Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ଭାରତ ଫେରିବେ ବିଜୟ ମାଲ୍ୟା, ପ୍ରତ୍ୟାର୍ପଣ ଲାଗି ବ୍ରିଟିଶ ସରକାରଙ୍କ ଅନୁମତି

ନୂଆଦିଲ୍ଲୀ: ମଦ ସମ୍ରାଟ ପଳାତକ ବିଜୟ ମାଲ୍ୟା ଭାରତ ଫେରିବାର ସମସ୍ତ ରାସ୍ତା ଏବେ ପରିଷ୍କାର ହୋଇଛି । ଏନେଇ ଆଜି ବ୍ରିଟିଶ୍ ସରକାର ସ୍ପଷ୍ଟ କରିଛନ୍ତି । ଭାରତରୁ ବିଜୟ ମାଲ୍ୟା ପଳାୟନ କରିବା ପରେ ଆଜି ବ୍ରିଟିଶ୍ ସରକାର ଭାରତକୁ ପ୍ରତ୍ୟାର୍ପଣ କରିବା ଲାଗି ଅନୁମତି ପ୍ରଦାନ କରିଛନ୍ତି ।…

ଦେଖନ୍ତୁ, କୁମ୍ଭମେଳାର ଚମତ୍କାର ଭିିଡ଼ିଓ: ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପ୍ରୟାଗରାଜ : ଉତ୍ତରପ୍ରଦେଶର ପ୍ରୟାଗରାଜ ଠାରେ ଆଜିଠାରୁ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ କୁମ୍ଭ ମେଳା ର ଦ୍ୱିତୀୟ ସାହି ସ୍ନାନ । ଏହି ସାହି ସ୍ନାନ କରିବା ପାଇଁ ପ୍ରାୟ ଲକ୍ଷାଧିକ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ରହିଥିଲା ବେଳେ ରେଳପଥରୁ ମହାକୁମ୍ଭର ଏକ ନିଆରା ଝଲକ ଦେଖିବାକୁ ମିଳିଛି ।…

ସୁପ୍ରିମକୋର୍ଟରେ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ : ନୟାଗଡ ଥାନା ଆକ୍ରମଣ ଘଟଣାରେ ସୁପ୍ରିମକୋର୍ଟ ସୋମବାର ଦିନ ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ସୁପ୍ରିମକୋର୍ଟର ବିଚାରପତି ଏନଭି ରମନ୍ନା ଓ ଜଷ୍ଟିସ୍ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଜି ଏହି ମାମଲାର…

ସିବିଆଇକୁ ବିଜେପି ରାଜନୈତିକ ଆୟୁଧ ଭାବେ ବ୍ୟବହାର କରୁଛି: ବିଜେଡ଼ି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ରାଜଧାନୀ କୋଲକାତାରେ ହୋଇଥିବା ସିବିଆଇ-କୋଲକାତା ପୋଲିସ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଘଟଣାରେ ସୋମବାର ଦିନ କେନ୍ଦ୍ରକୁ ଦୋଷାରୋପ କରି ବିଜେଡ଼ି କହିଛି କେନ୍ଦ୍ର ସରକାର ସିବିଆଇକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଛି । ଲୋକସଭାର ଶୂନ୍ୟକାଳରେ ଏହି…

ସିବିଆଇ ନିର୍ଦ୍ଦେଶକ ଭାବେ ଋଷି କୁମାର ଶୁକ୍ଳାଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ନିର୍ଦ୍ଦେଶକ ଭାବେ ଋଷି କୁମାର ଶୁକ୍ଳା ସୋମବାର ଦିନ ନିୟମିତ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସିବିଆଇର ଏହି ମୁଖ୍ୟ ପଦବୀକୁ ସେ କାମଚଳା ନିର୍ଦ୍ଦେଶକ ଏମ ନାଗେଶ୍ୱର ରାଓଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ନୂତନ ଭାବେ ସିବିଆଇର…

ଆରମ୍ଭ ହେଲା ‘ଏସବିଆଇ’ର ୨ୟ ସଂସ୍କରଣ ଗ୍ରୀନ ମାରାଥନ

ଭୁବନେଶ୍ୱର: ଭାରତୀୟ ଷ୍ଟେଟ ବ୍ୟାଙ୍କ ନିରନ୍ତର ଜୀବିକା ପ୍ରୋତ୍ସହନ ନିମନ୍ତେ ଏହାର ବାର୍ଷିକ କାର୍ଯ୍ୟକ୍ରମର ଦ୍ୱିତୀୟ ସଂସ୍କରଣ ‘ଏସବିଆଇ ଗ୍ରୀନ ମାରାଥନ’ ଆରମ୍ଭ କରିଛି । ଏହି କାର୍ଯ୍ୟକ୍ରମକୁ କାର୍ଯ୍ୟକ୍ରମକୁ ଏସ୍ବିଆଇ ଭୁବନେଶ୍ୱର ମଣ୍ଡଳ ସିଜିଏମ ପ୍ରବୀଣ କାଲା ଓ ଏସ୍ବିଆଇ ଜେନରାଲ…

ନ୍ୟୁଜିଲାଣ୍ଡକୁ ୩୫ ରନରେ ପରାସ୍ତ କରି ଭାରତର ୪-୧ ରେ ସିରିଜ ବିଜୟ

ୱେଲିଂଟନ: ଅଷ୍ଟ୍ରେଲିଆକୁ ନିଜ ମାଟିରେ ପରାସ୍ତ କରିବା ପରେ ଏବେ ଭାରତ ନ୍ୟୁଜିଲାଣ୍ଡ ବିପକ୍ଷରେ ୪-୧ ବ୍ୟବଧାନରେ ଦିନିକିଆ ସିରିଜ ବିଜୟ ହାସଲ କରି ବିଶ୍ୱ କ୍ରିକେଟରେ ଶ୍ରେଷ୍ଠତ୍ୱ ବଜାୟ ରଖିପାରିଛି । Looks like the "JOSH" in the squad is "HIGH SIR" ?️ ? 'HOWS THE JOSH'…

ପଞ୍ଚମ ଦିନିକିଆ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଧାର ବ୍ୟାଟିଂ, ଭାରତର ୨୫୨ ରନ

ୱେଲିଂଟନ: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆଜି ଅନୁଷ୍ଠିତ ହେଉଥିବା ୫ମ ତଥା ଅନ୍ତିମ ଦିନିକିଆରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୫୨ ରନରେ ଅଲଆଉଟ ହୋଇଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମତ୍କାର ୨୨ଟି ବଲରୁ ୫ଟି ବିଶାଳ ଛକା ସହିତ ୪୫ ରନ ଭାରତ ଏକ ଲଢୁଆ ସ୍କୋର କରିବାକୁ ସକ୍ଷମ ହୋଇଥିଲା । ଟସ…

ଋଷି କୁମାର ଶୁକ୍ଳା ସିବିଆଇ ନିର୍ଦ୍ଦେଶକ ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ଡ଼ିଜିପି ଋଷି କୁମାର ଶୁକ୍ଳା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ୧୯୮୪ ମସିହା ବ୍ୟାଚ୍ ର ଆଇପିଏସ ଅଧିକାରୀ ଆସନ୍ତା ୨ ବର୍ଷ ଲାଗି ନିଯୁକ୍ତ ହୋଇଛନ୍ତି ।…

‘ସହିଦ ବାଜି ରାଉତ’ଙ୍କ ଉପରେ ପର୍ଯ୍ୟବେଶିତ ଓଡ଼ିଆ ଫିଲ୍ମକୁ ମିଳିଲା ଆନ୍ତର୍ଜାତିକ ପୁରସ୍କାର

ଭୁବନେଶ୍ୱର: ପ୍ରଡ୍ୟୁସର୍ ସତ୍ୟବ୍ରତ ସାନୁ ରଥଙ୍କ ଦ୍ୱାରା ନିର୍ମିତ ଓଡ଼ିଆ ଚଳଚ୍ଚିତ୍ର ‘ବାଜି ଦ ଇମୋର୍ଟାଲ୍ ବୋଟ୍ ବୟ’ ନୋଇଡ଼ାଠାରେ ଅନୁଷ୍ଠିତ ମର୍ଯ୍ୟାଦାଜନକ ଷଷ୍ଠ ଆନ୍ତର୍ଜାତିକ ଚଳଚ୍ଚିତ୍ର ମହୋତ୍ସବ ୨୦୧୯ରେ ଏଡ଼ିଟିଂ କ୍ୟାଟେଗୋରୀରେ  ପୁରସ୍କୃତ ହୋଇଛି । ପୁରସ୍କାର ପ୍ରାପ୍ତ ଏହି…