Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜାପାନରେ ମୋଦୀ, ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ

ନୂଆଦିଲ୍ଲୀ : ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଜାପାନରେ ପହଞ୍ଚିଛନ୍ତି । ଜାପାନର ଓସାକା ବିମାନବନ୍ଦରରେ ମୋଦୀ ପହଞ୍ଚିବା ପରେ ତାଙ୍କୁ ସେଠାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିବା ନେଇ ଜଣାପଡିଛି । ମିଳିଥିବା…

ବିନା ସବସିଡିରେ ହଜ ଯାତ୍ରା କରିବେ ୨ ଲକ୍ଷ ଭାରତୀୟ

ଭୁବନେଶ୍ୱର : ଚଳିତ ବର୍ଷ ବିନା ସବସିଡିରେ ପ୍ରଥମ ଥର ପାଇଁ ୨ ଲକ୍ଷ ଭାରତୀୟ ମୁସଲମାନ ହଜ ଯାତ୍ରା କରିବେ । ନୂଆଦିଲ୍ଲୀଠାରେ ଆଜି ଅନୁଷ୍ଠିତ ହୋଇଥିବା ହଜ ୨୦୧୯ ପ୍ରତିନିଧିମାନଙ୍କ ଏକ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କେନ୍ଦ୍ର ସଂଖ୍ୟାଲଘୁ ମନ୍ତ୍ରୀ ମୁଖତାର ଅବାସ ନକଭି ଏନେଇ…

ଏନସେଫାଲିଟିସ୍ ସହ ଲିଚୁର ସମ୍ପର୍କ ନାହିଁ: ବିଶେଷଜ୍ଞ

ବିହାର: ବିହାରରେ ଦିନକୁ ଦିନ ଶିଶୁ ମୃତ୍ୟୁ ବଢୁଥିବା ବେଳେ ଏହି ଘଟଣା ଏବେ ନୂଆ ମୋଡ ନେଇଛି । ପିଲାଙ୍କର ଏହି ଅକାଳ ମୃତ୍ୟୁକୁ ନେଇ ଲିଚୁକୁ ଦାୟୀ କରାଯାଉଥିଲା ବେଳେ ଏହା ସହ ଲିଚୁର କୌଣସି ସମ୍ପର୍କ ନଥିବା ନ୍ୟାସନାଲ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଡ. ବିଶାଳନାଥ ସ୍ପଷ୍ଟ କରିଛନ୍ତି ।…

ଝାଡ଼ଖଣ୍ଡ ଯୁବକଙ୍କ ମୃତ୍ୟୁ ଘଟଣାରେ ୫ ଗିରଫ, ସହ ୨ପୋଲିସ୍ କର୍ମଚାରୀ ନିଲମ୍ବିତ

ଝାଡ଼ଖଣ୍ଡ: ସଂଘବଦ୍ଧ ହୋଇ ଏକ ମୁସଲିମ ଯୁବକଙ୍କୁ ପିଟିପିଟି ମାରିଦେବା ଘଟଣାରେ ଝାରଖଣ୍ଡ ପୋଲିସ ଆଜି ୫ ଜଣଙ୍କୁ ଗିରଫ କରିବା ସହ ଦୁଇ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି । ନିଲମ୍ବିତ ଦୁଇ କର୍ମଚାରୀ ହେଲେ ଚନ୍ଦ୍ରମୋହନ ଓ ବିପିନ ବିହାରୀ । ପରିବାର ଲୋକଙ୍କ କହିବାନୁଯାୟୀ, ଶାମସ…

ଅଖିଳେଶ-ମାୟାବତୀଙ୍କ ଏସପି-ବିଏସପି ମେଣ୍ଟ ଭାଙ୍ଗିଲା

ନୂଆଦିଲ୍ଲୀ: ବହୁଜନ ସମାଜବାଦୀ ପାର୍ଟି ନେତ୍ରୀ ମାୟାବତୀ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟି ସହ କରିଥିବା ମେଣ୍ଟର ପୂର୍ଣ୍ଣଚ୍ଛେଦ ଟାଣିଥିବା ଖବର ଏନଡ଼ିଟିଭିରେ ପ୍ରକାଶିତ ହୋଇଛି । ଏବେଠାରୁ ସମାଜବାଦୀ ପାର୍ଟି ସହିତ ମେଣ୍ଟ ଚ୍ଛିନ୍ନ କରି ଆଗାମୀ ବିଧାନସଭା ନିର୍ବାଚନ ଏକାକୀ ବିଏସପି…

ସୋପିଆନରେ ସେନା ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ରବିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୪ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ୍ ଜିଲ୍ଲାର କିଗମ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ…

ଜନ୍ମଦିନରେ ମୁଗାମ୍ବୋଙ୍କୁ ସମ୍ମାନ ଜଣାଇଲା ଗୁଗୁଲ୍

ମୁମ୍ବାଇ: ପ୍ରଖାତ୍ୟ ବଲିଉଡ ଅଭିନେତା ସ୍ୱର୍ଗତ ଅମରେଶ ପୁରୀଙ୍କ ଆଜି ହେଉଛି ୮୭ତମ ଜନ୍ମଦିବସ । ଏହି ବଲିଉଡ ଆକ୍ଟରଙ୍କ ସମ୍ମାନ ଉଦ୍ଦେଶରେ ସର୍ଚ୍ଚ ଇଞ୍ଜିନ ଗୁଗୁଲ୍ ନିଜ ହୋମ୍ ପେଜରେ ତାଙ୍କ ଫଟୋକୁ ରଖିଛି । ମାହାନ କଳାକାର ଅମରେଶ ପୁରୀ ଥିଲେ ହିନ୍ଦୀ ସିନେମାର ଜଣେ ପ୍ରତିଷ୍ଠିତ ଖଳନାୟକ…

ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଜିଏସଟି ପରିଷଦର ୩୫ତମ ବୈଠକ ଅନୁଷ୍ଠିତ

ନୂଆଦିଲ୍ଲୀ: ବସ୍ତୁ ଓ ସେବା କର (ଜିଏସଟି) ପରିଷଦର ୩୫ତମ ବୈଠକ କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ନୂତନ ସରକାର ଶପଥ ଗ୍ରହଣ କରିବା ପରେ ଏହା ହେଉଛି ପରିଷଦର ପ୍ରଥମ ବୈଠକ । ଏହି ବୈଠକରେ କେନ୍ଦ୍ର ଅର୍ଥ ଏବଂ…

ପ୍ରେରଣା ସାଜିଲେ ଯବାନ, -୨୦ ଡିଗ୍ରୀରେ କରିଲେ ଯୋଗ

ନୂଆଦିଲ୍ଲୀ: ଆଜି ସାରା ବିଶ୍ୱ ପାଳନ କରୁଛି ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ । ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ବିଭିନ୍ନ ସେଲିବ୍ରେଟି ଯୋଗ କରୁଥିବା ବେଳର ଫଟୋ ନଜରକୁ ଆସିଛି । ତାସହ ନଜରକୁ ଆସିଛି ଅରୁଣାଚଳ ପ୍ରଦେଶରେ ଆଇଟିବିପି ଯବାନଙ୍କ ଭିନ୍ନ ଧରଣରେ ଯୋଗ କରୁଥିବା ଭିଡିଓ ।…

ଆଜି ଜୁନ ୨୧ ‘ଆନ୍ତର୍ଜାତିକ ଯୋଗ ଦିବସ’: ସମଗ୍ର ବିଶ୍ୱ ଯୋଗମୟ

ଭୁବନେଶ୍ୱର : ସମଗ୍ର ବିଶ୍ୱକୁ ଯୋଗ ହିଁ ଆଜି ଏକତାବଦ୍ଧ କରିପାରିଛି । ଚାଲନ୍ତୁ ଫେରିଯିବା ସେଇ ନୂଆ ପୃଥିବୀର ଆନନ୍ଦମୟ ମୁହୂର୍ତ୍ତ ଆଡ଼କୁ । ସମଗ୍ର ବିଶ୍ୱବାସୀ ଛାଡ଼ି ଆସିଥିବା ସେଇ ଯୋଗାସନର ସୁବର୍ଣ୍ଣ ଖଚିତ ପ୍ରାତଃକାଳକୁ । ସମଗ୍ର ବିଶ୍ୱକୁ ପୁନର୍ବାର ଖୋଜିବାକୁ ପଡ଼ିବ ମହର୍ଷି ପତଞ୍ଜଳିଙ୍କ…