Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଛତିଶଗଡରେ ଏନକାଉଣ୍ଟର, ୨ ନକ୍ସଲ ନିହତ

ରାୟପୁର: ଛତିଶଗଡ଼ ଜିଲ୍ଲାର କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହେବାଫଳରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି କାଙ୍କେର ସ୍ଥିତ ତାଡକୋଇ ଅଞ୍ଚଳରେ ସୁରକ୍ଷାବଳ ଏବଂ ନକ୍ସଲଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ…

ଏଏନ୍-୩୨ ବିମାନର ସମସ୍ତ ବ୍ୟକ୍ତି ମୃତ, ସ୍ପଷ୍ଟ କଲା ଭାରତୀୟ ବାୟୁସେନା

ଭୁବନେଶ୍ୱର : ଭାରତୀୟ ବାୟୁସେନାର ନିଖୋଜ ବିମାନ ଏଏନ୍-୩୨ର ଭଗ୍ନାବଶେଷ ନିକଟରେ ଠାବ କରାଯାଇଥିବାବେଳେ ଏଥିରେ ଥିବା ସମସ୍ତ ୧୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ନେଇ ଗୁରୁବାର ଦିନ ଜଣାପଡିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଓଡିଶାର ଫ୍ଲାଇଟ୍ ଲେଫ୍ଟନାଣ୍ଟ୍…

ସାମୁଦ୍ରିକ ଝଡ ‘ବାୟୁ’: ଗୁଜୁରାଟରୁ ଟଳିଲା ବାତ୍ୟା ଆଶଙ୍କା, ବଦଳିଲା ଗତିପଥ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ବାୟୁ’ ସ୍ଥଳଭାଗ ଛୁଇଁବା ପୂର୍ବରୁ ତା’ର ଗତିପଥ ପରିବର୍ତ୍ତନ କରିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଗୁରୁବାର ଦିନ ସୂଚନା ମିଳିଛି । ତେବେ ଏହା ଗୁଜୁରାଟର ସମୁଦ୍ର ଉପକୂଳ ଦେଇ ପାକିସ୍ଥାନ ଓ ଓମାନ୍ ମୁହାଁ ହୋଇଥିବା…

ଲଣ୍ଡନ କୋର୍ଟରେ ନୀରବ ମୋଦୀଙ୍କୁ ମିଳିଲାନି ଜାମିନ୍

ନୂଆଦିଲ୍ଲୀ : ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରୁ ଋଣ ନେଇ ବିଦେଶ ପଳାଇଥିବା ହୀରା ବ୍ୟବସାୟୀ ତଥା ପଳାତକ ନୀରବ ମୋଦିଙ୍କ ଜାମିନ୍ ଆବେଦନକୁ ପୁଣିଥରେ ଖାରଜ କରିଛନ୍ତି ଲଣ୍ଡନ କୋର୍ଟ। ଏହି ପରିପ୍ରେକ୍ଷୀରେ ଜଷ୍ଟିସ ଇନଗ୍ରିଡ ସିମଲର କହିଛନ୍ତି, ନୀରବଙ୍କୁ ଜାମିନ ମିଳିବା ପରେ ଆବଶ୍ୟକସ୍ଥଳେ ସେ…

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଡ଼ିଆ ପ୍ରଶାସକଙ୍କୁ କ୍ୟାବିନେଟ ପାହ୍ୟା ପଦୋନ୍ନତି

ନୂଆଦିଲ୍ଲୀ: ଓଡ଼ିଶାରେ ଜନ୍ମିତ ଅବସରପ୍ରାପ୍ତ ଆଏଏସ ଅଧିକାରୀ ପ୍ରମୋଦ କୁମାର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୋଦୀ ଅତିରିକ୍ତ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରିଛନ୍ତି । ସେହିପରି ନୃପେନ୍ଦ୍ର ମିଶ୍ରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅତିରିକ୍ତ ପ୍ରମୁଖ ସଚିବ ଭାବେ ମଧ୍ୟ ନିଯୁକ୍ତ…

ମିଳିଲା ନିଖୋଜ ବାୟୁସେନା ବିମାନର ଭଗ୍ନାବଶେଷ

ନୂଆଦିଲ୍ଲୀ : ଭାରତୀୟ ବାୟୁସେନାର ନିଖୋଜ ବିମାନ ଏଏନ୍-୩୨ର ଭଗ୍ନାବଶେଷକୁ ଅରୁଣାଚଳ ପ୍ରଦେଶରେ ଠାବ କରାଯାଇଥିବା ନେଇ ଏଏନଆଇ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି । ଏହି ବିମାନଟି ଜୁନ୍ ୩ ତାରିଖରେ ନିଖୋଜ ହୋଇଯାଇଥିଲା। ପୂର୍ବରୁ ଉକ୍ତ ନିଖୋଜ ବିମାନ ସମ୍ପର୍କୀତ ତଥ୍ୟ କେହି ପ୍ରଦାନ…

ଇଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମାକୁ ଉନ୍ମୋଚନ କଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଦିନ କୋଲକାତା ସ୍ଥିତ ବିଦ୍ୟାସାଗର କଲେଜରେ ଇଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମାକୁ ଉନ୍ମୋଚନ କରିଛନ୍ତି । ସୂଚନାଯାଗ୍ୟ, ମେ’ ୧୪ ତାରିଖରେ ପଶ୍ଚିମବଙ୍ଗରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ରୋଡ ଶୋ’…

ସୋପିଆନରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାରେ ମଙ୍ଗଳବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସୋପିଆନ୍ ଜିଲ୍ଲାର ଅୱନୀରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ…

ଭାରତୀୟ ଉପକୂଳରେ ପୁଣି ମାଡ଼ି ଆସୁଛି ବାତ୍ୟା…

ମୁମ୍ବାଇ: କିଛିଦିନ ପୂର୍ବରୁ ଭାରତୀୟ ଉପକୂଳରେ ଫନୀ ବାତ୍ୟା ରଚିଥିବା ତାଣ୍ଡବ ଲୀଳାର ବିପର୍ଯ୍ୟସ୍ତ ଚିତ୍ର ନ’ଲିଭୁଣୁ ପୁଣି ଏକ ବାତ୍ୟା ଭାରତୀୟ ପଶ୍ଚିମ ଉପକୂଳରେ ଆଶଙ୍କା ସୃଷ୍ଟି କରିଛି । ବାତ୍ୟା ‘ବାୟୁ’ ଆରବସାଗରରେ କ୍ରମଶଃ ଉଗ୍ରରୂପ ଧାରଣ କରୁଥିବା ବେଳେ ଦକ୍ଷିଣ-ପୂର୍ବ ଆରବ ସାଗରରେ…

ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୪ ଯାତ୍ରୀ ମୃତ, ୬ ଗୁରୁତର

ବଲରାଇ : ଉତ୍ତରପ୍ରଦେଶର ଇଟାୱା ସ୍ଥିତ ବଲରାଇ ରେଳ ଷ୍ଟେସନ୍ ନିକଟରେ ସୋମବାର ସକାଳେ ରାଜଧାନୀ ଏକ୍ସପ୍ରେସ୍ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିବା ସହ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଅୱଧ ଏକ୍ସପ୍ରେସରୁ କିଛି ଯାତ୍ରୀ ଟ୍ରେନରୁ ଓହ୍ଲାଇ ରେଳ ଲାଇନ୍ କଡ଼ରେ ଠିଆ…