Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ପ୍ରକାଶିତ ହେଲା ନୀତି ଆୟୋଗ ଦ୍ୱାରା ଭାରତ ନବୋନ୍ମେଷ ସୂଚକାଙ୍କ ୨୦୧୯

ନୀତି ଆୟୋଗ ଦ୍ୱାରା ୨୦୧୯ ବର୍ଷ ପାଇଁ ଭାରତ ନବୋନ୍ମେଷ ସୂଚକାଙ୍କ ପ୍ରକାଶ ପାଇଛି । ଦେଶର ବୃହତ ରାଜ୍ୟଗୁଡ଼ିକ ମଧ୍ୟରେ କର୍ଣ୍ଣାଟକ ସର୍ବାଧିକ ନବୋନ୍ମେଷୀ ରାଜ୍ୟ ଭାବେ ପ୍ରଥମ ସ୍ଥାନ ହାସଲ କରିଛି । ଏହାପଛକୁ ଶୀର୍ଷ ୧୦ଟି ସ୍ଥାନରେ ଯଥାକ୍ରମେ ତାମିଲନାଡ଼ୁ, ମହାରାଷ୍ଟ୍ର, ତେଲଙ୍ଗାନା,…

ଯାତ୍ରୀବାହୀ ବସ୍ ଦୁର୍ଘଟଣାଗସ୍ତ, ୩୫ରୁ ଅଧିକ ମୃତ

ମେଦିନା: ସାଉଦି ଆରବର ପଶ୍ଚିମ ପ୍ରାନ୍ତରେ ଅବସ୍ଥିତ ମେଦିନା ନିକଟରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗସ୍ତ ହେବା ଫଳରେ ପ୍ରାୟ ୩୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…

ସୁପ୍ରିମକୋର୍ଟରେ ଶେଷ ହେଲା ଅଯୋଧ୍ୟା ବିବାଦର ଶୁଣାଣି; ସଂରକ୍ଷିତ ରହିଲା ଐତିହାସିକ ରାୟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମିବିବାଦର ପାରିସମାପ୍ତି ଘଟିଛି ।ସୁପ୍ରିମକୋର୍ଟ ବୁଧବାର ଦିନ ଅଯୋଧ୍ୟା ଜମି ବିବାଦ ମାମଲାର ଶୁଣାଣି ଶେଷ କରି ଏହାର ରାୟକୁ ସଂରକ୍ଷିତ ରଖିଛନ୍ତି । ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କ ଦ୍ଵାରା ନିର୍ଦ୍ଧାରିତ କରାଯାଇଥିବା ସମୟର ୧…

ଆରମ୍ଭ ହେଲା ରେଳବାଇର ‘ପ୍ରମୋସନ ଅନ୍‌ ହ୍ବିଲ’ ସେବା

ନୂଆଦିଲ୍ଲୀ: ସିନେମା, କଳା, ସଂସ୍କୃତି, ଖେଳ ଆଦିର ବିଜ୍ଞାପନ(ପ୍ରମୋସନ) ନିମନ୍ତେ ଭାରତୀୟ ରେଳ ପକ୍ଷରୁ ନିଆ ଯାଇଛି ଏକ ଭିନ୍ନ ପଦକ୍ଷେପ। ଆଜିଠାରୁ ଟ୍ରେନରେ ମଧ୍ୟ ଏହିସବୁର ପ୍ରଚାର- ପ୍ରସାର କରାଯିବା ନେଇ ରେଲମନ୍ତ୍ରଣାଳୟ ବୁଧବାର ଦିନ ଟ୍ୱିଟ କରି ଜଣାଇଛନ୍ତି ।…

ଜମ୍ମୁ ଓ କାଶ୍ମୀର: ସୁରକ୍ଷାବାହିନୀର ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଘଟିଥିବା ଗୁଳି ବିନିମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ନିକଟରେ ଜମ୍ମୁ ଓ କାଶ୍ମୀରରେ ପୋଷ୍ଟପେଡ୍ ମୋବାଇଲ୍ ସେବାକୁ ସକ୍ରିୟ କରାଯିବା ପରେ ଏହା ପ୍ରଥମ ଘଟଣା ବୋଲି ସୁତ୍ରରୁ…

ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ପୂର୍ବତଦ ରାଷ୍ଟ୍ରପତି ତଥା ମିସାଇଲ୍ ମ୍ୟାନ୍ ଏପିଜେ ଅବଦୁଲ୍ କଲାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।…

ଏୟାର ଇଣ୍ଡିଆକୁ ଶକ୍ତ ଧକ୍କା; ଇସ୍ତଫା ଦେଲେ ୧୨୦ ପାଇଲଟ

ନୂଆଦିଲ୍ଲୀ : ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ୧୨୦ ପାଇଲଟ ସାମୂହିକ ଭାବେ ଇସ୍ତଫା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦରମା ଏବଂ ଚାକିରୀରେ ପଦୋନ୍ନତିକୁ ନେଇ ଏହି ପାଇଲଟମାନେ ପୂର୍ବରୁ ଅସନ୍ତୋଷ ବ୍ୟକ୍ତ କରିଥିଲେ । 'ଏ-୩୨୦ ଏୟାରବସ'ର ୧୨୦ ପାଇଲଟଙ୍କ ଦାବି ପୂରଣ…

ଭାରତୀୟ ବଂଶୋଦ୍ଭବ ଅଭିଜିତ ବାନାର୍ଜୀ ପାଇବେ ଅର୍ଥନୀତିରେ ନୋବେଲ୍ ପୁରସ୍କାର

ନୂଆଦିଲ୍ଲୀ: ଆମେରିକାରେ ବସବାସ କରୁଥିବା ଭାରତୀୟ ବଂଶୋଦ୍ଭବ ତଥା ବିଶିଷ୍ଟ ଅଥନୀତିଜ୍ଞ ଅଭିଜିତ ବାନାର୍ଜୀ ଅର୍ଥନୀତି ଲାଗି ଚଳିତ ବର୍ଷର ନୋବେଲ୍ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି । ନ୍ୟୁୟର୍କଠାରେ ୨୦୧୯ ବର୍ଷ ଲାଗି ଅର୍ଥନୀତିରେ ଯେଉଁ ୩ ଜଣ ବ୍ୟକ୍ତି ନୋବେଲ୍ ପୁରସ୍କାର ପାଇବାକୁ…

ମୁମ୍ବାଇ କମର୍ସିଆଲ୍ ବିଲ୍ଡିଂ ୨୨ମହଲାରେ ଅଗ୍ନିକାଣ୍ଡ, ଚାଲିଛି ଉଦ୍ଧାର କାର୍ଯ୍ୟ

ମୁମ୍ବାଇ: ମୁମ୍ବାଇର ଅନେ୍ଧରୀ ଅଞ୍ଚଳରେ ରହିଥିବା ଏକ କମର୍ସିଆଲ୍ ବିଲ୍ଡିଂରେ ସୋମବାର ଦିନ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅପରାହ୍ନ ସମୟରେ ଏହି କମ୍ପେ୍ଲକ୍ସଟିର ୨୨ମହଲାରେ ନିଆଁ ଲାଗିଯାଇଥିବାର ସୂଚନା ମିଳିଛି । Maharashtra: Fire breaks out at a commercial building in…

ଗ୍ରାହକଙ୍କ ଲାଗି ଦିୱାଲୀ ଅଫର; ୮,୦୦୦ ଟଙ୍କା ଡ଼ିସକାଉଣ୍ଟରେ ମିଳୁଛି ଓପୋ କେ-୧ !

ମୁମ୍ବାଇ: ଅଗ୍ରଣୀ ମୋବାଇଲ୍ ନିର୍ମାତା କମ୍ପାନୀ ଓପୋ କେ-୧ ସିରିଜ୍ ଫୋନରେ ଏବେ ଫିଙ୍ଗରପ୍ରିଣ୍ଟ ସେନସର୍ ଡ଼ିସପ୍ଲେ ଉପଲବ୍ଧ ହେଉଛି । ଗ୍ରାହକମାନେ ଓପୋ କେ-୧ ମୋବାଇଲ୍ ଫୋନ ଫ୍ଲିପକାର୍ଟ ଅନଲାଇନ ମାଧ୍ୟମରେ ମଧ୍ୟ କ୍ରୟ କରିପାରିବେ । ଏହି ଫୋନ ୧୮,୯୯୦ ଟଙ୍କାରେ ପ୍ରଥମେ ବିକ୍ରି ହେଉଥିଲେ…