Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

‘କାରଗିଲ୍ ବିଜୟ ଦିବସ’: ଆଜି ଭାରତ ଆଗରେ ମୁଣ୍ଡ ନୁଆଁଇଥିଲା ପାକିସ୍ତାନ

ଭୁବନେଶ୍ୱର: ଆଜି ହେଉଛି ‘କାରଗିଲ୍ ବିଜୟ ଦିବସ’ । ୧୯୯୯ ମସିହା ଜୁଲାଇ ମାସ ୨୬ ତାରିଖରେ ଭାରତୀୟ ସେନାର ‘ଅପରେସନ ବିଜୟ’ ଅଭିଯାନ ସଫଳ ହେବାସହ ପାକିସ୍ତାନୀ ଅନୁପ୍ରବେଶକାରୀ ମାନେ ଦଖଲ କରିଥିବା ସମସ୍ତ ଘାଟି ହରାଇଥିଲେ । ପାକିସ୍ତାନ ବିପକ୍ଷରେ ବୀରତ୍ୱର ସହ ଯୁଦ୍ଧ କରି ବିଜୟ…

ବିରୋଧୀ ଦଳଙ୍କ ବିରୋଧ ସତ୍ୱେ ‘ତିନି ତଲାକ୍’ ବିଲ୍ ଲୋକସଭାରେ ପାରିତ ହେଲା

ନୂଆଦିଲ୍ଲୀ: ମୁସଲିମ ମହିଳାଙ୍କ ବୈବାହିକ ଅଧିକାର ସୁରକ୍ଷା ସମ୍ପର୍କୀତ ‘ତିନି ତଲାକ୍’ ବିଲ୍ ଲୋକସଭାରେ ପାସ୍ ହୋଇଛି । ଗୁରୁବାର ଦିନ ଲୋକସଭାରେ ବିରୋଧୀ ଦଳଙ୍କ ପ୍ରବଳ ହଟ୍ଟଗୋଳ ସହିତ ଏହି ବିଲଟିକୁ ବିରୋଧ କରାଯାଇଥିଲା । ଏହା  ସତ୍ୱେ ବିଲ୍ ଟି ଗୃହରେ ପାରିତ ହୋଇଛି । ଏହି ‘ତିନି…

ସଂସଦରେ ଗୃହିତ ହେଲା ଆରଟିଆଇ ସଂଶୋଧନ ବିଲ୍

ନୂଆଦିଲ୍ଲୀ: ନିକଟରେ ଲୋକସଭାରେ ଗୃହୀତ ହେବା ପରେ ସୂଚନା ଅଧିକାର ଆଇନ(ଆରଟିଆଇ) ସଂଶୋଧନ ବିଲ, ୨୦୧୯ ଆଜି ରାଜ୍ୟ ସଭାର ଅନୁମୋଦନ ଲାଭ କରିଛି ।  ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ କହିଥିଲେ ଯେ ଆରଟିଆଇ ଆଇନର ସ୍ୱାଧୀନତା ଉପରେ ଉପରେ ଅଙ୍କୁଶ ଲଗାଇବାର କୌଣସି ଉଦ୍ଦେଶ୍ୟ…

ଲୋକସଭାରେ ଆଜି ପୁଣି ଆଗତ ହେବ ‘ତ୍ରିପଲ ତଲାକ’ ବିଲ୍

ନୂଆଦିଲ୍ଲୀ : ଲୋକସଭାରେ ଗୁରୁବାର ଦିନ ମୋଦି ସରକାରଙ୍କ ପକ୍ଷରୁ ‘ତ୍ରିପଲ ତଲାକ’ ବିଲ୍ ଆଗତ ହେବାନେଇ ସମ୍ଭାବନା ରହିଛି । ଗୃହରେ ଆଜି ବିଧେୟକ ଉପରେ ଆଲୋଚନା ହେବା ପରେ ଏହି ତିନି ତଲାକ ବିଲ୍ ପାସ୍ ହୋଇପାରେ । ପ୍ରାପ୍ତ ସୂଚନାନୁଯାୟୀ ଏଥିପାଇଁ ବିଜେପି ନିଜର ସମସ୍ତ ସାଂସଦଙ୍କୁ ହ୍ୱିପ୍…

ପୁଣି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ହେବେ ୟେଦ୍ଦୁରପ୍ପା !

ବେଙ୍ଗାଲୁରୁ: ପରିଶେଷରେ କର୍ଣ୍ଣାଟକରେ ଜାରି ରହିଥିବା ରାଜନୈତିକ ଅସ୍ଥିରତାରେ ଯବନିକା ପଡିଛି । ବିଧାନସଭାରେ ଗତକାଲି ଅନୁଷ୍ଠିତ ହୋଇଥିବା ଆସ୍ଥା ଭୋଟରେ କଂଗ୍ରେସ-ଜେଡିଏସ୍ ନେତୃତ୍ୱାଧୀନ କୁମାରସ୍ୱାମୀ ସରକାରଙ୍କ ପତ୍ତନ ଘଟିଛି । ଆସ୍ଥା ଭୋଟରେ ପରାଜିତ ହେବା ପରେ କୁମାରସ୍ୱାମୀ…

କର୍ଣ୍ଣାଟକରେ ଭାଙ୍ଗିଲା ସରକାର, ଇସ୍ତଫା ଦେଲେ କୁମାରସ୍ୱାମୀ

କର୍ଣ୍ଣାଟକ: କର୍ଣ୍ଣାଟକରେ ଅନେକ ଦିନ ଧରି ଜାରି ରହିଥିବା ରାଜନୈତିକ ନାଟକରେ ମଙ୍ଗଳବାର ଦିନ ଯବନିକା ପଡିଛି । ଗତ ଗୁରୁବାରରୁ ଅନିଶ୍ଚିତତା ଭିତରରେ ଥିବା କୁମାରସ୍ୱାମୀଙ୍କ ସରକାର ଶକ୍ତି ପରୀକ୍ଷାରେ ଏକ ପ୍ରକାରର ବିଫଳ ହୋଇଛି । ସୂଚନା ଅନୁଯାୟୀ ଆଜି ବିଧାନସଭାରେ ହୋଇଥିବା ଆସ୍ଥା…

‘ଇସ୍ରୋ’କୁ ଶୁଭେଚ୍ଛା ଜଣାଇ ଟ୍ରୋଲ ହେଲା ‘ନାସା’

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ) କୁ ଶୁଭେଚ୍ଛା ଜଣାଇଛି ବିଶ୍ୱର ସର୍ବବୃହତ୍ତ ସ୍ପେସ ଏଜେନ୍ସି 'ନାସା' । 'ଇସ୍ରୋ' ଦ୍ୱାରା ସୋମବାର ଦିନ ଲଞ୍ଚ କରାଯାଇଥିବା ଚନ୍ଦ୍ରଯାନ-୨ର ସଫଳ ଉତକ୍ଷେପଣ ପରେ 'ନାସା' ଟ୍ୱିଟ କରି 'ଇସ୍ରୋ'କୁ ଶୁଭେଚ୍ଛା ଜଣାଇଛି । 'ନାସା'…

ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହେବେ ବୋରିସ ଜନସନ

ଭୁବନେଶ୍ୱର: ବୋରିସ ଜନସନ ହେବେ ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ । ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ମେଙ୍କ ସ୍ଥାନରେ ସେ ଏହି ଭାର ସମ୍ଭାଳିବେ। କନଜରଭେଟିଭ ପାର୍ଟି ତରଫରୁ ହୋଇଥିବା ଭୋଟରେ ବୋରିସି ନିଜ ପ୍ରତିଦ୍ୱନ୍ଦୀ ତଥା ବ୍ରିଟେନର ପୂର୍ବତନ ବୈଦେଶିକ ସଚିବ ଜେରେମୀ ହଣ୍ଟଙ୍କୁ…

କର୍ଣ୍ଣାଟକ ସଙ୍କଟ: ଆଜି ସନ୍ଧ୍ୟା ସୁଦ୍ଧା ବିଧାନସଭାରେ ହେବ ଆସ୍ଥା ଭୋଟ୍

ବେଙ୍ଗାଲୁରୁ: କର୍ଣ୍ଣାଟକରେ ରାଜନୈତିକ ଅସ୍ଥିରତା ଜାରି ରହିଥିବାବେଳେ ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା କଂଗ୍ରେସ-ଜେଡିଏସ୍ ମେଣ୍ଟ୍ ସରକାର ଆସ୍ଥା ଭୋଟର ସମ୍ମୁଖୀନ ହେବାକୁ ଯାଉଛନ୍ତି । ଏଚ.ଡି କୁମାରସ୍ୱାମୀଙ୍କ ସରକାରକୁ ଆଜି ସନ୍ଧ୍ୟା ସୁଦ୍ଧା ନିଜର ଶକ୍ତି ପରୀକ୍ଷା ତଥା…

ଇତିହାସ ରଚିଲେ ଭାରତୀୟ ବୈଜ୍ଞାନିକ, ଚନ୍ଦ୍ରଯାନ-୨ର ସଫଳ ଉତକ୍ଷେପଣ

ଶ୍ରୀହରିକୋଟା: ବହୁ ପ୍ରତିକ୍ଷିତ ‘ଚନ୍ଦ୍ରଯାନ-୨’ର ସଫଳ ଉତକ୍ଷେପଣ ପରେ ଭାରତୀୟ ମହାକାଶ ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡି ହୋଇଯାଇଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଜୁଲାଇ ୨୨ ତାରିଖ (ସୋମବାର) ଅପରାହ୍ନ ୨ଟା ୪୩ ମିନିଟ ସମୟରେ ସଫଳତାର ସହ…