Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଜାଣନ୍ତୁ, କେଉଁ କାରଣ ଲାଗି ଅବିବାହିତ ରହିଗଲେ ମାୟାବତୀ…

ନୂଆଦିଲ୍ଲୀ : ସମାଜର ଲୋକମାମାନଙ୍କ ସେବା କରିବା ପାଇଁ ଚାହୁଁଥିବାରୁ ମୁଁ ଆଜୀବନ ଏକୁଟିଆ ରହିବା ପାଇଁ ନିଷ୍ପତ୍ତି ନେଇଥିଲି ବୋଲି ବହୁଜନ ସମାଜବାଦୀ ପାର୍ଟି (ବିଏସପି) ସୁପ୍ରିମୋ ମାୟାବତୀ ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟରେ ଦାଖଲ କରିଥିବା ସତ୍ୟ ପାଠ ପତ୍ରରେ ଏକ ପିଟିସନର ଜବାବ…

କଂଗ୍ରେସର ନିର୍ବାଚନୀ ଇସ୍ତାହାର ଘୋଷଣା

ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସ ଦଳ ପକ୍ଷରୁ ମଙ୍ଗଳବାର ଦିନ ନିର୍ବାଚନ ଇସ୍ତାହାର ଘୋଷଣା କରାଯାଇଛି । ଏହି ନିର୍ବାଚନ ଇସ୍ତାହାରରେ ଉଲ୍ଲେଖ ରହିଛି ଯେ, ଦେଶଦ୍ରୋହ ଅପରାଧକୁ ପରିଭାଷିତ କରୁଥିବା ଦଣ୍ଡ ଓ ସଂହିତା ଧାରା ୧୨୪ର ଅନେକ ଦୁରୁପଯୋଗ କରାଯାଇଛି । କଂଗ୍ରେସ ଏହି ନିର୍ବାଚନ ଜିତି…

ପୁଲୱାମାରେ ଏନକାଉଣ୍ଟର, ଲସ୍କର-ଇ-ତଇବାର ୪ ଆତଙ୍କବାଦୀ ମୃତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଲାସିପୋରା ଅଞ୍ଚଳରେ ସୋମବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଲାସିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି…

ବଡଗାମରେ ସେନା ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ବଡଗାମ୍ ଜିଲ୍ଲାର ସୁସତୁ ଅଞ୍ଚଳରେ ଶୁକ୍ରବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଏହି ଗୁଳିବିନିମୟ ବେଳେ ୪ ଯବାନ ଆହତ ହୋଇଥିବା ସୁତ୍ରରୁ ପ୍ରକାଶ ।…

ଜମ୍ମୁ-କାଶ୍ମୀର: ସୋପିଆନ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ସୋପିଆନ୍ ଜିଲ୍ଲାର କେଲର ଅଞ୍ଚଳରେ ଲୁଚି ରହିଥିବା ନେଇ…

ଭାରତ ନିକଟରେ ଏବେ ’ଆଣ୍ଟି ସାଟେଲାଇଟ ଅସ୍ତ୍ର’ ଉପଲବ୍ଧ: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଭାରତର ବୈଜ୍ଞାନିକମାନେ ଆଜି ଏକ ଅପୂର୍ବ ଅନ୍ତରୀକ୍ଷ ସଫଳତା ହାସଲ କରିଛନ୍ତିି । ଭାରତର  ବୈଜ୍ଞାନିକ ଅନ୍ତରୀକ୍ଷରେ ୩୦୦ କିମି ଦୂର ଲୋ ଆର୍ଥ ଅର୍ବିଟରେ ଏକ ଲାୟୁ ସାଟେଲାଇଟକୁ ମାରି ତଳେ ଖସାଇଛନ୍ତିି । କେବଳ ତିନି ମିନିଟରେ ସଫଳତା ପୂର୍ବକ ଏହି ଅଫରେଶନ ପୂରଣ ହୋଇଛି । ଏହି…

ମାଲେସିଆ ବିପକ୍ଷରେ ଭାରତ ୪-୨ ଗୋଲରେ ବିଜୟୀ, ବିରେନ୍ଦ୍ର ଲାକ୍ରାଙ୍କୁ ‘ମ୍ୟାନ ଅଫ ଦି ମ୍ୟାଚ୍’ ପୁରସ୍କାର

ଇପୋ: ସୁଲତାନ ଆଜଲାନ ଶାହ ହକି ଟୁର୍ଣ୍ଣାମେଣ୍ଟରେ ଭାରତ ଆୟୋଜକ ମାଲେସିଆକୁ ୪-୨ ଗୋଲରେ ପରାସ୍ତ କରିଛି । ମାଲେସିଆର ଇପୋଠାରେ ଖେଳାଯାଇଥିବା ଏହି ମ୍ୟାଚରେ ସୁନ୍ଦର ଅଦ୍ଭୁତପୂର୍ବ ରକ୍ଷଣାତ୍ମକ ଖେଳ ପ୍ରଦର୍ଶନ କରିଥିବାରୁ ଓଡ଼ିଆ ହକି ଖେଳାଳି ବିରେନ୍ଦ୍ର ଲାକ୍ରାଙ୍କୁ ମ୍ୟାନ ଅଫ ଦି ମ୍ୟାଚ୍…

ଛତିଶଗଡରେ ଏନକାଉଣ୍ଟର, ୪ ନକ୍ସଲ ନିହତ

ଋାୟପୁର : ଛତିଶଗଡର ସୁକମା ଜିଲ୍ଲାର ବିମାପୁରମରେ ସିଆରପିଏଫ୍ ଯବାନଙ୍କ ସହ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିପାତ ହୋଇଛନ୍ତି । https://twitter.com/ANI/status/1110370175243730944 ପ୍ରାପ୍ତ ସୂଚନା ଅନୁଯାୟୀ କିଛି…

ଦେଶର ପ୍ରଥମ ଲୋକପାଳ ଭାବେ ଶପଥ ନେଲେ ଜଷ୍ଟିସ୍ ପିନାକି ଘୋଷ

ନୂଆଦିଲ୍ଲୀ : ଦେଶର ପ୍ରଥମ ଲୋକପାଳ ଭାବେ ଶନିବାର ଦିନ ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍ ପିନାକି ଚନ୍ଦ୍ର ଘୋଷ । ରାଷ୍ଟ୍ରପତିଙ୍କ ଭବନରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ…

ଜେଲ୍ ଗଲେ ନୀରବ ମୋଦୀ, ଲଣ୍ଡନ କୋର୍ଟରେ ଜାମିନ ଆବେଦନ ଖାରଜ

ଲଣ୍ଡନ: ଭାରତୀୟ ହୀରା ବ୍ୟବସାୟୀ ତଥା ପଳାତକ ନୀରବ ମୋଦିଙ୍କୁ ଗିରଫ କରାଯିବା ପରେ ତାଙ୍କୁ ଲଣ୍ଡନର ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ବୋଲି ଗଣମାଧ୍ୟମ ସଂସ୍ଥା ଏଏନଆଇ ସୂତ୍ରରୁ ପ୍ରକାଶ । ତାଙ୍କୁ ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରଖାଯିବ ବୋଲି ଗଣମାଧ୍ୟମ…