Latest Odisha News

BREAKING NEWS

Browsing Category

ଦେଶ ବିଦେଶ

National News, Odishasambad.in

ରାଜଧାନୀ ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା

ଭୁବନେଶ୍ୱର : ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଅନୁଷ୍ଠିତ ହୋଇଥାଏ । ସେହିପରି ଏକାମ୍ର କ୍ଷେତ୍ର ଭୁବନେଶ୍ୱରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ମଧ୍ୟ ନିଆରା ଢଙ୍ଗରେ ପାଳିତ ହୋଇଥାଏ । ରାଜଧାନୀ ଭୁବନେଶ୍ୱରରେ ଅନେକ ପୁରୁଣା ତଥା…

ଇତିହାସ ରଚିଲେ ହିମା ଦାସ: ବିଶ୍ୱ ୨୦ବର୍ଷରୁ କମ୍ ଦୌଡ଼କୁଦରେ ସ୍ୱର୍ଣ୍ଣପଦକ

ଟାମ୍ପେରେ (ଫିନଲାଣ୍ଡ) : ଭାରତୀୟ ଦୌଡ଼ ପ୍ରତିଯୋଗୀ ହିମା ଦାସ ୨୦ ବର୍ଷରୁ କମ୍ ଆଇଏଏଏଫ ବିଶ୍ୱ ଦୌଡ଼କୁଦ ଚାମ୍ପିୟନସିପରେ ପ୍ରଥମ ଭାରତୀୟ ଭାେବେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେ ମହିଳା ୪୦୦ ମିଟର ଦୌଡ଼ରେ ୫୧.୪୬ ସେକେଣ୍ଡ ରେ ପ୍ରଥମସ୍ଥାନ ହାସଲ କରି ଭାରତ ଲାଗି ସ୍ୱର୍ଣ୍ଣ ପଦକ…

ଆଜି ମହାପ୍ରଭୁଙ୍କର ନବଯୌବନ ଦର୍ଶନ: ଶ୍ରୀମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥ ଆଜି ତାଙ୍କର ଲକ୍ଷ ଲକ୍ଷ ଭକ୍ତମାନଙ୍କୁ ନବଯୌବନ ଦର୍ଶନ ଦେଉଛନ୍ତି । ଦୀର୍ଘ ଦିନପରେ ଜ୍ୱରରେ ଆକ୍ରାନ୍ତ ହେବା ଏବଂ ଅଣସର ପିଣ୍ଡିରେ ରହି ଚିକିତ୍ସାପରେ ଆରୋଗ୍ୟ ଲାଭ କରି ମହାପ୍ରଭୁ ଆଜି ସମ୍ପୂର୍ଣ୍ଣ ଶାରିରୀକ ସୁସ୍ଥତା ଅନୁଭବ କରିଛନ୍ତି । ଆଜି ତାଙ୍କର…

କୁଲଦୀପଙ୍କୁ ୬ଟି ୱିକେଟ ଓ ରୋହିତଙ୍କ ବିସ୍ଫୋରକ ୧୩୭ ରନରେ ଭାରତ ବିଜୟୀ

ନଟ୍ଟିଙ୍ଗହାମ : ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ଆନ୍ତର୍ଜାତିକ କ୍ରିକେଟ ମ୍ୟାଚରେ ଭାରତ ୮ ଓିକେଟରେ ବିଜୟ ହାସଲ କରିଛି । ଭାରତୀୟ ବୋଲର୍ କୁଲଦୀପଙ୍କ ୬ଟି ୱିକେଟ ହାସଲ ଓ ଓପନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଧୁଆଁଧାର ଶତକୀୟ ଇନିଂସ ଭାରତକୁ ବିଜୟୀ କଲା ।…

ଥାଇଲାଣ୍ଡ ଓପନ ବ୍ୟାଡ଼ମିଣ୍ଟନ: ପି.ଭି. ସିନ୍ଧୁ କ୍ୱାର୍ଟର୍ ଫାଇନାଲକୁ ଉନ୍ନୀତ

ବ୍ୟାଂକକ : ବିଶ୍ୱର ୩ ନଂ ମହିଳା ସଟଲର୍ ତଥା ଭାରତୀୟ ବ୍ୟାଡ଼ମିଣ୍ଟନ ଖେଳାଳି ପି.ଭି.ସିନ୍ଧୁ ଥାଇଲାଣ୍ଡ ଓପନ ବ୍ୟାଡ଼ମିଣ୍ଟନ ଚାମ୍ପିୟନସିପର କ୍ୱାର୍ଟର୍ ଫାଇନାଲକୁ ଉନ୍ନୀତ ହୋଇଛନ୍ତି । କ୍ୱାର୍ଟର ଫାଇନାଲରେ ସିନ୍ଧୁ ହଂକଂ ଖେଳାଳି ପୁଇ ୱିଂ ୱିପଙ୍କୁ ସିଧାସଳଖ ୨୧-୧୬, ୨୧-୧୪ ଗେମରେ…

ବିଶ୍ୱର ଶ୍ରେଷ୍ଠ ୫୦ ସ୍ମାର୍ଟ ସିଟି: ଭୁବନେଶ୍ୱର ୩୨ ତମ ସ୍ଥାନରେ

ଭୁବନେଶ୍ୱର : ଭାରତର ନଂ ୧ ସ୍ମାର୍ଟ ସିଟି ହେବାର ଗୌରବ ଅର୍ଜନ ପରେ ଏବେ ସମଗ୍ର ବିଶ୍ୱର ଶ୍ରେଷ୍ଠ ୫୦ଟି ସ୍ମାର୍ଟ ସିଟି ମଧ୍ୟରେ ଭୁବନେଶ୍ୱର ୩୨ତମ ସ୍ଥାନରେ ରହିବାର ସଫଳତା ହାସଲ କରିଛି । ସିଙ୍ଗାପୁରର ‘ଇଡ଼େନ ଷ୍ଟ୍ରାଟେଜି ଇନଷ୍ଟିଚ୍ୟୁଟ’ ନାମକ ଏକ ସର୍ଭେ ସଂସ୍ଥା ତାଙ୍କର ସଦ୍ୟତମ…

ବିଶ୍ୱକପ ଫୁଟବଲ: ଫାଇନାଲରେ କ୍ରୋଏସିଆ, ଇଂଲଣ୍ଡ ୨-୧ରେ ପରାସ୍ତ

ମସ୍କୋ : ଫିଫା ବିଶ୍ୱକପ ଫୁଟବଲ ୨୦୧୮ ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଛି କ୍ରୋଏସିଆ । ପଡ଼ୋଶୀ ରୁଷିଆରେ ଅନୁଷ୍ଠିତ ହେଉଥିବା ବିଶ୍ୱକପ ଫାଇନାଲରେ କ୍ରୋଏସିଆ ଦଳ ରବିବାର ଦିନ ଭେଟିବ ଅପେକ୍ଷାକୃତ ଶକ୍ତିଶାଳୀ ଦଳ ଫ୍ରାନ୍ସକୁ । ଗୁରବାର ଖେଳାଯାଇଥିବା ଦ୍ୱିତୀୟ…

ଜଗା-କାଳିଆଙ୍କ ମୁଣ୍ଡରୁ ଖୋଲିଲା ଷ୍ଟିଚ୍, ଶିଘ୍ର ସୁସ୍ଥ ହେଉଛନ୍ତି ଯାଆାଁଳା ଭାଇ

ନୂଆଦିଲ୍ଲୀ : ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ପରେ ଦ୍ରୁତ ଗତିରେ ଆରୋଗ୍ୟ ଲାଭ କରୁଛନ୍ତି ଯାଆାଁଳା ଭାଇ ଜଗା ଓ କାଳିଆ । ସେମାନେ ଖୁବ ଶିଘ୍ର ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଓଡ଼ିଶା ଫେରିବାର ସୂଚନା ଦେଇଛନ୍ତି ଚିକିତ୍ସା କରୁଥିବା ଏମ୍ସର କର୍ତ୍ତୃପକ୍ଷ । ଦିଲ୍ଲୀ ଏମ୍ସ ସୂତ୍ରରୁ ଜଣାପଡ଼ିଛି…

ବିଦେଶରେ ରଥଯାତ୍ରା: ସାରା ଜଗତରେ ପ୍ରକମ୍ପିତ ହୁଏ ‘ଜୟ ଜଗନ୍ନାଥ’ ଧ୍ୱନୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କେବଳ ଯେ ପୁରୀରେ ପ୍ରସିଦ୍ଧି ଲାଭ କରି ପାରିଛି ତାହାନୁହେଁ, ବରଂ ବିଶ୍ୱାସ ଓ ଭକ୍ତିଭାବନାର ଦେବତା ତଥା ସାରା ଜଗତର ନାଥ ସ୍ୱୟଂ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦେଶ ବିଦେଶରେ ମଧ୍ୟ ମହାସମାରୋହରେ ଅନୁଷ୍ଠିତ ହେବାରେ ଲାଗିଛି । ବିଦେଶରେ…

ଆମ୍ରି ହସ୍ପିଟାଲ୍ସରେ ମାଷ୍ଟର ଇନ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍)ର ପ୍ରଥମ ସମାବର୍ତନ ଉତ୍ସବ

ଭୁବନେଶ୍ୱର: ଆମ୍ରି ହସ୍ପିଟାଲ୍ସ ଭୁବନେଶ୍ୱରରେ ୨୦୧୮ ଜୁଲାଇ ୧୦ରେ ଅନୁଷ୍ଠିତ ପ୍ରଥମ ସମାବର୍ତନ ଉତ୍ସବରେ ଆମ୍ରି ହସ୍ପିଟାଲ୍ସ, ଭୁବନେଶ୍ୱର ପକ୍ଷରୁ ପ୍ରଥମ ବ୍ୟାଚ୍ରେ ପାଂଚ ଜଣ ବିଦ୍ୟାର୍ଥୀଙ୍କୁ ମାଷ୍ଟର ଅଫ୍ ଏମର୍ଜେନ୍ସି ମେଡିସିନ୍ (ଏମ୍ଇଏମ୍) ପ୍ରଦାନ କରାଯାଇଛି । ଏହି ସମାବର୍ତନ…