Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

କେନ୍ଦ୍ରୀୟ ବଜେଟ୍: ବଢିଲା ପେଟ୍ରୋଲ୍, ଡିଜେଲ୍ ଓ ସୁନା ଦର

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଶୁକ୍ରବାର ଦିନ ପୁର୍ଣ୍ଣାଙ୍ଗ ବଜେଟ୍ ଆଗତ କରିଛନ୍ତି । ଏହି ପରିପ୍ରେକ୍ଷୀରେ ପେଟ୍ରୋଲ୍, ଡିଜେଲ୍ ଓ ସୁନାଗହଣାର ମୂଲ୍ୟ ବୃଦ୍ଧି ପାଇଛି । ଚଳିତ ବଜେଟରେ ପେଟ୍ରୋଲ ଓ ଡିଜେଲ୍ ପ୍ରତି ଲିଟର ପିଛା ଅତିରିକ୍ତ ୧ ଟଙ୍କାର ଏକ୍ସାଇଜ୍…

କେନ୍ଦ୍ରୀୟ ବଜେଟ୍: ବ୍ରିଫକେସ୍ ବଦଳରେ ଅର୍ଥମନ୍ତ୍ରୀଙ୍କ ବହି-ଖାତା, ୩ କୋଟି ଉଠାଦୋକାନୀଙ୍କୁ ମିଳିବ ପେନସନ୍

ନୂଆଦିଲ୍ଲୀ : ଲୋକସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଶୁକ୍ରବାର ଦିନ ପୂର୍ଣ୍ଣାଙ୍ଗ ବଜେଟ୍ ଆଗତ କରିଛନ୍ତି । ସବୁଥର ଅର୍ଥମନ୍ତ୍ରୀମାନେ ବ୍ରିଫକେସରେ ବଜେଟ୍ ଉପସ୍ଥାପନା କରୁଥିବାବେଳେ ଚଳିତ ଥର ଏହି ମହିଳା ଅର୍ଥମନ୍ତ୍ରୀ ବହି-ଖାତାରେ ବଜେଟ୍ ଉପସ୍ଥାପନା କରିଛନ୍ତି । ଉକ୍ତ…

କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ ହେଲା ସଂସଦରେ ବଜେଟ୍ ଉପସ୍ଥାପନ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୯-୨୦ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ଆରମ୍ଭ କରିଛନ୍ତି । ଆଜି ଲୋକସଭାରେ ଦିନ ଠିକ୍ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ଣ୍ଣାଙ୍ଗ ବଜେଟ ଲାଗି ତାଙ୍କର ଅଭିଭାଷଣ ଆରମ୍ଭ କରିଛନ୍ତି ।…

ଆଜି ସଂସଦରେ କେନ୍ଦ୍ର ବଜେଟ୍ ଉପସ୍ଥାପନ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୯-୨୦ ଆର୍ôଥକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି । ଆଜି ଲୋକସଭାରେ ଦିନ ୧୧ଟାରୁ ୧୨ ମଧ୍ୟରେ ଉପସ୍ଥାପନ କରାଯିବା ନେଇ ସୂଚନା ମିଳିଛି । #WATCH Delhi: Finance Minister Nirmala Sitharaman…

ମୁମ୍ବାଇରେ ‘ଜୟ ଜଗନ୍ନାଥ’ ଧ୍ୱନୀ ସହ ଗଡ଼ିଲା ରଥ…

ମୁମ୍ବାଇ: ମୁମ୍ବାଇରେ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନାଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରୁ ଶ୍ରୀଜିଉଙ୍କ ରଥ ବାହାରି ସେକ୍ଟର ୧୨ସ୍ଥିତ ଶିବ ମନ୍ଦିର ନିକଟ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ହୋଇଥିଲା । ଜୟ ଜଗନ୍ନାଥ ଲୋକ ତରଣ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଏହି…

‘ରଥଯାତ୍ରା’ ଅବସରରେ ଶୁଭେଚ୍ଛା ଜଣାଇଲେ ନବୀନ, ମୋଦୀ ଓ ରାଷ୍ଟ୍ରପତି କୋବିନ୍ଦ

ଭୁବନେଶ୍ୱର : ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ‘ରଥଯାତ୍ରା’ । ଏହି ଅବସରରେ ସାରା ରାଜ୍ୟରେ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଥିବାବେଳେ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ । ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ…

ଚାଷୀଙ୍କ ଲାଗି ଖୁସି ଖବର, ଧାନ ସମେତ ୧୪ଟି ଶସ୍ୟ ଉପରେ ବୃଦ୍ଧି ହେଲା ଏମଏସପି

ନୂଆଦିଲ୍ଲୀ: ବାର୍ଷିକ ବଜେଟ ଉପସ୍ଥାପନ କରିବା ପୂର୍ବରୁ କେନ୍ଦ୍ରସରକାର କୃଷକମାନଙ୍କୁ ଦେଇଛନ୍ତି ବଡ଼ ଉପହାର । କେନ୍ଦ୍ର କ୍ୟାବିନେଟରେ ଖରିଫ  ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି କେନ୍ଦ୍ରର ମୋଦୀ ସରକାର । କେନ୍ଦ୍ର ସରକାର ବୁଧବାର ଦିନ କେନ୍ଦ୍ର କ୍ୟାବିନେଟର ଏକ ବୈଠକରେ…

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ: କଂଗ୍ରେସର ଅଧ୍ୟକ୍ଷ ପଦରୁ ବିଧିବଦ୍ଧ ଭାବେ ରାହୁଲ ଗାନ୍ଧି ବୁଧବାର ଦିନ ଇସ୍ତଫା ଦେଇଛନ୍ତି । କିଛି ଦିନ ପୂର୍ବରୁ ଅନୁଷ୍ଠିତ ସାଧାରଣ ନିର୍ବାଚନରେ କଂଗ୍ରେସ ପରାଜୟରେ ଦୋଷକୁ ନିଜକୁ ଦାୟୀ କରି ରାହୁଲ ଇସ୍ତଫା ଦେଇଥିବା ଜଣାପଡିଛି । ରାହୁଲ ଗାନ୍ଧି କଂଗ୍ରେସ ଅଧ୍ୟକ୍ଷ ପଦରୁ…

ଦିଲ୍ଲୀ ଗୋଷ୍ଠୀ ସଂଘର୍ଷ ଘଟଣା: ଓଡିଆ ଆଇପିଏସ୍ ଅଧିକାରୀଙ୍କୁ ଅମିତ ଶାହଙ୍କ ସମନ୍

ନୂଆଦିଲ୍ଲୀ : ଗତ ଜୁନ୍ ୩୦ ତାରିଖରେ ଦିଲ୍ଲୀର ହଜ କାଉଜ ଅଞ୍ଚଳରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ବୁଧବାର ଦିନ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓଡିଆ ଆଇପିଏସ୍ ଅଫିସର ତଥା ଦିଲ୍ଲୀ ପୋଲିସ କମିଶନର ଅମୂଲ୍ୟ ପଟ୍ଟନାୟକଙ୍କୁ ଭତ୍ସନା କରିଛନ୍ତି । ଏଥିସହିତ କେନ୍ଦ୍ରମନ୍ତ୍ରୀ…

କଲିକତା ଇସ୍କନ ରଥଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ନୁରସତ ଜାହାନ

କଲିକତା: ଜଣାଶୁଣା ଅଭିନେତ୍ରୀ ତଥା ତୃଣମୂଳ କଂଗ୍ରେସର ନବନିର୍ବାଚିତା ସାଂସଦ ନୁରସତ ଜାହାନ କଲିକତା ଇସ୍କନ ପକ୍ଷରୁ ଆୟୋଜିତ ଭଗବାନ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାରେ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରିତ ହୋଇଛନ୍ତି । ନିମନ୍ତ୍ରଣ ରକ୍ଷାକରି ଆସିଥବାରୁ ଈସ୍କନର ମୁଖପାତ୍ର ଶ୍ରୀ…