Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପି ଚିଦାମ୍ବରମଙ୍କୁ ବୁଧବାର ପର୍ଯ୍ୟନ୍ତ ଗିରଫ କରିପାରିବ ନାହିଁ ଇଡ଼ି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇଏନଏକ୍ସ ମିଡ଼ିଆ ଅର୍ଥ ହେରଫେର ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚାଦାମ୍ବରମଙ୍କୁ ଆଶ୍ୱସ୍ତି ମିଳିପାରିଛି । ଏହି ମାମଲାରେ ଭାରତ ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ଆସନ୍ତା ବୁଧବାର ପର୍ଯ୍ୟନ୍ତ ଗିରଫ କରିପାରିବ ନାହିଁ…

ଏବେ ବକେୟା ପାଣି ବିଲ୍ ଦେବେନି ଦିଲ୍ଲୀବାସୀ: କେଜ୍ରିୱାଲ୍

ନୂଆଦିଲ୍ଲୀ: ଦିଲ୍ଲୀରେ ଶାସନାଧୀନ କେଜିୱାଲ୍ ସରକାର ପୁଣି ଏକ ବଡ ଘୋଷଣା କରିଛନ୍ତି । ପୂର୍ବରୁ ୨୦୦ ୟୁନିଟ୍ ପର୍ଯ୍ୟନ୍ତ ବିଜୁଳି ବ୍ୟବହାର କଲେ ଦିଲ୍ଲୀବାସୀଙ୍କୁ କୌଣସି ଅର୍ଥ ଦେବାକୁ ପଡୁନଥିବା ବେଳେ ଏବେ ବକେୟା ପାଣି ବିଲ୍ ମଧ୍ୟ ଦେବାକୁ ପଡିବ ନାହିଁ । ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ବିଧାନସଭାରେ ଅଶ୍ଳୀଳ ଭିଡ଼ିଓ ଦେଖୁଥିବା ବେଳେ ଧରାପଡ଼ିଲେ କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ: କର୍ଣ୍ଣାଟକରେ ଉପ-ମୁଖ୍ୟମନ୍ତ୍ରୀ ଭାବେ ୩ ଜଣ ବିଧାୟକ ଶପଥ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଉପ-ମୁଖ୍ୟମନ୍ତ୍ରୀ ଲକ୍ଷ୍ମଣ ସବାଡ଼ି ବିଧାନସଭା ଚାଲିଥିବା ବେଳେ ମୋବାଇଲରେ ଅଶ୍ଳୀଳ ଭିଡ଼ିଓ ଦେଖୁଥିବା ଧରାପଡ଼ିଛନ୍ତି ବୋଲି ଏସମ୍ପର୍କରେ ଏନଡ଼ିଟିଭିରେ ଏକ ରିପୋର୍ଟ ପ୍ରକାଶିତ…

ପରମାଣୁ ବୋମାର ଧମକ ଦେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ !

ନୂଆଦିଲ୍ଲୀ: ଫ୍ରାନ୍ସରେ ଅନୁଷ୍ଠିତ ହେଉଥିବା ଜି-୭ ଶିଖର ସମ୍ମିଳନୀରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଡ଼ୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କାଶ୍ମୀରକୁ ନେଇ ଆଲୋଚନା ହୋଇଛି । କାଶ୍ମୀର ମାମଲାରେ ଭାରତ ଓ ପାକିସ୍ତାନ ବ୍ୟତୀତ ଅନ୍ୟ କୌଣସି ତୃତୀୟ ରାଷ୍ଟ୍ର…

ବାମପନ୍ଥୀ ଉଗ୍ରବାଦ ମୁକାବିଲା ପାଇଁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଦେଶରେ ବାମପନ୍ଥୀ ଉଗ୍ରବାଦର ସ୍ଥିତିକୁ ନେଇ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଏକ ସମୀକ୍ଷା ବୈଠକର ଆୟୋଜନ କରିଛନ୍ତି । ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ଶାହ କହିଥିଲେ ଯେ ଗତ କିଛି ଦଶନ୍ଧି ଧରି ବାମପନ୍ଥୀ ଉଗ୍ରବାଦ ଦେଶର ସବୁଠୁ ବଡ଼ ଆଭ୍ୟନ୍ତରୀଣ…

ଫ୍ରାନ୍ସରେ ମୋଦୀଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍, କାଶ୍ମୀର ମାମଲାରେ ମଧ୍ୟସ୍ଥତା ନ’କରିବାକୁ ଦେଲେ…

ବିୟରିଜ୍ (ଫ୍ରାନ୍ସ): ଆରମ୍ଭ ହେଲା ଜି-୭ ଶିଖର ସମ୍ମିଳନୀ । ଫ୍ରାନ୍ସର ବିୟରିଜଠାରେ ଅନୁଷ୍ଠିତ ହେଉଥିବା ଏହି ଶିଖର ସମ୍ମିଳନୀରେ ଭାରତର ଏକରକମ କୁଟନୈତିକ ବିଜୟ ହୋଇଛି କହିଲେ ଅତ୍ୟୁକ୍ତି ହେବନାହିଁ । ଏହି ଶିଖର ସମ୍ମିଳନୀ ବିଶ୍ୱର ଯେଉଁ ୭ଟି ଶକ୍ତିଶାଳୀ ଦେଶଗୁଡ଼ିକୁ ନେଇ ଅନୁଷ୍ଠିତ ହେଉଛି…

ଫ୍ରାନ୍ସରେ ମୋଦୀ, କାଶ୍ମୀର ପ୍ରସଙ୍ଗ ଉପରେ ଟ୍ରମ୍ପଙ୍କ ସହ କରିପାରନ୍ତି ଆଲୋଚନା

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ଫ୍ରାନ୍ସର ବିଏରିଜଠାରେ ପହଞ୍ଚିଛନ୍ତି । ସୁତ୍ରରୁ ପ୍ରକାଶ ଯେ, ସେଠାରେ ମୋଦୀ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରିବେ । କାଶ୍ମୀର ପ୍ରସଙ୍ଗକୁ ପାକିସ୍ତାନ…

ମନ୍ କୀ ବାତ୍: ଗାନ୍ଧୀଜୀଙ୍କ ୧୫୦ ତମ ଜନ୍ମାବର୍ଷିକୀ ଉପଲକ୍ଷେ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ନିମନ୍ତେ…

ନୂଆଦିଲ୍ଲୀ: ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆମ ଦେଶ ଆଜିକାଲି ଗୋଟିଏ ପଟେ ବର୍ଷାର ଆନନ୍ଦ ଉପଭୋଗ କରୁଛି, ତ ଅନ୍ୟପଟେ ଭାରତର କୋଣ ଅନୁକୋଣରେ କୌଣସି ନା କୌଣସି ପ୍ରକାର ଉତ୍ସବ, ମେଳା ଆଦି ଚାଲିଛି ଯାହା ପ୍ରାୟ ଦୀପାବଳୀ ପର‌୍ୟ୍ୟନ୍ତ ଚାଲିବ । ହୁଏତ ଆମ ପୂର୍ବପୁରୁଷମାନେ ଋତୁ ଚକ୍ର,…

ରାଷ୍ଟ୍ରୀୟ ସମ୍ମାନର ସହ ଅରୁଣ ଜେଟଲୀଙ୍କ ଅନ୍ତିମ ସଂସ୍କାର ସଂପନ୍ନ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ପାର୍ଥିବ ଶରୀରର ଅନ୍ତିମ ସଂସ୍କାର ରବିବାର ଦିନ ସଂପନ୍ନ ହୋଇଛି । ନୂଆଦିଲ୍ଲୀର ନିଗମବୋଧ ଘାଟଠାରେ ବହୁ ବିଜେପି ନେତା ତଥା ବରିଷ୍ଠ ରାଜନେତାଙ୍କ ଉପସ୍ଥିତିରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ…

କାହିଁକି ଓକିଲାତି ଛାଡିଥିଲେ ଜେଟଲୀ, ପଢନ୍ତୁ ତାଙ୍କ ସହ ଜଡିତ ୧୦ଟି କଥା

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଦ୍ୱିପ୍ରହର ସମୟରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ବହୁତ୍ କମ୍ ବ୍ୟକ୍ତି ଜାଣିଥିବେ ଯେ, ଏହି ପୂର୍ବତନ ଅର୍ଥମନ୍ତ୍ରୀ ତଥା ରାଜନୈତିଜ୍ଞ ଜଣକ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଭାବେ ମଧ୍ୟ କାର୍ଯ୍ୟରତ…