Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଅରୁଣ ଜେଟଲୀ ଅସୁସ୍ଥ, ଏମ୍ସ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିÂ ବିଜେପି ନେତା ଅରୁଣ ଜେଟଲୀ ଅସୁସ୍ଥ ହୋଇ ଦିଲ୍ଲୀସ୍ଥିତ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ସେ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ଜେଟଲୀଙ୍କ୍ୁ ହସ୍ପିଟାଲର…

ସ୍ୱାଭାବିକ ଅବସ୍ଥାକୁ ଫେରୁଛି କାଶ୍ମୀର, ଇଣ୍ଟରନେଟ୍ ଓ ଫୋନସେବା ଆଂଶିକ କାର୍ଯ୍ୟକ୍ଷମ

ଶ୍ରୀନଗର: ଦୀର୍ଘ ୫ଦିନ ବ୍ୟାପୀ କଡ଼ା ସୁରକ୍ଷା ବଳୟ ମଧ୍ୟରେ ରହିଥିବା ସମଗ୍ର ଜମ୍ମୁ ଓ କାଶ୍ମୀର ଆଜି କିଛି ମାତ୍ରାରେ ସ୍ୱାଭାବିକ ଅବସ୍ଥାକୁ ଫେରିଛି । ସୁରକ୍ଷାକର୍ମୀଙ୍କ ନଜରରେ ପ୍ରତି ମୂହୁର୍ତ୍ତ କାଶ୍ମୀର ଉପତ୍ୟକା ଗତ କିଛି ଦିନ ଅଣନିଶ୍ୱାସୀ ହୋଇପଡ଼ିଥିବା ବେଳେ ଆଜି ଫୋନ ଏବଂ ଇଣ୍ଟରନେଟ୍…

ଅଯୋଧ୍ୟା ମାମଲା: ସୁପ୍ରିମକୋର୍ଟଙ୍କ ୫ଦିନିଆ ଦୈନିକ ଶୁଣାଣିକୁ ମୁସଲିମ ପକ୍ଷର ବିରୋଧ

ନୂଆଦିଲ୍ଲୀ: ଅଯୋଧ୍ୟାର ବହୁଚର୍ଚ୍ଚିତ ରାମଜନ୍ମଭୂମି-ବାବରୀ ମସଜିଦ ମାମଲାରେ ସୁପ୍ରିମକୋର୍ଟ ଯେଉଁ ୫ ଦିନିଆ ଦୈନିକ ଶୁଣାଣି କରିବାକୁ ନିଷ୍ପତ୍ତି ନେଇଥିଲେ ତାହାକୁ ଶୁକ୍ରବାର ଦିନ ବିରୋଧ କରିଛି ମୁସଲିମ ପକ୍ଷ । ଏହି ମାମଲାକୁ ନେଇ ଆଜି ଗଠିତ ଖଣ୍ଡପୀଠର ଶୁଣାଣି ଚାଲିଥିବା ସମୟରେ ହିଁ…

ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ’ଣ କହିଲେ, ଜାଣନ୍ତୁ

ନୂଆଦିଲ୍ଲୀ: ଜମ୍ମୁ ଓ କାଶ୍ମୀରର ଜନସାଧାରଣ ଯଥାଶିଘ୍ର ସେମାନଙ୍କର ନିର୍ବାଚିତ ପ୍ରତିନିଧୀଙ୍କୁ ପାଇପାରିବେ ବୋଲି ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଜାତି ଉଦ୍ଦେଶ୍ୟରେ ସ୍ୱତନ୍ତ୍ର ଭାବେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଏବେ ଧାରା ୩୭୦ ହଟିଯିବା ପରେ…

ୱାଘା ବର୍ଡରରେ ସମଝୌତା ଏକ୍ସପ୍ରେସକୁ ରୋକିଲା ପାକିସ୍ତାନ

ନୂଆଦିଲ୍ଲୀ: ଭାରତ ଓ ପାକିସ୍ତାନ ମଧ୍ୟରେ ରେଳପଥରେ ସମ୍ପର୍କ ଯୋଡୁଥିବା ଏକମାତ୍ର ଟ୍ରେନ୍ ସମଝୌତା ଏକ୍ସପ୍ରେସ ଚଳାଚଳକୁ ଗୁରୁବାର ଦିନ ରଦ୍ଦ କରିଛନ୍ତି ପାକିସ୍ତାନ ସରକାର । ଏନେଇ ଘୋଷଣା କରିଛନ୍ତି ପାକିସ୍ତାନ ରେଳ ମନ୍ତ୍ରୀ ଶେଖ୍ ରସିଦ୍ ମହମ୍ମଦ୍ । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ…

ବାୟୁସେନାର ୱିଙ୍ଗ୍ କମାଣ୍ଡର ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର !

ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ୱିଙ୍ଗ୍ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ‘ବୀର ଚକ୍ର’ ସମ୍ମାନରେ ସମ୍ମାନିତ କରାଯାଇପାରେ । ଗଣମାଧ୍ୟମରେ ପ୍ରକାଶିତ ରିର୍ପୋଟ ଅନୁଯାୟୀ ଚଳିତଥର ଏୟାର ଷ୍ଟ୍ରାଇକରେ ସାମିଲ ହୋଇଥିବା ମିରାଜ-୨୦୦୦ର ୫ ଜଣ ପାଇଲଟଙ୍କୁ ବାୟୁସେନା ପଦକରେ ସମ୍ମାନିତ କରାଯିବ…

ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କୁ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସ ଭବନରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାରତୀୟ ରାଜନୀତିରେ ଏକ ଯଶସ୍ୱୀ…

ଭାରତୀୟ ରାଷ୍ଟ୍ର୍ରଦୂତ ଅଜୟ ବିସାରିଆଙ୍କୁ ବହିଷ୍କାର କଲା ପାକିସ୍ତାନ

ଇସଲାମାବାଦ: ଜମ୍ମୁ ଓ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପ୍ରସଙ୍ଗ ନେଇ ପାକିସ୍ତାନ ଭାରତ ଉପରେ ପ୍ରତିଶୋଧାତ୍ମକ ପନ୍ଥା ଅବଲମ୍ବନ କରୁଛି । ଭାରତ ସହିତ କୂଟନୈତିକ ସମ୍ପର୍କ ଛିନ୍ନ କରିଛି ପାକିସ୍ତାନ । Pak downgrades diplomatic relations with India, suspends bilateral trade…

ସୁଷମା ସ୍ୱରାଜଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କର ମଙ୍ଗଳବାର ରାତିରେ ହୃଦଘାତରେ ଦେହାନ୍ତ ଘଟିଛି । ଯାହା ଫଳରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି । https://twitter.com/Naveen_Odisha/status/1158920783961309184?s=08…

ବରିଷ୍ଠ ବିଜେପି ନେତ୍ରୀ ସୁଷମା ସ୍ୱରାଜଙ୍କ ଦେହାନ୍ତ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ୱରାଜଙ୍କ ନୂଆଦିଲ୍ଲୀସ୍ଥିତ ଏମ୍ସରେ ୬୭ ବର୍ଷ ବୟସରେ ପରଲୋକ ହୋଇଯାଇଛି । PM Modi: A glorious chapter in Indian politics comes to an end. India grieves the demise of…