Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଲତା ମଙ୍ଗେସକର ଗୁରୁତର ଅସୁସ୍ଥ; ଆଇସିୟୁରେ ଭର୍ତ୍ତି

ହସ୍ପିଟାଲରେ ପୁଣି ଥରେ ଭର୍ତ୍ତି କରାଯାଇଛି । ଲତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସଙ୍କଟାପନ୍ନ ରହିଥିବା ଯୋଗୁଁ ତାଙ୍କୁ ଆଇସିୟୁରେ ରଖାଯାଇ ଚିକିତ୍ସା କରାଯାଉଛି ବୋଲି ଏନଡ଼ିଟିଭି ସୂତ୍ରରୁ ଜଣାପଡ଼ିଛି । ତେବେ ଡ଼ାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି ଯେ, ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥାରେ ଦ୍ରୁତ ଉନ୍ନତି…

ମହାରାଷ୍ଟ୍ରରେ ଲାଗୁହେଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ଉପୁଜିଥିବା ରାଜନୈତିକ ସଙ୍କଟ ଯୋଗୁଁ କେନ୍ଦ୍ର କ୍ୟାବିନେଟ ମଙ୍ଗଳବାର ଦିନ ରାଜ୍ୟରେ ୩୬୫ ଧାରା ଲାଗୁ ନିମନ୍ତେ ଗୃହୀତ ପ୍ରସ୍ତାବକୁ ରାଷ୍ଟ୍ରପତି ମଞ୍ଜୁରୀ ପ୍ରଦାନ କରିଛନ୍ତି । ଯାହାଫଳ ସ୍ୱରୂପ ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁହୋଇଛି । ପଞ୍ଜାବ ଗସ୍ତରୁ…

ଜମ୍ମୁ-କାଶ୍ମୀର: ଯାତ୍ରୀବାହୀ ଯାନ ଖାଇକୁ ଖସି ୧୬ ମୃତ

ଡୋଡା: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଡୋଡା ଜିଲ୍ଲାରେ ମଙ୍ଗଳବାର ଦିନ ଏକ ଯାତ୍ରୀବାହୀ ଯାନ ଖାଇକୁ ଖସି ପଡିବାରୁ ୧୬ ଜଣ ପ୍ରାଣ ହରାଇଥିବା ଜାତୀୟ ଗଣମାଧ୍ୟମ 'ଇଣ୍ଡିଆଟୁଡେ'ରେ ପ୍ରକାଶ । ମୃତକ ମାନଙ୍କ ମଧ୍ୟରେ ୫ ଜଣ ମହିଳା ଓ ୩ ଜଣ ପିଲା ଥିବା ପୋଲିସ ସୂଚନା ଦେଇଛି । ମିଳିଥିବା ସୂଚନା…

ସୁରକ୍ଷାବାହିନୀର ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଗାନ୍ଦେରବାଲ୍ ଠାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ; ଏନସିପିଠାରୁ ସମର୍ଥ ପାଇବା ପରେ କଂଗ୍ରେସକୁ ଅପେକ୍ଷା

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜେପି-ଶିବସେନା ମେଣ୍ଟ ସରକାର ଗଠନ କରିବାକୁ ପୂର୍ଣ୍ଣ ବହୁମତ ପାଇଥିଲେ ମଧ୍ୟ ଏହି ମେଣ୍ଟ ସରକାର ଗଠନ କରିବା ଅନିଶ୍ଚିତ ହୋଇପଡ଼ିଛି । ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବାକୁ ଜୋରଦାର ଯୋଜନା ପ୍ରସ୍ତତି ଆରମ୍ଭ…

ଲତା ମଙ୍ଗେସକର ଅସୁସ୍ଥ; ଚିକିତ୍ସା ପରେ ଏବେ ନେଉଛନ୍ତି ବିଶ୍ରାମ

ମୁମ୍ବାଇ: ପ୍ରଖ୍ୟାତ ଗାୟିକା ଲତା ମଙ୍ଗେସକର ଗତ ରାତିରେ ଅସୁସ୍ଥ ହୋଇ ପଡ଼ିଥିବା ଯୋଗୁଁ ତାଙ୍କୁ ମୁମ୍ବାଇସ୍ଥିତ ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଲତା ଗତକାଲି ରାତିରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ମୁମ୍ବାଇସ୍ଥିତ ବ୍ରିଚ୍ କ୍ୟାଣ୍ଡି…

କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଶିବସେନା ସାଂସଦ ଅରବିନ୍ଦ ସାୱନ୍ତ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀମଣ୍ଡଳରୁ ଶିବସେନା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଅରବିନ୍ଦ ସାୱନ୍ତ ଇସ୍ତଫା ଦେଇଥିବା ଜଣାପଡିଛି । କେନ୍ଦ୍ର ଭାରୀ ଶିଳ୍ପ ଓ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଥିବା ଅରବିନ୍ଦ ଇସ୍ତଫା ଦେଇଥିବା ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏହାପରେ ଶିବସେନା ବିଧିବଦ୍ଧଭାବେ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ କାଶ୍ମୀରର ବାନ୍ଦିପୋରାଠାରେ ସୋମବାର ଦିନ ସୁରକ୍ଷାକର୍ମୀଙ୍କୁ ଗୁଳିରେ ଦୁଇ ଜଣ ଅତଙ୍କାବାଦୀ ନିହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ ପର୍ଯ୍ୟନ୍ତ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଛି । ପ୍ରାପ୍ତ ସୂଚନା ଅନୁଯାୟୀ, ରବିବାର…

ହାଇଦ୍ରାବାଦରେ ୨ଟି ଟ୍ରେନ୍ ମୁହଁମୁହିଁ ଧକ୍କା, ବହୁ ଯାତ୍ରୀ ଆହତ

ହାଇଦ୍ରାବାଦ: ହାଇଦ୍ରାବାଦର କୋଚିଗୁଡା ରେଳ ଷ୍ଟେସନ୍ ନିକଟରେ ୨ଟି ଟ୍ରେନ୍ ମୁହାଁମୁହିଁ ଧକ୍କା ହେବାଫଳରେ ଏକ ବଡ ଧରଣର ଦୁର୍ଘଟଣା ଘଟିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । https://twitter.com/ANI/status/1193781933689323520?s=08 ଗଣମାଧ୍ୟମରେ…

ପ୍ରବାସୀ ଓଡିଆ ବ୍ରହ୍ମା ମହାନ୍ତି ହେଲେ ବ୍ରିିଟିଶ ସାଂସଦ ପ୍ରାର୍ଥୀ

ଲଣ୍ଡନ: ୟୁନାଇଟେଡ୍ କିଙ୍ଗଡମ୍(ୟୁକେ)ରେ ହେବାକୁ ଥିବା ଆଗାମୀ ସାଧାରଣ ନିର୍ବାଚନ ଲଢିବାକୁ ଯାଉଛନ୍ତି ଭାରତର ମୂଳ ବାସିନ୍ଦା ବ୍ରହ୍ମା ମିହିର ମହାନ୍ତି । ଆସନ୍ତା ଡିସେମ୍ବର ୧୨ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନରେ ଲେବର୍ ପାର୍ଟି ପକ୍ଷରୁ ଦକ୍ଷିଣ ପୂର୍ବ ଇଂଲଣ୍ଡର ଏକ…