟୋଗୀ ତଥା ମହିଳା ଉଦ୍ୟୋଗୀ ନୀତା ଅମ୍ବାନିଙ୍କୁ ନ୍ୟୁୟର୍କ ସ୍ଥିତ ମେଟ୍ରୋପଲିଟାନ୍ ମ୍ୟୁଜିୟମ୍ ଅଫ୍ ଆର୍ଟ (ଦି ମେଟ୍)ର…

ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ‘ସୂଚନା ଅଧିକାର ଆଇନ’ ପରିସରଭୁକ୍ତ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ମଧ୍ୟ ସୂଚନା ଅଧିକାର (ଆରଟିଆଇ) ଆଇନର ପରିସର ଭୁକ୍ତ ବୋଲି ବୁଧବାର ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି । ଏହାଏକ ସର୍ବସାଧାରଣ ପ୍ରତିଷ୍ଠାନ । ସ୍ୱଚ୍ଛତା, ନ୍ୟାୟିକ ସ୍ୱାଧିନତାର ପରିପନ୍ଥୀ ନୁହେଁ ବୋଲି ସୁପ୍ରିମକୋର୍ଟ…

ସୁପ୍ରିମକୋର୍ଟଙ୍କ ରାୟ: କର୍ଣ୍ଣାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଲଢିପାରିବେ ନିର୍ବାଚନ

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ହୋଇଥିବା ୧୭ ଜଣ ବିଧାୟକଙ୍କ ଯାଚିକା ଉପରେ ସର୍ବୋଚ୍ଚ ନ୍ୟାୟାଳୟ ବୁଧବାର ଦିନ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୂଡ଼ାନ୍ତ ଶୁଣାଣିର ରାୟ ପ୍ରକାଶ କରିଛନ୍ତି । ଏହି ରାୟ ଅନୁଯାୟୀ କର୍ଣ୍ଣାଟକ ବିଧାନସଭାରେ କଂଗ୍ରେସ ଓ ଜେଡ଼ିଏସର ୧୭…