Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପାକିସ୍ତାନ ସେନାର ବିମାନ ଦୁର୍ଘଟଣାଗ୍ରସ୍ତ, ୧୨ରୁ ଅଧିକ ମୃତ

ରାୱଲପିଣ୍ଡି: ପାକିସ୍ତାନର ରାୱଲପିଣ୍ଡିଠାରେ ମଙ୍ଗଳବାର ଦିନ ପାକିସ୍ତାନ ସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଦୁର୍ଘଟଣା ଫଳରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବା ନେଇ ଆଶଙ୍କା କରାଯାଉଛି । ମୃତକଙ୍କ ମଧ୍ୟରେ ୫ ଜଣ ଯବାନ ରହିଥିବା ନେଇ…

ଭାରତରେ ବାଘ ସଂଖ୍ୟା ବୃଦ୍ଧି ପାଇ ୨୯୬୭ରେ ପହଞ୍ଚିଲା

ନୂଆଦିଲ୍ଲୀ: ଆଜି ବିଶ୍ୱ ବ୍ୟାଘ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଲୋକ କଲ୍ୟାଣ ମାର୍ଗଠାରେ ସର୍ବଭାରତୀୟ ବାଘ ଗଣନା-୨୦୧୮ର ଚତୁର୍ଥ ଚକ୍ର ଫଳାଫଳ ଉନ୍ମୋଚନ କରିଛନ୍ତି । ଏହି ସର୍ବେକ୍ଷଣ ଅନୁଯାୟୀ ୨୦୧୮ରେ ଭାରତରେ ବାଘ ସଂଖ୍ୟା ବୃଦ୍ଧି ପାଇ ୨୯୬୭ରେ ପହଞ୍ଚିଛି…

କର୍ଣ୍ଣାଟକରେ ଆସ୍ଥାଭୋଟ୍ ଜିଣିଲେ ୟେଦ୍ଦୁରପ୍ପା

ବେଙ୍ଗାଲୁରୁ: କର୍ଣ୍ଣାଟକ ବିଧାନସଭାରେ ସୋମବାର ଦିନ ବିଜେପିର ୟେଦ୍ଦୁରପ୍ପା ସରକାର ଆସ୍ଥାଭୋଟରେ ବିଜୟ ହୋଇଛନ୍ତି । ଫଳରେ ଅନେକ ଦିନଧରି ଲାଗିରହିଥିବା ରାଜନୈତିକ କ୍ଷମତା ଲଢେଇର ପରିସମାପ୍ତି ଘଟିଛି । ବିଧାନସଭାରେ ୟେଦ୍ଦୁରପ୍ପା ସରକାର ଆଜି ଶକ୍ତି ପରୀକ୍ଷାରେ ବହୁମତ ହାସଲ କରିଛନ୍ତି ।…

କର୍ଣ୍ଣାଟକରେ ଆଜି ୟେଦ୍ଦୁରପ୍ପା ସରକାରଙ୍କ ଶକ୍ତିପରୀକ୍ଷା

ବେଙ୍ଗାଲୁରୁ: କର୍ଣ୍ଣାଟକରେ ନବଗଠିତ ୟେଦ୍ଦୁରପ୍ପା ସରକାର ସୋମବାର ଦିନ ବିଧାନସଭାରେ ବହୁମତ ସାବ୍ୟସ୍ତ କରିବେ । ବିଧାନସଭାରେ ସୋମବାର ଦିନ ସରକାର ଶକ୍ତି ପରୀକ୍ଷା ଦେବାକୁ ଥିବାବେଳେ ଏଥିଲାଗି ୟେଦ୍ଦୁରପ୍ପା ଶତ ପ୍ରତିଶତ ପ୍ରସ୍ତୁତ ଥିବା କହିଛନ୍ତି । ଗଣମାଧ୍ୟମରେ ପ୍ରକାଶିତ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ଦେହାନ୍ତ

ହାଇଦ୍ରାବାଦ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଲ ରେଡ୍ଡୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଦିନ ହାଇଦ୍ରାବାଦରେ ଦେହାନ୍ତ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟନୁଯାୟୀ ସେ ଦୀର୍ଘ ଦିନ ଧରି…

କର୍ଣ୍ଣାଟକରେ ଅଯୋଗ୍ୟ ଘୋଷିତ ହେଲେ ୧୪ ବିଦ୍ରୋହୀ ବିଧାୟକ

ବେଙ୍ଗାଲୁରୁ: କର୍ଣ୍ଣାଟକରେ କଂଗ୍ରେସ-ଜେଡିଏସ୍ ମେଣ୍ଟର କୁମାରସ୍ୱାମୀ ସରକାର କ୍ଷମତାଚ୍ୟୁତ ହେବାପରେ ପରେ ରବିବାର ଦିନ ବାଚସ୍ପତି କେଆର ରମେଶ କୁମାର ୧୪ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି । ଅଯୋଗ୍ୟ ଘୋଷିତ ହୋଇଥିବା ବିଧାୟକମାନଙ୍କ ମଧ୍ୟରେ ଜେଡିଏସର ୩ ଏବଂ କଂଗ୍ରେସର…

ବୈଦ୍ୟୁତିକ ଯାନ ଉପରୁ ଜିଏସଟି ହାର ୧୨ରୁ ୫ ପ୍ରତିଶତକୁ ହ୍ରାସ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୩୬ତମ ଜିଏସଟି ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଅର୍ଥ ଓ କର୍ପୋରେଟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ  ଅନୁରାଗ ଠାକୁରଙ୍କ ବ୍ୟତୀତ ରାଜସ୍ୱ ସଚିବ …

ପ୍ରବଳ ବର୍ଷା ଯୋଗୁଁ ପାଣିରେ ବୁଡିଲା ରେଳଟ୍ରାକ୍, ଟ୍ରେନ୍ ଭିତରେ ଫସିରହିଛନ୍ତି ୨୦୦୦ରୁ ଅଧିକ ଯାତ୍ରୀ

ମୁମ୍ବାଇ: ମୁମ୍ବାଇରେ ଲାଗି ରହିଥିବା ପ୍ରବଳ ବର୍ଷା ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହେଉଥିବା ବେଳେ ଅନେକ ବିମାନ ଯାତ୍ରା ବାତିଲ ହେବାସହ ଟ୍ରେନ୍ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି । ତେବେ ଏହି ଲଗାଣ ବର୍ଷା ଯୋଗୁଁ ବଦଲାପୁର ଓ ବଙ୍ଗାନୀ ଷ୍ଟେସନ ମଧ୍ୟରେ ଥିବା ରେଳ ଲାଇନରେ ପାଣି ଜମି…

ୟେଦିୟୁରାପ୍ପା ଚତୁର୍ଥଥର ଲାଗି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ

ବେଙ୍ଗାଲୁରୁ: ବରିଷ୍ଠ ବିଜେପି ନେତା ବି ଏସ୍ ୟେଦିୟୁରାପ୍ପା ଚତୁର୍ଥଥର ଲାଗି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବେଙ୍ଗାଲୁରୁସ୍ଥିତ ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟପାଳ ବଜୁଭାଇ ବାଲ୍ଲା ୟେଦିୟୁରାପ୍ପାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି…

ଆଜି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ୟେଦିୟୁରାପ୍ପା

ବେଙ୍ଗାଲୁରୁ: କିଛିଦିନ ଧରି କର୍ଣ୍ଣାଟକରେ ଚାଲିଥିବା ରାଜନୈତିକ ସଙ୍କଟର ପରିସମାପ୍ତି ହେବାକୁ ଯାଉଛି, ବରିଷ୍ଠ ବିଜେପି ନେତା ବି ଏସ ୟେଦିୟୁରାପ୍ପା ଶୁକ୍ରବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ବୋଲି ଗଣମାଧ୍ୟମ ରିପୋର୍ଟରୁ ସୂଚନା ମିଳିଛି । ଗଣମାଧ୍ୟମର ସୂଚନା…