Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ହେଲେ ଓଡିଶା ଜଜ୍ ଇନ୍ଦ୍ରଜିତ ମହାନ୍ତି

ଜୟପୁର: ଜଷ୍ଟିସ୍ ଇନ୍ଦ୍ରଜିତ ମହାନ୍ତି ରବିବାର ଦିନ ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଉପସ୍ଥିତିରେ ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜସ୍ଥାନ ରାଜ୍ୟପାଳ କଲରାଜ ମିଶ୍ର । ଶ୍ରୀ ମହାନ୍ତି ହେଉଛନ୍ତି ଓଡିଶା ହାଇକୋର୍ଟର…

ଝାଡଖଣ୍ଡ: ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟ, ୨ ସୁରକ୍ଷାକର୍ମୀ ସହିଦ

ରାଞ୍ଚି: ଝାଡଖଣ୍ଡ ଜିଲ୍ଲାର ରାଞ୍ଚି ଅନ୍ତର୍ଗତ ଦଶମ ଫଲ୍ ନିକଟରେ ସୁରକ୍ଷାବଳ ଓ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳିବିନିମୟରେ ଶୁକ୍ରବାର ଦିନ ୨ ଜଣ ଯବାନ ସହିଦ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି ରାଞ୍ଚିର ବୁନ୍ଦୁ ଓ ନାମକୁମ ମଧ୍ୟରେ ଥିବା ଦଶମ ଫଲ୍ ନିକଟସ୍ଥ ନିଷେଧ ମାଓ ସଙ୍ଗଠନ…

ଆଇଆଇଟି ଗୋଆ ନିର୍ଦ୍ଦେଶକଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାକୁ ବନ୍ଦ କଲା ସିବିଆଇ

ନୂଆଦିଲ୍ଲୀ: ଆଇଆଇଟି ଗୋଆର ନିର୍ଦ୍ଦେଶକ ବିକେ ଶର୍ମାଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାରେ କୌଣସି ପ୍ରମାଣ ସିବିଆଇର ହସ୍ତଗତ ନହେବାରୁ ପ୍ରାୟ ୨ ବର୍ଷ ପରେ ସେ ଏହାକୁ ବନ୍ଦ କରିଛି । ଏହି ମାମଲାର ସବୁଦିଗକୁ ଯାଞ୍ଚ କରିବା ପରେ ଏଜେନ୍ସି ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର ସିବିଆଇ…

ଓଲଟି ପଡିଲା ଡଙ୍ଗା, ନଦୀରେ ବୁଡୁବୁଡୁ ଅଳ୍ପକେ ବର୍ତ୍ତିଲେ ବିଜେପି ନେତା

ପାଟନା: ବିହାରରେ ଦରଧା ନଦୀପାର ହେଉଥିବା ବେଳେ ପାଟଳିପୁତ୍ର ଲୋକସଭା ଆସନର ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାମକ୍ରିପାଲ୍ ଯାଦବଙ୍କ ଡଙ୍ଗା ହଠାତ୍ ଓଲଟି ପଡିବାରୁ ସେ ପାଣିରେ ବୁଡୁବୁଡୁ ଅଳ୍ପକେ ବର୍ତ୍ତିଯାଇଛନ୍ତି । ନଦୀରେ ଡଙ୍ଗାଟି ଅଚାନକ ଓଲଟି ପଡିବାରୁ ସେଠାରେ…

ମୋନାକୋରେ ଉନ୍ମୋଚିତ ହେବ ମହାତ୍ମା ଗାନ୍ଧୀଙ୍କ ଡ଼ାକ ଟିକଟ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ଜୟନ୍ତ୍ରୀ ଅବସରରେ ୟୁରୋପର ଏକ କ୍ଷଦ୍ରତମ ଦେଶ ମୋନାକୋରେ ଡ଼ାକ ଟିକଟ ଅକ୍ଟୋବର ୨ ତାରିଖରେ ଉନ୍ମୋଚିତ ହେବାକୁ ଯାଉଛି । ଗଣମାଧ୍ୟମର ସୂଚନାନୁଯାୟୀ, ଅକ୍ଟୋବର ୨ ତାରିଖରୁ ୪୦,୦୦୦ ଷ୍ଟାମ୍ପ ୨.୧୦ ୟୁରୋରେ ବିକ୍ରି ହେବ ବୋଲି ସୂଚନା…

ଯବାନଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ଆତଙ୍କବାଦୀ

ଜାମ୍ମୁକାଶ୍ମୀରର ଗାନ୍ଦେରବଲ ଅଞ୍ଚଳରେ ଆଜି ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ୨ଜଣ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ ମୃତ ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି । Jammu and…

ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: କେନ୍ଦ୍ରକୁ ୨୮ ଦିନ ମଧ୍ୟରେ ଜବାବ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନେଇ ମାମଲାରେ ମଙ୍ଗଳବାର ଦିନ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । ପାଞ୍ଚ ଜଣ ବିଚାରପତିଙ୍କୁ ନେଇ ଗଠିତ ହୋଇଥିବା ଖଣ୍ଡପୀଠରେ କାଶ୍ମୀରରୁ ଧାରା ୩୭୦ର ଉଚ୍ଛେଦ ସମ୍ପର୍କରେ ଜବାବ ରଖବାକୁ କେନ୍ଦ୍ର ସରକାରଙ୍କୁ ୨୮ ଦିନ ବା ୪ ସପ୍ତାହ ସମୟ…

ବିଧାନସଭା ନିର୍ବାଚନୀ ମେଣ୍ଟ: ବିଜେପି ୧୬୨ ଏବଂ ଶିବସେନା ୧୨୬ଟି ଆସନରେ ଲଢିବେ ନିର୍ବାଚନ

ମୁମ୍ବାଇ: ଆସନ୍ତା ଅକ୍ଟୋବର ୨୧ ତାରିଖରେ ମହାରାଷ୍ଟ୍ରରେ ଅନୁଷ୍ଠିତ ହେଉଛି ବିଧାନସଭା ନିର୍ବାଚନ । ଏହି ପରିପ୍ରେକ୍ଷୀରେ ଶାସନ କ୍ଷମତାରେ ଥିବା ବିଜେପି ଓ ଶିବସେନା ମଧ୍ୟରେ ନିର୍ବାଚନ ଲାଗି ଆସନ ବୁଝାମଣା ହୋଇଛି । ଏହି ଆସନ ବୁଝାମଣା ନେଇ ଗତ କିଛି ସପ୍ତାହ ଧରି ଉଭୟ ଦଳରେ ଅସନ୍ତୋଷ…

ଗୁଜୁରାଟ ଘାଟିରେ ଓଲଟିଲା ବସ୍; ୨୧ ମୃତ

ବନାସକାଣ୍ଠ: ଗୁଜୁରାଟର ବନାସକାଣ୍ଠ ଜିଲ୍ଲା ଅନ୍ତର୍ଗତ ଅମ୍ବାଜି ନିକଟରେ ଥିବା ତ୍ରିଶୂଳିଆ ଘାଟିରୁ ସୋମବାର ଦିନ ଏକ ବସ ତଳକୁ ଖସି ପଡିଛି । ଏହି ଦୁର୍ଘଟଣାରେ ୨୧ ଜଣ ପ୍ରାଣ ହରାଇଥିବା ବେଳେ ପାଖାପାଖି ୩୨ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ, ୧୪ ଜଣ ପୁରୁଷ ଓ ୩ ଜଣ…

ଧାରା ୩୭୦ ଉଚ୍ଛେଦ ବିରୋଧରେ ପିଟିସନ୍: ଆଜିଠୁ ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରରେ ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଏର ହୋଇଥିବା ଏକାଧିକ ପିଟିସନର ଶୁଣାଣି ମଙ୍ଗଳବାର ଦିନଠୁ ଆରମ୍ଭ ହେବ । ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗୋଇ ଜମ୍ମୁ-କାଶ୍ମୀରରେ ମାନବାଧିକାର ଉଲଂଘନ ସମ୍ପର୍କୀତ ମମାଲାକୁ…