Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କାହିଁକି ଓକିଲାତି ଛାଡିଥିଲେ ଜେଟଲୀ, ପଢନ୍ତୁ ତାଙ୍କ ସହ ଜଡିତ ୧୦ଟି କଥା

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଦ୍ୱିପ୍ରହର ସମୟରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ବହୁତ୍ କମ୍ ବ୍ୟକ୍ତି ଜାଣିଥିବେ ଯେ, ଏହି ପୂର୍ବତନ ଅର୍ଥମନ୍ତ୍ରୀ ତଥା ରାଜନୈତିଜ୍ଞ ଜଣକ ସୁପ୍ରିମକୋର୍ଟର ଜଣେ ବରିଷ୍ଠ ଆଇନଜୀବୀ ଭାବେ ମଧ୍ୟ କାର୍ଯ୍ୟରତ…

ପଞ୍ଚତତ୍ତ୍ୱରେ ବିଲିନ ହେବ ଜେଟଲୀଙ୍କ ପାର୍ଥିବ ଶରୀର

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କ ଶେଷକୃତ୍ୟ ଆଜି ଅପରାହ୍ନ ପ୍ରାୟ ୨ଟାରେ ନିଗମବୋଧ ଶ୍ମଶାନରେ ସଂପନ୍ନ କରାଯିବ । ଆଜି ସକାଳେ ତାଙ୍କର ପାର୍ଥିବ ଶରୀରକୁ ତାଙ୍କ ବାସଭବନରୁ ବିଜେପି କାର୍ଯ୍ୟାଳୟକୁ ଏକ ଶୋଭାଯାତ୍ରାରେ ଅଣାଯାଇଛି । ସେଠାରେ ଅପରାହ୍ନ ୧ଟା ଯାଏଁ ଜେଟଲୀଙ୍କ…

ଅରୁଣ ଜେଟଲୀଙ୍କ ବାସଭବନରେ ନବୀନଙ୍କ ଅନ୍ତିମ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ତାଙ୍କ ବାସଭବନରେ ଶେଷ ଦର୍ଶନ କରି ଅନ୍ତିମ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତାଙ୍କ ସହିତ ବିଜେଡ଼ି ସାଂସଦ ପିନାକୀ ମିଶ୍ର ରହିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସେଠାରେ…

ଅରୁଣ ଜେଟଲୀଙ୍କ ବିୟୋଗରେ ଶୋକପ୍ରକାଶ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ପୂବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ୍ । ରାଜ୍ୟପାଳ ତାଙ୍କ ଶୋକବାର୍ତ୍ତାରେ ଦୁଃଖ ପ୍ରକାଶ କରି କହିଛନ୍ତି, ଅରୁଣ ଜେଟଲୀ ଥିଲେ ଜଣେ ଉତୁଙ୍ଗ ବ୍ୟକ୍ତିତ୍ୱ । ପୂର୍ବତନ…

ଅରୁଣ ଜେଟଲୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶ୍ରୀ ଅରୁଣ ଜେଟଲୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । Arun Jaitley Ji was a political giant, towering intellectual and legal luminary. He was an…

ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ଦେହାନ୍ତ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅରୁଣ ଜେଟଲୀଙ୍କ ୬୬ ବର୍ଷ ବୟସରେ ଆଜି ମଧ୍ୟାହ୍ନ ୧୨ଟା ୭ ମିନିଟରେ ଦେହାନ୍ତ ହୋଇଛି । ଗତସପ୍ତାହରେ ଶ୍ୱାସକ୍ରିଆରେ ସେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଶ୍ରୀ…

ମୁମ୍ବାଇରେ ଭୁଶୁଡିଲା କୋଠା, ୨ ମୃତ

ମୁମ୍ବାଇ: ମହାରାଷ୍ଟ୍ରର ଭିୱଣ୍ଡିସ୍ଥିତ ଶାନ୍ତିନଗର ଅଞ୍ଚଳରେ ୪ ମହଲା କୋଠା ଭୁଶୁଡିବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ବ୍ୟକ୍ତି ଭଗ୍ନାବଶେଷ ତଳେ ଦବି ରହିଥିବା ନେଇ ଜଣାପଡିଛି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ଏବେ ଅଟୋ ଓ ଗୃହ ଋଣ ହେବ ଶସ୍ତା

ନୂଆଦିଲ୍ଲୀ: ଏବେ ସାରା ବିଶ୍ୱରେ ଦେଖାଦେଇଛି ମାନ୍ଦା ଅବସ୍ଥା । ବିଶ୍ୱବ୍ୟାପୀ ଦେଖା ଦେଇଥିବା ଏହି ମାନ୍ଦା ଅବସ୍ଥାରେ ଯୁକ୍ତରାଷ୍ଟ୍ର ଆମେରିକା, ବ୍ରିଟେନ ଏବଂ ଚୀନ ପରି ଦେଶର ଅର୍ଥନୀତି ମଧ୍ୟ ପ୍ରଭାବିତ ହୋଇଥିବାର ଲକ୍ଷ୍ୟ କରାଯାଇଛି । ଏହି ମାନ୍ଦାବସ୍ଥାକୁ ଦୃଷ୍ଟିରେ ରଖି ଦେଶର…

ଏଣିକି ଟ୍ରେନରେ କମିବ ପ୍ଲାଷ୍ଟିକ ବ୍ୟବହାର

ନୂଆଦିଲ୍ଲୀ : ଟ୍ରେନ ଭିତରେ ପ୍ଲାଷ୍ଟିକ ବ୍ୟବହାରକୁ ନେଇ ଲାଗିବ କଟକଣା । ଥରେ-ମାତ୍ର ବ୍ୟବହାର ହେଉଥିବା ପ୍ଲାଷ୍ଟିକର ବ୍ୟବହାର ଉପରେ ଭାରତୀୟ ରେଳ ପକ୍ଷରୁ ଆସନ୍ତା ଅକ୍ଟୋବର ୨ରୁ କଟକଣା ଲଗାଯିବ ବୋଲି ଭାରତୀୟ ରେଳ ପକ୍ଷରୁ ସୂଚନା ଜାରି ହୋଇଛି । ରେଳବାଇର ସମସ୍ତ ପରିସର ଓ…

ଭାରତୀୟ ଗୁପ୍ତଚର ସଂସ୍ଥା ‘ର’ : କଣ, କାହିଁକି, କେମିତି?

୧୯୭୧ ମସିହା । ପାକିସ୍ତାନର ଏକ ଆତଙ୍କବାଦୀ ଗ୍ରୁପ 'ଅଲଫତେ'କୁ ପାକିସ୍ତାନୀ ସେନା ପ୍ରଶିକ୍ଷଣ ଦେଉଥିଲେ, ଯାହାର ଟାର୍ଗେଟ ଥିଲା ଏକ ଭାରତୀୟ ବିମାନକୁ ଅପହରଣ କରିବା । ଅସଲରେ ସେମାନଙ୍କ ଟାର୍ଗେଟରେ 'ବିମାନ' ନଥିଲା, ଥିଲା ବିମାନ ଉଡାଉଥିବା ପାଇଲଟ । ଏହି ପାଇଲଟ ଅନ୍ୟ କେହି ନଥିଲେ; ଥିଲେ…