Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପୂର୍ବତନ ନିର୍ବାଚନ କମିଶନର ଟିଏନ୍ ଶେଷାନଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପୂର୍ବତନ ନିର୍ବାଚନ କମିଶନର(ସିଇସି) ଟିଏନ୍ ଶେଷନଙ୍କ ଚେନ୍ନାଇସ୍ଥିତ ବାସଭବନରେ ରବିବାର ଦିନ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ସେ ୧୦ତମ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ଦାୟିତ୍ୱ ନିର୍ବାହ କରିଥବଲେ । ଆହୁରି ମଧ୍ୟ ସ୍ୱର୍ଗତଃ…

ରାମଜନ୍ମଭୂମି ବିବାଦରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ କ’ଣ କହିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ, ଜାଣନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଶ୍ରୀରାମ ଜନ୍ମଭୂମି ସଂପର୍କରେ ସର୍ବୋଚ୍ଚ ନ୍ୟାୟାଳୟ ଦେଇଥିବା ନିଷ୍ପତ୍ତିକୁ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ସ୍ୱାଗତ କରିବା ସହିତ ଏହା ଦେଶର ଜନସାଧାରଣଙ୍କ ଭାବନା, ଆସ୍ଥା ଏବଂ ଶ୍ରଦ୍ଧାପ୍ରତି ଏକ ସମ୍ମାନ ବୋଲି ସରସଂଘଚାଳକ ଡ.ମୋହନ ଭାଗବତ ସାମ୍ବାଦିକ ସମ୍ମିଳନୀରେ…

ଅଯୋଧ୍ୟା ରାୟ ପ୍ରସଙ୍ଗରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ତଥା ବର୍ଷ ବର୍ଷ ପୁରୁଣା ଅଯୋଧ୍ୟା ଜମି ମାମଲାରେ ସୁପ୍ରିମକୋର୍ଟ ଶନିବାର ଦିନ ନିଜ ରାୟ ପ୍ରଦାନ କରିଛନ୍ତି । ଅଯୋଧ୍ୟା ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୁଇଟ କରି ଦେଶବାସୀଙ୍କୁ ଶାନ୍ତି ପ୍ରତିଷ୍ଠା ଜାରି…

ମହାରାଷ୍ଟ୍ର ରାଜନୀତିରେ ନାଟକୀୟ ମୋଡ଼; ସରକାର ଗଠନ ଲାଗି ବିଜେପିକୁ ରାଜ୍ୟପାଳଙ୍କ ଆମନ୍ତ୍ରଣ

ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ଏବେ ଘଡ଼ିକେ ଘୋଡ଼ା ଛୁଟୁଛି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂହ କୋସୟାରୀ ଶନିବାର ଦିନ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡ଼ନାଭିସଙ୍କୁ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି । ଆସନ୍ତା ୧୧ ତାରିଖ ରାତି ୮ଟା ସୁଦ୍ଧା…

ଧର୍ମୀୟ ଭାବନାକୁ କ୍ଷୁର୍ଣ୍ଣ କରିବା ପରି ଖବର ପ୍ରସାରଣ କରିପାରିବେ ନାହିଁ ଗଣମାଧ୍ୟମ: ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ

ନୂଆଦିଲ୍ଲୀ: ଅଯୋଧ୍ୟା ମାମଲାରେ ଚର୍ଚ୍ଚା, ଡିବେଟ ଓ ରିପୋର୍ଟିଂ ସମୟରେ ପୋଗ୍ରାମ କୋଡ଼ର କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ (ଆଇ ଆଣ୍ଡ ବି) । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ଅମିତ ଖେର ଜାରି କରିଥିବା ଏକ ପତ୍ରରେ…

ଅଯୋଧ୍ୟା ରାୟ: ଏହିସବୁ ସ୍ଥାନରେ ବାଧାପ୍ରାପ୍ତ ହେଲା ଇଣ୍ଟରନେଟ ସେବା, ଜାଣନ୍ତୁ

ଲକ୍ଷ୍ମୌ: ଅଯୋଧ୍ୟା ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ପାଇଁ ସୁରକ୍ଷା ଦୃଷ୍ଟିରୁ ଦେଶର ଅନେକ ସ୍ଥାନରେ ଇଣ୍ଟରନେଟ ସେବା ବିଛିନ୍ନ କରାଯାଇଥିବା ସୂଚନା ମିଳିଛି । Aligarh District Magistrate (DM), Chandra Bhushan Singh: All mobile internet…

କରତାରପୁର କରିଡର ଉଦଘାଟନ ଅବସରରେ ଇମ୍ରାନଙ୍କୁ କଣ କହିଲେ ମୋଦି, ଜାଣନ୍ତୁ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ କରତାରପୁର କରିଡରର ଇଣ୍ଟିଗ୍ରେଟେଡ୍ ଚେକ୍ ପୋଷ୍ଟର ଉଦଘାଟନ କରିଛନ୍ତି । ଗୁରୁ ନାନକ ଦେବଙ୍କ ୫୫୦ତମ ପ୍ରକାଶ ପର୍ବରେ ପାକିସ୍ତାନ ସ୍ଥିତ କରତାରପୁରର ସାହିବ ଦର୍ଶନ କରିବାକୁ ବହୁ ପ୍ରତିକ୍ଷିତ ୪.୭ କିମି କରତାରପୁର ସାହିବ କରିଡର…

ରାଷ୍ଟ୍ରଭକ୍ତିକୁ ମଜବୁତ କରିବ ଅଯୋଧ୍ୟା ରାୟ: ପ୍ରଧାନମନ୍ତ୍ରୀ

ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ପ୍ରଥମ ପ୍ରତିକ୍ରିୟା ଟ୍ୱିଟ କରିଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି ଯେ, "ରାମ ଭକ୍ତି କିମ୍ବା ରହିମ ଭକ୍ତି, ଅଯୋଧ୍ୟା ଉପରେ ସୁପ୍ରିମକୋର୍ଟ ଦେଇଥିବା ରାୟ 'ରାଷ୍ଟ୍ରଭକ୍ତି' ଭାବନାକୁ ମଜବୁତ କରିଛି ।…

ଅଯୋଧ୍ୟା ବିବାଦ: ସୁପ୍ରିମକୋର୍ଟଙ୍କ ରାୟରେ ସନ୍ତୁଷ୍ଟ ନାହାଁନ୍ତି ମୁସଲିମ ପକ୍ଷ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ରାୟ ଶନିବାର ଦିନ ସୁପ୍ରିମକୋର୍ଟ ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟଙ୍କ ରାୟ ଅନୁଯାୟୀ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣକୁ ଅନୁମତି ପ୍ରଦାନ…

ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦ ମାମଲା: ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ଶୁଣାଣି କରି ସୁପ୍ରିମକୋର୍ଟ ଶନିବାର ଦିନ ଐତିହାସିକ ରାୟ ପ୍ରକାଶ କରିଛନ୍ତି । ଏହି ଅବସରରେ ଶୁଣାଣି କରି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି…